Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ସମ୍ବଲପୁର: ଗଣେଶ ପୂଜା ମଣ୍ଡପରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ପେଣ୍ଡାଲ
ଗୁଜରାଟ ସଚିବାଳୟ ଉଡ଼ାଇବା ଧମକ: ବିହାର, ଝାଡ଼ଖଣ୍ଡରୁ ୨ ଗିରଫ
ଓମଫେଡ୍ ବଜାରକୁ ଆଣିବ ପ୍ୟାକେଟ୍ ପାଣି ଓ ନୂଆ ଆଇସକ୍ରିମ୍
ଦିଶା ସାଲିଆନ ମୃତ୍ୟୁ ମାମଲା : ସିବିଆଇ ଏଫ୍ଆଇଆରରେ ଆଦିତ୍ୟ ଠାକରେ, ଡିନୋ ମୋରିଆଙ୍କ ନାଁ
ଦୁଷ୍କର୍ମ ମାମଲା: ଆତ୍ମସମର୍ପଣ କଲେ ତରୁଣ ତେଜପାଲ
ନନ୍ଦିଗ୍ରାମ ଉପନିର୍ବାଚନ ଲଢ଼ିବେନି ମମତା, ଟିଏମସି ଘୋଷଣା କଲା ପ୍ରାର୍ଥୀ
Browsing Category
TOP STORIES
ଜମ୍ମୁ-କାଶ୍ମୀରରେ ଆଜି ସରିଛି ଦ୍ଵିତୀୟ ପର୍ଯ୍ୟାୟ ନିର୍ବାଚନ
ଜମ୍ମୁ-କାଶ୍ମୀର: ଜମ୍ମୁ-କାଶ୍ମୀରରେ ଆଜି ଦ୍ଵିତୀୟ ପର୍ଯ୍ୟାୟ ନିର୍ବାଚନ ହୋଇଯାଇଛି। ସକାଳଠୁ କଡ଼ା ସୁରକ୍ଷାରେ ଚାଲିଥିଲା ଭୋଟିଂ। ୨୬ ବିଧାନସଭା ଆସନରେ ଚାଲିଥିଲା ଭୋଟିଂ। ଶହ ଶହ ଭୋଟର ମତଦାନ କେନ୍ଦ୍ରରେ କରିଛନ୍ତି ମତଦାନ। ୨୩୯ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ମତ ଦାତା। ୬!-->…
Read More...
Read More...
ଆସନ୍ତାକାଲି ଓଡ଼ିଶା ଆସିବେ ଜେପି ନଡ୍ଡା
ଭୁବନେଶ୍ବର: ଆସନ୍ତାକାଲି ଅର୍ଥାତ ଗୁରୁବାର ଓଡ଼ିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ। ଦିନିକିଆ ଓଡ଼ିଆ ଗସ୍ତରେ ଆସି ଭୁବନେଶ୍ୱରସ୍ଥିତ ବିଜେପି ପାର୍ଟି ଅଫିସ୍ରେ ପହଞ୍ଚିବେ ଜେପି ନଡ୍ଡା। ସାଂସଦ, ବିଧାୟକ,!-->…
Read More...
Read More...
୬ ବର୍ଷର ବାଳିକାକୁ ହତ୍ୟା କଲେ ପ୍ରିନ୍ସିପାଲ
ଗୁଜରାଟ: ଗୁଜରାଟର ଦାହୋଡ଼ ଜିଲାରେ ଏଭଳି ଏକ ହୃଦୟବିଦାରକ ଘଟଣା ଘଟିଛି। ପ୍ରଥମ ଶ୍ରେଣୀରେ ପଢ଼ୁଥିବା ୬ ବର୍ଷର ବାଳିକାଙ୍କୁ ସ୍କୁଲ୍ ପ୍ରିନ୍ସିପାଲ ବଳାତ୍କାର ଉଦ୍ୟମ କରିଥିଲେ। ସେ ପ୍ରତିରୋଧ କରିବାରୁ ପ୍ରିନ୍ସିପାଲ ତାଙ୍କ ଗଳା ଦବାଇ ହତ୍ୟା କରିଛନ୍ତି। ଏହା ପରେ ସେ ନାବାଳିକାଙ୍କ!-->…
Read More...
Read More...
୩୧ଟି ବୃହତ ପ୍ରକଳ୍ପକୁ ମଞ୍ଜୁରୀ ଦେଲେ ସରକାର
ଭୁବନେଶ୍ବର: ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ୧୩୧ତମ ଏସ୍ଏଲ୍ଏସଡବ୍ଲୁସିଏ ବୈଠକରେ ୩୧ଟି ବୃହତ ପ୍ରକଳ୍ପକୁ ଅନୁମୋଦନ ମିଳିଛି। ଯାହାର ମୋଟ ମୂଲ୍ୟ ୪ ହଜାର ୯୫୪.୨୬ କୋଟି ଟଙ୍କା। ଏହି ପୁଞ୍ଜିନିବେଶ ବିଭିନ୍ନ କ୍ଷେତ୍ରରେ ବ୍ୟାପକ ଏବଂ ଓଡ଼ିଶାର ଅର୍ଥନୈତିକ!-->…
Read More...
Read More...
ବନ୍ୟା କ୍ଷତିଗ୍ରସ୍ତଙ୍କ ପାଇଁ ସହାୟତା ଘୋଷଣା କଲେ ରାଜ୍ୟ ସରକାର
ବାଲେଶ୍ୱର: ବାଲେଶ୍ୱର ବନ୍ୟା କ୍ଷତିଗ୍ରସ୍ତଙ୍କ ପାଇଁ ରାଜ୍ୟ ସରକାର ଆଜି ସହାୟତା ଘୋଷଣା କରିଛନ୍ତି। ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ବାଲେଶ୍ୱର ଜିଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ବାଲେଶ୍ୱର ଗସ୍ତକରି କ୍ଷତିଗ୍ରସ୍ତମାନଙ୍କୁ ସହାୟତା ଦେବାକୁ ନିର୍ଦ୍ଦେଶ ଦେଇଥିଲେ!-->…
Read More...
