ପ୍ରମୁଖ ଖବର

ସମ୍ବଲପୁର: ଗଣେଶ ପୂଜା ମଣ୍ଡପରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ପେଣ୍ଡାଲ
ଗୁଜରାଟ ସଚିବାଳୟ ଉଡ଼ାଇବା ଧମକ: ବିହାର, ଝାଡ଼ଖଣ୍ଡରୁ ୨ ଗିରଫ
ଓମଫେଡ୍‌ ବଜାରକୁ ଆଣିବ ପ୍ୟାକେଟ୍‌ ପାଣି ଓ ନୂଆ ଆଇସକ୍ରିମ୍
ଦିଶା ସାଲିଆନ ମୃତ୍ୟୁ ମାମଲା : ସିବିଆଇ ଏଫ୍‌ଆଇଆରରେ ଆଦିତ୍ୟ ଠାକରେ, ଡିନୋ ମୋରିଆଙ୍କ ନାଁ
ଦୁଷ୍କର୍ମ ମାମଲା: ଆତ୍ମସମର୍ପଣ କଲେ ତରୁଣ ତେଜପାଲ
ନନ୍ଦିଗ୍ରାମ ଉପନିର୍ବାଚନ ଲଢ଼ିବେନି ମମତା, ଟିଏମସି ଘୋଷଣା କଲା ପ୍ରାର୍ଥୀ
Browsing Category

TOP STORIES

ଆଜି ଠାରୁ ଆରମ୍ଭ ହେଲା ମା’ଙ୍କ ଷୋଡ଼ଶ ଦିନାତ୍ମକ ପୂଜା

ପୁରୀ: ଆଜି ପବିତ୍ର ମୂଳାଷ୍ଟମୀ ଆଶ୍ୱିନ ମାସ କୃଷ୍ଣପକ୍ଷ ଅଷ୍ଟମୀ ତଥା ଦ୍ୱିତୀୟା ଓଷା। ମଙ୍ଗଳବାରଠାରୁ ଶ୍ରୀମନ୍ଦିର ସମେତ ଶ୍ରୀକ୍ଷେତ୍ରର ବିଭିନ୍ନ ଦେବୀ ପୀଠରେ ଷୋଡ଼ଶ ଦିନାତ୍ମକ ପୂଜା ଆରମ୍ଭ ହେବ। ଆଜି ଶ୍ରୀମନ୍ଦିରରେ ମା’ ବିମଳାଙ୍କ ପୀଠରେ ମଧ୍ୟ ମଙ୍ଗଳବାରଠାରୁ ଷୋଡ଼ଶ ଦିନାତ୍ମକ ପୂଜା
Read More...

ଶିକ୍ଷାନୁଷ୍ଠାନରେ ଯୌନ ନିର୍ଯାତନା ରୋକିବାକୁ ଗଠନ ହେବ ଆଭ୍ୟନ୍ତରୀଣ ଅଭିଯୋଗ କମିଟି

ଭୁବନେଶ୍ବର: ଉଚ୍ଚ ଶିକ୍ଷାନୁଷ୍ଠାନକୁ ଯୌନ ନିର୍ଯାତନା ମୁକ୍ତ କରିବାକୁ ପ୍ରୟାସ ଆରମ୍ଭ କରିଛନ୍ତି ରାଜ୍ୟ ସରକାର। ଏଣିକି ସବୁ ଉଚ୍ଚ ଶିକ୍ଷା ଅନୁଷ୍ଠାନରେ ଆଭ୍ୟନ୍ତରୀଣ ଅଭିଯୋଗ କମିଟି ବା ଆଇସିସି ରହିବ। ରାଜ୍ୟର ସବୁ ସରକାରୀ ଓ ବେସରକାରୀ ବିଶ୍ୱବିଦ୍ୟାଳୟ ଓ ଡିଗ୍ରୀ କଲେଜରେ ଆଭ୍ୟନ୍ତରୀଣ
Read More...

