Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
୨୦୨୯ ସୁଦ୍ଧା ଭାରତ-ଇଟାଲୀ ବାଣିଜ୍ୟ ୨୦ ବିଲିୟନ ୟୁରୋ ଲକ୍ଷ୍ୟ
ଭାରତର ପ୍ରଥମ ସ୍ୱଦେଶୀ ବାର୍ଡ ଫ୍ଲୁ ଟିକା ବିକଶିତ
ନଭେମ୍ବର ୧୯ରେ ଶିଳ୍ପ ସମ୍ମିଳନୀ ଉଦ୍ଘାଟନ କରିବେ ମୋଦୀ
ଜବଲପୁର ରେଳ ଷ୍ଟେସନରେ ଅଗ୍ନିକାଣ୍ଡ, ପାର୍ସଲ ବଗିକୁ ବ୍ୟାପିଲା ନିଆଁ
ଉତ୍ତରପ୍ରଦେଶରେ ତୃତୀୟ ଥର ସରକାର ଗଠନ ନେଇ ଯୋଗୀଙ୍କ ଆଶା
ବିହାରରେ ସେନ୍କୋ ଗୋଲ୍ଡରୁ ୪୦ କୋଟିର ଅଳଙ୍କାର ଲୁଟ୍
Browsing Category
TOP STORIES
ଓଡ଼ିଶାରୁ ଗଡ଼ିଲା ଆଉ ୨ଟି ‘ବନ୍ଦେ ଭାରତ’ଏକ୍ସପ୍ରେସ୍
ଭର୍ଚୁଆଲ୍ ମୋଡରେ ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଭୁବନେଶ୍ବର: ଓଡ଼ିଶାରେ ଗଡ଼ିଲା ଆଉ ଦୁଇଟି ‘ବନ୍ଦେ ଭାରତ’ଏକ୍ସପ୍ରେସ୍ ଟ୍ରେନ। ବ୍ରହ୍ମପୁର-ଟାଟାନଗର ଓ ରାଉରକେଲା-ହାୱାଡ଼ା ବନ୍ଦେ ଭାରତ ଏକ୍ସପ୍ରେସର ଟ୍ରେନର ଭର୍ଚୁଆଲ୍ ମୋଡରେ ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ!-->…
Read More...
Read More...
କେଜ୍ରିୱାଲ ଦୁଇ ଦିନ ମଧ୍ୟରେ ସିଏମ ପଦରୁ ଦେବେ ଇସ୍ତଫା
ନୂଆଦିଲ୍ଲୀ: ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଘୋଷଣା କରିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ। ସେ କହିଛନ୍ତି, ଆସନ୍ତା ଦୁଇ ଦିନ ମଧ୍ୟରେ ସେ ସିଏମ ପଦରୁ ଇସ୍ତଫା ଘୋଷଣା କରିବେ। ଆପ କର୍ମୀଙ୍କୁ ସମ୍ବୋଧିତ କରିବାବେଳେ ସେ ଏହି ଘୋଷଣା କରିଛନ୍ତି। ତାଙ୍କ ସମ୍ବୋଧନରେ ସେ କହିଛନ୍ତି!-->…
Read More...
Read More...
ପୁଣି ମମତାଙ୍କ ସହ ଡାକ୍ତରଙ୍କ ବୈଠକ ବିଫଳ
କୋଲକୋତା: ଆରଜି କର ଘଟଣା ପ୍ରତିବାଦରେ ଜାରି ରଖିଛନ୍ତି ଆନ୍ଦୋଳନ । ପଶ୍ଚିମବଙ୍ଗର ଟ୍ରେନି ଡାକ୍ତରଙ୍କ ବଳାତ୍କାର ଓ ହତ୍ୟା ଘଟଣାକୁ ନେଇ ଆନ୍ଦୋଳନ କରୁଥିବା ଡାକ୍ତର ଏବଂ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ମଧ୍ୟରେ ଦ୍ୱିତୀୟ ଥର ପାଇଁ ହୋଇଥିବା ବୈଠକ ବିଫଳ ହୋଇଛି। ଏହାପୂର୍ବରୁ ଗୁରୁବାର!-->…
Read More...
Read More...
୧୭ରେ ଗଡିବ ଦୁର୍ଗ-ବିଶାଖାପାଟଣା ବନ୍ଦେ ଭାରତ ଏକ୍ସପ୍ରେସ୍
ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
ଭୁବନେଶ୍ବର: ଆସନ୍ତା ୧୭ ତାରିଖରେ ଗଡିବ ଦୁର୍ଗ-ବିଶାଖାପାଟଣା ବନ୍ଦେ ଭାରତ ଏକ୍ସପ୍ରେସ୍। ଟ୍ରେନର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ତେବେ ଏହି ଟ୍ରେନ ଓଡ଼ିଶାର ଖରିଆର ରୋଡ, କଣ୍ଟାବାଞ୍ଜି, ଟିଟିଲାଗଡ଼, କେସିଙ୍ଗା ଓ!-->!-->!-->…
Read More...
Read More...
ଜନ୍ମ ଦିନରେ ପ୍ରଧାନମନ୍ତ୍ରୀଙ୍କ ଲୋକାର୍ପଣ ଓ ଶିଳାନ୍ୟାସ କାର୍ଯ୍ୟକ୍ରମ
ଭୁବନେଶ୍ବର: ଆସନ୍ତା ୧୭ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜ ଜନ୍ମ ଦିନରେ ଓଡିଶା ଗସ୍ତ କରି ସୁଭଦ୍ରାର ପ୍ରଥମ କିସ୍ତିର ଶୁଭାରମ୍ଭ କରିବେ। ଏହା ସହିତ ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀଙ୍କ ଲୋକାର୍ପଣ ଓ ଶିଳାନ୍ୟାସ କାର୍ଯ୍ୟକ୍ରମ ଚୂଡ଼ାନ୍ତ ହୋଇଛି। ସୁଭଦ୍ରାର ଶୁଭାରମ୍ଭ ସହ ଏକାଧିକ!-->…
Read More...
