Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ତୃତୀୟ ଥର ପାଇଁ ଟାଟା ଚେୟାରମ୍ୟାନ ହେଲେ ଏନ.ଚନ୍ଦ୍ରଶେଖରନ୍
ଭାରତୀୟ ବାୟୁସେନାକୁ ତେଜସ୍ ଓ ଏଚ୍ଟିଟି-୪୦ ହସ୍ତାନ୍ତର କରିବ ଏଚ୍ଏଏଲ୍
ଦକ୍ଷତା ବିକାଶରେ ଓଡ଼ିଶା ମଡେଲକୁ ନୀତି ଆୟୋଗର ସ୍ୱୀକୃତି
ଭୁବନେଶ୍ୱର ଡିସିପି ପଦରୁ ଜଗମୋହନ ମୀନାଙ୍କ ଇସ୍ତଫା ଗୃହୀତ
ଗ୍ଲୋବାଲ ସେମିକଣ୍ଡକ୍ଟର ହବ୍ ଦିଗରେ ଭାରତ, ‘ସେମିକନ୍ ଇଣ୍ଡିଆ ୨୦୨୬’ ଉଦ୍ଘାଟନ କଲେ ମୋଦି
Browsing Category
TOP STORIES
ଜିଏସଟି କମିଶନରଙ୍କ ଘରେ ଭିଜିଲାନ୍ସ ରେଡ୍
କଟକ: ଜିଏସଟି ଅତିରିକ୍ତ କମିଶନରଙ୍କ ଘରେ ଭିଜିଲାନ୍ସ ରେଡ୍। ଯାଜପୁର ସିଟି ଆଣ୍ଡ ଜିଏସଟି ଏନ୍ଫୋର୍ସମେଣ୍ଟ ଅତିରିକ୍ତ କମିଶନର ବିନୟ ଭୂଷଣ ତ୍ରିପାଠୀଙ୍କ ଘରେ ଆଜି ଭିଜିଲାନ୍ସ ଚଢାଉ କରିଛି। ସରକାରୀ ଟିକସ ହେରଫେର ଅଭିଯୋଗରେ ଭିଜିଲାନ୍ସ ରେଡ୍ କରିଥିବା ସୂଚନା ମିଳିଛି। ଜଣେ ଡିଲର୍ ଠାରୁ!-->…
Read More...
Read More...
ପୁଣି ଏକ ବିଦେଶୀ ଜାହାଜକୁ ଗିରଫ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ
ପାରାଦ୍ଵୀପ: ପୁଣି ଏକ ବିଦେଶୀ ଜାହାଜକୁ ଗିରଫ ନିର୍ଦ୍ଦେଶ। ସାମୁଦ୍ରିକ ବିବାଦ ସମ୍ପର୍କିତ ମାମଲାର ଶୁଣାଣି କରି ଅଦାଲତ ଏହି ନିର୍ଦ୍ଦେଶ ଦେଇଛନ୍ତି। ପାରାଦ୍ଵୀପରେ ଥିବା ଇଜିପ୍ଟ ଫ୍ଲାଗସିପର ଜାହାଜକୁ ଗିରଫ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ଏହି ଜାହାଜଟିର ନାଁ ହେଉଛି ଏମଭି ୱାଡି!-->…
Read More...
Read More...
ଓଡ଼ିଶା ଫେରିଲେ ଅଲିମ୍ପିକ୍ସ ବ୍ରୋଞ୍ଜ ପଦକ ବିଜେତା ଅମିତ ରୋହିଦାସ
ଭୁବନେଶ୍ବର: ଓଡ଼ିଶା ଫେରିଲେ ଅଲିମ୍ପିକ୍ସ ବ୍ରୋଞ୍ଜ ପଦକ ବିଜେତା ଅମିତ ରୋହିଦାସ। ପ୍ୟାରିସରେ ନିଜ ଦେଶ ସହ ରାଜ୍ୟକୁ ଗୌରବାନ୍ବିତ କରିବା ପରେ ଓଡ଼ିଶା ଫେରି ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି ଭାରତୀୟ ହକି ଦଳର ଓଡ଼ିଆ ଡିଫେଣ୍ଡର। ଆଜି ସକାଳେ ଭୁବନେଶ୍ବର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ!-->…
Read More...
Read More...
ୱାଇ ବି ଖୁରାନିଆ ଓଡ଼ିଶାର ନୂଆ ପୁଲିସ ଡିଜି
ଭୁବନେଶ୍ବର: ୧୯୯୦ ବ୍ୟାଚ୍ ଆଇପିଏସ୍ ଅଫିସର ଯୋଗେଶ ବାହାଦୂର ଖୁରାନିଆ ଓଡ଼ିଶାର ନୂଆ ପୁଲିସ ଡିଜି ଭାବେ ନିଯୁକ୍ତ ହୋଇଛନ୍ତି। ଖୁରାନିଆଙ୍କ ନିଯୁକ୍ତି ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ନୂଆଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ କରିବା ପରେ ଓ୍ପାଇ ବି ଖୁରାନିଆଙ୍କ ନାଆଁ!-->…
Read More...
Read More...
