Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଖରିଫ ଧାନ ବିକ୍ରି ପାଇଁ ଆଗ୍ରିଷ୍ଟାକ୍ ବାଧ୍ୟତାମୂଳକ ନୁହେଁ
ଆସାମରେ ବନ୍ୟା ନେଲା ଆଉ ୨ ଜୀବନ, ମୃତ୍ୟୁସଂଖ୍ୟା ୧୦୦
ଆଇଗିଣୀଆ ଫ୍ଲାଏଓଭରରେ ବସ୍ ଧକ୍କା, ବାଇକ୍ ଆରୋହୀ ମୃତ
ପ୍ରବଳ ବର୍ଷାରେ ରାଉରକେଲା ଷ୍ଟେସନର ନବନିର୍ମିତ ସେଡ୍ ଭୁଶୁଡ଼ିଲା
ଆଉ ଲମ୍ବା ଧାଡ଼ିରେ ଠିଆ ହେବାକୁ ପଡ଼ିବନି, ‘ଅନ୍ନପୂର୍ଣ୍ଣା ଶସ୍ୟ ଏଟିଏମ୍’ରୁ ମିଳିବ ରାସନ
ଲାଲକିଲ୍ଲାରେ ଶୁଭିବ ‘ବନ୍ଦେ ମାତରମ୍’
ଡିଜି ପାହ୍ୟାକୁ ସଞ୍ଜୀବ ପଣ୍ଡା ଓ ଯଶୱନ୍ତ ଜେଠୱାଙ୍କ ପଦୋନ୍ନତି
ହୀରାକୁଦରେ ପୁଣି ୪ ଗେଟ୍ ଖୋଲିଲା, ୧୨ ଗେଟ୍ରେ ଚାଲିଛି ବନ୍ୟାଜଳ ନିଷ୍କାସନ
ମାଲକାନଗିରି ଜଙ୍ଗଲରୁ କେବିସି ମଞ୍ଚରେ ‘ଜଙ୍ଗଲ ରାଣୀ’ ଜୟନ୍ତୀ ବୁରୁଡ଼ା
Browsing Category
TOP STORIES
ବରଗଡ଼-ନୂଆପଡା ରେଳ ଲାଇନ ପାଇଁ ମିଳିଲା କ୍ୟାବିନେଟ୍ ମଞ୍ଜୁରୀ
ନୂଆଦିଲ୍ଲୀ: ବରଗଡ଼-ନୂଆପଡ଼ା ନୂଆ ରେଳ ଲାଇନ୍କୁ ବୁଧବାର କ୍ୟାବିନେଟ୍ ମଞ୍ଜୁରୀ ମିଳିଛି। ୧୩୮ କିଲୋମିଟର ବିଶିଷ୍ଟ ଏହି ନୂଆ ରେଳ ଲାଇନ୍ ନିର୍ମାଣ ପାଇଁ ୨,୯୬୨ କୋଟି ଟଙ୍କା ଖର୍ଚ୍ଚ ହେବ। ଏହି ରେଳ ଲାଇନ୍ ପଦ୍ମପୁର ହୋଇ ଯିବ। ବରଗଡ଼ ରୋଡ୍-ନୂଆପଡ଼ା ରୋଡ୍ ନୂଆ ରେଳ ଲାଇନରେ ୧୩ଟି!-->…
Read More...
Read More...
ସୋଆରେ ସ୍ପ୍ରିଞ୍ଜର ନେଚର ପକ୍ଷରୁ ରାଇଜ୍ କନ୍କ୍ଲେଭ ଆୟୋଜିତ
ଭୁବନେଶ୍ୱର: ଗବେଷକମାନଙ୍କୁ ଗବେଷଣା ନିମନ୍ତେ ଉପଯୁକ୍ତ ବିଷୟବସ୍ତୁ, ସାହାଯ୍ୟ ଓ ମଂଚ ଯୋଗାଇବାରେ ସହାୟକ ହେଉଥିବା ବିଶ୍ୱସ୍ତରୀୟ ପ୍ରକାଶନ ସଂସ୍ଥା ସ୍ପ୍ରିଞ୍ଜର ନେଚର ଦ୍ୱାରା ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ମଙ୍ଗଳବାର ‘ରିସର୍ଚ୍ଚ ଇନ୍ଟିଗ୍ରିଟି ଇନ୍ ସାଇନ୍ସ ଆଣ୍ଡ ଏଜୁକେସନ୍’!-->…
Read More...
