ପ୍ରମୁଖ ଖବର

୭୫ ବର୍ଷରେ ଭେଟେରାନ ଅଭିନେତା ନାନା ପାଟେକରଙ୍କ ପରଲୋକ
ସାଉଦିର ଦୁଇ ବିମାନବନ୍ଦରରେ ହୁତି ଆକ୍ରମଣ, ୩ ମୃତ; ୩୬ ଆହତ
ଏଆଇ ନିୟନ୍ତ୍ରଣ ପାଇଁ ମାସକରେ ଆସିବ ପରାମର୍ଶପତ୍ର
କ୍ୟାନସର ଔଷଧ ଦାମରେ ବଡ଼ ହ୍ରାସ, ୩୦%ରେ ଅଟକିବ ଟ୍ରେଡ୍‌ ମାର୍ଜିନ୍‌
ପାଟନାରେ ତେଜସ୍ୱୀଙ୍କ ସମେତ ୩ ନେତା ଅଟକ
ତିର୍ତ୍ତୋଲରେ ବାଣ ବିସ୍ଫୋରଣ: ବାପ-ପୁଅ ମୃତ, ଶିକ୍ଷକ ଗୁରୁତର
ସାହିତ୍ୟରେ ନୋବେଲ ପାଇଁ ଆନ୍ନେ କାରସନ ମନୋନୀତ
ଜିଏସ୍‌ଟି ନିୟମରେ ବଡ଼ ପରିବର୍ତ୍ତନ, ଛୋଟ ବ୍ୟବସାୟୀଙ୍କୁ ମିଳିବ ଆଶ୍ୱସ୍ତି
Browsing Category

TOP STORIES

ରଥଯାତ୍ରା ଡିଉଟିରେ ଥିବା ହୋମଗାର୍ଡଙ୍କ ମୃତ୍ୟୁ

ପରିବାରକୁ ୧୦ ଲକ୍ଷ ସହାୟତା ଘୋଷଣା ପୁରୀ: ରଥଯାତ୍ରା କାର୍ଯ୍ୟରେ ନିୟୋଜିତ ଥିବା କେନ୍ଦୁଝର ଜିଲ୍ଲାର ହୋମଗାର୍ଡ ପ୍ରଦୀପ କୁମାର ମହାନ୍ତଙ୍କ ମୃତ୍ୟୁ ଘଟିଛି। ଘଟଗାଁ ଥାନା ଅନ୍ତର୍ଗତ ହୁଣ୍ଡାପିଟା ଗ୍ରାମର ବାସିନ୍ଦା ପ୍ରଦୀପ ରଥଯାତ୍ରା ଡିଉଟି ପାଇଁ ପୁରୀ ଆସିଥିଲେ। ତାଙ୍କ ଅକାଳ…
Read More...

ଆଖି ବୁଜିଲେ ବ୍ରହ୍ମପୁର ପୀଡ଼ିତା

ବାପାଙ୍କ ବିରୋଧରେ ଆଣିଥିଲେ ଯୌନ ନିର୍ଯାତନା ଅଭିଯୋଗବହ୍ମପୁର: ବ୍ରହ୍ମପୁରର ବହୁଚର୍ଚ୍ଚିତ ନିଆଁ ପୀଡ଼ିତାଙ୍କ ମୃତ୍ୟୁ ହୋଇଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଗୁରୁତର ଅବସ୍ଥାରେ ଚିକିତ୍ସାଧୀନ ଥିବାବେଳେ ତାଙ୍କର ପରଲୋକ ଘଟିଛି। ନିଆଁରେ ଗୁରୁତର ଭାବେ ପୋଡ଼ିଯାଇଥିବା ଯୁବତୀ ଜୀବନ ପାଇଁ…
Read More...