ପୋଲିସ ଏନକାଉଣ୍ଟରରେ ବଳାତ୍କାର ଅଭିଯୁକ୍ତ ମୃତ

ମହାରାଷ୍ଟ୍ର: ନାବାଳିକା ଦୁଷ୍କର୍ମ ମାମଲାର ଅଭିଯୁକ୍ତକୁ ପୋଲିସ ଏନକାଉଣ୍ଟର କରିଛି। ମହାରାଷ୍ଟ୍ରର ବଦଲାପୁରର ଏକ ନର୍ସରୀ ସ୍କୁଲରେ ଦୁଇ ଛାତ୍ରୀଙ୍କୁ ବଳାତ୍କାର କରିଥିବା ଅଭିଯୁକ୍ତ ସୋମବାର ପୋଲିସ ଗୁଳିରେ ନିହତ ହୋଇଛନ୍ତି। ଅଭିଯୁକ୍ତ ଅକ୍ଷୟ ସିନ୍ଧେଙ୍କୁ ତାଲୋଜା ଜେଲରୁ ତଦନ୍ତ ପାଇଁ
Read More...

ନାବାଳିକା ବଳାତ୍କାର ମାମଲାରେ ଦୋଷୀକୁ ୨୦ ବର୍ଷ ଜେଲ

କନ୍ଧମାଳ: କନ୍ଧମାଳ ଜିଲା ପୋକ୍ସୋ କୋର୍ଟ ସୋମବାର ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି ରାୟ ପ୍ରକାଶ କରିଛନ୍ତି। ନାବାଳିକା ଦୁଷ୍କର୍ମ ମାମଲାର ବିଚାର କରି ଫୁଲବାଣୀ ପୋକ୍ସୋ ଅଦାଲତ ଦୋଷୀକୁ ୨୦ ବର୍ଷ ଜେଲ ଦଣ୍ଡାଦେଶ ଦେଇଛନ୍ତି। ଏଥି ସହିତ ଦୋଷୀକୁ ୬୦ ହଜାର ଟଙ୍କାର ଜରିମାନା
Read More...

କଟକରେ ନକଲି କ୍ଷୀର କାରଖାନା ସିଲ୍

କଟକ: ଖାଇବା ଘିଅ, ଡିଟରଜେଣ୍ଟ ପାଉଡରଠାରୁ ଆରମ୍ଭ କରି ନକଲି ସସ୍‌,ନଡ଼ିଆ ତେଲା ହଳଦୀ ଗୁଣ୍ଡ, ଜର୍ଦା ପର୍ଯ୍ୟନ୍ତ ଅପମିଶ୍ରଣ କରାଯାଉଥିବା ଦେଖିବାକୁ ମିଳିଥିଲା। ବର୍ତ୍ତମାନ ତାଲିକାରେ ସାମିଲ ହୋଇଛି ନକଲି କ୍ଷୀର। ଏକ ଘରୋଇ କମ୍ପାନୀର ନାଁ’ରେ ନକଲି କ୍ଷୀର ପ୍ରସ୍ତୁତ କରି ବିକ୍ରି କରୁଥିବା
Read More...

ଆଇନ୍ ବୃତି ବିଶ୍ୱର ଉତ୍ତମ ପେସା : ଜଷ୍ଟିସ୍ ମିଶ୍ର

ଭୁବନେଶ୍ୱର: ଆଇନ୍ ବୃତିରେ ବିଭିନ୍ନ ସୁଯୋଗ ରହିଥିବାରୁ ଏହା ଅନେକ ପ୍ରତିଭାଶାଳୀ ଛାତ୍ରଛାତ୍ରୀଙ୍କୁ ଆକର୍ଷିତ କରୁଛି ଏବଂ ଏହା ବିଶ୍ୱର ସବୁଠାରୁ ଉତମ ପେସା ବୋଲି କହିଛନ୍ତି ଓଡ଼ିଶା ହାଇକୋର୍ଟର ବିଚାରପତି ନ୍ୟାୟମୂର୍ତି ଶିବ ଶଙ୍କର ମିଶ୍ର। ଆଇନ୍ ବୃତି ଏକ ମହାନ୍ ବୃତି । ତେଣୁ ଏହାକୁ ପେସା
Read More...

