Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ତୃତୀୟ ଥର ପାଇଁ ଟାଟା ଚେୟାରମ୍ୟାନ ହେଲେ ଏନ.ଚନ୍ଦ୍ରଶେଖରନ୍
ଭାରତୀୟ ବାୟୁସେନାକୁ ତେଜସ୍ ଓ ଏଚ୍ଟିଟି-୪୦ ହସ୍ତାନ୍ତର କରିବ ଏଚ୍ଏଏଲ୍
ଦକ୍ଷତା ବିକାଶରେ ଓଡ଼ିଶା ମଡେଲକୁ ନୀତି ଆୟୋଗର ସ୍ୱୀକୃତି
ଭୁବନେଶ୍ୱର ଡିସିପି ପଦରୁ ଜଗମୋହନ ମୀନାଙ୍କ ଇସ୍ତଫା ଗୃହୀତ
ଗ୍ଲୋବାଲ ସେମିକଣ୍ଡକ୍ଟର ହବ୍ ଦିଗରେ ଭାରତ, ‘ସେମିକନ୍ ଇଣ୍ଡିଆ ୨୦୨୬’ ଉଦ୍ଘାଟନ କଲେ ମୋଦି
Browsing Category
TOP STORIES
ଜର୍ଜିଆ ହାଇସ୍କୁଲରେ ଶିକ୍ଷକ ଓ ସହପାଠୀଙ୍କୁ ଗୁଳିମାଡ
ଜର୍ଜିଆ: ଆମେରିକାର ଜର୍ଜିଆ ହାଇସ୍କୁଲରେ ଗୁଳିମାଡ଼। ଗୁଳିମାଡ଼ରେ ୪ ଜଣ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ୪ ମୃତକଙ୍କ ମଧ୍ୟରେ ୨ ଜଣ ଛାତ୍ର ଓ ୨ ଜଣ ଶିକ୍ଷକ ଅଛନ୍ତି। ଏହାସହ ପାଖାପାଖି ୯ ଜଣ ଗୁରୁତର ଥିବା କୁହାଯାଉଛି। ୯ ଗୁରୁତରଙ୍କୁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି। ତେବେ!-->…
Read More...
Read More...
ପୀଡ଼ିତାଙ୍କୁ ନ୍ୟାୟ ଦାବିରେ ସମ୍ପୂର୍ଣ୍ଣ କୋଲକାତା ସହର ହେଲା ଅନ୍ଧାର
ପଶ୍ଚିମବଙ୍ଗ: ପୀଡ଼ିତାଙ୍କୁ ନ୍ୟାୟ ଦାବିରେ କୋଲକାତା ସହର ହେଲା ଅନ୍ଧାର। ଆରଜି କର ମେଡିକାଲ କଲେଜ ଦୁଷ୍କର୍ମ ଓ ହତ୍ୟା ଘଟଣାକୁ ବିରୋଧ କରି ବୁଧବାର ରାତି ସମ୍ପୂର୍ଣ୍ଣ କୋଲକାତା ସହର ଅନ୍ଧାର କରାଯାଇଥିଲା। ଗତକାଲି ରାତି ୯ଟାରୁ ୧୦ ପର୍ଯ୍ୟନ୍ତ ପୀଡ଼ିତାଙ୍କୁ ନ୍ୟାୟ ଦାବିରେ ହଜାର ହଜାର!-->…
Read More...
Read More...
ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟରେ ୬ ମାଓବାଦୀ ମୃତ
ତେଲେଙ୍ଗାନା: ତେଲେଙ୍ଗାନାରେ ୬ ମାଓବାଦୀଙ୍କୁ ମାରିଛନ୍ତି ସୁରକ୍ଷାକର୍ମୀ। ତେଲେଙ୍ଗାନାରେ ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟରେ ୬ ମାଓବାଦୀ ନିହତ ହୋଇଛନ୍ତି। କୋଥଗୁଡେମ ଜିଲା ନୀଳାଦ୍ରିପେଟ ଜଙ୍ଗଲରେ ସୁରକ୍ଷାକର୍ମୀମାନେ ଏନ୍କାଉଣ୍ଟର କରିଥିଲେ। ମାଓବାଦୀମାନେ ମଧ୍ୟ ପାଲଟା ଗୁଳିଚାଳନା!-->…
Read More...
