ପ୍ରମୁଖ ଖବର

୨୦୨୯ ସୁଦ୍ଧା ଭାରତ-ଇଟାଲୀ ବାଣିଜ୍ୟ ୨୦ ବିଲିୟନ ୟୁରୋ ଲକ୍ଷ୍ୟ
ଭାରତର ପ୍ରଥମ ସ୍ୱଦେଶୀ ବାର୍ଡ ଫ୍ଲୁ ଟିକା ବିକଶିତ
ନଭେମ୍ବର ୧୯ରେ ଶିଳ୍ପ ସମ୍ମିଳନୀ ଉଦ୍‌ଘାଟନ କରିବେ ମୋଦୀ
ଜବଲପୁର ରେଳ ଷ୍ଟେସନରେ ଅଗ୍ନିକାଣ୍ଡ, ପାର୍ସଲ ବଗିକୁ ବ୍ୟାପିଲା ନିଆଁ
ଉତ୍ତରପ୍ରଦେଶରେ ତୃତୀୟ ଥର ସରକାର ଗଠନ ନେଇ ଯୋଗୀଙ୍କ ଆଶା
ବିହାରରେ ସେନ୍‌କୋ ଗୋଲ୍ଡରୁ ୪୦ କୋଟିର ଅଳଙ୍କାର ଲୁଟ୍‌
Browsing Category

TOP STORIES

କେଜରିୱାଲଙ୍କୁ ମିଳିଲା ଜାମିନ

ନୂଆଦିଲ୍ଲୀ: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ଜାମିନ ଆବେଦନ ଉପରେ ସୁପ୍ରିମକୋର୍ଟ ଆଜି ରାୟ ଦେଇଛନ୍ତି। ସୁପ୍ରିମକୋର୍ଟ ତାଙ୍କୁ ଜାମିନ ପ୍ରଦାନ କରିଛନ୍ତି। ଜଷ୍ଟିସ ସୂର୍ଯ୍ୟ କାନ୍ତ ଏବଂ ଜଷ୍ଟିସ ଉଜ୍ୱଳ ଭୁୟାଁଙ୍କ ବେଞ୍ଚ ତାଙ୍କ ଜାମିନ ଆବେଦନକୁ…
Read More...

ସୀତାରାମ ୟେଚୁରୀଙ୍କ ହେବ ନାହିଁ ଦାହ ସଂସ୍କାର

ଗବେଷଣା ଏବଂ ଶିକ୍ଷା ଉଦ୍ଦେଶ୍ୟରେ ମୃତଦେହ ଏମ୍ସକୁ ଦାନ କରିବେ ପରିବାରନୂଆଦିଲ୍ଲୀ: ସିପିଆଇ-ଏମ ନେତା ସୀତାରାମ ୟେଚୁରୀଙ୍କର ଗୁରୁବାର ଦେହାନ୍ତ ହୋଇଛି। ତାଙ୍କ ପରିବାର ସଦସ୍ୟଙ୍କ ଅନୁଯାୟୀ, ୟେଚୁରୀଙ୍କ ମୃତଦେହକୁ ଦାହ କରାଯିବ ନାହିଁ। ତେବେ ତାଙ୍କର ମୃତଦେହକୁ କମ୍ୟୁନିଷ୍ଟ ପାର୍ଟି ଅଫ…
Read More...

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସ ପ୍ରିଲିମ୍‌ ପରୀକ୍ଷା ତାରିଖ

ଭୁବନେଶ୍ବର: ଓଡ଼ିଶା ସିଭିଲ୍ ସର୍ଭିସ ପ୍ରିଲିମ୍‌ ପରୀକ୍ଷା ପାଇଁ ତାରିଖ ପ୍ରକାଶ ପାଇଛି। ଅକ୍ଟୋବର ୨୭ ତାରିଖରେ ଓଏଏସ୍‌ ପ୍ରିଲିମ୍‌ ପରୀକ୍ଷା ନେଇ ଓଡିଶା ଜନସେବା ଆୟୋଗ(ଓପିଏସ୍‌ସି) ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ତେବେ ପରୀକ୍ଷାର ବିସ୍ତୃତ କାର୍ଯ୍ୟକ୍ରମ ବିଷୟରେ ସୂଚନା ପରେ…
Read More...

ବାତିଲ ହେଲା ପ୍ରେସଭ୍ୟୁ ଆଇ ଡ୍ରପ ଲାଇସେନ୍ସ

ମୁମ୍ବାଇ: ଡ୍ରଗ୍ କଣ୍ଟ୍ରୋଲର୍ ଜେନେରାଲ୍ ଅଫ୍ ଇଣ୍ଡିଆ (ଡିସିଜିଆଇ) ପ୍ରେସଭ୍ୟୁ ନାମକ ଏକ ଆଇ ଡ୍ରପର ଉତ୍ପାଦନ ଏବଂ ମାର୍କେଟିଂ ଲାଇସେନ୍ସକୁ ବାତିଲ କରିଦେଇଛି। ଏହି ଆଖି ଡ୍ରପ୍ ମୁମ୍ବାଇ ସ୍ଥିତ ଫାର୍ମାସ୍ୟୁଟିକାଲ୍ କମ୍ପାନୀ ଏଣ୍ଟୋଡ୍ ଫାର୍ମାସ୍ୟୁଟିକାଲ୍ସ ଦ୍ୱାରା ପ୍ରସ୍ତୁତ କରାଯାଇଥିଲା।…
Read More...

