ପ୍ରମୁଖ ଖବର

ତୃତୀୟ ଥର ପାଇଁ ଟାଟା ଚେୟାରମ୍ୟାନ ହେଲେ ଏନ.ଚନ୍ଦ୍ରଶେଖରନ୍‌
ଭାରତୀୟ ବାୟୁସେନାକୁ ତେଜସ୍‌ ଓ ଏଚ୍‌ଟିଟି-୪୦ ହସ୍ତାନ୍ତର କରିବ ଏଚ୍‌ଏଏଲ୍‌
ଦକ୍ଷତା ବିକାଶରେ ଓଡ଼ିଶା ମଡେଲକୁ ନୀତି ଆୟୋଗର ସ୍ୱୀକୃତି
ଭୁବନେଶ୍ୱର ଡିସିପି ପଦରୁ ଜଗମୋହନ ମୀନାଙ୍କ ଇସ୍ତଫା ଗୃହୀତ
ଗ୍ଲୋବାଲ ସେମିକଣ୍ଡକ୍ଟର ହବ୍‌ ଦିଗରେ ଭାରତ, ‘ସେମିକନ୍ ଇଣ୍ଡିଆ ୨୦୨୬’ ଉଦ୍‌ଘାଟନ କଲେ ମୋଦି
Browsing Category

TOP STORIES

ପୋଲିସ କର୍ମୀଙ୍କ ଗୁଳିରେ ଦୁଇ ଭାଇ ମୃତ

ସୁବର୍ଣ୍ଣପୁର: ପୋଲିସ କର୍ମୀଙ୍କ ଗୁଳିରେ ଦୁଇ ମୃତ। ଏଭଳି କାଣ୍ଡ ଘଟିଛି ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନା ଭଣ୍ଡାର ପଞ୍ଚାୟତ ଚୁଲମାଲ ଗ୍ରାମରେ ଆଜି ସନ୍ଧ୍ୟାରେ ପୋଲିସ କର୍ମଚାରୀଙ୍କ ସର୍ଭିସ ପିସ୍ତଲରୁ ଏହି ଗୁଳି ଫୁଟିଥିବା ଜଣାପଡିଛି। ମୃତ ଯୁବକ ଦ୍ୱୟ ହେଲେ ଚୁଲିମାଲ ଗାଁର ଓ ସହଦେବ
Read More...

ଫିଜିର ସର୍ବୋଚ୍ଚ ସମ୍ମାନରେ ସମ୍ମାନୀତ ହେଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ: ଫିଜିର ସର୍ବୋଚ୍ଚ ବେସାମରିକ ସମ୍ମାନରେ ସମ୍ମାନୀତ ହେଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଫିଜି ଗସ୍ତ ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପାଇଁ ଆୟୋଜିତ ପାରମ୍ପରିକ ସ୍ୱାଗତ ସମାରୋହରେ ତାଙ୍କୁ ଫିଜିର ସର୍ବୋଚ୍ଚ ବେସାମରିକ ସମ୍ମାନ – କମ୍ପାନିଅନ୍ ଅଫ୍ ଦି ଅର୍ଡର ଅଫ୍
Read More...

ବରିଷ୍ଠ ଓଏଏସ୍ ଅଫିସର ସ୍ତରରେ ବଡ଼ ଧରଣର ଅଦଳବଦଳ

ଭୁବନେଶ୍ବର: ରାଜ୍ୟରେ ଆଜି ବରିଷ୍ଠ ଓଏଏସ୍ ଅଫିସର ସ୍ତରରେ ବଡ଼ ଧରଣର ଅଦଳବଦଳ ହୋଇଛି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ମୋଟ ୨୬ ଜଣ ବରିଷ୍ଠ ଓଏଏସ୍ ଅଫିସରଙ୍କ ବଦଳି ହୋଇଛି। ପୂର୍ବ ସରକାର ନବୀନ ପଟ୍ଟନାୟକଙ୍କ ଖାସ ଥିବା କିଛି ଓଏଏସ ଅଫିସରଙ୍କୁ ମଧ୍ୟ ଆଜିର
Read More...