ନୌସେନାରେ ସାମିଲ ହେଲା ଆଇଏନଏସ୍ ମହେନ୍ଦ୍ରଗିରି, ଲୋକାର୍ପଣ କଲେ ରାଜନାଥ ସିଂହ

ବିଶାଖାପାଟଣା: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଶନିବାର ବିଶାଖାପାଟଣା ଡକୟାର୍ଡରେ ପ୍ରାୟ ୭୫ ପ୍ରତିଶତ ସ୍ୱଦେଶୀ ପ୍ରଯୁକ୍ତିରେ ନିର୍ମିତ ଅତ୍ୟାଧୁନିକ ଯୁଦ୍ଧଜାହାଜ ‘ଆଇଏନଏସ୍ ମହେନ୍ଦ୍ରଗିରି’କୁ ଲୋକାର୍ପଣ କରିଛନ୍ତି। ଏହା ସହିତ ଜାହାଜଟି ଭାରତୀୟ ନୌସେନାରେ ବିଧିବଦ୍ଧ ଭାବେ ସାମିଲ…
Read More...

ନିର୍ବାଚନରୁ ଓହରିଲେ ଭାଜପା ପ୍ରାର୍ଥୀ ଅଭିଷେକ ସିହ୍ନା

ବିହାର: ଭାରତୀୟ ଜନତା ପାର୍ଟି (ଭାଜପା) ପ୍ରାର୍ଥୀ ଅଭିଷେକ କୁମାର ସିହ୍ନା ଓରଫ ‘ବଣ୍ଟି’ ବିଧାନସଭା ଉପନିର୍ବାଚନ ଲଢ଼ିବେ ନାହିଁ ବୋଲି ଘୋଷଣା କରିଛନ୍ତି। ସେ ନିଜର ନାମାଙ୍କନ ପ୍ରତ୍ୟାହାର କରିବା ସହ ଏନେଇ ଭାଜପା ରାଜ୍ୟ ସଭାପତି ସଞ୍ଜୟ ସରାୱାଗୀଙ୍କୁ ଏକ ଚିଠି ଲେଖି ଅବଗତ କରାଇଛନ୍ତି।…
Read More...

କେଜିରୁ ପିଜି ମାଗଣା ଶିକ୍ଷାକୁ ନେଇ ଦ୍ୱନ୍ଦ୍ୱ ଦୂର କଲେ ମନ୍ତ୍ରୀ

ନାମଲେଖା ଫି ଫେରସ୍ତ ପାଇବେ ଛାତ୍ରଛାତ୍ରୀଭୁବନେଶ୍ବର: ରାଜ୍ୟ ସରକାରଙ୍କ ‘କେଜିରୁ ପିଜି ମାଗଣା ଶିକ୍ଷା’ ଯୋଜନାକୁ ନେଇ ଦେଖାଦେଇଥିବା ଦ୍ୱନ୍ଦ୍ୱର ଅବସାନ ଘଟାଇଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। ସେ ସ୍ପଷ୍ଟ କରିଛନ୍ତି ଯେ ପ୍ରଫେସନାଲ୍ ଏବଂ ସେଲ୍ଫ ଫାଇନାନ୍ସିଂ କୋର୍ସକୁ…
Read More...

ବିଚାରପତିଙ୍କ ଉପରକୁ କାଗଜ ଫିଙ୍ଗିଲେ ଆବେଦନକାରୀ

ନୂଆଦିଲ୍ଲୀ: ସୁପ୍ରିମକୋର୍ଟରେ ଶୁକ୍ରବାର ଏକ ଅପ୍ରୀତିକର ଘଟଣା ଘଟିଛି। ଆଲ୍ଲାହାବାଦ ହାଇକୋର୍ଟଙ୍କ ଏକ ଆଦେଶକୁ ଚ୍ୟାଲେଞ୍ଜ କରି ଦାଖଲ ହୋଇଥିବା ଆବେଦନର ଶୁଣାଣି ବେଳେ ଆବେଦନକାରୀ ନିଜେ କୋର୍ଟରେ ହାଜର ହୋଇ ବିଚାରପତିମାନଙ୍କ ପ୍ରତି ଅସମ୍ମାନଜନକ ଆଚରଣ କରିଥିଲେ। ଏହା ପରେ…
Read More...

