ପ୍ରମୁଖ ଖବର

ଏସିବିରେ ୧.୪୦ କୋଟି ଟଙ୍କା ହେରଫେର, ଡାଟା ଏଣ୍ଟ୍ରି ଅପରେଟର ଗିରଫ
କଲେଜ ପାଇଁ ନୂଆ ନିର୍ଦ୍ଦେଶ, କ୍ୟାଣ୍ଟିନ୍‌ରେ କମିବ ତେଲ ବ୍ୟବହାର, ପୁରି-ବରା-ଆଳୁଚପ
ସୁଭଦ୍ରାର ପଞ୍ଚମ କିସ୍ତି ବଣ୍ଟନ, ୧.୦୩ କୋଟି ମହିଳାଙ୍କ ଖାତାକୁ ଗଲା ୫ ହଜାର ଟଙ୍କା
‘ଫେଲ୍’ ଶବ୍ଦ ହଟିବ, ମାଟ୍ରିକ୍‌ ମାର୍କସିଟ୍‌ରେ ଆସିବ ‘ଦକ୍ଷତା ପାଇଁ ଯୋଗ୍ୟ’
ରେଳ ଷ୍ଟେସନ୍‌ ଓ ଟ୍ରେନ୍‌ରେ ଅଳିଆ ପକାଇଲେ ଗଣିବେ ୧୦୦୦ ଟଙ୍କା
ନେପାଳ ପରେ ଭାରତକୁ ହିମାଳୟୀ ବନ୍ୟା ବିପଦ: ୨୨୧ ବରଫ ହ୍ରଦ ଚିହ୍ନଟ
Browsing Category

TOP STORIES

ଆସନ୍ତା କାଲି ପ୍ରକାଶିତ ହେବ ମାଟ୍ରିକ ଫଳ

ଭୁବନେଶ୍ବର: ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଫଳ ମେ ୨ ଅର୍ଥାତ ଆସନ୍ତା କାଲି ପ୍ରକାଶ ପାଇବ। ଅପରାହ୍ନ ୪ଟାରେ ବୋର୍ଡ ମୁଖ୍ୟାଳୟରେ ଫଳ ଘୋଷଣା କରାଯିବ ବୋଲି ମାଧ୍ୟମିକ ଶିକ୍ଷା ପରିଷଦ (ବିଏସଇ) ପକ୍ଷରୁ ପ୍ରେସ ରିଲିଜ୍‌ ଜରିଆରେ ସୂଚନା ଦିଆଯାଇଛି। ଏହାସହିତ ଷ୍ଟେଟ୍ ଓପନ ସ୍କୁଲ ଓ
Read More...

ଇସ୍ପାତ୍ ରାଜଧାନୀ ହେବ ଓଡ଼ିଶା : ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ପ୍ରାକୃତିକ ସମ୍ପଦ ଓ ମାନବ ସମ୍ବଳରେ ସମ୍ପନ୍ନ ଓଡ଼ିଶାକୁ ୨୦୩୬ ସୁଦ୍ଧା ସମୃଦ୍ଧ ଏବଂ ୨୦୪୭ ସୁଦ୍ଧା ୧.୫ ଟ୍ରିଲିୟନ୍ ଡଲାର ଅର୍ଥନୀତିରେ ପରିଣତ କରିବାକୁ ରାଜ୍ୟ ସରକାର ଲକ୍ଷ୍ୟ ନେଇ କାମ କରୁଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି। ସେ କହିଛନ୍ତି, ଏହି ଲକ୍ଷ୍ୟ
Read More...

୩୦ ତାରିଖରେ ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ

ଭୁବନେଶ୍ବର: ରାଜ୍ୟ ରାଜନୀତିରେ ଗୁରୁତ୍ୱପୂର୍ଣ୍ଣ ଘଟଣାକ୍ରମରେ ଆସନ୍ତା ୩୦ ତାରିଖରେ ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ ବସିବାକୁ ଯାଉଛି। ଏହି ଅଧିବେଶନ ମାତ୍ର ଗୋଟିଏ ଦିନ ପାଇଁ ଅନୁଷ୍ଠିତ ହେବ ଏବଂ ପୂର୍ବାହ୍ନ ୧୧ଟାରୁ କାର୍ଯ୍ୟ ଆରମ୍ଭ ହେବାକୁ ନିର୍ଦ୍ଧାରିତ। ସୂଚନାଯୋଗ୍ୟ ଯେ, ଏହି
Read More...

ଖୋର୍ଦ୍ଧାରେ ସକାଳୁଆ ସ୍କୁଲ୍: ସାଢ଼େ ୬ରୁ ସାଢ଼େ ୯ଟା ପର୍ଯ୍ୟନ୍ତ କ୍ଲାସ୍

ଭୁବନେଶ୍ବର: ରାଜ୍ୟରେ ଜାରି ଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍କୁଲ୍ ସମୟରେ ପରିବର୍ତ୍ତନ କରାଯାଇଛି। ଶୁକ୍ରବାରଠାରୁ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ୍ ସହିତ ଅଙ୍ଗନବାଡି କେନ୍ଦ୍ରଗୁଡ଼ିକ ସକାଳ ୬ଟା ୩୦ରୁ ୯ଟା ୩୦ ପର୍ଯ୍ୟନ୍ତ
Read More...