Read More...
ଧାରଣାରେ ବସିଲେ ଶରଦ ପାୱାର
ମହାରାଷ୍ଟ୍ର: ହାତରେ କଳାପଟି ପିନ୍ଧି ଧାରଣାରେ ବସିଲେ ଶରଦ ପାୱାର । ଦୁଇ ବାଳିକାଙ୍କ ପ୍ରତି ହୋଇଥିବା ପିଶାଚିକ ଅତ୍ୟାଚାର ଘଟଣା ବିରୋଧରେ ରାସ୍ତାକୁ ଓହ୍ଳାଛନ୍ତି ପାୱାର ।ମହାରାଷ୍ଟ୍ରରେ ବାଦଲପୁର ସ୍କୁଲରେ ବାଳିକାଙ୍କୁ ଯୌନ ନିର୍ଯାତନା ମାମଲାରେ ଜାତୀୟତାବାଦୀ କଂଗ୍ରେସ ପାର୍ଟି ଶରଦ!-->…
Read More...
Read More...
ସୁଭଦ୍ରା ଯୋଜନା ଏସଓପି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ମହିଳାଙ୍କ ପାଇଁ ବଡ ଖବର। ଆସିଲା ସୁଭଦ୍ରା ଯୋଜନା ଏସଓପି l ସରକାରଙ୍କ ବହୁ ପ୍ରତିକ୍ଷିତ ଯୋଜନା ସୁଭଦ୍ରା ଏସଓପି ଜାରି ହୋଇଛି। ବିଧାନସଭାରେ ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ଗୃହରେ ‘ସୁଭଦ୍ରା’ ଯୋଜନା ଏସଓପି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଗତକାଲି!-->…
Read More...
Read More...
ସ୍ଥାନାନ୍ତର ହେଲା ଭିତର ରତ୍ନଭଣ୍ଡାର ଆଲମାରୀ
ପୁରୀ: ଆଜି ପୁଣି ଖୋଲିଛି ଶ୍ରୀମନ୍ଦିର ରତ୍ନଭଣ୍ଡାର । ରତ୍ନଭଣ୍ଡାରରେ ଥିବା ଭିତର ରତ୍ନଭଣ୍ଡାରୁ ଖାଲି କରାଯାଇଥିବା ଆଲମାରୀ ଓ ସିନ୍ଦୁକକୁ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ଜଗମୋହନରୁ ବେହରଣ ଦ୍ୱାର ଦେଇ ପଶ୍ଚିମଦ୍ବାର ନିକଟ ନୀଳାଦ୍ରି ମ୍ୟୁଜିୟମ ନିକଟ ରୁମ୍ରେ ସ୍ଥାନାନ୍ତର କରାଯାଇଛି ।!-->…
Read More...
Read More...
ବାଚସ୍ପତିଙ୍କ ପୋଡ଼ିୟମ ଉପରକୁ ଚଢ଼ିଗଲେ ବିଜେଡି ନେତା
ଭୁବନେଶ୍ୱର: ଆଜି ଆରମ୍ଭରୁ ବିଧାନସଭା ବିରୋଧୀ ହଙ୍ଗାମା କରିଛନ୍ତି । ମଦମୃତ୍ୟୁକୁ ନେଇ ବିଧାନସଭାରେ ବିଜେଡି ଓ କଂଗ୍ରେସ ସଦସ୍ୟ ପ୍ରବଳ ହଟଗୋଳ କରିଛନ୍ତି। ଅବକାରୀ ମନ୍ତ୍ରୀଙ୍କ ଇସ୍ତଫା ଦାବି କରି ସୋର ବିଧାୟକ ମାଧବ ଧଡ଼ା ଓ ଦେବଗଡ଼ ବିଧାୟକ ରୋମାଞ୍ଚ ବିଶ୍ୱାଳ ଟେବୁଲ୍ ଉପରକୁ ଚଢ଼ି!-->…
Read More...