କେଜରିୱାଲଙ୍କ ଅଭିଯୋଗକୁ ଖାରଜ କଲେ ଦିଲ୍ଲୀ ହାଇକୋର୍ଟ

ନୂଆଦିଲ୍ଲୀ: ପୁଣି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ଲାଗିଲା ଝଟକା। ସୋମବାର ଦିଲ୍ଲୀ ହାଇକୋର୍ଟ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ଅଭିଯୋଗକୁ ଖାରଜ କରିଦେଇଛନ୍ତି। ମଦ ଦୁର୍ନୀତିରେ ସିବିଆଇ ମାମଲାରେ ହାଇକୋର୍ଟ ଏହି ନିଷ୍ପତ୍ତି ଦେଇଛନ୍ତି। ଜଷ୍ଟିସ ନୀନା ବନସଲ କୃଷ୍ଣଙ୍କ ବେଞ୍ଚ
Read More...

ଅତ୍ୟାଧୁନିକ କୌଶଳ ଉପଯୋଗରେ ହେବ ରତ୍ନଭଣ୍ଡାର ଯାଞ୍ଚ

ପୁରୀ: ଆଜି ଶ୍ରୀମନ୍ଦିର କାର୍ଯ୍ୟାଳୟ ପରିସରରେ ବସିଥିବା ପରିଚାଳନା କମିଟି ବୈଠକ ଶେଷ ହୋଇଛି। ରତ୍ନଭଣ୍ଡାରର ସମ୍ପୂର୍ଣ୍ଣ ଯାଞ୍ଚ ପାଇଁ ନୂଆ ଏସଓପିକୁ ଅନୁମୋଦନ କଲା ଶ୍ରୀମନ୍ଦିର ପରିଚାଳ କମିଟି। ରାଜ୍ୟ ସରକାରଙ୍କ ଅନୁମତି ପରେ ଅତ୍ୟାଧୁନିକ ବୈଷୟିକ ଜ୍ଞାନ କୌଶଳ ଉପଯୋଗ କରାଯାଇ
Read More...

ମନ୍ଦିର କାନ୍ଥ ଭୁଶୁଡି ୯ ଶିଶୁ ମୃତ

ମଧ୍ୟପ୍ରଦେଶ: ମଧ୍ୟପ୍ରଦେଶର ସାଗର ଜିଲାରେ ଏକ ଭୟଙ୍କର ଅଘଟଣ ଘଟିଛି।ଏଠାରେ ଏକ ମନ୍ଦିରର କାନ୍ଥ ଭୁଶୁଡ଼ି ପଡ଼ିବାରୁ ୯ ଶିଶୁଙ୍କର ଜୀବନ ଯାଇଥିବା ବେଳେ ୪ ଜଣ ଗୁରୁତର ହୋଇଛନ୍ତି।ଆଉ କିଛି ଚାପି ହୋଇ ରହିଥିବା ଆଶଙକା କରାଯାଉଛି। ତେବେ ମୃତ ଶିଶୁଙ୍କ ବୟସ ୧୦ରୁ ୧୪ ମଧ୍ୟରେ ହେବ। ସୂଚନା
Read More...