ପ୍ରକାଶ ପାଇଲା ଜେଇ ମେନ୍‌ ୨୦୨୬ ସେସନ-୨ ଫଳାଫଳ

ନ୍ୟୁଜ୍ ବ୍ୟୁରୋ: ଜେଇ ମେନ୍‌ ୨୦୨୬ ସେସନ-୨ର ଫଳାଫଳ ପ୍ରକାଶ ପାଇବା ସହିତ ଦେଶବ୍ୟାପୀ ଲକ୍ଷ ଲକ୍ଷ ଛାତ୍ରଛାତ୍ରୀଙ୍କ ଦୀର୍ଘଦିନର ଅପେକ୍ଷାର ଅନ୍ତ ଘଟିଛି। ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନଟିଏ) ପକ୍ଷରୁ ଏହି ଫଳାଫଳ ଘୋଷଣା କରାଯାଇଛି। ଏହି ପରୀକ୍ଷାରେ ଅଂଶଗ୍ରହଣ କରିଥିବା
Read More...

ସୋଆ ‘ଜାଗୋ’ ପକ୍ଷରୁ ଜଳ ସେବା ଶିବିର ଆୟୋଜିତ

ଭୁବନେଶ୍ୱର, ଏପ୍ରିଲ ୨୦: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଅନ୍ତର୍ଗତ ‘ଜାଗୋ’ କ୍ଲବ ପକ୍ଷରୁ ସୋମବାର ଜଳ ସେବା ଶିବିର ବିଶ୍ୱବିଦ୍ୟାଳୟର ମୁଖ୍ୟ କାର୍ଯ୍ୟାଳୟ ସମ୍ମୁଖରେ ଆୟୋଜିତ ହୋଇଯାଇଛି। ଏହି ମହତ୍ କାର୍ଯ୍ୟ ଅବସରରେ ସୋଆର ଉପକୁଳପତି ପ୍ରଫେସର ପ୍ରଶାନ୍ତ କୁମାର ପାତ୍ର, କଂଟ୍ରୋଲର ଅଫ୍
Read More...

ସୋଆ କୃଷି ମହାବିଦ୍ୟାଳୟ ପକ୍ଷରୁ ଅକ୍ଷୟ ତୃତୀୟା ଉତ୍ସବ ପାଳିତ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍‌ଚରାଲ ସାଇନ୍‌ସେସ୍ (ଆଇଏଏସ୍‌) ପକ୍ଷରୁ ଓଡ଼ିଶାର କୃଷିଭିତିକ ପର୍ବ ପବିତ୍ର ‘ଅକ୍ଷୟ ତୃତୀୟା’ ପାଳିତ ହୋଇଯାଇଛି। ନୂଆଗାଁ ସ୍ଥିତ ସୋଆ ଅନ୍ତର୍ଗତ ଆଇ.ଏନ.ଏସ ଫାର୍ମ ଓ ବିଂଝଗିରି ସ୍ଥିତ
Read More...

“ପଶ୍ଚିମବଙ୍ଗରେ ଗୁଣ୍ଡାରାଜ ଶେଷ କରିବୁ”: ରାଜନାଥ ସିଂହ

ପଶ୍ଚିମବଙ୍ଗ: ପଶ୍ଚିମବଙ୍ଗରେ ବିଜେପି ସରକାର ଗଠିତ ହେଲେ ଗୁଣ୍ଡାରାଜର ସମ୍ପୂର୍ଣ୍ଣ ଶେଷ କରାଯିବ ବୋଲି କେନ୍ଦ୍ରୀୟ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂହ ଦୃଢ଼ଭାବେ କହିଛନ୍ତି। ବିରଭୁମ ଜିଲ୍ଲାର ସାଇଁଥିଆରେ ଆୟୋଜିତ ଏକ ବୃହତ୍ ନିର୍ବାଚନୀ ସଭାରେ ସେ ଏହି ମତ ପ୍ରକାଶ କରିଥିଲେ। ସେ
Read More...

ମହାନଦୀ ଜଳ ବିବାଦ: ମେ ୨ରେ ପରବର୍ତ୍ତୀ ଶୁଣାଣି

ଭୁବନେଶ୍ବର: ମହାନଦୀ ଜଳ ବିବାଦକୁ ନେଇ ଟ୍ରିବ୍ୟୁନାଲରେ ଗୁରୁତ୍ୱପୂର୍ଣ୍ଣ ଶୁଣାଣି ଅନୁଷ୍ଠିତ ହୋଇଛି। ଓଡିଶା ପକ୍ଷରୁ ରାଜ୍ୟର ଆଡ୍ଭୋକେଟ୍ ଜେନେରାଲ ପୀତାମ୍ବର ଆଚାର୍ଯ୍ୟ ମଜବୁତ ଭାବେ ମତ ପ୍ରକାଶ କରିଥିଲେ। ସେ ମହାନଦୀରେ ବାସ୍ତବରେ କେତେ ପରିମାଣର ଜଳ ସଂଗ୍ରହ ହେଉଛି, ସେସମ୍ପର୍କିତ ସଠିକ୍
Read More...

ଛତିଶଗଡ଼ରେ ଚାର୍ଟର୍ଡ ବିମାନ ଦୁର୍ଘଟଣା, ୨ ମୃତ

ଛତିଶଗଡ଼: ଛତିଶଗଡ଼ର ଜଶପୁର ଜିଲ୍ଲାରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ସୋମବାର ଦିନ ଏକ ଘରୋଇ ଚାର୍ଟର୍ଡ ବିମାନ ଆରା ପାହାଡ଼ ସହିତ ଧକ୍କା ଖାଇ ଭୟଙ୍କର ଦୁର୍ଘଟଣାରେ ପରିଣତ ହୋଇଛି। ଏହି ଘଟଣାରେ ବିମାନର ପାଇଲଟ୍ ଓ ସହ-ପାଇଲଟ୍ ଦୁଇଜଣଙ୍କ ମୃତ୍ୟୁ ଘଟିଛି। ପ୍ରାରମ୍ଭିକ ତଦନ୍ତ
Read More...