ସୁଭଦ୍ରା ଯୋଜନା ଫର୍ମ ପୂରଣ ଓ ପଞ୍ଜିକରଣ ପାଇଁ ଟଙ୍କା ମାଗିବା ପଡିଲା ମହାଙ୍ଗା

ଭୁବନେଶ୍ବର; ସୁଭଦ୍ରା ଯୋଜନା ପାଇଁ ଏବେ ଜନସେବା କେନ୍ଦ୍ର ଓ ମୋ ସେବା କେନ୍ଦ୍ରରେ ନାହିଁ ନଥିବା ଭିଡ। ହେଲେ ଏହାରି ଭିତରେ କିଛି ଖଳ ପ୍ରକୃତିର ବ୍ୟକ୍ତି ଚଞ୍ଚକତା କରି ଲୋକଙ୍କ ଠାରୁ ଟଙ୍କା ଲୁଟିବାରେ ଲାଗିଛନ୍ତି । ସୁଭଦ୍ରା ଯୋଜନା ଫର୍ମ ପୂରଣ ଓ ପଞ୍ଜିକରଣ ସଂପୂର୍ଣ୍ଣ ମାଗଣା…
Read More...

କ୍ୟାବିନେଟ୍‌ ବୈଠକରେ ଅଗ୍ନିବୀରଙ୍କ ପାଇଁ ବଡ଼ ନିଷ୍ପତ୍ତି

ଭୁବନେଶ୍ବର: ରାଜ୍ୟ ସରକାର ଗୁରୁବାର କ୍ୟାବିନେଟ୍‌ରେ ୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ମାରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କ୍ୟାବିନେଟ୍‌ ବୈଠକରେ ଅଗ୍ନିବୀରଙ୍କୁ ନେଇ ଆଜି ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଅଗ୍ନିବୀରଙ୍କ ପାଇଁ ରାଜ୍ୟ…
Read More...

କୋଟିପତି ସହକାରୀ ଯନ୍ତ୍ରୀ ପ୍ରସନ୍ନ ସ୍ୱାଇଁ ଗିରଫ

ଭଞ୍ଜନଗର: ବନ୍ଧା ହେଲେ ଭଞ୍ଜନଗର ଜଳ ସମ୍ପଦ ବିଭାଗ ସହକାରୀ ଯନ୍ତ୍ରୀ ପ୍ରସନ୍ନ କୁମାର ସ୍ୱାଇଁ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି ପ୍ରସନ୍ନ ସ୍ୱାଇଁଙ୍କୁ ଗିରଫ କରିଛି ଭିଜିଲାନ୍ସ। ବୁଧବାର ଭିଜିଲାନ୍ସ ପକ୍ଷରୁ ତାଙ୍କର ସମସ୍ତ ସ୍ତାବର ଅସ୍ତାବର ସମ୍ପତ୍ତି ଉପରେ ଚଢାଉ କରିଥିଲା…
Read More...

ପୂର୍ବତନ ରାଜ୍ୟସଭା ସାଂସଦ ସୀତାରାମ ୟେଚୁରୀଙ୍କ ପରଲୋକ

ନୂଆଦିଲ୍ଲୀ: ସିପିଆଇଏମ ସାଧାରଣ ସମ୍ପାଦକ ତଥା ପୂର୍ବତନ ରାଜ୍ୟସଭା ସାଂସଦ ସୀତାରାମ ୟେଚୁରୀଙ୍କ ଦେହାନ୍ତ ହୋଇଛି। ଆଜି ଦିଲ୍ଲୀ ଏମ୍ସରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୨ ବର୍ଷ ବୟସ ହୋଇଥିଲା। ଶ୍ୱାସନଳୀ ସଂକ୍ରମଣ ଯୋଗୁ ସେ ଅଗଷ୍ଟ ୧୯ରୁ ଦିଲ୍ଲୀ ଏମ୍ସରେ ଚିକିତ୍ସିତ…
Read More...

ପୁନଃ ନିଯୁକ୍ତି ପାଇବେ ଅବସରପ୍ରାପ୍ତ ସରକାରୀ ବାବୁ

ଭୁବନେଶ୍ବର: ଅବସରପ୍ରାପ୍ତ ସରକାରୀ ବାବୁଙ୍କ ପୁନଃ ନିଯୁକ୍ତି ପାଇଁ ଓଡିଶା ସରକାର ଆଣିଲେ ନୂଆ ଗାଇଡଲାଇନ୍। ପୁନଃ ନିଯୁକ୍ତି ପାଇବାକୁ ହେଲେ ଅବସରପ୍ରାପ୍ତ ଅଧିକାରୀଙ୍କୁ କେଉଁ ମାନଦଣ୍ଡରେ କିପରି ଚୟନ କରାଯିବ, ସେ ନେଇ ଜାରି ହୋଇଛି ଗାଇଡଲାଇନ। ଗାଇଡଲାଇନ୍ ଅନୁସାରେ ଅବସରପ୍ରାପ୍ତ ସରକାରୀ…
Read More...

ଘୂର୍ଣ୍ଣିବଳୟ ପ୍ରଭାବ ରେ ବର୍ଷା ସମ୍ଭାବନା

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମିଆଁମାର ଉପରେ ଥିବା ଘୂର୍ଣ୍ଣିବଳୟ କ୍ଷେତ୍ର ବାଂଲାଦେଶ ଉପକୂଳ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗର ରେ ଆସି ପହଞ୍ଚିବ। ସେହିପରି ଉପଗ୍ରହ ରୁ ଉତ୍ତୋଳନ କରଯାଇଥିବା ପାଣିପାଗ ସମ୍ବନ୍ଧୀୟ ଚିତ୍ର ଦର୍ଶାଉଛି ଯେ, ଉତ୍ତର ଓ ଉତ୍ତର ପଶ୍ଚିମ ବଙ୍ଗୋପସାଗର…
Read More...