ପ୍ରମୁଖ ଖବର

କ୍ରସ୍‌ ଭୋଟିଂ ପରେ କଡ଼ା କାର୍ଯ୍ୟାନୁଷ୍ଠାନ: କଂଗ୍ରେସରୁ ନିଲମ୍ବିତ ହେଲେ ୩ ବିଧାୟକ
ହର୍ମୁଜ ଅତିକ୍ରମ କରି ଭାରତରେ ପହଞ୍ଚିଲା ‘ନନ୍ଦାଦେବୀ’ LPG ଜାହାଜ; ଓଡ଼ିଆ କ୍ୟାପଟେନଙ୍କ ସଫଳତା
୧୧ ଜିଲ୍ଲାରେ ୨୩ ଶିଳ୍ପ ପ୍ରକଳ୍ପକୁ ଅନୁମୋଦନ
ପୁରୀ: ବୋମା ଭିଡୁଥିବା ବେଳେ ବିସ୍ଫୋରଣରେ ଛିଡିଗଲା ଯୁବକଙ୍କ ପାପୁଲି
ସୁପ୍ରିମକୋର୍ଟଙ୍କ ବଡ଼ ରାୟ; ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମାଆ ବି ପାଇବେ ମାଟର୍ନିଟୀ ଲିଭ୍
ଭୁବନେଶ୍ୱର ଗସ୍ତରେ ରାଜନାଥ ସିଂହ
୨୯୧ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଟିଏମସି
Browsing Category

TOP STORIES

ଯାତ୍ରା କଳାକାର ଦେବୀ ରଥଙ୍କ ପରଲୋକ

ପାରାଦୀପଗଡ଼: ଆରପାରିରେ ଯାତ୍ରା ଜଗତର ବର୍ଷୀୟାନ କଳାକାର-ନିର୍ଦ୍ଦେଶକ ଦେବୀ ରଥ। କଳାକାରଙ୍କ ମହଲରେ ସେ ‘ମାମା’ ଭାବେ ପରିଚିତ ଥିଲେ। ୭୧ ବର୍ଷ ବୟସରେ ଦେବୀ ରଥଙ୍କର ତାଙ୍କ ଘରେ ପରଲୋକ ହୋଇଛି। ଦୀର୍ଘ ୫୦ ବର୍ଷ ଧରି ଯାତ୍ରା ଜଗତରେ ସକ୍ରିୟ ଥିଲେ। ଗତକାଲି ନିଜ ଘର ପାରାଦୀପଗଡ଼ରେ ସେ ଶେଷ
Read More...

ବିଶ୍ୱ ବିଜେତାଙ୍କୁ ସମ୍ବର୍ଦ୍ଧନା ଜଣାଇବା ସହ ବିଶ୍ଵକପ ସହିତ ଫଟୋ ଉଠାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଆଇସିସି ମହିଳା ଦିନିକିଆ ବିଶ୍ଵକପ ଚମ୍ପିଆନ ଟିମ ଇଣ୍ଡିଆର ଖେଳାଳିମାନେ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି। ଏହି ସାକ୍ଷାତ ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଆୟୋଜିତ ହୋଇଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ସନ୍ଧ୍ୟାରେ ନୂଆଦିଲ୍ଲୀ ବାସଭବନରେ
Read More...

ଧାନର ଏମଏସପି ୬୯ ଟଙ୍କା ବୃଦ୍ଧି

ଭୁବନେଶ୍ବର: ଚାଷୀଙ୍କ ପାଇଁ ଖୁସି ଖବର। ଚଳିତ ଖରିଫ ଋତୁରେ ଧାନ କ୍ୱିଣ୍ଟାଲ ପିଛା ଆଉ ୬୯ ଟଙ୍କା ଅଧିକ ପାଇବେ ଚାଷୀ। ଖରିଫ ‍ଫସଲ ପୂର୍ବରୁ ଚାଷୀଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି କେନ୍ଦ୍ର ସରକାର। ବିଭିନ୍ନ ପ୍ରକାରର ଖରିଫ ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ ବା ଏମଏସ୍‌ପିକୁ ଆଜି କେନ୍ଦ୍ର
Read More...

ପାରାଦୀପ ବୋଇତ ବନ୍ଦାଣ ଉତ୍ସବରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

ପାରାଦୀପ: ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ଜଗତସିଂହପୁର ଜିଲ୍ଲାର ପାରାଦ୍ୱୀପ ବନ୍ଦରରେ ଆୟୋଜିତ ହୋଇଛି 'ବୋଇତ ବନ୍ଦାଣ ଉତ୍ସବ- ୨୦୨୫' । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଓଡ଼ିଶାର ଗାରିମାସମ୍ପନ୍ନ ନୌବାଣିଜ୍ୟ ପରମ୍ପରା
Read More...

ଯୁକ୍ତ ଦୁଇ ଫର୍ମପୂରଣ ଅବଧି ବୃଦ୍ଧି

ଭୁବନେଶ୍ବର: ଯୁକ୍ତ ଦୁଇ ଛାତ୍ରଛାତ୍ରୀଙ୍କ ଫର୍ମପୂରଣ ଅବଧି ବୃଦ୍ଧି ହୋଇଛି। ଏ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ମିଳିଛି। ବିନା ଜରିମାନାରେ ଫର୍ମପୂରଣ ଅବଧି ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ବିନା ଜରିମାନାରେ ଉଭୟ କଳା,ବିଜ୍ଞାନ,ବାଣିଜ୍ୟ ଓ
Read More...