Read More...
ରାଜ୍ୟର ସମସ୍ତ ଜିଲ୍ଲା ଗସ୍ତ କରିବେ ସଚିବ ଓ ବରିଷ୍ଠ ଅଧିକାରୀ
ଭୁବନେଶ୍ବର: ରାଜ୍ୟର ସମସ୍ତ ଜିଲ୍ଲା ଗସ୍ତ କରିବେ ସଚିବ ଓ ବରିଷ୍ଠ ଅଧିକାରୀ। ଏନେଇ ନିର୍ଦ୍ଦେଶନାମା ଜାରି କଲା ଯୋଜନା ଓ ସଂଯୋଜନ ବିଭାଗ । ଜିଲ୍ଲା ଗସ୍ତରେ ଯାଇ ବିଭିନ୍ନ ସରକାରୀ ଯୋଜନାର ତଦାରଖ କରିବେ।
ବିକାଶମୂଳକ ପ୍ରକଳ୍ପର ସମୀକ୍ଷା ଏବଂ ସରକାରଙ୍କ କଲ୍ୟାଣ ଯୋଜନାର!-->!-->!-->…
Read More...
Read More...
ବିଶ୍ୱ ପ୍ରସିଦ୍ଧ ଐତିହାସିକ ବାଲିଯାତ୍ରା ନଭେମ୍ବର ୧୫ରୁ ଆରମ୍ଭ
ଭୁବନେଶ୍ବର: ଚଳିତ ବର୍ଷ ବିଶ୍ୱ ପ୍ରସିଦ୍ଧ ଐତିହାସିକ ବାଲିଯାତ୍ରା ନଭେମ୍ବର ୧୫ରୁ ଆରମ୍ଭ ହେବାକୁ ଯାଉଛି। ବୁଧବାର ବସିଥିବା ପ୍ରସ୍ତୁତି ବୈଠକ ପରେ ଏହି ସୂଚନା ଦେଇଛନ୍ତି କଟକ ଜିଲାପାଳ ଦତ୍ତାତ୍ରେୟ ଭାଓ ସାହେବ୍ ସିନ୍ଧେ। ତେବେ ଚଳିତ ବର୍ଷ କେତେଦିନ ବାଲିଯାତ୍ରା ହେବ ସେନେଇ ଏବେ କୌଣସି!-->…
Read More...
Read More...
ସେପ୍ଟେମ୍ବର ସୁଦ୍ଧା ରାଜ୍ୟରେ ଦିଆଯିବ ନୂଆ ରାସନ କାର୍ଡ
ଭୁବନେଶ୍ବର: ବିଧାନସଭାରେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି କି ସେପ୍ଟେମ୍ବର ଶେଷ ସୁଦ୍ଧା ରାଜ୍ୟରେ ହିତାଧିକାରୀଙ୍କୁ ଦିଆଯିବ ନୂଆ ରାସନ କାର୍ଡ। ପ୍ରାୟ ୧୦ ଲକ୍ଷରୁ ଅଧିକ ଲୋକ ନୂଆ ରାସନ କାର୍ଡ ପାଇଁ ଆବେଦନ କରିଛନ୍ତି।
ସୂଚନା ଅନୁଯାୟୀ, ରାଜ୍ୟରେ ଏବେ!-->!-->!-->…
Read More...
Read More...
