ପ୍ରମୁଖ ଖବର

ତୃତୀୟ ଥର ପାଇଁ ଟାଟା ଚେୟାରମ୍ୟାନ ହେଲେ ଏନ.ଚନ୍ଦ୍ରଶେଖରନ୍‌
ଭାରତୀୟ ବାୟୁସେନାକୁ ତେଜସ୍‌ ଓ ଏଚ୍‌ଟିଟି-୪୦ ହସ୍ତାନ୍ତର କରିବ ଏଚ୍‌ଏଏଲ୍‌
ଦକ୍ଷତା ବିକାଶରେ ଓଡ଼ିଶା ମଡେଲକୁ ନୀତି ଆୟୋଗର ସ୍ୱୀକୃତି
ଭୁବନେଶ୍ୱର ଡିସିପି ପଦରୁ ଜଗମୋହନ ମୀନାଙ୍କ ଇସ୍ତଫା ଗୃହୀତ
ଗ୍ଲୋବାଲ ସେମିକଣ୍ଡକ୍ଟର ହବ୍‌ ଦିଗରେ ଭାରତ, ‘ସେମିକନ୍ ଇଣ୍ଡିଆ ୨୦୨୬’ ଉଦ୍‌ଘାଟନ କଲେ ମୋଦି
Browsing Category

TOP STORIES

ଯାଞ୍ଚ ବେଳେ ୪୦ ହଜାର ରାସନ କାର୍ଡ଼ ରଦ୍ଦ କଲେ ସରକାର

ଭୁବନେଶ୍ବର: ରାସନ କାର୍ଡଧାରୀଙ୍କ ସହ ଜଡିତ ବଡ ଖବର ସାମ୍ନାକୁ ଆସିଛି। ପ୍ରାୟ ୪୦ ହଜାର କାର୍ଡ଼ ରଦ୍ଦ କଲେ ସରକାର, ଆଉ ମିଳିବନି ମାଗଣା ଡାଲି ଚାଉଳ । ଯାଞ୍ଚ ସମୟରେ ସରକାର ଏହି ବଡ଼ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟରେ ନକଲି ରାସନ କାର୍ଡ ଥିବା ଲୋକଙ୍କ ସଂଖ୍ୟା ଯଥେଷ୍ଟ ବୃଦ୍ଧି
Read More...

ସିନିୟର୍‌ ୱିଙ୍ଗ କମାଣ୍ଡରଙ୍କ ନାଁରେ ବଳାତ୍କାର ଅଭିଯୋଗ

ଜମ୍ମୁ କଶ୍ମୀର: ଭାରତୀୟ ବାୟୁସେନାର ଜଣେ ମହିଳା ଆଇଏଏଫ୍‌ ଅଧିକାରୀ ସିନିୟର୍‌ ୱିଙ୍ଗ କମାଣ୍ଡରଙ୍କ ନାଁରେ ବଳାତ୍କାର ଅଭିଯୋଗ ଆଣିଛନ୍ତି। ଏନେଇ ସେ ପୋଲିସ ନିକଟରେ ଅଭିଯୋଗ କରିଛନ୍ତି। ଅଭିଯୋଗକୁ ଭିତ୍ତି କରି ଜମ୍ମୁ କଶ୍ମୀରର ବଡଗାମ ପୋଲିସ ଷ୍ଟେଶନରେ ଏଫଆଇଆର ଦାଖଲ କରାଯାଇଛି।ମହିଳା
Read More...

ଓଡ଼ିଶାରେ ଚାଲିବ ଆଉ ୩ ନୂଆ ବନ୍ଦେ ଭାରତ ଟ୍ରେନ

ଭୁବନେଶ୍ବର: ଓଡ଼ିଶାରେ ଚାଲିବ ୩ ନୂଆ ବନ୍ଦେ ଭାରତ ଟ୍ରେନ। ଏଥିପାଇଁ ପୂର୍ବତଟ ରେଳବାଇର ମହାପ୍ରବନ୍ଧକ ପରମେଶ୍ୱର ଫୁଙ୍କୱାଲ ଆଜି କେନ୍ଦ୍ର ରେଳ ମନ୍ତ୍ରାଳୟ ପକ୍ଷରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ଆଗାମୀ ୧୫ରେ ବନ୍ଦେ ଭାରତ ଟ୍ରେନ ଶୁଭାରମ୍ଭ ସମାରୋହରେ ଯୋଗ ଦେବା ପାଇଁ
Read More...

ଦୟା ନଦୀରେ ନିର୍ମାଣ ହେବ ଜଳଭଣ୍ଡାର

ପିପିଲି: ଦୟା ନଦୀରୁ ଜଳ ଉଠାଣ ପାଇଁ ତିଆରି ହେବ ୫ ମେଗା ପାନୀୟ ଜଳ ପ୍ରକଳ୍ପ। ଆଜି ଗୃହରେ ପିପିଲି ବିଧାୟକଙ୍କ ପ୍ଲାନରେ ଏହି ଉତ୍ତର ରଖିଛନ୍ତି ପାନୀୟ ଜଳ ମନ୍ତ୍ରୀ ରବି ନାଏକ। ଏନେଇ ମନ୍ତ୍ରୀ କହିଛନ୍ତି, ଦୟା ନଦୀରେ ଜଳଭଣ୍ଡାର ନିର୍ମାଣ ହେବ। ଡେଲାଙ୍ଗରେ ୫ଟି ମେଗା ପାନୀୟ ଜଳ
Read More...