ସୁଭଦ୍ରା ଯୋଜନାରେ ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ଏକାଥରେ ୫ କିସ୍ତି

ଭୁବନେଶ୍ବର: ସୁଭଦ୍ରା ଯୋଜନାକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ବଡ଼ ଘୋଷଣା କରାଯାଇଛି। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଶୁକ୍ରବାର ଏକ ସାମ୍ବାଦିକ ସମ୍ମିଳନୀରେ ଯୋଜନାର ଅଗ୍ରଗତି ଓ ନୂତନ ଆବେଦନ ସମ୍ପର୍କିତ ସୂଚନା ଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀଙ୍କ ସୂଚନା ଅନୁଯାୟୀ, ସୁଭଦ୍ରା…
Read More...

ପରୀକ୍ଷା ଦାବିରେ ମନ୍ତ୍ରୀଙ୍କ ପାଦତଳେ ପଡ଼ିଲେ ନର୍ସିଂ ଛାତ୍ରଛାତ୍ରୀ

ବାଲେଶ୍ବର: ବାଲେଶ୍ୱରରେ ନର୍ସିଂ ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ ମଧ୍ୟରେ ଏକ ଭାବବିହ୍ୱଳ ଦୃଶ୍ୟ ସାମ୍ନାକୁ ଆସିଛି। ଫକୀର ମୋହନ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ୫ଟି ନର୍ସିଂ କଲେଜର ଛାତ୍ରଛାତ୍ରୀ ଗତ ୬ ବର୍ଷ ଧରି ପରୀକ୍ଷା ଅନୁଷ୍ଠିତ ହୋଇନଥିବା ଅଭିଯୋଗ କରି ଆନ୍ଦୋଳନ ଜାରି ରଖିଛନ୍ତି। ଏହି…
Read More...

ଏପ୍ରିଲ-ମେ’ରେ ପଞ୍ଚାୟତ ନିର୍ବାଚନ

ଘରକୁ ଘର ବୁଲି ପ୍ରସ୍ତୁତ ହେବ ଭୋଟର ତାଲିକା ଭୁବନେଶ୍ବର: ରାଜ୍ୟରେ ଆସନ୍ତା ଏପ୍ରିଲ ଓ ମେ’ ମାସରେ ପଞ୍ଚାୟତ ନିର୍ବାଚନ ହେବ ବୋଲି ରାଜ୍ୟ ନିର୍ବାଚନ ଆୟୋଗ ପକ୍ଷରୁ ସୂଚନା ଦିଆଯାଇଛି। ଶୁକ୍ରବାର ରାଜ୍ୟ ନିର୍ବାଚନ ଆୟୋଗର ସଚିବ ସନ୍ତୋଷ ଦାସ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ,…
Read More...

ଏନକାଉଣ୍ଟରରେ ୪ ଗ୍ୟାଙ୍ଗଷ୍ଟର ନିହତ,୩ ପୋଲିସ କର୍ମଚାରୀ ଆହତ

ଗୁରୁଗ୍ରାମ: ହରିୟାଣାର ଗୁରୁଗ୍ରାମରେ ଶୁକ୍ରବାର ଏକ ହାଇ-ଭୋଲ୍ଟେଜ୍ ଏନକାଉଣ୍ଟରରେ ଚାରି ଜଣ ସଶସ୍ତ୍ର ଅପରାଧୀ ନିହତ ହୋଇଥିବା ବେଳେ ଗୁରୁଗ୍ରାମ ପୋଲିସ କ୍ରାଇମ ବ୍ରାଞ୍ଚର ତିନି ଜଣ କର୍ମଚାରୀ ଆହତ ହୋଇଛନ୍ତି। ନିହତ ଅପରାଧୀମାନେ ବିଦେଶରୁ ଗ୍ୟାଙ୍ଗ୍ ଚଳାଉଥିବା କୁଖ୍ୟାତ ଗ୍ୟାଙ୍ଗଷ୍ଟର ଦୀପକ…
Read More...