ପାରା ଅଲିମ୍ପିକ୍ସରେ ଭାରତର ମୋଟ ପଦକ ସଂଖ୍ୟା ୨୦
ପ୍ୟାରିସ: ପ୍ୟାରିସ ପାରା ଅଲିମ୍ପିକ୍ସରେ ଜାରି ରହିଛି ମେଡାଲ ବର୍ଷା। ଚମକୁଛନ୍ତି ଭାରତୀୟ ପାରା ଆଥଲେଟ୍। ଷଷ୍ଟ ଦିନରେ ଭାରତକୁ ମିଳିଛି ୫ଟି ପଦକ। ଏହାକୁ ମିଶାଇ ଭାରତର ମୋଟ ପଦକ ସଂଖ୍ୟା ୨୦ରେ ପହଞ୍ଚିଛି। ପ୍ୟାରିସ ପାରା ଅଲିମ୍ପିକ୍ସରେ ଭାରତ ଶ୍ରେଷ୍ଠ ପ୍ରଦର୍ଶନ ଜାରୀ ରଖିଛି । ଭାରତ!-->…
Read More...
Read More...
ନକଲି ନୋଟ୍ କାରବାରର ଓଡିଶା ଲିଙ୍କ
ଉତ୍ତରପ୍ରଦେଶ: ୟୁପିରେ ନକଲି ନୋଟ୍ କାରବାରର ଓଡିଶା ଲିଙ୍କ। ଭଦ୍ରକର ଜାହିର ଖାନ୍ ନେଟଓ୍ବର୍କର ମାଷ୍ଟରମାଇଣ୍ଡ। ଉତ୍ତରପ୍ରଦେଶର ପ୍ରୟାଗରାଜ ଅତ୍ତରସୁଇୟାର ଏକ ମଦ୍ରାସାରେ ଚାଞ୍ଚଲ୍ୟକର ଖୁଲାସା। ମଦ୍ରାସା ପାଲଟିଥିଲା ନକଲି ନୋଟ୍ ଛପା କାରଖାନା । ପ୍ରିନ୍ସିପାଲଙ୍କ ସମେତ ୪ଜଣଙ୍କୁ ଘଟଣାରେ!-->…
Read More...
Read More...
ଆଇଆଇଟି ହଷ୍ଟେଲ ଛାତରୁ ଡେଇଁ ଛାତ୍ରୀଙ୍କ ଆତ୍ମହତ୍ୟା
ଭୁବନେଶ୍ୱର: ଭୁବନେଶ୍ୱର ଆଇଆଇଟି କ୍ୟାମ୍ପସରେ ଅଭାବନୀୟ ଘଟଣା ଘଟିଛି। କ୍ୟାମ୍ପସରୁ ଜଣେ ଛାତ୍ରୀଙ୍କ ମୃତଦେହ ମିଳିଛି। ହଷ୍ଟେଲ ୫ମହଲା ଛାତରୁ ଡେଇଁ ଛାତ୍ରୀ ଜଣଙ୍କ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ଅରୁଗୁଳ ଆଇଆଇଟି କ୍ୟାମ୍ପସରୁ ଜଣେ ତୃତୀୟ ବର୍ଷ ବିଟେକ୍ ଛାତ୍ରୀଙ୍କ ମୃତଦେହ ଉଦ୍ଧାର!-->…
Read More...
Read More...
ନିର୍ବାଚନ ଲଢ଼ିବେ କି ବଜରଙ୍ଗ ପୁନିଆ ଓ ବିନେଶ ଫୋଗତ?
ନୂଆଦିଲ୍ଲୀ: ଚଳିତ ଥର ହରିୟାଣାରେ ବିଧାନସଭା ନିର୍ବାଚନ ଲଢିବେ କୁସ୍ତି ଯୋଦ୍ଧା ବଜରଙ୍ଗ ପୁନିଆ ଓ ବିନେଶ ଫୋଗତ। ହରିୟାଣା ବିଧାନସଭା ନିର୍ବାଚନରେ ଏହି ଦୁଇ ଜଣ ନିଜର ଭାଗ୍ୟ ପରୀକ୍ଷା କରିବାକୁ ଯାଉଛନ୍ତି। ଉଭୟଙ୍କୁ କଂଗ୍ରେସ ପ୍ରାର୍ଥୀ କରିବ ବୋଲି ସୂଚନା ମିଳିଛି। ଉଭୟ କୁସ୍ତିଯୋଦ୍ଧା!-->…
Read More...
Read More...