Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
୭୫ ବର୍ଷରେ ଭେଟେରାନ ଅଭିନେତା ନାନା ପାଟେକରଙ୍କ ପରଲୋକ
ସାଉଦିର ଦୁଇ ବିମାନବନ୍ଦରରେ ହୁତି ଆକ୍ରମଣ, ୩ ମୃତ; ୩୬ ଆହତ
ଏଆଇ ନିୟନ୍ତ୍ରଣ ପାଇଁ ମାସକରେ ଆସିବ ପରାମର୍ଶପତ୍ର
କ୍ୟାନସର ଔଷଧ ଦାମରେ ବଡ଼ ହ୍ରାସ, ୩୦%ରେ ଅଟକିବ ଟ୍ରେଡ୍ ମାର୍ଜିନ୍
ପାଟନାରେ ତେଜସ୍ୱୀଙ୍କ ସମେତ ୩ ନେତା ଅଟକ
ତିର୍ତ୍ତୋଲରେ ବାଣ ବିସ୍ଫୋରଣ: ବାପ-ପୁଅ ମୃତ, ଶିକ୍ଷକ ଗୁରୁତର
ସାହିତ୍ୟରେ ନୋବେଲ ପାଇଁ ଆନ୍ନେ କାରସନ ମନୋନୀତ
ଜିଏସ୍ଟି ନିୟମରେ ବଡ଼ ପରିବର୍ତ୍ତନ, ଛୋଟ ବ୍ୟବସାୟୀଙ୍କୁ ମିଳିବ ଆଶ୍ୱସ୍ତି
Browsing Category
TOP STORIES
ବନ୍ୟା ପାଣିରେ ଭାସିଗଲା ୩ ହଜାର ଏଲପିଜି ସିଲିଣ୍ଡର
ମହାରାଷ୍ଟ୍ର: ମହାରାଷ୍ଟ୍ରର ରାୟଗଡ଼ ଜିଲ୍ଲାରେ ପ୍ରବଳ ମୌସୁମୀ ବର୍ଷା ଯୋଗୁଁ ବନ୍ୟା ପରିସ୍ଥିତି ଉପୁଜିଛି। ନଦୀଗୁଡ଼ିକର ଜଳସ୍ତର ବିପଦ ସୀମା ଉପରେ ପ୍ରବାହିତ ହେଉଥିବା ବେଳେ ଅନେକ ଅଞ୍ଚଳ ଜଳବନ୍ଦୀ ହୋଇପଡ଼ିଛି। ଏହାରି ମଧ୍ୟରେ ଖାଲାପୁର ଅଞ୍ଚଳର ପାତାଳଗଙ୍ଗା ନଦୀରେ ଶହଶହ ଏଲପିଜି ଗ୍ୟାସ୍!-->…
Read More...
Read More...
ଉଚ୍ଚ ସମୁଦ୍ର ମତ୍ସ୍ୟ ଆହରଣକୁ ମିଳିଲା ପ୍ରୋତ୍ସାହନ
ଭୁବନେଶ୍ବର: ଦେଶର ସାମୁଦ୍ରିକ ସମ୍ପଦର ସ୍ଥାୟୀ ବ୍ୟବହାର ଏବଂ ମତ୍ସ୍ୟ କ୍ଷେତ୍ରର ବିକାଶକୁ ନୂଆ ଦିଗ ଦେବା ଲକ୍ଷ୍ୟରେ ଉପରାଷ୍ଟ୍ରପତି ସି. ପି. ରାଧାକୃଷ୍ଣନ ଗୁରୁବାର ଭୁବନେଶ୍ୱରରେ ଉଚ୍ଚ ସମୁଦ୍ରରେ ସ୍ଥାୟୀ ମତ୍ସ୍ୟ ଆହରଣ ପାଇଁ ‘ଲେଟର ଅଫ୍ ଅଥରାଇଜେସନ୍’ (ଏଲ୍ଓଏ) ପ୍ରଦାନର ଜାତୀୟ!-->…
Read More...
Read More...
