ପ୍ରମୁଖ ଖବର

୨୦୨୯ ସୁଦ୍ଧା ଭାରତ-ଇଟାଲୀ ବାଣିଜ୍ୟ ୨୦ ବିଲିୟନ ୟୁରୋ ଲକ୍ଷ୍ୟ
ଭାରତର ପ୍ରଥମ ସ୍ୱଦେଶୀ ବାର୍ଡ ଫ୍ଲୁ ଟିକା ବିକଶିତ
ନଭେମ୍ବର ୧୯ରେ ଶିଳ୍ପ ସମ୍ମିଳନୀ ଉଦ୍‌ଘାଟନ କରିବେ ମୋଦୀ
ଜବଲପୁର ରେଳ ଷ୍ଟେସନରେ ଅଗ୍ନିକାଣ୍ଡ, ପାର୍ସଲ ବଗିକୁ ବ୍ୟାପିଲା ନିଆଁ
ଉତ୍ତରପ୍ରଦେଶରେ ତୃତୀୟ ଥର ସରକାର ଗଠନ ନେଇ ଯୋଗୀଙ୍କ ଆଶା
ବିହାରରେ ସେନ୍‌କୋ ଗୋଲ୍ଡରୁ ୪୦ କୋଟିର ଅଳଙ୍କାର ଲୁଟ୍‌
Browsing Category

TOP STORIES

ଜମ୍ମୁ କଶ୍ମୀର ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା

ଜମ୍ମୁ କଶ୍ମୀର: ଜମ୍ମୁ କଶ୍ମୀର ବିଧାନସଭା ନିର୍ବାଚନ ପାଇଁ ଆଜି ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି ବିଜେପି। ଏହି ତାଲିକାରେ ୧୦ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇ ଥିବାବେଳେ ବାଦ୍ ପଡ଼ିଛନ୍ତି ପୂର୍ବତନ ଉପମୁଖ୍ୟମନ୍ତ୍ରୀ କବିନ୍ଦର ଗୁପ୍ତା। ଗାନ୍ଧି ନଗର ଆସନରୁ ଦଳ…
Read More...

ପବିତ୍ର ନୂଆଁଖାଇରେ ମା’ ସମଲେଶ୍ଵରୀଙ୍କ ପାଖରେ ଲାଗି ହେଲା ନବାନ୍ନ

ସମ୍ବଲପୁର: ଆଜି ହେଉଛି ପଶ୍ଚିମ ଓଡିଶାର କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ। ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ପାଇଁ ଉତ୍ସବମୁଖର ହୋଇ ଉଠିଛି ଗାଁଠୁ ସହର। ଏଥିପାଇଁ ସମଗ୍ର ପଶ୍ଚିମ ଓଡ଼ିଶାଳ ଚଳଚଞ୍ଚଳ ହୋଇପଡ଼ିଛି। ଏନେଇ ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ଵରୀଙ୍କ ପାଖରେ ନବାନ୍ନ…
Read More...

ବଙ୍ଗୋପସାଗର ରେ ସୃଷ୍ଟି ହେଲା ଅବପାତ, ପ୍ରବଳ ବର୍ଷିବ

ଭୁବନେଶ୍ବର: ଆଜି ସକାଳେ ପଶ୍ଚିମ କେନ୍ଦ୍ରୀୟ ତତ୍ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗର ରେ ଅବପାତ ରେ ପରିଣତ ହୋଇଛି ସଦୃଶ ଲଘୁଚାପ କ୍ଷେତ୍ର। ଏହି ଅବପାତ ଏବେ ଉତ୍ତର - ଉତ୍ତର ପଶ୍ଚିମ ଦିଗ ରେ ଅଗ୍ରସର ହେଉଛି। ବର୍ତମାନ ସିଷ୍ଟମ୍ ଟି ଗୋପାଳପୁର ଠାରୁ ପୂର୍ବ- ଦକ୍ଷିଣ ପୂର୍ବ ଦିଗରେ…
Read More...

ରାଜ୍ୟରେ ଖୁବ ଶୀଘ୍ର ପୂରଣ ହେବ ୨ ହଜାର ଫରେଷ୍ଟ ଗାର୍ଡ ପଦବୀ

କେନ୍ଦୁଝର: ରାଜ୍ୟରେ ଖୁବ ଶୀଘ୍ର ପୂରଣ ହେବ ୨ ହଜାର ଫରେଷ୍ଟ ଗାର୍ଡ ପଦବୀ। କେନ୍ଦୁଝରରେ ସୁଭଦ୍ରା ରଥର ଶୁଭାରମ୍ଭ ଅବସରରେ ଜଙ୍ଗଲ ପରିବେଶ ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆସୂଚନା ଦେଇଛନ୍ତି। ୩ ମାସ ମଧ୍ୟରେ ଏହି ପଦବୀ ପୂରଣ ହେବ ପୂରଣ ହେବ। ଜଙ୍ଗଲ ଓ ପରିବେଶ ମନ୍ତ୍ରୀ କହିଛନ୍ତି ଯେ,…
Read More...