ଭୁବନେଶ୍ୱରରୁ ଦୁର୍ଗାପୁରକୁ ଅଗଷ୍ଟ ୩୦ରୁ ବିମାନ ସେବା ଆରମ୍ଭ

ଭୁବନେଶ୍ୱର: ଅଗଷ୍ଟ ୩୦ରୁ ଭୁବନେଶ୍ୱରରୁ ପଶ୍ଚିମବଙ୍ଗ ଦୁର୍ଗାପୁରକୁ ବିମାନ ସେବା। ଦୁର୍ଗାପୁର ବିମାନବନ୍ଦର ନିର୍ଦ୍ଦେଶକ କୈଳାସ ମଣ୍ଡଳଙ୍କ ସୂଚନା। ପ୍ରତିଦିନ ଭୁବନେଶ୍ୱରରୁ ଦୁର୍ଗାପୁରକୁ ଉଡ଼ିବ ଇଣ୍ଡିଗୋ ବିମାନ। ଭୁବନେଶ୍ୱରରୁ ବାଗଡୋଗରା ସପ୍ତାହକୁ ୪ ଦିନ ଓ ଗୌହାଟୀକୁ ୩ ଦିନ ଉଡ଼ାଣ।
Read More...

ଆଧୁନିକୀକରଣ କରାଯିବ କ୍ୟାପିଟାଲ ହସ୍ପିଟାଲ

ଭୁବନେଶ୍ବର: କ୍ୟାପିଟାଲ ହସ୍ପିଟାଲର ଆହୁରି ଆଧୁନିକୀକରଣ କରାଯିବ। ରୋଗୀ ମାନଙ୍କ ପାଇଁ ସମସ୍ତ ପ୍ରକାରର ସୁବିଧା ପାଇବାର ବ୍ୟବସ୍ଥା କରାଯିବ। ଏହା ସହ ହସ୍ପିଟାଲରେ ରୋଗୀ ସେବାରେ ଆହୁରି ଅଧିକ ଉନ୍ନତି ଆଣିବା ତଥା ଡାକ୍ତର ଓ ଅନ୍ୟ କର୍ମଚାରୀମାନେ ରୋଗୀମାନଙ୍କ ପ୍ରତି ଅଧିକ ସମ୍ବେଦନଶୀଳ
Read More...

ମଧ୍ୟାହ୍ନ ଭୋଜନ ଖାଦ୍ୟରୁ ବାହାରିଲା ଜୋକ

ଭଦ୍ରକ: ପିଲାମାନଙ୍କ ମଧ୍ୟାନ୍ନ ଭୋଜନ ଖାଦ୍ୟରୁ ମିଳିଲା ଜୋକ। ଏପରି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲା ବାସୁଦେବପୁର ପୌରପାଳିକା ଅଧିନରେ ଥିବା ରାଧାକାନ୍ତପୁର ଦିବାକରମିଶ୍ର ସରକାରୀ ପ୍ରାଥମିକ ବିଦ୍ୟାଳୟରେ। ଜଣେ ଛାତ୍ରୀ ମଧ୍ୟାହ୍ନ ଭୋଜନ ଖାଉଥିବା ବେଳେ ତାଙ୍କ ଥାଳିରୁ ଏକ ବଡ଼ ଜୋକ
Read More...

ଦୁର୍ଘଟଣାର ଶିକାର ବ୍ୟକ୍ତିଙ୍କୁ ମିଳିବ ତୁରନ୍ତ ଚିକିତ୍ସା

ନୂଆଦିଲ୍ଲୀ: ବଡ ଘୋଷଣା କଲେ କେନ୍ଦ୍ର ସଡ଼କ, ପରିବହନ ଓ ରାଜମାର୍ଗ ମନ୍ତ୍ରୀ ନୀତିନ ଗଡ଼କରୀ। ଖୁବ୍‌ଶୀଘ୍ର ସଡ଼କ ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ନଗଦ ବିହୀନ ଚିକିତ୍ସା ମିଳିବ। ଏନେଇ ନ୍ୟାଶନାଲ ହେଲ୍‌ଥ୍‌ ଅଥରିଟି(ଏନ୍‌ଏଚ୍‌ଏ) ସହଯୋଗରେ କେନ୍ଦ୍ର ସରକାର ଯୋଜନା ପ୍ରସ୍ତୁତ କରିଥିବା ନେଇ
Read More...