ଜଳପ୍ରପାତରେ ଭାସି ଯାଇ ୨ ଡାକ୍ତରୀ ଛାତ୍ରୀ ମୃତ

ଏଲୁର ମେଡିକାଲ୍‌ କଲେଜର ୫ଜଣ ଡାକ୍ତରୀ ଛାତ୍ରୀଛାତ୍ର ଭାସି ଯାଇଥିଲେ ୨ ଉଦ୍ଧାର ଓ ଜଣେ ଛାତ୍ରୀ ନିଖୋଜଆଲୁରୀ: ମାଲକାନଗିରି ଜିଲ୍ଲା ସୀମାନ୍ତ ଆନ୍ଧ୍ରପ୍ରଦେଶ ଆଲୁରୀ ଜିଲ୍ଲାରେ ଅଭାବନୀୟ ଘଟଣା ଘଟିଛି। ଆନ୍ଧ୍ରପ୍ରଦେଶର ତରଙ୍ଗିଣୀ ଜଳପ୍ରପାତରେ ଆନ୍ଧ୍ର ଏଲୁର ମେଡିକାଲ୍‌ କଲେଜର ୫ଜଣ
Read More...

ଚାଇଲ୍ଡ ପର୍ଣ୍ଣୋଗ୍ରାଫି ଦେଖିଲେ କିମ୍ବା ଡାଉନଲୋଡ କଲେ ଯିବ ଜେଲ୍

ସୁପ୍ରିମକୋର୍ଟଙ୍କ ବଡ ନିଷ୍ପତ୍ତି :ଚାଇଲ୍ଡ ପର୍ଣ୍ଣୋଗ୍ରାଫି ଡାଉନଲୋଡ କରିବା ଏବଂ ଏହାକୁ ନିଜ ପାଖରେ ରଖିବା ଅପରାଧ ୩ବର୍ଷ ପର୍ଯ୍ୟନ୍ତ ଜେଲ ଦଣ୍ଡ, ଜୋରିମାନା ନୂଆଦିଲ୍ଲୀ: ଚାଇଲ୍ଡ ପର୍ଣ୍ଣୋଗ୍ରାଫି ଉପରେ ସୁପ୍ରିମକୋର୍ଟଙ୍କ ବଡ ନିଷ୍ପତ୍ତି । ସୁପ୍ରିମକୋର୍ଟ ସ୍ପଷ୍ଟ କରିଛନ୍ତି ଯେ
Read More...

ବନ୍ଦ ଡାକରା ପ୍ରତ୍ୟାହାର କଲା ବିଜେଡି

ଭୁବନେଶ୍ବର: ବନ୍ଦ ଡାକରା ପ୍ରତ୍ୟାହାର କରି ନେଇଛି ବିଜେଡି। ଆସନ୍ତାକାଲି ଆଉ ହରତାଳ କରିବନି ବିଜେଡି। ସରକାରଙ୍କ ପକ୍ଷରୁ ବିଚାର ବିଭାଗୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦିଆଯିବା ପରେ ବିଜେଡି ତାର ମଙ୍ଗଳବାର ୬ ଘଣ୍ଟିଆ ବନ୍ଦ ଡାକରା ପ୍ରତ୍ୟାହାର କରିନେଇଛି । ଏନେଇ ପ୍ରେସମିଟ୍ କରି ସୂଚନା
Read More...

ଗଣମାଧ୍ୟମରେ ପ୍ରକାଶ ପାଇବନି ସେନାଅଧିକାରୀ ଓ ମହିଳା ବନ୍ଧୁଙ୍କ ନାଁ

ଭୁବନେଶ୍ବର: ଭରତପୁର ଥାନାରେ ସେନା ଅଧିକାରୀ ଓ ତାଙ୍କ ମହିଳା ବନ୍ଧୁଙ୍କୁ ନିର୍ଯାତନା ଦେବା ଘଟଣାର ବିବାଦ ବଢ଼ିବାରେ ଲାଗିଛି। ପ୍ରଥମେ ନ୍ୟାୟିକ ତଦନ୍ତ ଆଉ ତା ପରେ ହାଇକୋର୍ଟଙ୍କ ତାଗିତ୍। ଭରତପୁର ଥାନା କାଣ୍ଡକୁ ନେଇ ରୁଜୁ ହେଲା ଜନସ୍ଵାର୍ଥ ମାମଲା। ଏହି ମାମଲାରେ ପୀଡ଼ିତା ଓ
Read More...