ପୃଥିବୀ ପୃଷ୍ଠକୁ ଫେରିଲା ମହାକାଶ ଯାନ ଷ୍ଟାରଲାଇନର

ନ୍ୟୁଜ୍ ବ୍ୟୁରୋ: ମହାକାଶ ଗବେଷଣା ଓ ସ୍ପେସଫ୍ଲାଇଟ୍ ଇତିହାସରେ ପ୍ରଥମ ଥର ପାଇଁ ଏକ ଯାନ ମହାକାଶଯାତ୍ରୀଙ୍କୁ ଧରି ମହାକାଶ ଯାଇଥିଲା। କିନ୍ତୁ ବିନା ମହାକାଶଯାତ୍ରୀରେ ପୃଥିବୀ ପୃଷ୍ଠକୁ ଫେରିଛି। ପୃଥିବୀ ପୃଷ୍ଠକୁ ଫେରିଛି ବୋଇଂ ନିର୍ମିତ ମହାକାଶ ଯାନ ଷ୍ଟାରଲାଇନର। ସୁନୀତା ୱିଲିୟମସ ଓ…
Read More...

ଭିଜିଲାନ୍ସ ଜାଲରେ ନୂଆପଡ଼ା ଏମ୍‌ଭିଆଇ

ନୂଆପଡ଼ା: ଭିଜିଲାନ୍ସ ଜାଲରେ ନୂଆପଡ଼ା ଏମ୍‌ଭିଆଇ। ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା ଏମଭିଆ। ନୂଆପଡ଼ାରୁ ଭୁବନେଶ୍ବର ଆସୁଥିବା ବେଳେ ଖୋର୍ଦ୍ଧାରେ ଧରାପଡ଼ିଲେ। ଧରାପଡ଼ିଥିବା ଟଙ୍କା ପିସି ଆକାରରେ ଆଦାୟ ହୋଇଥିବା ସନ୍ଦେହ।…
Read More...

ଗଣେଶ ପୂଜା ବିସର୍ଜନ ପାଇଁ ଗାଇଡଲାଇନ୍‌ ଜାରି କଲା ବିଏମସି

ଭୁବନେଶ୍ୱର: ଭୁବନେଶ୍ୱରରେ ଶାନ୍ତି ଶୃଙ୍ଖଳା ଓ ନିରାପଦରେ ଗଣେଶ ପୂଜା ବିସର୍ଜନ ପାଇଁ ବିଏମସି ଗାଇଡଲାଇନ୍‌ ଜାରି କରିଛି। ଇକୋ ଫ୍ରେଣ୍ଡଲି ଭାବେ ବିସର୍ଜନ ପାଇଁ ନିୟମାବଳୀ ଜାରି ହୋଇଛି । ଗଣେଶ ମୂର୍ତ୍ତି ବିସର୍ଜନ ପାଇଁ ରାଜଧାନୀରେ ଦୁଇଟି ଜାଗା ଚି଼ହ୍ନଟ କରାଯାଇଛି। ତାହା ହେଲା…
Read More...

ମଣିପୁରରେ ପୁଣି ହିଂସା

ମଣିପୁର: ମଣିପୁରରେ ହିଂସା ଥମିବାର ନାଁ ନେଉନାହିଁ। କୁକି ଉଗ୍ରବାଦୀ ମାନେ ପୁଣି ସକ୍ରିୟ ହୋଇଛନ୍ତି। ଭୟଙ୍କର ହୋଇଯାଇଛି ସେଠାକାର ସ୍ଥିତି। କିଛି ଦିନର ପରେ ପୁଣି ଥରେ ହିଂସା ଉଗ୍ର ହୋଇଛି। ଡ୍ରୋନ୍ ମାଧ୍ୟମରେ ଆଟାକ୍ କରୁଛନ୍ତି। କିଛି ଦିନ ପୂର୍ବେ ସାଧାରଣ ବସତି ଉପରେ ଡ୍ରୋନ୍ ବୋମା ମାଡ…
Read More...

ଆଜିଠୁ ଗଡ଼ିଲା ‘ସୁଭଦ୍ରା’ ରଥ,

ଭୁବନେଶ୍ୱର: ଆଜିଠୁ ଗଡ଼ିଲା ‘ସୁଭଦ୍ରା’ ରଥ। ଭୁବନେଶ୍ୱର ଗାନ୍ଧୀମାର୍ଗରୁ ଗଡିଲା ସୁଭଦ୍ରା ରଥ । ‘ସୁଭଦ୍ରା’ ଯୋଜନା ସମ୍ପର୍କରେ ଜନ ସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ଗଡ଼ିବ ଏହି ସୁଭଦ୍ରା ରଥ । ଗଣେଶ ପୂଜା ଅବସରରେ ପତାକା ଦେଖାଇ ରଥର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । …
Read More...

ଭାଜପା ଛାଡିଲେ ସାବିତ୍ରୀ ଜିନ୍ଦଲ

ହରିୟାନା: ହରିୟାଣା ବିଧାନସଭା ନିର୍ବାଚନ ଆଗକୁ ଥିବାବେଳେ ଭାଜପାକୁ ଲାଗିଛି ବଡ଼ ଝଟ୍‌କା। ଦଳ ନିର୍ବାଚନ ପାଇଁ ଅଣ୍ଟା ଭିଡିଥିବାବେଳେ ଦେଶର ଚତୁର୍ଥ ଧନୀ ମହିଳା ସାବିତ୍ରୀ ଜିନ୍ଦଲ ଭାଜପାର ହାତ ଛାଡିଛନ୍ତି। ଦଳ ବିରୋଧରେ ବିଦ୍ରୋହ କରି ସେ ସ୍ୱାଧୀନ ଭାବରେ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା…
Read More...