ପ୍ରମୁଖ ଖବର

ତୃତୀୟ ଥର ପାଇଁ ଟାଟା ଚେୟାରମ୍ୟାନ ହେଲେ ଏନ.ଚନ୍ଦ୍ରଶେଖରନ୍‌
ଭାରତୀୟ ବାୟୁସେନାକୁ ତେଜସ୍‌ ଓ ଏଚ୍‌ଟିଟି-୪୦ ହସ୍ତାନ୍ତର କରିବ ଏଚ୍‌ଏଏଲ୍‌
ଦକ୍ଷତା ବିକାଶରେ ଓଡ଼ିଶା ମଡେଲକୁ ନୀତି ଆୟୋଗର ସ୍ୱୀକୃତି
ଭୁବନେଶ୍ୱର ଡିସିପି ପଦରୁ ଜଗମୋହନ ମୀନାଙ୍କ ଇସ୍ତଫା ଗୃହୀତ
ଗ୍ଲୋବାଲ ସେମିକଣ୍ଡକ୍ଟର ହବ୍‌ ଦିଗରେ ଭାରତ, ‘ସେମିକନ୍ ଇଣ୍ଡିଆ ୨୦୨୬’ ଉଦ୍‌ଘାଟନ କଲେ ମୋଦି
Browsing Category

TOP STORIES

ସୁଭଦ୍ରା ଯୋଜନା ଏସଓପି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମହିଳାଙ୍କ ପାଇଁ ବଡ ଖବର। ଆସିଲା ସୁଭଦ୍ରା ଯୋଜନା ଏସଓପି l ସରକାରଙ୍କ ବହୁ ପ୍ରତିକ୍ଷିତ ଯୋଜନା ସୁଭଦ୍ରା ଏସଓପି ଜାରି ହୋଇଛି। ବିଧାନସଭାରେ ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ଗୃହରେ ‘ସୁଭଦ୍ରା’ ଯୋଜନା ଏସଓପି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଗତକାଲି
Read More...

ସ୍ଥାନାନ୍ତର ହେଲା ଭିତର ରତ୍ନଭଣ୍ଡାର ଆଲମାରୀ

ପୁରୀ: ଆଜି ପୁଣି ଖୋଲିଛି ଶ୍ରୀମନ୍ଦିର ରତ୍ନଭଣ୍ଡାର । ରତ୍ନଭଣ୍ଡାରରେ ଥିବା ଭିତର ରତ୍ନଭଣ୍ଡାରୁ ଖାଲି କରାଯାଇଥିବା ଆଲମାରୀ ଓ ସିନ୍ଦୁକକୁ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ଜଗମୋହନରୁ ବେହରଣ ଦ୍ୱାର ଦେଇ ପଶ୍ଚିମଦ୍ବାର ନିକଟ ନୀଳାଦ୍ରି ମ୍ୟୁଜିୟମ ନିକଟ ରୁମ୍‌ରେ ସ୍ଥାନାନ୍ତର କରାଯାଇଛି ।
Read More...

ବାଚସ୍ପତିଙ୍କ ପୋଡ଼ିୟମ ଉପରକୁ ଚଢ଼ିଗଲେ ବିଜେଡି ନେତା

ଭୁବନେଶ୍ୱର: ଆଜି ଆରମ୍ଭରୁ ବିଧାନସଭା ବିରୋଧୀ ହଙ୍ଗାମା କରିଛନ୍ତି । ମଦମୃତ୍ୟୁକୁ ନେଇ ବିଧାନସଭାରେ ବିଜେଡି ଓ କଂଗ୍ରେସ ସଦସ୍ୟ ପ୍ରବଳ ହଟଗୋଳ କରିଛନ୍ତି। ଅବକାରୀ ମନ୍ତ୍ରୀଙ୍କ ଇସ୍ତଫା ଦାବି କରି ସୋର ବିଧାୟକ ମାଧବ ଧଡ଼ା ଓ ଦେବଗଡ଼ ବିଧାୟକ ରୋମାଞ୍ଚ ବିଶ୍ୱାଳ ଟେବୁଲ୍ ଉପରକୁ ଚଢ଼ି
Read More...

ଜାରି ରହିବ କାର୍ଯ୍ୟରତ ସାମ୍ବାଦିକଙ୍କ ସ୍ୱାସ୍ଥ୍ୟ ବୀମା ଯୋଜନା

ଭୁବନେଶ୍ୱର: ବିଧାନସଭାରେ ଗୁରୁବାର ଦିନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି କାର୍ଯ୍ୟରତ ସାମ୍ବାଦିକମାନଙ୍କ ପାଇଁ ସ୍ୱାସ୍ଥ୍ୟ ବୀମା ଯୋଜନା ଜାରି ରହିବ ବୋଲି ସ୍ପଷ୍ଟ କରିଛନ୍ତି ।ବିଧାନସଭାରେ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କ ପ୍ରଶ୍ନର ଉତ୍ତରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ,
Read More...

