ପ୍ରମୁଖ ଖବର

ତୃତୀୟ ଥର ପାଇଁ ଟାଟା ଚେୟାରମ୍ୟାନ ହେଲେ ଏନ.ଚନ୍ଦ୍ରଶେଖରନ୍‌
ଭାରତୀୟ ବାୟୁସେନାକୁ ତେଜସ୍‌ ଓ ଏଚ୍‌ଟିଟି-୪୦ ହସ୍ତାନ୍ତର କରିବ ଏଚ୍‌ଏଏଲ୍‌
ଦକ୍ଷତା ବିକାଶରେ ଓଡ଼ିଶା ମଡେଲକୁ ନୀତି ଆୟୋଗର ସ୍ୱୀକୃତି
ଭୁବନେଶ୍ୱର ଡିସିପି ପଦରୁ ଜଗମୋହନ ମୀନାଙ୍କ ଇସ୍ତଫା ଗୃହୀତ
ଗ୍ଲୋବାଲ ସେମିକଣ୍ଡକ୍ଟର ହବ୍‌ ଦିଗରେ ଭାରତ, ‘ସେମିକନ୍ ଇଣ୍ଡିଆ ୨୦୨୬’ ଉଦ୍‌ଘାଟନ କଲେ ମୋଦି
Browsing Category

TOP STORIES

ଚାଷୀଙ୍କୁ ମିଳିବ ସିଏମ କିଷାନର ପ୍ରଥମ କିସ୍ତି

ସମ୍ବଲପୁର: ନୂଆଁଖାଇରେ ଚାଷୀଙ୍କୁ ରାଜ୍ୟ ସରକାରଙ୍କ ଭେଟି। ନୂଆଁଖାଇରୁ ଆରମ୍ଭ ହେବାକୁ ଯାଉଛି ସିଏମ କିଷାନ ଯୋଜନା। ଏହି ଯୋଜନାରେ ଚାଷୀ ୪ ହଜାର ଟଙ୍କାର ଆର୍ଥିକ ସହାୟତା ପାଇବେ। ଖରିଫ ଓ ରବି ଋତୁ ପୂର୍ବରୁ ଯୋଗ୍ୟ ହିତାଧିକାରୀଙ୍କୁ ଦୁଇଟି କିସ୍ତିରେ ଏହି ଟଙ୍କା ମିଳିବ। ଏ ନେଇ ରାଜ୍ୟ
Read More...

ତୁହିନକାନ୍ତ ପାଣ୍ଡେ ହେଲେ କେନ୍ଦ୍ର ଅର୍ଥ ସଚିବ

ଭୁବନେଶ୍ବର: ତୁହିନକାନ୍ତ ପାଣ୍ଡେ ହେଲେ କେନ୍ଦ୍ର ଅର୍ଥ ସଚିବ। ଟି ଭି ସୋମନାଥନଙ୍କ ସ୍ଥାନରେ ତୁହିନକାନ୍ତଙ୍କୁ ମିଳିଲା ବଡ ଦାୟିତ୍ୱ। ୧୯୮୭ ବ୍ୟାଚର ଆଇଏଏସ ଅଫିସର ତୁହିନକାନ୍ତ ପାଣ୍ଡେ। ଓଡ଼ିଶା ସରକାରଙ୍କ ପ୍ରମୁଖ ସଚିବ ଭାବେ ତୁହିନକାନ୍ତ କାମ କରିଛନ୍ତି। ୨୦୧୯ ଅକ୍ଟୋବରରୁ କେନ୍ଦ୍ର
Read More...

ଜମ୍ମୁ କଶ୍ମୀର ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା

ଜମ୍ମୁ କଶ୍ମୀର: ଜମ୍ମୁ କଶ୍ମୀର ବିଧାନସଭା ନିର୍ବାଚନ ପାଇଁ ଆଜି ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି ବିଜେପି। ଏହି ତାଲିକାରେ ୧୦ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇ ଥିବାବେଳେ ବାଦ୍ ପଡ଼ିଛନ୍ତି ପୂର୍ବତନ ଉପମୁଖ୍ୟମନ୍ତ୍ରୀ କବିନ୍ଦର ଗୁପ୍ତା। ଗାନ୍ଧି ନଗର ଆସନରୁ ଦଳ
Read More...

ପବିତ୍ର ନୂଆଁଖାଇରେ ମା’ ସମଲେଶ୍ଵରୀଙ୍କ ପାଖରେ ଲାଗି ହେଲା ନବାନ୍ନ

ସମ୍ବଲପୁର: ଆଜି ହେଉଛି ପଶ୍ଚିମ ଓଡିଶାର କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ। ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ପାଇଁ ଉତ୍ସବମୁଖର ହୋଇ ଉଠିଛି ଗାଁଠୁ ସହର। ଏଥିପାଇଁ ସମଗ୍ର ପଶ୍ଚିମ ଓଡ଼ିଶାଳ ଚଳଚଞ୍ଚଳ ହୋଇପଡ଼ିଛି। ଏନେଇ ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ଵରୀଙ୍କ ପାଖରେ ନବାନ୍ନ
Read More...

