ପ୍ରମୁଖ ଖବର

ସମ୍ବଲପୁର: ଗଣେଶ ପୂଜା ମଣ୍ଡପରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ପେଣ୍ଡାଲ
ଗୁଜରାଟ ସଚିବାଳୟ ଉଡ଼ାଇବା ଧମକ: ବିହାର, ଝାଡ଼ଖଣ୍ଡରୁ ୨ ଗିରଫ
ଓମଫେଡ୍‌ ବଜାରକୁ ଆଣିବ ପ୍ୟାକେଟ୍‌ ପାଣି ଓ ନୂଆ ଆଇସକ୍ରିମ୍
ଦିଶା ସାଲିଆନ ମୃତ୍ୟୁ ମାମଲା : ସିବିଆଇ ଏଫ୍‌ଆଇଆରରେ ଆଦିତ୍ୟ ଠାକରେ, ଡିନୋ ମୋରିଆଙ୍କ ନାଁ
ଦୁଷ୍କର୍ମ ମାମଲା: ଆତ୍ମସମର୍ପଣ କଲେ ତରୁଣ ତେଜପାଲ
ନନ୍ଦିଗ୍ରାମ ଉପନିର୍ବାଚନ ଲଢ଼ିବେନି ମମତା, ଟିଏମସି ଘୋଷଣା କଲା ପ୍ରାର୍ଥୀ
Browsing Category

TOP STORIES

ବାଂଲାଦେଶକୁ ହରାଇ ବିଜୟ ହାସଲ କଲା ଭାରତ

ଚେନ୍ନାଇ: ଚେନ୍ନାଇରେ ଚାଲିଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତ ବିଜୟୀ ହୋଇଛି।ଟେଷ୍ଟ ସିରିଜର ପ୍ରଥମ ମ୍ୟାଚରେ ଭାରତ ବାଂଲାଦେଶକୁ ୨୮୦ ରନରେ ପରାସ୍ତ କରିଛି। ଫଳରେ ୩ ମ୍ୟାଚ ବିଶିଷ୍ଟ ଶୃଙ୍ଖଳରେ ଭାରତ ୧-୦ରେ ଆଗୁଆ ହୋଇଛି।ରୋହିତ ଶର୍ମାଙ୍କ ଅଧିନାୟକତ୍ୱ ଭାରତୀୟ ଦଳ ଏହି ବିଜୟ ସହିତ ୯୨
Read More...

ରେଳ ଟ୍ରାକରୁ ମିଳିଲା ସିଲିଣ୍ଡର

କାନପୁର: ପୁଣି ବଡ ଦୁର୍ଘଟଣାରୁ ବର୍ତ୍ତିଲା ଆଉ ଏକ ଟ୍ରେନ୍। ଉତ୍ତରପ୍ରଦେଶ କାନପୁରରେ ପୁଣି ଥରେ ଟ୍ରେନ୍ ଦୁର୍ଘଟଣା ପାଇଁ ରଚାଯାଇଥିଲା ବଡ ଷଡଯନ୍ତ୍ର। କାନପୁର ଦେହାତ ଜିଲ୍ଲାରେ ପେରମ୍ବୁର ଷ୍ଟେସନ ରେଳ ଧାରଣାରୁ ସିଲିଣ୍ଡର ଠାବ ହୋଇଛି। ଯାହାକୁ ଦେଖିବା ପରେ କାନପୁରରୁ ପ୍ରୟାଗରାଜ
Read More...

୨୪ ତାରିଖ ଦିନ ଭୁବନେଶ୍ୱର ବନ୍ଦ

ଭୁବନେଶ୍ବର: ଭରତପୁର ଥାନାରେ ଆର୍ମି ଅଫିସର କ୍ୟାପ୍‌ଟେନ୍‌ ଗୁରୁଭନ୍ସ ସିଂ ଏବଂ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କୁ ନିର୍ଯାତନା ଘଟଣାକୁ ବିବାଦ ଦିନକୁ ଦିନ ବଢି ଚାଲିଛି। ଗତ ୨୧ ତାରିଖ ଦିନ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉ କରିବା ସହିତ ପୋଲିସ ଉପରକୁ ଅଣ୍ଡା ଓ ଟମାଟୋ ମାଡ କରିଥିଲେ।
Read More...

ଭରତପୁର ଥାନା ଘଟଣାରେ ଏକଜୁଟ ହେଲେ ପୋଲିସ

ରବିବାର ବସିବ ଜରୁରୀ ବୈଠକଭୁବନେଶ୍ବର: ଭରତପୁର ପୋଲିସ-ମେଜର ବିବାଦ ଘଟଣାରେ ବଡ଼ ବୈଠକ ଡାକିଲା ଓଡ଼ିଶା ପୋଲିସ ସେବା ସଂଘ। ଏନେଇ ରବିବାର ଭୁବନେଶ୍ବରରେ ବସିବ ଜରୁରୀ ବୈଠକ। ତେବେ ଏଥିରେ ୪୦ ବରିଷ୍ଠ ଏସିପି, ଇନ୍ସପେକ୍ଟର, ସବଇନ୍ସପେକ୍ଟର ପାହ୍ୟା ଅଧିକାରୀ ଯୋଗଦେବାର ସୂଚନା ମିଳିଛି।
Read More...

