ପ୍ରମୁଖ ଖବର

ଖରିଫ ଧାନ ବିକ୍ରି ପାଇଁ ଆଗ୍ରିଷ୍ଟାକ୍‌ ବାଧ୍ୟତାମୂଳକ ନୁହେଁ
ଆସାମରେ ବନ୍ୟା ନେଲା ଆଉ ୨ ଜୀବନ, ମୃତ୍ୟୁସଂଖ୍ୟା ୧୦୦
ଆଇଗିଣୀଆ ଫ୍ଲାଏଓଭରରେ ବସ୍ ଧକ୍କା, ବାଇକ୍ ଆରୋହୀ ମୃତ
ପ୍ରବଳ ବର୍ଷାରେ ରାଉରକେଲା ଷ୍ଟେସନର ନବନିର୍ମିତ ସେଡ୍ ଭୁଶୁଡ଼ିଲା
ଆଉ ଲମ୍ବା ଧାଡ଼ିରେ ଠିଆ ହେବାକୁ ପଡ଼ିବନି, ‘ଅନ୍ନପୂର୍ଣ୍ଣା ଶସ୍ୟ ଏଟିଏମ୍‌’ରୁ ମିଳିବ ରାସନ
ଲାଲକିଲ୍ଲାରେ ଶୁଭିବ ‘ବନ୍ଦେ ମାତରମ୍‌’
ଡିଜି ପାହ୍ୟାକୁ ସଞ୍ଜୀବ ପଣ୍ଡା ଓ ଯଶୱନ୍ତ ଜେଠୱାଙ୍କ ପଦୋନ୍ନତି
ହୀରାକୁଦରେ ପୁଣି ୪ ଗେଟ୍‌ ଖୋଲିଲା, ୧୨ ଗେଟ୍‌ରେ ଚାଲିଛି ବନ୍ୟାଜଳ ନିଷ୍କାସନ
ମାଲକାନଗିରି ଜଙ୍ଗଲରୁ କେବିସି ମଞ୍ଚରେ ‘ଜଙ୍ଗଲ ରାଣୀ’ ଜୟନ୍ତୀ ବୁରୁଡ଼ା
Browsing Category

TOP STORIES

ସମ୍ବଲପୁରୀ ଶାଢୀର ପ୍ରଶଂସା କରିଛନ୍ତି ମୋଦି

ନୂଆଦିଲ୍ଲୀ: ଆଜି ୧୧୨ତମ ‘ମନ୍ କି ବାତ୍’ କାର୍ଯ୍ୟକ୍ରମରେ ସାରା ଦେଶ ବାସୀଙ୍କୁ ଉଦ୍ବୋଧନ ଦେଇଛନ୍ତି ମୋଦି। ତାଙ୍କ ତୃତୀୟ କାର୍ଯ୍ୟକାଳ ମଧ୍ୟରେ ଦ୍ୱିତୀୟ ମନ୍‌ କି ବାତ୍‌ କାର୍ଯ୍ୟକ୍ରମ। ଏବେ ଅଲିମ୍ପିକ ଚାଲିଥିବାରୁ ଏହାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ
Read More...

ମିଲ୍‌କି ମୁ’ କ୍ଷୀର ପ୍ଲାଣ୍ଟରେ ପହଁଚିଲେ ମନ୍ତ୍ରୀ

ପୁରୀ: ରାଜ୍ୟ ଖାଦ୍ୟଯୋଗାଣ ଏବଂ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଆଜି ନିମାପଡା ଗସ୍ତ କରି ଗୋପସ୍ଥିତ ‘ମିଲ୍‌କି ମୁ’ କ୍ଷୀର ପ୍ଲାଣ୍ଟରେ ଅଚାନକ ପରିଦର୍ଶନ କରିବା ସହ ଏଠାରେ ବ୍ୟବହୃତ କ୍ଷୀରର ମାନ ଯାଞ୍ଚ କରିଛନ୍ତି। ସୂଚନା ମୁତାବକ ଏହି ଘରୋଇ ଦୁଗ୍ଧ କମ୍ପାନୀରେ ନିମ୍ନ
Read More...