ବଙ୍ଗୋପସାଗର ରେ ସୃଷ୍ଟି ହେଲା ଅବପାତ, ପ୍ରବଳ ବର୍ଷିବ

ଭୁବନେଶ୍ବର: ଆଜି ସକାଳେ ପଶ୍ଚିମ କେନ୍ଦ୍ରୀୟ ତତ୍ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗର ରେ ଅବପାତ ରେ ପରିଣତ ହୋଇଛି ସଦୃଶ ଲଘୁଚାପ କ୍ଷେତ୍ର। ଏହି ଅବପାତ ଏବେ ଉତ୍ତର - ଉତ୍ତର ପଶ୍ଚିମ ଦିଗ ରେ ଅଗ୍ରସର ହେଉଛି। ବର୍ତମାନ ସିଷ୍ଟମ୍ ଟି ଗୋପାଳପୁର ଠାରୁ ପୂର୍ବ- ଦକ୍ଷିଣ ପୂର୍ବ ଦିଗରେ
Read More...

ରାଜ୍ୟରେ ଖୁବ ଶୀଘ୍ର ପୂରଣ ହେବ ୨ ହଜାର ଫରେଷ୍ଟ ଗାର୍ଡ ପଦବୀ

କେନ୍ଦୁଝର: ରାଜ୍ୟରେ ଖୁବ ଶୀଘ୍ର ପୂରଣ ହେବ ୨ ହଜାର ଫରେଷ୍ଟ ଗାର୍ଡ ପଦବୀ। କେନ୍ଦୁଝରରେ ସୁଭଦ୍ରା ରଥର ଶୁଭାରମ୍ଭ ଅବସରରେ ଜଙ୍ଗଲ ପରିବେଶ ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆସୂଚନା ଦେଇଛନ୍ତି। ୩ ମାସ ମଧ୍ୟରେ ଏହି ପଦବୀ ପୂରଣ ହେବ ପୂରଣ ହେବ। ଜଙ୍ଗଲ ଓ ପରିବେଶ ମନ୍ତ୍ରୀ କହିଛନ୍ତି ଯେ,
Read More...

ପୃଥିବୀ ପୃଷ୍ଠକୁ ଫେରିଲା ମହାକାଶ ଯାନ ଷ୍ଟାରଲାଇନର

ନ୍ୟୁଜ୍ ବ୍ୟୁରୋ: ମହାକାଶ ଗବେଷଣା ଓ ସ୍ପେସଫ୍ଲାଇଟ୍ ଇତିହାସରେ ପ୍ରଥମ ଥର ପାଇଁ ଏକ ଯାନ ମହାକାଶଯାତ୍ରୀଙ୍କୁ ଧରି ମହାକାଶ ଯାଇଥିଲା। କିନ୍ତୁ ବିନା ମହାକାଶଯାତ୍ରୀରେ ପୃଥିବୀ ପୃଷ୍ଠକୁ ଫେରିଛି। ପୃଥିବୀ ପୃଷ୍ଠକୁ ଫେରିଛି ବୋଇଂ ନିର୍ମିତ ମହାକାଶ ଯାନ ଷ୍ଟାରଲାଇନର। ସୁନୀତା ୱିଲିୟମସ ଓ
Read More...

ଭିଜିଲାନ୍ସ ଜାଲରେ ନୂଆପଡ଼ା ଏମ୍‌ଭିଆଇ

ନୂଆପଡ଼ା: ଭିଜିଲାନ୍ସ ଜାଲରେ ନୂଆପଡ଼ା ଏମ୍‌ଭିଆଇ। ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା ଏମଭିଆ। ନୂଆପଡ଼ାରୁ ଭୁବନେଶ୍ବର ଆସୁଥିବା ବେଳେ ଖୋର୍ଦ୍ଧାରେ ଧରାପଡ଼ିଲେ। ଧରାପଡ଼ିଥିବା ଟଙ୍କା ପିସି ଆକାରରେ ଆଦାୟ ହୋଇଥିବା ସନ୍ଦେହ।
Read More...

ଗଣେଶ ପୂଜା ବିସର୍ଜନ ପାଇଁ ଗାଇଡଲାଇନ୍‌ ଜାରି କଲା ବିଏମସି

ଭୁବନେଶ୍ୱର: ଭୁବନେଶ୍ୱରରେ ଶାନ୍ତି ଶୃଙ୍ଖଳା ଓ ନିରାପଦରେ ଗଣେଶ ପୂଜା ବିସର୍ଜନ ପାଇଁ ବିଏମସି ଗାଇଡଲାଇନ୍‌ ଜାରି କରିଛି। ଇକୋ ଫ୍ରେଣ୍ଡଲି ଭାବେ ବିସର୍ଜନ ପାଇଁ ନିୟମାବଳୀ ଜାରି ହୋଇଛି । ଗଣେଶ ମୂର୍ତ୍ତି ବିସର୍ଜନ ପାଇଁ ରାଜଧାନୀରେ ଦୁଇଟି ଜାଗା ଚି଼ହ୍ନଟ କରାଯାଇଛି। ତାହା ହେଲା
Read More...

ମଣିପୁରରେ ପୁଣି ହିଂସା

ମଣିପୁର: ମଣିପୁରରେ ହିଂସା ଥମିବାର ନାଁ ନେଉନାହିଁ। କୁକି ଉଗ୍ରବାଦୀ ମାନେ ପୁଣି ସକ୍ରିୟ ହୋଇଛନ୍ତି। ଭୟଙ୍କର ହୋଇଯାଇଛି ସେଠାକାର ସ୍ଥିତି। କିଛି ଦିନର ପରେ ପୁଣି ଥରେ ହିଂସା ଉଗ୍ର ହୋଇଛି। ଡ୍ରୋନ୍ ମାଧ୍ୟମରେ ଆଟାକ୍ କରୁଛନ୍ତି। କିଛି ଦିନ ପୂର୍ବେ ସାଧାରଣ ବସତି ଉପରେ ଡ୍ରୋନ୍ ବୋମା ମାଡ
Read More...