ଓଡ଼ିଶାରେ ଅଛି ସୁନା ଖଣି : ଖଣି ମନ୍ତ୍ରୀ

ଭୁବନେଶ୍ୱର: ଆଜି ବଜେଟ୍ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନର ତୃତୀୟ ଦିନରେ ବି ଚାଲିପାରିଲାନି ଗୃହକାର୍ଯ୍ୟ । ପ୍ରଥମରୁ ମଦମୃତ୍ୟୁ ଓ ଇଡି ପ୍ରସଙ୍ଗକୁ ନେଇ ଗୃହରେ ହଙ୍ଗାମା କରିଥିଲେ କଂଗ୍ରେସ ବିଧାୟକ। ଗୃହ ମଝିକୁ ଆସି ହୋହାଲ୍ଲା କରିଥିଲେ ତାରା ବାହିନୀପତି ଓ ଅନ୍ୟ ବିଧାୟକ। ଏହାରି
Read More...

ଦୁଇ ଦିନିଆ ପୋଲାଣ୍ତ ଗସ୍ତରେ ମୋଦି

ନୂଆଦିଲ୍ଲୀ: ଓ୍ବାର୍ସକୁ ଦୁଇ ଦିନିଆ ଗସ୍ତରେ ଯାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଦୁଇ ଦିନିଆ ଗସ୍ତରେ ଯାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବୁଧବାର ପୋଲାଣ୍ଡର ଓ୍ବାର୍ସରେ ପହଞ୍ଚିଛନ୍ତି। ପୋଲାଣ୍ଡ ପରେ ମୋଦୀ ମଧ୍ୟ ୟୁକ୍ରେନ ଗସ୍ତ କରିବେ। ଗତ ୪୫ ବର୍ଷ ମଧ୍ୟରେ ପୋଲାଣ୍ଡ
Read More...

୯ଲକ୍ଷ ହିତାଧିକାରୀଙ୍କୁ ମିଳିବ ରାସନକାର୍ଡ : କୃଷ୍ଣ ଚନ୍ଦ୍ର ପାତ୍ର

ଭୁବନେଶ୍ବର: ରାଜ୍ୟରେ ବର୍ତ୍ତମାନ ଜାତୀୟ ଖାଦ୍ୟ ସୁରକ୍ଷା ଆଇନ ଅଧୀନରେ ୩ କୋଟି ୨୫ ଲକ୍ଷ ୯୩ ହଜାର ୮୭୫ ଜଣଙ୍କୁ ଓ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ୧୦ ଲକ୍ଷ ହଜାର ୨ ହଜାର ୧୪୪ ଜଣ ହିତାଧିକାରୀଙ୍କୁ ଚାଉଳ ଯୋଗାଇ ଦିଆଯାଉଛି ।ରାଜ୍ୟରେ ଯୋଗାଣ ବିଭାଗ ଦ୍ୱାରା ଖାଦ୍ୟ ସୁରକ୍ଷା ଯୋଜନାରେ
Read More...

ବଢିବ ମଧ୍ୟାହ୍ନ ଭୋଜନ ସହାୟତା ରାଶି

ଭୁବନେଶ୍ବର: ସ୍କୁଲ ପିଲାଙ୍କ ମଧ୍ୟାହ୍ନ ଭୋଜନ ସହାୟତା ରାଶି ବୃଦ୍ଧି କରାଯିବ । ପ୍ରତି ମିଲ୍ ପିଛା ୧ ଟଙ୍କା ବୃଦ୍ଧି କରାଯିବ । ତେବେ ଦରଦାମ ବୃଦ୍ଧିକୁ ଦୃଷ୍ଟିରେ ରଖି ସରକାର ଏଭଳି ନିଷ୍ପତ୍ତି ନେଇଥିବା ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ଦରଦାମ
Read More...

ବଢିବ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଟଙ୍କା

ଭୁବେଶ୍ବର: ବୃଦ୍ଧି ହେବ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଅନୁଦାନ ରାଶି । ଏନେଇ ପଞ୍ଚାୟତିରାଜ ଓ ଗ୍ରାମ୍ୟ ଉନ୍ନୟନ ବିଭାଗ ମନ୍ତ୍ରୀ ରବି ନାୟକ ସୂଚନା ଦେଇଛନ୍ତି। ସେ କହିଛନ୍ତି ପିଏମ୍ ଆବାସ ଯୋଜନା ରାଶି ଅନୁଦାନ ୧ ଲକ୍ଷ ୨୦ ହଜାରରୁ ବଢ଼ି ୧ ଲକ୍ଷ ୮୦ ହଜାର ହେବ । ଖୁବଶୀଘ୍ର ଏଥିପାଇଁ
Read More...

ଆସନ୍ତାବର୍ଷଠାରୁ ହେବ କଲେଜ ଇଲେକ୍ସନ

ଭୁବନେଶ୍ବର: ଆସନ୍ତାବର୍ଷଠାରୁ ହେବ କଲେଜ ଇଲେକ୍ସନ। ଏନେଇ ସୂଚନା ଦେଇଛନ୍ତି ଆଇନ୍ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ସେପ୍ଟେମ୍ବର ମାସରେ କଲେଜ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହୋଇଥାଏ ହେଲେ ନୂଆ ସରକାର ଗଠନ ହେବା ପରଠୁ ଯଥେଷ୍ଟ ସମୟ ନଥିବାରୁ ଚଳିତ ବର୍ଷ ଛାତ୍ର ସଂସଦ ନିର୍ବାଚନ ହୋଇ
Read More...