୨୧ରେ ରାଜ୍ୟ ନିର୍ବାଚନ କମିଶନଙ୍କ ଉଚ୍ଚସ୍ତରୀୟ ବୈଠକ
ଭୁବନେଶ୍ବର: ପଞ୍ଚାୟତ ଓ ପୌର ନିର୍ବାଚନକୁ ଦୃଷ୍ଟିରେ ରଖି ରାଜ୍ୟ ନିର୍ବାଚନ କମିଶନ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଏହି ପରିପ୍ରେକ୍ଷୀରେ ଆସନ୍ତା ୨୧ ତାରିଖରେ ଓଏସ୍ୱାନ୍ ପ୍ଲାଟଫର୍ମରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହେବ। ଏନେଇ ସମସ୍ତ ଜିଲ୍ଲାପାଳ ଓ ଜିଲ୍ଲା ମାଜିଷ୍ଟ୍ରେଟ୍ଙ୍କୁ!-->…
Read More...
Read More...
ଓଡ଼ିଶାରେ ପ୍ରଥମ: ଆଇଏମ୍ଏସ୍ ଓ ସମ୍ ହସ୍ପିଟାଲରେ ଅତ୍ୟାଧୁନିକ ମଲିକ୍ୟୁଲାର ଡାଏଗ୍ନୋସିସ୍ ଓ ଜିନୋମିକ୍ସ ଲ୍ୟାବ୍
ଭୁବନେଶ୍ୱର: କକର୍ଟ ରୋଗ ଓ ବଂଶଗତ ରୋଗର ସଠିକ୍ ନିର୍ଣ୍ଣୟ ଓ ବ୍ୟକ୍ତି କୈନ୍ଦ୍ରିକ ଚିକିତ୍ସା (ପ୍ରିସିଜନ୍ ମେଡିସିନ୍) କ୍ଷେତ୍ରରେ ଓଡ଼ିଶାର ପ୍ରଥମ ହସ୍ପିଟାଲ୍ ଭାବେ ଶିକ୍ଷା \'ଓ\' ଅନୁସନ୍ଧାନ (ସୋଆ) ପରିଚାଳିତ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ ଏକ!-->…
Read More...
Read More...
ଖୋଲିଲା ହୀରାକୁଦର ୧୦ଟି ଗେଟ୍
ସମ୍ବଲପୁର: ହୀରାକୁଦ ଜଳଭଣ୍ଡାରରୁ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ ଆରମ୍ଭ ହୋଇଛି। ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁଁ ଜଳଭଣ୍ଡାରକୁ ବିପୁଳ ପରିମାଣର ଜଳ ପ୍ରବେଶ କରୁଥିବାରୁ ଜଳସମ୍ପଦ ବିଭାଗ ପକ୍ଷରୁ ପର୍ଯ୍ୟାୟକ୍ରମେ ଗେଟ୍ ଖୋଲି ବନ୍ୟାଜଳ ନିଷ୍କାସନ କରାଯାଉଛି।
ପୂର୍ବ ଘୋଷଣା!-->!-->!-->…
Read More...
Read More...
ଭିଡ଼ ନିୟନ୍ତ୍ରଣ ପାଇଁ ରଥଯାତ୍ରାରେ ଅଧା ହେଲା ଭିଆଇପି କର୍ଡନ୍ ପାସ୍
ପୁରୀ: ଆସନ୍ତା ବର୍ଷର ଶ୍ରୀଜଗନ୍ନାଥ ରଥଯାତ୍ରାକୁ ଅଧିକ ଶୃଙ୍ଖଳିତ, ସୁରକ୍ଷିତ ଏବଂ ଅଘଟଣଶୂନ୍ୟ କରିବା ପାଇଁ ରାଜ୍ୟ ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି। ରଥର ଇନର୍ କର୍ଡନ୍ ଅଞ୍ଚଳ ପାଇଁ ଜାରି ହେଉଥିବା ଭିଆଇପି ଓ ଭିଭିଆଇପି କର୍ଡନ୍ ପାସ୍ ସଂଖ୍ୟାକୁ ଏଥର ପୂର୍ବବର୍ଷ ତୁଳନାରେ ଅଧାକୁ କମାଇ!-->…
Read More...
Read More...
