Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ତୃତୀୟ ଥର ପାଇଁ ଟାଟା ଚେୟାରମ୍ୟାନ ହେଲେ ଏନ.ଚନ୍ଦ୍ରଶେଖରନ୍
ଭାରତୀୟ ବାୟୁସେନାକୁ ତେଜସ୍ ଓ ଏଚ୍ଟିଟି-୪୦ ହସ୍ତାନ୍ତର କରିବ ଏଚ୍ଏଏଲ୍
ଦକ୍ଷତା ବିକାଶରେ ଓଡ଼ିଶା ମଡେଲକୁ ନୀତି ଆୟୋଗର ସ୍ୱୀକୃତି
ଭୁବନେଶ୍ୱର ଡିସିପି ପଦରୁ ଜଗମୋହନ ମୀନାଙ୍କ ଇସ୍ତଫା ଗୃହୀତ
ଗ୍ଲୋବାଲ ସେମିକଣ୍ଡକ୍ଟର ହବ୍ ଦିଗରେ ଭାରତ, ‘ସେମିକନ୍ ଇଣ୍ଡିଆ ୨୦୨୬’ ଉଦ୍ଘାଟନ କଲେ ମୋଦି
Browsing Category
TOP STORIES
ନଦୀକୁ ଡେଇଁଲେ ଅଙ୍ଗନାୱାଡି ସୁପରଭାଇଜର
ବ୍ରିଜ ଉପରେ ରହିଛି ସ୍କୁଟି, ମୋବାଇଲ୍ ଓ ଚପଲ ସ୍କୁଟିରୁ ମିଳିଲା ଅନେକ ଡକ୍ୟୁମେଣ୍ଟ ଓ କାଗଜ ପତ୍ର
ଖରସ୍ରୋତା ସେତୁରୁ ନଦୀକୁ ଡେଇଁ ପଡ଼ିଲେ ମହିଳା। ଯାଜପୁର ବ୍ଲକ ଅନ୍ତର୍ଗତ ବରୁଆଁ ନିକଟସ୍ଥ ଖରସ୍ରୋତା ସେତୁ ଉପରେ ସ୍କୁଟି, ମୋବାଇଲ୍ ଓ ଚପଲ ରଖି ଡେଇଁ ପଡ଼ି ନିଖୋଜ ଅଛନ୍ତି ଯୁବତୀ।!-->!-->!-->…
Read More...
Read More...
ରାଜ୍ୟର ସବୁ ଜିଲାରେ ହେବ ମେଡିକାଲ କଲେଜ: ସ୍ୱାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ବର: ସ୍ୱାସ୍ଥ୍ୟମନ୍ତ୍ରୀ ମନ୍ତ୍ରୀଙ୍କ ବଡ ଘୋଷଣା। ରାଜ୍ୟର ସମସ୍ତ ଜିଲାରେ ହେବ ମେଡିକାଲ କଲେଜ। ଗୁରୁବାର ଏନେଇ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏହି ଘୋଷଣା କରିଛନ୍ତି। ଖୁବଶୀଘ୍ର ଏଥି ନିମନ୍ତେ କାର୍ଯ୍ୟ ଖସଡ଼ା ପ୍ରସ୍ତୁତ କରାଯାଇ କାର୍ଯ୍ୟ ଆରମ୍ଭ ହେବ ବୋଲି ସେ କହିଛନ୍ତି।
!-->!-->…
Read More...
Read More...
ଚନ୍ଦ୍ରାୟନ-୪ ମିଶନକୁ ମିଳିଲା କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
ନୂଆଦିଲ୍ଲୀ: ଚନ୍ଦ୍ରାୟନ-୪ ମିଶନକୁ ମିଳିଲା କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ। ଚନ୍ଦ୍ରାୟନ-୪ ମିଶନ ପାଇଁ ୨୧୦୪ କୋଟି ଟଙ୍କା ମଞ୍ଜୁର ହୋଇଛି। ଏଥିସହ ଭେନସ୍-ଭେନସ୍ ଅର୍ବିଟ୍ ମିଶନକୁ ମଧ୍ୟ କ୍ୟାବିନେଟର ମଞ୍ଜୁରୀ ମିଳିଛି। ସେହିପରି ପିଏମ୍ ଆଶା ଯୋଜନା ପାଇଁ ୩୫,୦୦୦ କୋଟି, ଏନପିକେ ସାର!-->…
Read More...
Read More...
୨୫ ତାରିଖ ଭିତରେ ସରିବ ରତ୍ନଭଣ୍ଡାର ସର୍ଭେ କାମ
ପୁରୀ: ଏଏସଆଇ ଏଡିଜି ଜାନ୍ ଭିଜ୍ ଶର୍ମାଙ୍କ ନେତୃତ୍ବରେ ୧୭ ଜଣିଆ ଟିମ୍ ତନ୍ନ ତନ୍ନ କରି ଶ୍ରୀମନ୍ଦିର ରତ୍ନ ଭଣ୍ଡାରର ଯାଞ୍ଚ କରିବା ସହ ଲେଜର ସ୍କାନିଂ କରିଛନ୍ତି। ଆସନ୍ତା ୨୫ ତାରିଖ ଭିତରେ ସରିବ ରତ୍ନଭଣ୍ଡାର ସର୍ଭେ କାମ । ଏନେଇ ସୂଚନା ଦେଇଛନ୍ତି ରତ୍ନ ଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ!-->…
Read More...
Read More...