କେନ୍ଦୁଝରରେ ହେବ ଜାତୀୟସ୍ତରର ଷ୍ଟାଡ଼ିୟମ : ମୁଖ୍ୟମନ୍ତ୍ରୀ

କେନ୍ଦୁଝର: ଶୁକ୍ରବାର ୩ ଦିନିଆ କେନ୍ଦୁଝର ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଆଜି ତାଙ୍କ ଗସ୍ତର ଦ୍ଵିତୀୟ ଦିନ। ଏହି ଗସ୍ତରେ କେନ୍ଦୁଝରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଏହାରି ଭିତରେ ଆଜି ସକାଳୁ ସକାଳୁ ମୁଖ୍ୟମନ୍ତ୍ରୀ ମର୍ଣିଂ ଓ୍ବାକ କରିବା
Read More...

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଆତିଶୀ

ନୂଆଦିଲ୍ଲୀ: ଦିଲ୍ଲୀର ମୁଖ୍ୟମନ୍ତ୍ରୀ ହେଲେ ଆତିଶୀ ମାର୍ଲେନ। ଦିଲ୍ଲୀର ତୃତୀୟ ମହିଳା ମୁଖ୍ୟମନ୍ତ୍ରୀ ତଥା ସର୍ବକନିଷ୍ଠ ମୁଖ୍ୟମନ୍ତ୍ରୀ ଭାବେ ଆତିଶୀ ଶନିବାର ଶପଥ ଗ୍ରହଣ କରିଛନ୍ତି। ଅରବିନ୍ଦ କେଜରିଓ୍ବାଲ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଆତିଶୀଙ୍କ ନାମରେ ମୁଖ୍ୟମନ୍ତ୍ରୀ ହେବାର
Read More...

ରୋଡ୍‌ ରୋମିଓଙ୍କୁ ଗିରଫ ପରେ କୋର୍ଟ ଚାଲାଣ କଲା ପୋଲିସ

ଭୁବନେଶ୍ବର: କ୍ୟାପଟେନ ଗୁରୁଓ୍ବନ୍ତ ସିଂହ ଏବଂ ତାଙ୍କ ବାନ୍ଧବୀଙ୍କୁ ରାସ୍ତାରେ ଅଟକାଇ ମାଡ଼ ମାରିବା ଘଟଣାରେ ଚନ୍ଦକା ଥାନା ପୁଲିସ ୭ ରୋଡ୍ ରୋମିଓଙ୍କୁ ଗିରଫ କରିଛି। ଗିରଫ ପରେ କୋର୍ଟ ଚାଲାଣ କରିଛି। ସମସ୍ତ ୭ ଅଭିଯୁକ୍ତ ଛାତ୍ର ବୋଲି ସୂଚନା ଦେଇଛନ୍ତି ଅତିରିକ୍ତ ଡିସିପି କୃଷ୍ଣପ୍ରସାଦ
Read More...

ଅମର ପ୍ରୀତ ସିଂହ ହେବେ ବାୟୁସେନାର ନୂଆ ମୁଖ୍ୟ

ନୂଆଦିଲ୍ଲୀ: ଏୟାର ମାର୍ଶଲ ଅମର ପ୍ରୀତ ସିଂହ ହେବେ ବାୟୁସେନାର ନୂଆ ମୁଖ୍ୟ। ବର୍ତ୍ତମାନ ସେ ବାୟୁସେନାରେ ଉପମୁଖ୍ୟ ଭାବେ କାର୍ଯ୍ୟରତ ଅଛନ୍ତି। ସରକାର ଏୟାର ମାର୍ଶଲ ଅମରଙ୍କୁ ବାୟୁସେନାର ପରବର୍ତ୍ତୀ ମୁଖ୍ୟ ଭାବରେ ନିଯୁକ୍ତ କରିଛନ୍ତି। ସେପ୍ଟେମ୍ବର ୩୦ରେ ବାୟୁସେନା ମୁଖ୍ୟ ଏୟାର
Read More...

ଭରତପୁର ଥାନାରେ ହୋଇଥିବା ଦୁର୍ବ୍ୟବହାର ପ୍ରତିବାଦରେ ପୋଲିସ ଉପରକୁ ଅଣ୍ଡା, ଟମାଟୋ ମାଡ଼

ଭୁବନେଶ୍ବର: ମେଜର ଗୁରୁବଂଶ ସିଂ ଏବଂ ତାଙ୍କ ବାନ୍ଧବୀଙ୍କୁ ଭରତପୁର ଥାନାରେ ହୋଇଥିବା ଦୁର୍ବ୍ୟବହାର ପ୍ରତିବାଦରେ ଶନିବାର କଂଗ୍ରେସ ଅଣ୍ଡା ଟମାଟୋ ମାଡ଼ କରିଛି। ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉ ପାଇଁ ଯିବା ବେଳେ ଅଣ୍ଡା ଟମାଟୋ ମାଡ଼ ହୋଇଛି। ବ୍ୟାରିକେଡ କରିଥିବା ପୋଲିସ ଉପରକୁ ଅଣ୍ଡା,
Read More...

ଘାଟିରୁ ଓଲଟିଲା ବସ, ୪ ଯବାନ ମୃତ ୨୮ ଆହତ

ବୁଦ୍ଧଗାମ: କଶ୍ମୀର ବୁଦ୍ଧଗାମ ଜିଲାରେ ବିଏସ୍‌ଏଫ୍‌ ଯବାନଙ୍କୁ ଧରି ଯାଉଥିବା ଏକ ବସ୍‌ ଦୁର୍ଘଟଣା ହୋଇ ଘାଟି ତଳକୁ ଖସି ପଡିଛି। ଦୁର୍ଘଟଣାରେ ୪ଜଣ ଯବାନଙ୍କ ମୃତ୍ୟୁ ଘଟିଥିବା ବେଳେ ୨୮ଜଣ ଯବାନ ଆହତ ହୋଇଥିବା ଜଣାପଡିଛି। ସ୍ଥାନୀୟ ଲୋକ ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ଡାକ୍ତରଖାନାରେ
Read More...