ପ୍ରମୁଖ ଖବର

ଆଇଇଡି ବୋମା ବିସ୍ଫୋରଣରେ ଯବାନ ଶହୀଦ, ଦୁଇ ଗୁରୁତର
ଓଲଟିଲା ଯାତ୍ରୀବାହୀ ବସ୍‌ : କଣ୍ଡକ୍ଟର ମୃତ, ୧୫ ଆହତ
ବିଜେପିରେ ମିଶିଲେ ଜୟ ଢୋଲକିଆ
ଓଡ଼ିଶାରେ ବଡ ମାଛ ମାର୍କେଟ ସହ ଧନ-ଧାନ୍ୟ କୃଷି ଯୋଜନା ଶୁଭାରମ୍ଭ କଲେ ମୋଦି
Browsing Category

TOP STORIES

ଏମ୍ସରେ ବିଗୁଡୁଛି ଛାତ୍ରୀଙ୍କ ଅବସ୍ଥା

ଭୁବନେଶ୍ବର: ଏମ୍ସରେ ମୃତ୍ୟୁ ସହ ସଂଗ୍ରାମ କରୁଥିବା ଏଫଏମ କଲେଜର ଛାତ୍ରୀଙ୍କସ୍ୱାସ୍ଥ୍ୟ ଏବେ ଶଙ୍କଟାପନ୍ନ ରହିଥିବା କୁହାଯାଇଛି । ନିଆଁରେ ପୋଡିହେବା ପରେ ତାଙ୍କୁ ଏମ୍ସରେ ଭର୍ତ୍ତି କରାଯାଇଥିଲା। ଆଉ ସେ ମେଡିକାଲରେ ଭର୍ତ୍ତି ହେବା ପରେ ଶରୀରର ଅଧିକାଂଶ ଅଙ୍ଗ ପୋଡି ଯାଇଥିବା ସୂଚନା
Read More...

ମେଡିକାଲ ଛାତରୁ ଡେଇଁ ରୋଗୀ ଗୁରୁତର

ବଲାଙ୍ଗୀର: ହସ୍ପିଟାଲ ଛାତରୁ ଡେଇଁ ରୋଗୀ ଗୁରୁତର। ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ସୋମବାର ଅଘଟଣ ଘଟିଛି। ମେଡିସିନ ଓ୍ବାର୍ଡର ଦିତୀୟ ମହଲା କୋଠାରୁ ଜଣେ ରୋଗୀ ଡେଇଁ ପଡ଼ିବାରୁ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ରୋଗୀ ଜଣକ ବଲାଙ୍ଗୀର ସହର ଖରସେଲପଡ଼ାର ପୂର୍ଣ୍ଣଚନ୍ଦ୍ର ସାହୁ
Read More...

ଟ୍ରେନ୍‌ରୁ ଖସି ସିଆର୍‌ପିଏଫ୍‌ ଯବାନ ଗୁରୁତର

ରାୟଗଡ଼ା: ଟ୍ରେନରେ ଯିବା ସମୟରେ ଖସିପଡ଼ି ଜଣେ ସିଆର୍‌ପିଏଫ୍‌ ଯବାନ ଗୁରୁତର ହୋଇଛନ୍ତି। ତାଙ୍କୁ କଲ୍ୟାଣସିଂହପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଶନିବାର ରାତିରେ ରାଉଲକେଲା ଜଗଦଲପୁର ଏକ୍ସପ୍ରେସ୍‌ରେ କୋରାପୁଟରୁ ବଲାଙ୍ଗୀର ଅଭୀମୁଖେ ଯାଉଥିବା ବେଳେ ଲେଲିଗୁମା
Read More...

ପୀଡ଼ିତାଙ୍କୁ ଏମ୍ସ ଯାଇ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଥିବା ବାଲେଶ୍ୱର ଫକିର ମୋହନ ବିଶ୍ୱବିଦ୍ୟାଳୟ ଛାତ୍ରୀଙ୍କ ଅବସ୍ଥା ସଂକଟାପନ୍ନ ରହିଛି। ଏମ୍ସ ବର୍ଣ୍ଣ ୱାର୍ଡରେ ଜୀବନ ସହ ସଂଘର୍ଷ କରୁଛନ୍ତି ପୀଡ଼ିତା। ତାଙ୍କ ଶରୀରର ୯୫ ପ୍ରତିଶତ ପୋଡ଼ିଯାଇଛି। ପୀଡ଼ିତାଙ୍କୁ ଆଇସିୟୁରେ ଭେଣ୍ଟିଲେଟରରେ ରଖି
Read More...

ରେଭେନ୍ସା ବିଶ୍ୱବିଦ୍ୟାଳୟରେ ୫୦ ଛାତ୍ର ଝାଡାବାନ୍ତିରେ ଆକ୍ରାନ୍ତ

କଟକ: କଟକ ରେଭେନ୍ସା ବିଶ୍ୱବିଦ୍ୟାଳୟରେ ଡାଇରିଆ ଆତଙ୍କ। ପିଜି ଛାତ୍ରାବାସରେ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ୫୦ ଛାତ୍ର ଅସୁସ୍ଥ ହୋଇପଡ଼ିଥିବା ସୂଚନା ମିଳିଛି । ସମସ୍ତ ଆକ୍ରାନ୍ତଙ୍କୁ କଟକ ବଡ ମେଡିକାଲରେ ଭର୍ତ୍ତି କରାଯାଇଛି। ଛାତ୍ରଙ୍କ ସ୍ୱାସ୍ଥ୍ୟାବସ୍ଥା ଉପରେ ଏସସିବି ଟିମ ନଜର
Read More...