ମୁମ୍ବାଇରେ ବର୍ଷା ତାଣ୍ଡବ

ମୁମ୍ବାଇ: ବର୍ଷାରେ ମୁମ୍ବାଇର ଅବସ୍ଥା ନ କହିବା ଭଲ। ଚାରି ଆଡେ ଜଳମଗ୍ନ। ଲଗାତାର ଦୀର୍ଘ ୧୫ ଦିନ ହେବ ବର୍ଷ ଛାଡିବାର ନାଁ ଧରୁନି। କେଉଁଠି ଘରେ ପାଣି ପଶିଲାଣି ତ ଆଉ କେଉଁଠି ଗଛ ଓ ଘର ଧସେଇ ପଡିଲାଣି। ଆଜି ବଡି ଭୋରୁ ମଧ୍ୟ ସେହି ସମାନ ପରିସ୍ଥିତି ଦେଖାଦାଇଛି। ମୁମ୍ବାଇ ସହରର
Read More...

ଘାଟିରୁ ଓଲଟିଲା କାର, ଗୋଟିଏ ପରିବାରର ୮ ମୃତ

ଜାମ୍ମୁ: ଜାମ୍ମୁ-କଶ୍ମୀରର ଅନନ୍ତନାଗ ଜିଲାର ଡକସୁମରେ ଶନିବାର ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏକ କାର ଘାଟିରେ ଓଲଟି ପଡି ଏହି ଦୁର୍ଘଟଣାରେ ଗୋଟିଏ ପରିବାରର ୮ ଜଣଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ୫ ଶିଶୁ ଓ ୨ ଜଣ ମହିଳା ଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି । ସମସ୍ତ ମୃତକ
Read More...

ରାଷ୍ଟ୍ରପତି ପ୍ରାର୍ଥୀ ହେଲେ କମଳା ହାରିସ

ଆମେରିକା: ଆମେରିକା ଇତିହାସରେ ପ୍ରଥମ । ଡେମୋକ୍ରାଟିକ ପାର୍ଟିର ରାଷ୍ଟ୍ରପତି ପ୍ରାର୍ଥୀ ହେଲେ କମଳା ହାରିସ । ଏହି ସୁପରପାୱାର ରାଷ୍ଟ୍ରର ରାଷ୍ଟ୍ରପତି ନିର୍ବାଚନ ପାଇଁ ପ୍ରଥମ ଥର ପ୍ରାର୍ଥୀ ହେଲେ ଜଣେ ଭାରତୀୟ ବଂଶୋଦ୍ଭବ । ବର୍ତ୍ତମାନ ଉପରାଷ୍ଟ୍ରପତି ଥିବା କମଳା ହାରିସଙ୍କୁ ପ୍ରାର୍ଥୀ
Read More...

ରାସ୍ତାକଡ଼ରୁ ନବଜାତ ଶିଶୁକନ୍ୟା ଉଦ୍ଧାର

ଧାମରା: ଧାମରା ଥାନା କରଞ୍ଜମାଳ ପଞ୍ଚାୟତ ରାସ୍ତାକଡ଼ରୁ ଉଦ୍ଧାର ହେଲା ନବଜାତ ଶିଶୁ କନ୍ୟା। ଉଦ୍ଧାର ପରେ ମେଡିକାଲରେ ଭର୍ତ୍ତି କଲେ ସ୍ଥାନୀୟ ଲୋକେ। କରଞ୍ଜମାଳ ଅଞ୍ଚଳରେ ରାସ୍ତା କଡରେ ଏକ ଶିଶୁ ପଡିଥିବା ସ୍ଥାନୀୟ ଲୋକେ ଦେଖିବାକୁ ପାଇଥିଲେ । ପରେ ଏହା ଏକ ନବଜାତ ଶିଶୁ କନ୍ୟା ଜଣାପଡିଥିଲା
Read More...