Read More...
ଜାରି ରହିବ କାର୍ଯ୍ୟରତ ସାମ୍ବାଦିକଙ୍କ ସ୍ୱାସ୍ଥ୍ୟ ବୀମା ଯୋଜନା
ଭୁବନେଶ୍ୱର: ବିଧାନସଭାରେ ଗୁରୁବାର ଦିନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି କାର୍ଯ୍ୟରତ ସାମ୍ବାଦିକମାନଙ୍କ ପାଇଁ ସ୍ୱାସ୍ଥ୍ୟ ବୀମା ଯୋଜନା ଜାରି ରହିବ ବୋଲି ସ୍ପଷ୍ଟ କରିଛନ୍ତି ।ବିଧାନସଭାରେ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କ ପ୍ରଶ୍ନର ଉତ୍ତରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ,!-->…
Read More...
Read More...
ଓଡ଼ିଶାରେ ଅଛି ସୁନା ଖଣି : ଖଣି ମନ୍ତ୍ରୀ
ଭୁବନେଶ୍ୱର: ଆଜି ବଜେଟ୍ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନର ତୃତୀୟ ଦିନରେ ବି ଚାଲିପାରିଲାନି ଗୃହକାର୍ଯ୍ୟ । ପ୍ରଥମରୁ ମଦମୃତ୍ୟୁ ଓ ଇଡି ପ୍ରସଙ୍ଗକୁ ନେଇ ଗୃହରେ ହଙ୍ଗାମା କରିଥିଲେ କଂଗ୍ରେସ ବିଧାୟକ। ଗୃହ ମଝିକୁ ଆସି ହୋହାଲ୍ଲା କରିଥିଲେ ତାରା ବାହିନୀପତି ଓ ଅନ୍ୟ ବିଧାୟକ। ଏହାରି!-->…
Read More...
Read More...
ଦୁଇ ଦିନିଆ ପୋଲାଣ୍ତ ଗସ୍ତରେ ମୋଦି
ନୂଆଦିଲ୍ଲୀ: ଓ୍ବାର୍ସକୁ ଦୁଇ ଦିନିଆ ଗସ୍ତରେ ଯାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଦୁଇ ଦିନିଆ ଗସ୍ତରେ ଯାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବୁଧବାର ପୋଲାଣ୍ଡର ଓ୍ବାର୍ସରେ ପହଞ୍ଚିଛନ୍ତି। ପୋଲାଣ୍ଡ ପରେ ମୋଦୀ ମଧ୍ୟ ୟୁକ୍ରେନ ଗସ୍ତ କରିବେ। ଗତ ୪୫ ବର୍ଷ ମଧ୍ୟରେ ପୋଲାଣ୍ଡ!-->…
Read More...
Read More...
୯ଲକ୍ଷ ହିତାଧିକାରୀଙ୍କୁ ମିଳିବ ରାସନକାର୍ଡ : କୃଷ୍ଣ ଚନ୍ଦ୍ର ପାତ୍ର
ଭୁବନେଶ୍ବର: ରାଜ୍ୟରେ ବର୍ତ୍ତମାନ ଜାତୀୟ ଖାଦ୍ୟ ସୁରକ୍ଷା ଆଇନ ଅଧୀନରେ ୩ କୋଟି ୨୫ ଲକ୍ଷ ୯୩ ହଜାର ୮୭୫ ଜଣଙ୍କୁ ଓ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ୧୦ ଲକ୍ଷ ହଜାର ୨ ହଜାର ୧୪୪ ଜଣ ହିତାଧିକାରୀଙ୍କୁ ଚାଉଳ ଯୋଗାଇ ଦିଆଯାଉଛି ।ରାଜ୍ୟରେ ଯୋଗାଣ ବିଭାଗ ଦ୍ୱାରା ଖାଦ୍ୟ ସୁରକ୍ଷା ଯୋଜନାରେ!-->…
Read More...
Read More...