ସୋଆରେ ଅନୁଷ୍ଠିତ ହେବ ଆଇଏନଏଆଇର ଦୁଇ ଦିନିଆ‘ଟେକ୍ନୋଲୋଜି କନ୍କ୍ଲେଭ-୨୦୨୬’
ଭୁବନେଶ୍ୱର: ଦେଶର ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବୈଷୟିକ ଓ ଜାତୀୟ ପ୍ରସଙ୍ଗ ଉପରେ ବିସ୍ତୃତ ଆଲୋଚନା ପାଇଁ ଇଣ୍ଡିଆନ୍ ନ୍ୟାସନାଲ୍ ଏକାଡେମୀ ଅଫ୍ ଇଞ୍ଜିନିୟରିଂ (ଆଇଏନଏଆଇ) ପକ୍ଷରୁ ‘ଟେକ୍ନୋଲୋଜି କନ୍କ୍ଲେଭ-୨୦୨୬’ ଆସନ୍ତା ଜୁଲାଇ ୧୧ ଓ ୧୨ ତାରିଖରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଡିମ୍ଡ ଟୁ!-->…
Read More...
Read More...
ଭୁବନେଶ୍ୱରରେ ନିର୍ମାଣ ହେବ ୬୦୦ କୋଟି ଟଙ୍କାର ଅତ୍ୟାଧୁନିକ ରାଜସ୍ୱ ଭବନ
ଭୁବନେଶ୍ବର: ରାଜ୍ୟର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବ୍ୟବସ୍ଥାକୁ ଆହୁରି ସୁଦୃଢ଼, ଆଧୁନିକ ଓ କାର୍ଯ୍ୟକ୍ଷମ କରିବା ଲକ୍ଷ୍ୟରେ ଭୁବନେଶ୍ୱରରେ ଏକ ନୂତନ ରାଜସ୍ୱ ଭବନ ନିର୍ମାଣ କରାଯିବ। ଏହି ସୂଚନା ଦେଇଛନ୍ତି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ।
ମନ୍ତ୍ରୀଙ୍କ!-->!-->!-->…
Read More...
Read More...
ଅହମଦାବାଦ ସିରିଏଲ ବିସ୍ଫୋରଣ ମାମଲା: ୩୮ଙ୍କୁ ଫାଶୀ, ୧୧ଙ୍କୁ ଆଜୀବନ କାରାଦଣ୍ଡ
ଅହମଦାବାଦ: ୨୦୦୮ ମସିହାର ଅହମଦାବାଦ ସିରିଏଲ ବୋମା ବିସ୍ଫୋରଣ ମାମଲାରେ ଗୁଜରାଟ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରକାଶ କରିଛନ୍ତି। ହାଇକୋର୍ଟ ନିମ୍ନ ଅଦାଲତଙ୍କ ରାୟକୁ ବଜାୟ ରଖି ୩୮ ଜଣ ଦୋଷୀଙ୍କ ମୃତ୍ୟୁଦଣ୍ଡ ଏବଂ ୧୧ ଜଣଙ୍କ ଆଜୀବନ କାରାଦଣ୍ଡକୁ ନିଶ୍ଚିତ କରିଛନ୍ତି। ଏହା ସହ!-->…
Read More...
Read More...
ଶିଶୁ ବାଟିକା ଶିକ୍ଷକ ନିଯୁକ୍ତି ନେଇ ଭାଇରାଲ ଚିଠି ଜାଲ୍
ଭୁବନେଶ୍ବର: ଶିଶୁ ବାଟିକା ଶିକ୍ଷକ ନିଯୁକ୍ତିକୁ ନେଇ ସୋସିଆଲ ମିଡିଆରେ ପ୍ରଚାର ହେଉଥିବା ସୂଚନାକୁ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସ୍ପଷ୍ଟୀକରଣ ଜାରି କରିଛି। ବିଭାଗ କହିଛି ଯେ, ଅର୍ଥ ବିଭାଗର ନାମରେ ପ୍ରଚାରିତ ହେଉଥିବା ଏକ ପତ୍ର ସମ୍ପୂର୍ଣ୍ଣ ଜାଲ୍ ଏବଂ ମନଗଢ଼ା। ସୋସିଆଲ ମିଡିଆରେ!-->…
Read More...
Read More...