ଆଜି କାର୍ଗିଲ୍ ବିଜୟ ଦିବସ

ନୂଆଦିଲ୍ଲୀ: ୧୯୯୯ ମସିହା ଜୁଲାଇ ୨୬ ତାରିଖ ଏ ଦିନଟି ଭାରତୀୟଙ୍କ ପାଇଁ ସ୍ବତନ୍ତ୍ର । ୧୯୯୯ ମସିହା ଆଜିକୁ ଠିକ ୨୫ ବର୍ଷ ତଳେ ଭାରତ ଓ ପାକିସ୍ତାନ ମଧ୍ୟରେ ଯୁଦ୍ଧ ହୋଇଥିଲା ଯାହା କାର୍‌ଗିଲ ଯୁଦ୍ଧ ଭାବେ ଜଣା । ପାକିସ୍ତାନ ଯେବେ କାର୍ଗିଲ ଉଚ୍ଚ ପାହାଡକୁ କବଜା କରିଥିଲା ସେବେଠୁ ଏହି
Read More...

୨୦୨୪-୨୫ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ

ବିଧାନସଭା ରେ ୨୦୨୪-୨୫ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ। ଏଥର ରାଜ୍ୟ ବଜେଟରେ ୨ଲକ୍ଷ ୬୫ ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ। ତେବେ ମୋହନ ସରକାରଙ୍କ ଏହା ପ୍ରଥମ ବଜେଟ। କୃଷି ପାଇଁ ପୂର୍ବ ବର୍ଷ ତୁଳନାରେ ବଢିଛି
Read More...

ଉପସ୍ଥାପନ ହେଲା ଓଡିଶା ଅର୍ଥନୈତିକ ସର୍ଭେ ରିପୋର୍ଟ

ଭୁବନେଶ୍ୱର: ଜୁଲାଇ ୨୫ ତାରିଖରେ ଆଗତ ହେବ ନୂଆ ରାଜ୍ୟ ସରକାରର ପ୍ରଥମ ବଜେଟ୍। ଏହା ପୂର୍ବରୁ ଆଜି ଉପସ୍ଥାପନ ହୋଇଛି ଅର୍ଥନୈତିକ ସର୍ଭେ ରିପୋର୍ଟ। ରିପୋର୍ଟ ଅନୁସାରେ ଓଡ଼ିଶାରେ ମୁଣ୍ଡପିଛା ଆୟ ୧, ୬୪, ୪୩୭ ଟଙ୍କା। ୨୦୨୩-୨୪ରେ ଓଡ଼ିଶାର ଅଭିବୃଦ୍ଧି ହାର ୮.୫% ରହିବା ଆକଳନ। ଯାହାକି
Read More...

ଚାନ୍ଦିପୁରରୁ ଇଣ୍ଟରସେପ୍ଟର କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ଚାନ୍ଦିପୁର: ଅବଦୁଲ୍‌ କଲାମ ଦ୍ୱୀପରୁ ବୁଧବାର ଇଣ୍ଟରସେପ୍ଟର କ୍ଷେପଣାସ୍ତ୍ର ପରୀକ୍ଷଣ ସଫଳ ହୋଇଛି। ଅପରାହ୍ନ ୪ଟା ୧୫ ମିନିଟ୍‌ରେ ବ୍ୟାବହାରିକ ପରୀକ୍ଷଣ ହୋଇଛି। ପ୍ରଥମେ ଚାନ୍ଦିପୁରର ୩ ନଂ ଲଞ୍ଚପ୍ୟାଡ୍‌ରୁ ପୃଥ୍ବୀ-୨ ଉତ୍‌କ୍ଷେପଣ କରାଯାଇଥିଲା। ୨୩୦ କିଲୋମିଟର ପର୍ଯ୍ୟନ୍ତ ଏହି ମିସାଇଲ
Read More...