ମାଲବାହୀ ଟ୍ରେନ୍କୁ ଧକ୍କା ଦେଲା ଯାତ୍ରୀବାହୀ ଟ୍ରେନ୍, ୧୦ ମୃତ, ଅନେକ ଆହତ

ଛତିଶଗଡ଼: ଛତିଶଗଡ଼ ବିଳାସପୁରର ଲାଲଖାଦାନ ନିକଟରେ ଏକ ବଡ଼ ରେଳ ଦୁର୍ଘଟଣା ଘଟିଛି। ଛତିଶଗଡ଼ର ବିଳାସପୁର ଜିଲ୍ଲାରେ ଏକ ଯାତ୍ରୀବାହୀ (ମେମୁ) ଓ ମାଲବାହୀ ଟ୍ରେନ୍ ମଧ୍ୟରେ ଧକ୍କା ହେବାରୁ ୧୦ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ପ୍ରାୟ ୩୦ ଜଣ ଆହତ ହୋଇଛନ୍ତି। ଅନେକ ଯାତ୍ରୀ ଏଥିରେ ଆହତ
Read More...

କାର୍ତ୍ତିକ ପୂର୍ଣ୍ଣିମା ପାଇଁ ଶ୍ରୀକ୍ଷେତ୍ରକୁ ଗଡ଼ିବ ୩ ସ୍ପେଶାଲ ଟ୍ରେନ୍‌

ପୁରୀ: କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ଯାତ୍ରୀମାନଙ୍କ ସୁବିଧା ପାଇଁ ପୂର୍ବତଟ ରେଳପଥ ଦ୍ୱାରା ବ୍ରହ୍ମପୁର ଓ ପୁରୀ ମଧ୍ୟରେ ବିଶେଷ ପାସେଞ୍ଜର ଟ୍ରେନ ଚଳାଚଳ କରାଯାଉଛି। (୧) 08417 ବ୍ରହ୍ମପୁର–ପୁରୀ ପ୍ୟାସେଞ୍ଜର ବିଶେଷ ଟ୍ରେନ ୦୪.୧୧.୨୦୨୫ (ମଙ୍ଗଳବାର) ରାତି ୮.୩୫ ରେ ବ୍ରହ୍ମପୁରରୁ
Read More...

ବରମୁଣ୍ଡା ବସଷ୍ଟାଣ୍ଡରେ ମା’-ଝିଅଙ୍କୁ ଦୁଷ୍କର୍ମ ଉଦ୍ୟମ, ଅଭିଯୁକ୍ତ ଗିରଫ

ଭୁବନେଶ୍ବର: ରାଜଧାନୀରେ ଏକ ଚାଞ୍ଚଲ୍ୟକର ଘଟଣା ଘଟିଛି। ବରମୁଣ୍ଡା ବସ୍‌ଷ୍ଟାଣ୍ଡରେ ଶୋଇଥିବାବେଳେ ମା’-ଝିଅଙ୍କୁ ବଳାତ୍କାର ଉଦ୍ୟମ ହୋଇଛି। ଥାନାରେ ଅଭିଯୋଗ ପରେ ଅଭିଯୁକ୍ତକୁ ବାନ୍ଧିଛି ଭରତପୁର ପୋଲିସ। ଅଭିଯୁକ୍ତ ଜଣଙ୍କ ଖସି ପଳାଇବାକୁ ଉଦ୍ୟମ କରୁଥିବାବେଳେ ପୋଲିସ ତାଙ୍କୁ ମାଡ଼ବସିଥିଲା।
Read More...

୭ରେ ସ୍କୁଲ, କଲେଜରେ ଛାତ୍ରୀଛାତ୍ରୀ ଗାଇବେ ’ବନ୍ଦେ ମାତରମ’

ଭୁବନେଶ୍ବର: ନଭେମ୍ବର ୭ରେ ପାଳନ ହେବ ‘ବନ୍ଦେ ମାତରମ’ର ୧୫୦ ବର୍ଷ ପୂର୍ତ୍ତି। ଆସନ୍ତା ୭ ତାରିଖରେ ରାଜ୍ୟର ସମସ୍ତ ବିଦ୍ୟାଳୟ, ମହାବିଦ୍ୟାଳୟ ଓ ବିଶ୍ବବିଦ୍ୟାଳୟରେ ଛାତ୍ରଛାତ୍ରୀମାନେ ‘ବନ୍ଦେ ମାତରମ୍‌’ ଗାଇବେ। ଏନେଇ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ବିଦ୍ୟାଳୟ ଓ
Read More...

ଜାଭେଦ ଅଖତରଙ୍କୁ ସୋଆ ସାହିତ୍ୟ ସମ୍ମାନ ୨୦୨୫ରେ ସମ୍ବର୍ଦ୍ଧିତ କରାଯିବ

ଭୁବନେଶ୍ୱର, ନଭେମ୍ବର ୧: ଭାରତୀୟ ଚଳଚ୍ଚିତ୍ର ଓ ସାହିତ୍ୟ କ୍ଷେତ୍ରରେ ଉଲ୍ଲେଖନୀୟ ଓ ଜୀବନବ୍ୟାପୀ ଅବଦାନ ନିମନ୍ତେ ପ୍ରଖ୍ୟାତ କବି, ସଂଳାପ ଲେଖକ, ଗୀତିକାର ଓ ସମାଜ ଚିନ୍ତକ ପଦ୍ମ ଭୁଷଣ ଜାଭେଦ ଅଖତରଙ୍କୁ ସୋଆ ସାହିତ୍ୟ ସମ୍ମାନ ୨୦୨୫ ପ୍ରଦାନ କରାଯିବ।ଶିକ୍ଷା ଓ ଅନୁସନ୍ଧାନ (ସୋଆ)
Read More...