Read More...
ଯୁବ ଶକ୍ତିର ଦକ୍ଷତା ଆମର ଶକ୍ତି ଓ ଗୌରବ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଆଜି ଲୋକସେବା ଭବନରେ ୱାର୍ଲ୍ଡ ସ୍କିଲ କମ୍ପିଟିସନର ଭାଗନେଇଥିବା ପ୍ରତିଯୋଗୀମାନଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ବିଶ୍ୱସ୍ତରୀୟ ପ୍ରତିଯୋଗିତାରେ ବ୍ରୋଞ୍ଜ ପଦକ ପାଇଥିବା ଅମରେଶ ସାହୁଙ୍କୁ ମୁଖ୍ୟମନ୍ତ୍ରୀ ୨୫ ଲକ୍ଷ ଟଙ୍କା ପୁରସ୍କାର ଦେଇଥିଲେ!-->…
Read More...
Read More...
ଓଡ଼ିଶାରେ ସବୁ ମନ୍ଦିରରେ ଓମଫେଡ୍ ଘିଅ ବ୍ୟବହାର ପାଇଁ ଦାବି
ଭୁବନେଶ୍ବର: ତିରୁପତି ପ୍ରସାଦ ଲଡୁରେ ନକଲି ଘିଅ ବ୍ୟବହାର ନେଇ ଜାତୀୟ ରାଜନୀତି ଉଠୁଛି ପଡୁଛି। ପ୍ରମାଣ ମିଳିଛି ଯେ, ତିରୁପତିଙ୍କ ଲଡୁରେ ବ୍ୟବହାର ହେଉଥିବା ଘିଅରେ ପଶୁ ଚର୍ବି ଓ ମାଛତେଲର ମାତ୍ରା ଥିଲା। ତେବେ ଏହାର ପ୍ରମାଣ ମିଳିବା ପରେ ସବୁ ଧର୍ମାବଲମ୍ବୀ ଭକ୍ତଙ୍କୁ ଶକ୍ତ ଝଟ୍କା!-->…
Read More...
Read More...
ଓଡିଶାରୁ ସ୍ଥାନାନ୍ତରିତ ହେବନି ଜେଏସଡ୍ଲ୍ୟୁ ଇଭି ପ୍ରକଳ୍ପ
ଭୁବନେଶ୍ବର: ଓଡିଶାରୁ ଉଠିବନି ଜେଏସଡ୍ଲ୍ୟୁ ଇଭି ପ୍ରକଳ୍ପ। ୪୦ ହଜାର କୋଟିର ପ୍ରସ୍ତାବିତ ଇଭି ପ୍ରକଳ୍ପ ଓଡିଶାରୁ ମହାରାଷ୍ଟ୍ର ସ୍ଥାନାନ୍ତରିତ ନେଇ ଖବର ଉପରେ ସ୍ପଷ୍ଟୀକରଣ ରଖିଛି କମ୍ପାନୀ ।ସେପଟେ ଜେଏସଡବ୍ଲ୍ୟୁର ଇଭି ପ୍ରକଳ୍ପ ମହାରାଷ୍ଟ୍ରକୁ ସ୍ଥାନାନ୍ତରକୁ ନେଇ ଗଣମାଧ୍ୟମରେ ଚର୍ଚ୍ଚା!-->…
Read More...
Read More...
ଭରତପୁର ଥାନାରେ ଲାଗିଲା ସିସିଟିଭି
ଭୁବନେଶ୍ବର: ଭରତପୁର ଥାନାରେ ଶେଷରେ ସିସିଟିଭି ଲାଗଛି। ବିବାଦୀୟ ତଥା ବର୍ତ୍ତମାନର ଚର୍ଚ୍ଚିତ ଭରତପୁର ଥାନାର ବିଭିନ୍ନ ସ୍ଥାନକୁ ସିସିଟିଭି ପରିସରଭୁକ୍ତ କରାଯାଇଛି। ଥାନାରେ କେଉଁ ସ୍ଥାନରେ କ’ଣ ଚାଲିଛି ତାହା ରେକର୍ଡିଂ ମଧ୍ୟ ଆରମ୍ଭ ହୋଇଛି। ୨୫ ସିସିଟିଭି ଲାଗିବାର ବ୍ୟବସ୍ଥା ଥିବାବେଳେ!-->…
Read More...
Read More...
୧୧ ଲକ୍ଷ ଫାଇନ ଦେବ ବୁର୍ଲା ଭୀମସାର
ବୁର୍ଲା: ବୁର୍ଲା ଭୀମସାରକୁ କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ୧୧ ଲକ୍ଷ ୨୨ ହଜାର ଟଙ୍କା ଜରିମାନା କରାଯାଇଛି। ଠିକ୍ ଭାବେ ବର୍ଜ୍ୟ ବସ୍ତୁ ପରିଚାଳନା କରାଯାଉ ନ ଥିବା ଅଭିଯୋଗରେ ଏହି ଜରିମାନା କରାଯାଇଥିବା ସୂଚନା ରହିଛି।
୨୦୨୩ ଅଗଷ୍ଟ ମାସରେ ଭୀମସାରକୁ କେନ୍ଦ୍ରୀୟ!-->!-->!-->…
Read More...
Read More...