Read More...
ମା’ର ଗଳାକାଟି ଅତି ନିର୍ମମ ଭାବେ ହତ୍ୟା କଲେ ୨ ପୁଅ
କଟକ: ଜନ୍ମ କଲା ମାଆର ଜୀବନ ନେଇଗଲେ ଦୁଇ ନୃଶଂସ ପୁଅ। କଟକ ଚାଉଳିଆଗଞ୍ଜ ଥାନା ଅଧୀନ ମହାନଦୀ ବିହାର ଅଞ୍ଚଳରେ ଶନିବାର ଏହି ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅତି ନୃଶଂସ ଭାବେ ମା’ଙ୍କ ଗଳାକାଟି ହତ୍ୟା କରିଛନ୍ତି ଦୁଇ ପୁଅ। ମୃତଦେହ ରକ୍ତାକ୍ତ ଅବସ୍ଥାରେ ଘରେ ପଡ଼ି ରହିଥିବା ବେଳେ ଫେରାର!-->…
Read More...
Read More...
ଅକ୍ଟୋବର ୫ ସୁଦ୍ଧା ସହରର ସବୁ ରାସ୍ତା ମରାମତି କାମ ଶେଷ ହେବ
ଭୁବନେଶ୍ବର: ଦୁର୍ଗାପୂଜାକୁ ଦୃଷ୍ଟିରେ ରଖି ସହରର ସବୁ ରାସ୍ତା ମରାମତି କାମ କରିବାକୁ ପୂର୍ତ୍ତ ବିଭାଗ ସ୍ୱତନ୍ତ୍ର ବୈଠକରେ ନିଷ୍ପତ୍ତି ନିଆଯାଇଛି। ପାର୍ବଣକୁ ଦୃଷ୍ଟିରେ ରଖି କଟକ-ଭୁବନେଶ୍ବର ସମେତ ଅନ୍ୟ ପ୍ରମୁଖ ସହରର ରାସ୍ତା ମରାମତି କାର୍ଯ୍ୟ ଅକ୍ଟୋବର ୫ ସୁଦ୍ଧା ଶେଷ ହେବ। ଶୀଘ୍ର!-->…
Read More...
Read More...
ବଦଳିଲା ମୋ ସ୍କୁଲ ଅଭିଯାନ ନାଁ
ଭୁବନେଶ୍ବର: ବଦଳିଲା ମୋ ସ୍କୁଲ ଅଭିଯାନ ନାଁ। ୨୦୧୭ରୁ ଆରମ୍ଭ ହୋଇଥିବା ମୋ ସ୍କୁଲ ଅଭିଯାନ ନାଁ ବଦଳି ପଞ୍ଚଶଖା ଶିକ୍ଷା ସେତୁ ନୂଆ ଯୋଜନା ହୋଇଛି। ଏନେଇ ମୋ ସ୍କୁଲ ଅଭିଯାନ ପରିଚାଳନା ସଂଗଠନକୁ ଗଣଶିକ୍ଷା ବିଭାଗ ଚିଠି ଲେଖିଛି।
ଚଳିତ ବର୍ଷ ପୂର୍ଣ୍ଣାଙ୍ଗ ବଜେଟରେ ମୁଖ୍ୟମନ୍ତ୍ରୀ ମୋ!-->!-->!-->…
Read More...
Read More...
ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ
୩ ଜଣ ଆତଙ୍କବାଦୀ ନିପାତ
୨ ଜଣ ଯବାନ ଶହୀଦ
ଜମ୍ମୁ କଶ୍ମୀର: ଜମ୍ମୁ କଶ୍ମୀର ବାରମୁଲ୍ଲାରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି। ଏଥିରେ ୩ ଜଣ ଆତଙ୍କବାଦୀ ନିପାତ ହୋଇ ଥିବାବେଳେ ଦୁଇ ଜଣ ଯବାନ ଶହୀଦ ହୋଇଛନ୍ତି।
ସୂଚନାନୁସାରେ, ଉତ୍ତର କଶ୍ମୀର ଜିଲ୍ଲାର!-->!-->!-->!-->!-->!-->!-->!-->!-->…
Read More...
Read More...
ବଦଳିଲା ଆଣ୍ଡାମାନ ନିକୋବର ରାଜଧାନୀର ନାମ
ନୂଆଦିଲ୍ଲୀ: ବଦଳିଲା ଆଣ୍ଡାମାନ ନିକୋବର ରାଜଧାନୀର ନାମ। ପୋର୍ଟବ୍ଲେୟାର ବଦଳରେ ଶ୍ରୀବିଜୟପୁରମ ଭାବେ ନାମିତ କଲେ କେନ୍ଦ୍ର ସରକାର। ଏଣିକି ପୋର୍ଟବ୍ଲେୟାର ବଦଳରେ ଶ୍ରୀବିଜୟପୁରମ ଭାବେ ପରିଚିତି ଲାଭ କରିବ।
ଆଜି କେନ୍ଦ୍ର ସରକାରଙ୍କ ପୋର୍ଟବ୍ଲେୟାର ନାମକୁ ଶ୍ରୀବିଜୟପୁରମ ବୋଲି ଘୋଷଣା!-->!-->!-->…
Read More...
Read More...