ବଢିଲା ୱାଇବି ଖୁରାନିଆଙ୍କ କାର୍ଯ୍ୟକାଳ
ଭୁବନେଶ୍ବର: ବଢିଲା ପୋଲିସ ଡିଜି ୱାଇବି ଖୁରାନିଆଙ୍କ କାର୍ଯ୍ୟକାଳ। ୨୦୨୬ ପର୍ଯ୍ୟନ୍ତ ପୋଲିସ ଡିଜି ୱାଇବି ଖୁରାନିଆଙ୍କ କାର୍ଯ୍ୟକାଳ ବଢ଼ାଇଲେ ରାଜ୍ୟ ସରକାର। ଆସନ୍ତା ୧୬ ଅଗଷ୍ଟ ୨୦୨୬ ପର୍ଯ୍ୟନ୍ତ କାର୍ଯ୍ୟରେ ରହିବେ ଡିଜି ୱାଇବି ଖୁରାନିଆ।
ସୂଚନାଯୋଗ୍ୟ, ୧୯୯୦ ବ୍ୟାଚ୍ର ଆଇପିଏସ୍!-->!-->!-->…
Read More...
Read More...
ଶିଶୁ ପୁତ୍ରକୁ ଧରି ନଦୀକୁ ଡେଇଁଲା ମା
ହରିପୁର: ଜଣେ ମହିଳା ନିଜ ଶିଶୁ ପୁତ୍ରକୁ ଧରି ନଦୀକୁ ଡେଇଁ ପଡ଼ିଥିବାବେଳେ ଉଭୟଙ୍କ ମୃତଦେହ ଉଦ୍ଧାର ହୋଇଛି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ପିପିଲି-ନିମାପଡ଼ା ରାସ୍ତାର ହରିପୁରରେ। ସେଠାରେ ଥିବା ଭାର୍ଗବୀ ନଦୀ ବ୍ରିଜ୍ ଉପରୁ ମହିଳା ନିଜ ଶିଶୁ ପୁତ୍ରକୁ ଧରି ନଦୀକୁ ଡେଇଁ!-->…
Read More...
Read More...
ସୋଆ ମ୍ୟାନେଜମେଂଟ ଏବଂ ହୋଟେଲ୍ ମ୍ୟାନେଜମେଂଟ ଛାତ୍ରଛାତ୍ରୀଙ୍କ ଗ୍ରାଜୁଏସନ୍ କାର୍ଯ୍ୟକ୍ରମ
ଭୁବନେଶ୍ୱର, ୧୮/୦୯ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ବିଜିନେସ୍ ଆଣ୍ଡ କମ୍ପ୍ୟୁଟର ଷ୍ଟଡିଜ୍ (ଆଇବିସିଏସ୍) ଓ ସ୍କୁଲ୍ ଅଫ୍ ହୋଟେଲ ମ୍ୟାନେଜମେଂଟ (ଏସ୍ଏଚ୍ଏମ୍)ରେ ପାଠ୍ୟକ୍ରମ ସମାପ୍ତ କରିଥିବା ଛାତ୍ରଛାତ୍ରୀମାନଙ୍କୁ ବୁଧବାର ଉପାଧି ପ୍ରଦାନ କରାଯାଇଛି ।!-->…
Read More...
Read More...
ଝାଡ଼ଖଣ୍ଡ ଛାତ୍ରଙ୍କ ମୃତ୍ୟୁ ଘଟଣାର ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କଲେ ହେମନ୍ତ ସୋରେନ
ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଏକ ଘରୋଇ ଇଞ୍ଜିନିୟରିଂ କଲେଜରେ ପଢ଼ୁଥିବା ଝାଡ଼ଖଣ୍ଡ ଛାତ୍ରଙ୍କର ସନ୍ଦେହଜନକ ମୃତ୍ୟୁ ଘଟଣାରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ। ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଓଡ଼ିଶା!-->…
Read More...
Read More...
ବିଶ୍ୱଭୂଷଣ ହରିଚନ୍ଦନ ଅସୁସ୍ଥ
ଭୁବନେଶ୍ୱର: ଛତିଶଗଡ଼ର ପୂର୍ବତନ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ଅସୁସ୍ଥ। ତାଙ୍କୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଛତିଶଗଡ଼ର ପୂର୍ବତନ ରାଜ୍ୟପାଳ ବିଶ୍ୱଭୂଷଣଙ୍କୁ ହସ୍ପିଟାଲରେ ଭେଟିଛନ୍ତି ଏବଂ ତାଙ୍କର ଆଶୁ ଆରୋଗ୍ୟ କାମନା!-->…
Read More...
Read More...
ଚୀନକୁ ହରାଇ ୫ମ ଥର ଏସିଆ ଚାମ୍ପିୟନ ହେଲା ଭାରତ
ନୂଆଦିଲ୍ଲୀ: ଏସିଆନ୍ ଚାମ୍ପିଅନ୍ ଟ୍ରଫି ୨୦୨୪ ହକିର ଫାଇନାଲରେ ରୋମାଞ୍ଚ ଭରା ଲଢେଇ ଦେଖିବାକୁ ମିଳିଛି। ପ୍ରଥମ ଥର ଫାଇନାଲରେ ପହଞ୍ଚିଥିବା ଚୀନକୁ ଭାରତୀୟ ଦଳ ଶୋଚନୀୟ ଭାବେ ପରାସ୍ତ କରିଛି। ହରମନପ୍ରୀତ ସିଂହଙ୍କ ନେତୃତ୍ୱାଧୀନ ଭାରତୀୟ ହକି ଟିମ୍ ଚାଇନା ମାଟିରେ ଚାଇନାକୁ ପରାସ୍ତ କରି!-->…
Read More...
Read More...