ଏଫଏମ ଛାତ୍ରୀ ଆତ୍ମାହୁତୀ ଘଟଣାରେ ରାଜ୍ୟପାଳଙ୍କ ହସ୍ତକ୍ଷେପ ଲୋଡିଲେ ନବୀନ

ଭୁବନେଶ୍ବର: ଫକୀର ମୋହନ କଲେଜ ଛାତ୍ରୀ ଆତ୍ମାହୁତୀ ଘଟଣା ଏବେ ସାରା ରାଜ୍ୟରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ସରକାର ମଧ୍ୟ ଆକ୍ସନ ମୋଡରେ ଏହି ଘଟଣାକୁ ପ୍ରାଥମିକତା ଦେଇ ସମସ୍ତ ପଦକ୍ଷେପ ଗ୍ରହଣ କରୁଛନ୍ତି। ଏହାରି ଭିତରେ ଏବେ ବିରୋଧୀ ରାଜ୍ୟରେ ନାରୀ ସୁରକ୍ଷାକୁ ପ୍ରଶ୍ନ କରି ସରକାରଙ୍କୁ
Read More...

ନର୍ସିଂ ଏକ ମହାନ୍ ବୃତି : ସୋଆ ଉପସଭାପତି

ଭୁବନେଶ୍ୱର: ନର୍ସିଂ ଏକ ମହାନ୍ ଓ ଉତମ ବୃତି ଏବଂ ମାନବ ସେବାର ପ୍ରକୃଷ୍ଟ ମାଧ୍ୟମ ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟର ଉପସଭାପତି ଶ୍ରୀମତି ଶାଶ୍ୱତୀ ଦାସ କହିଛନ୍ତି। ସୋଆ ପରିଚାଳିତ ସମ୍ ନର୍ସିଂ କଲେଜ-୨ର (୨୦୨୪-୨୮) ବିଏସ୍‌ସି ନର୍ସିଂ ପ୍ରଥମ ବ୍ୟାଚର ଶନିବାର ଲ୍ୟାମ୍ପ
Read More...

ବାଲେଶ୍ୱର ଏଫ୍‌ଏମ୍‌ ଘଟଣାରେ ଅଭିଯୁକ୍ତ ଅଧ୍ୟାପକ ଥାନାରେ ଅଟକ : ପ୍ରିନ୍ସିପାଲ ଏଚ୍‌ଓଡି ନିଲମ୍ବିତ

ବାଲେଶ୍ୱର: ବାଲେଶ୍ୱର ଏଫ୍‌ଏମ୍‌ କଲେଜରେ ଛାତ୍ରୀ ନିଜ ଦେହରେ ନିଆଁ ଲଗାଇବା ଘଟଣାରେ ଅଭିଯୁକ୍ତ ଅଧ୍ୟାପକଙ୍କୁ ପୋଲିସ ଅଟକ ରଖିଛି। ଅଧ୍ୟାପକ ଜଣକ ଛାତ୍ରୀଙ୍କୁ ଦୁର୍ବ୍ୟବହାର କରିଥିବା ନେଇ ଛାତ୍ରୀ ଜଣକ ଅଭିଯୋଗ କରି ଶନିବାର ଏଭଳି ପଦକ୍ଷେପ ନେଇଥିଲେ। ଏପଟେ ବାଲେଶ୍ୱର FM କଲେଜ
Read More...

୫୧ ହଜାର ଯୁବକ-ଯୁବତୀଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କଲେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶନିବାର ଦିନ ୧୬ତମ ନିଯୁକ୍ତି ମେଳା ଅନ୍ତର୍ଗତ ସରକାରୀ ବିଭାଗରେ ନବନିଯୁକ୍ତ ୫୧,୦୦୦ ଜଣଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିଛନ୍ତି। ପ୍ରଧାନମନ୍ତ୍ରୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ସରକାରୀ ବିଭାଗରେ ନିଯୁକ୍ତ ଯୁବକ-ଯୁବତୀମାନଙ୍କ ସହ ସଂଯୋଗ
Read More...

ଆଜିଠୁ ରାଜ୍ୟରେ ଗଡିଲା ଘରୋଇ ବସ୍

ଭୁବନେଶ୍ବର: ଆଜିଠୁ ରାଜ୍ୟରେ ପୁଣି ଗଡିଛି ଘରୋଇ ବସ୍। ଗତକାଲି ବସ୍‌ ଚଳାଚଳ କରିବା ନେଇ ରାଜ୍ୟ ବସ୍ ମାଲିକ ସଂଘ ପକ୍ଷରୁ ସୂଚନା ଦିଆଯାଇଥିଲା। ପୁରୀ ବସଷ୍ଟାଣ୍ଡ ପରିସରରେ ଥିବା ବସ୍ ମାଲିକ ସଂଘ କାର୍ଯ୍ୟାଳୟରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ ବସ୍ ମାଲିକ ସଂଘ ସଭାପତି ଲୋକନାଥ
Read More...