ବାଂଲାଦେଶୀ ଅନୁପ୍ରେବଶକାରୀ ସନ୍ଦେହରେ ପାରାଦୀପରେ ୧୨ଜଣ ଅଟକ
ପାରାଦୀପ: ପାରାଦୀପ ପୋଲିସ ବାଂଲାଦେଶୀ ଅନୁପ୍ରବେଶ ସନ୍ଦେହେହରେ ୧୨ଜଣଙ୍କୁ ଅଟକ ରଖିଛି। ବାଂଲାଦେଶ ହିଂସାକୁ ନେଇ ଓଡ଼ିଶା ଉପକୂଳରେ ହାଇଆଲର୍ଟ ଜାରି ହୋଇଛି। ବାଂଲାଦେଶୀମାନେ ଉପକୂଳ କିମ୍ବା ସମୁଦ୍ର ତଟ ଦେଇ ପଶି ଆସୁଥିବାରୁ ସବୁଠି ହାଇ ଆଲର୍ଟ ଜାରି ହୋଇଛି। ତେବେ ଗୁରୁବାର ପାରାଦୀପ ଦେଇ!-->…
Read More...
Read More...
ଋତୁସ୍ରାବ ପାଇଁ କର୍ମଜୀବୀ ମହିଳାଙ୍କୁ ମିଳିବ ଗୋଟେ ଦିନ ଛୁଟି
ଭୁବନେଶ୍ବର: ରାଜ୍ୟରେ ମହିଳାଙ୍କୁ ମାସକୁ ଋତୁସ୍ରାବ (ମାସିକଧର୍ମ)ପାଇଁ ମିଳିବ ଗୋଟେ ଦିନ ଛୁଟି। ରାଜ୍ୟ ସରକାର ଖୁବ୍ ଶ୍ରୀଘ୍ର ଏନେଇ ଋତୁସ୍ରାବ ସ୍ୱାସ୍ଥ୍ୟ ନୀତି ଆଣିବାକୁ ଯୋଜନା କରୁଛନ୍ତି। ଏହି ନୀତି ଅନୁଯାୟୀ ମହିଳା କର୍ମଚାରୀଙ୍କୁ ଋତୁସ୍ରାବ ଜନିତ କଷ୍ଟରୁ ଲାଘବ ପାଇଁ ଗୋଟେ ଦିନ!-->…
Read More...
Read More...
ସ୍ୱାଧୀନତା ଦିବସରେ ହଜାରେ କୋଟିର ହକି ଷ୍ଟାଡିଅମ ନିର୍ମାଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଆଜି ଦେଶ ପାଳୁଛି ୭୮ତମ ସ୍ୱାଧୀନତା ଦିବସ। ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ସମାରୋହରେ ପତାକା ଉତ୍ତୋଳନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି। ମୋହନ ମାଝି ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଭୁବନେଶ୍ୱରର ଗାନ୍ଧୀମାର୍ଗରେ ପତାକା ଉତ୍ତୋଳନ କରିଛନ୍ତି। ପତାକା ଉତ୍ତୋଳନ ପରେ!-->…
Read More...
Read More...
ମହାତ୍ମା ଗାନ୍ଧୀ ମାର୍ଗରୁ ଜାତୀୟ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଆଜି ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ମୋହନ ମାଝୀ ଜତୀୟ ପତାକା ଉତ୍ତୋଳନ କରିଛନ୍ତି । ମହାତ୍ମା ଗାନ୍ଧୀ ମାର୍ଗରୁ ସେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି । ଏଥିପାଇଁ ପୂର୍ବରୁ ପ୍ରସ୍ତୁତି ଶେଷ ହୋଇଥିଲା। ଚଳିତ ବର୍ଷ ୫୯ ଜଣ କଣ୍ଟିଜେଣ୍ଟ ରାଜ୍ୟସ୍ତରୀୟ ପରେଡ଼ରେ ଯୋଗ!-->…
Read More...
Read More...
ଶ୍ରୀମନ୍ଦିରରେ ଲାଗିବ ଏଆଇ କ୍ୟାମେରା
ପୁରୀ: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନକୁ ଶୃଙ୍ଖଳିତ କରିବାକୁ ବଡ଼ ପଦକ୍ଷେପ ନେଇଛନ୍ତି ସରକାର। ଶ୍ରୀମନ୍ଦିରରେ ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା ପ୍ରସଙ୍ଗ । ଉନ୍ନତ ଜ୍ଞାନ କୌଶଳ ପ୍ରୟୋଗ କରାଯାଇ ଭିଡ଼ ନିୟନ୍ତ୍ରଣ କରାଯିବା ସହିତ ମହାପ୍ରଭୁଙ୍କ ଦର୍ଶନକୁ ଶୃଙ୍ଖଳିତ କରିବାକୁ ଏଆଇ କ୍ୟାମେରା!-->…
Read More...
Read More...
ସ୍ୱାଧୀନତା ଦିବସ ପୂର୍ବରୁ ଦେଶବାସୀଙ୍କୁ ସମ୍ବୋଧିତ କଲେ ରାଷ୍ଟ୍ରପତି
ନୂଆଦିଲ୍ଲୀ: ରାତି ପାହିଲେ ସାରା ଦେଶ ପାଳିବ ୭୮ତମ ସ୍ବାଧୀନତା ଦିବସ। ସ୍ବାଧୀନତା ଦିବସ ଅବ୍ୟବହିତ ପୂର୍ବରୁ ବୁଧବାର ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତି ତାଙ୍କ ଅଭିଭାଷଣରେ କହିଛନ୍ତି। ସେ ଦେଶବାସୀଙ୍କ ଉଦ୍ଦେଶ୍ୟରେ ସମ୍ବୋଧିତ କରି କହିଛନ୍ତି!-->…
Read More...
Read More...