ଆଇସିୟୁରେ ସୀତାରାମ ୟେଚୁରୀ

ନୂଆଦିଲ୍ଲୀ: ମାର୍କ୍ସବାଦୀ କମ୍ୟୁନିଷ୍ଟ ପାର୍ଟିର ସାଧାରଣ ସମ୍ପାଦକ ସୀତାରାମ ୟେଚୁରୀଙ୍କ ଅବସ୍ଥା ଗୁରୁତର ରହିଛି। ତାଙ୍କୁ କିଛି ଦିନ ପୂର୍ବରୁ ଦିଲ୍ଲୀର ଏମ୍ସରେ ଭର୍ତ୍ତି କରାଯାଇଥିଲା। ନିଃଶ୍ୱାସ ନେବାରେ ଅସୁବିଧା ହେବା ପରେ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଛି। ଡାକ୍ତରଙ୍କ ଏକ ଟିମ
Read More...

ଡାକ୍ତରଖାନା କେବୁଲରେ ଛନ୍ଦି ହୋଇ ଚାଲିଗଲା ରୋଗୀଙ୍କ ଜୀବନ

ନୀଳଗିରି: ରୋଗରୁ ସୁସ୍ଥ ହୋଇ ଘରକୁ ଫେରିବେ ବୋଲି ଡାକ୍ତରଖାନା ଯାଇଥିଲେ। ହେଲେ ଜଣା ନଥିଲ ସେଠି ହିଁ ଜଗି ବସିଥିଲା ଯମ। ଏଭଳି କିଛି ଅଭାବନୀୟ ଘଟଣା ଘଟିଛି ବାଲେଶ୍ୱର ଜିଲ୍ଲା ନୀଳଗିରି ମେଡିକାଲରୁ। ମୃତକ ଜଣଙ୍କ ହେଉଛନ୍ତି ଆମ୍ବଝର ଗାଁର କରଣ ସିଂ। ତେବେ ମିଳିଥିବା ସୂଚନା
Read More...

ଭାରତରେ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଭାରତରେ ସାମ୍ନାକୁ ଆସିଲା ମଙ୍କିପକ୍ସର ପ୍ରଥମ ମାମଲା। ଜଣେ ଯୁବକ ଏହି ଭୂତାଣୁରେ ସଂକ୍ରମିତ ହୋଇଛନ୍ତି। ରୋଗୀକୁ ବର୍ତ୍ତମାନ ଅଲଗା ରଖାଯାଇଛି।ତାଙ୍କ ଶରୀରରୁ କ୍ଲେଡ ୨ ଭାଇରସ ଠାବ ହୋଇଛି। ଏନେଇ ସୂଚନା ଦେଇଛି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ। ମକ୍ସିପକ୍ସ ଚିହ୍ନଟ ହୋଇଥିବା
Read More...

ବିଜେପି ନେତାଙ୍କୁ ଗୁଳିକରି ହତ୍ୟା

ପାଟନା: ବିହାରର ରାଜଧାନୀ ପାଟନରେ ବିଜେପି ନେତାଙ୍କୁ ଗୁଳିକରି ହତ୍ୟା କରାଯାଇଛି। ରାସ୍ତା କଡରେ ଠିଆ ହୋଇଥିବା ଶ୍ୟାମ ସୁନ୍ଦର ଶର୍ମା ଓରଫ ମୁନାଙ୍କୁ କିଛି ଦୁର୍ବୁତ୍ତ ଗୁଳି କରି ହତ୍ୟା କରିଛନ୍ତି। ମୁନା ଶର୍ମାଙ୍କ ବୟସ ୫୫ବର୍ଷ ବୋଲି ଜଣାପଡ଼ିଛି। ସୂଚନାନୁଯାୟୀ, ଗତକାଲି ଶ୍ୟାମ
Read More...

ମାଛକୁଣ୍ଡ ପାୱାର ହାଉସରେ ପଶିଲା ବନ୍ୟା ଜଳ

କୋରାପୁଟ: କୋରାପୁଟ ଜିଲ୍ଲା ଲମତାପୁଟରେ ଥିବା ମାଛକୁଣ୍ଡ ପାୱାର ହାଉସରେ ପଶିଲା ବନ୍ୟା ଜଳ। ଫଳରେ ବିଦ୍ୟୁତ ଉତ୍ପାଦନ ସମ୍ପୂର୍ଣ୍ଣ ଭାବେ ଠପ୍ ହୋଇଯାଇଛି। ଏନେଇ ପାଓ୍ବାର ହାଉସର କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ଦିଆଯାଇଛି। କର୍ତ୍ତୃପକ୍ଷଙ୍କ ସୂଚନା ଅନୁସାରେ, ମାଛକୁଣ୍ଡ ପାୱାର
Read More...

ହରିୟାଣା ରୁ ଏକାକୀ ଲଢିବ ଆମ୍ ଆଦମୀ ପାର୍ଟି

ନୂଆଦିଲ୍ଲୀ: ଅଙ୍କ ନ ଛିଡ଼ିବାରୁ କଂଗ୍ରେସ ସହ ହୋଇପାରିଲାନି ମେଣ୍ଟ, ହରିୟାଣା ରୁ ଏକାକୀ ଲଢିବ ଆମ୍ ଆଦମୀ ପାର୍ଟି। ଏନେଇ ସୋମବାର ଆମ ଆଦମୀ ପାର୍ଟି ୨୦ ଜଣ ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ କରିଛି। ଆପ୍‌ ଓ କଂଗ୍ରେସ ହରିୟାଣାରେ ଏକାଠି ଲୋକସଭା ନିର୍ବାଚନ ଲଢ଼ିଥିଲେ। ତେଣୁ ବିଧାନସଭା
Read More...