ପ୍ରମୁଖ ଖବର

ଶିଶୁ ଫର୍ମୁଲା ଫୁଡ୍‌କୁ ନେଇ ନେସଲେ ବିରୋଧରେ ୩ ମାମଲା
କ୍ରସ୍‌ ଭୋଟିଂ ମାମଲା: ୮ ବିଜେଡି ବିଧାୟକଙ୍କ ସଭ୍ୟପଦ ରଦ୍ଦ ମାମଲା ଗ୍ରହଣ କଲେ ହାଇକୋର୍ଟ
ନିଠାରୀ ଗଣହତ୍ୟା ମାମଲା: ଦୋଷମୁକ୍ତ ସୁରେନ୍ଦ୍ର କୋଲିଙ୍କ ଆତ୍ମହତ୍ୟା
ପାକିସ୍ତାନରେ ଭୟଙ୍କର ବିସ୍ଫୋରଣ, ୧୫ ମୃତ
ପୌର ନିର୍ବାଚନ: ୱାର୍ଡ ସୀମା ନିର୍ଦ୍ଧାରଣ ପାଇଁ ସଂଶୋଧିତ ସମୟସୂଚୀ ଜାରି
୮ ଲକ୍ଷ ଲାଞ୍ଚ ନେବାବେଳେ ଧରାପଡ଼ିଲେ କେନ୍ଦ୍ରୀୟ ଜିଏସ୍‌ଟି ସୁପରିନଟେଣ୍ଡଣ୍ଟ
Browsing Category

TOP STORIES

ନିଜ ରେକର୍ଡ ନିଜେ ଭାଙ୍ଗୁଛନ୍ତି, ପୂରା ଲଗାମଛଡା

ଭୁବନେଶ୍ବର: ଦେଶରେ ଧୀରେ ଧୀରେ ନିୟନ୍ତ୍ରଣ ବାହାରକୁ ଯାଉଛି ପେଟ୍ରୋଲ ଓ ଡିଜେଲ ଦର। ଦୁଇ ଦିନ ପରେ ଆଜି ପୁଣି ବଢିଛି ତୈଳ ଦର। ଲଗାତର ୭ ଦିନ ଦର ବଢିବା ପରେ ଦୁଇ ଦିନ ମଙ୍ଗଳବାର ଓ ବୁଧବାର ତୈଳ ଦର ସ୍ଥିର ରହିଥିଲା। ଆଜି ପୁଣି ପେଟ୍ରୋଲ ଓ ଡିଜେଲ ଦର ଲିଟର ପିଛା ଯଥାକ୍ରମେ ୩୬ ପଇସା ଓ ୩୯
Read More...

ଗୋଟିଏ ପରେ ଗୋଟିଏ ରାଜ୍ୟରେ ସଙ୍କଟ, ଆଗକୁ ଅନ୍ଧାର!

ନୂଆଦିଲ୍ଲୀ: ଦେଶର ଅନେକ ବିଦ୍ୟୁତ କମ୍ପାନି ସାମନାରେ ଏବେ କୋଇଲା ଅଭାବ ମୁଣ୍ଡ ଟେକି ଛିଡା ହୋଇଛି। କୋଇଲା ଅଭାବରୁ ଦେଶର ଅନେକ ରାଜ୍ୟରେ ଘୋର ବିଜୁଳି ସଂକଟ ପରିସ୍ଥିତି ଉପୁଜିପାରେ। । ଏହି ପ୍ରସଙ୍ଗରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଦାବି ମଧ୍ୟରେ ଅନେକ ପାର୍ଥକ୍ୟ ରହୁଛି। କୋଇଲା ଅଭାବ
Read More...

ପ୍ରତିଶୋଧ ନେଲା ସେନା: ଟଳିଲେ ୩ ଲସ୍କର

ଜମ୍ମୁ କାଶ୍ମୀର: ଜମ୍ମୁ କାଶ୍ମୀରରେ ସୁରକ୍ଷାକର୍ମୀ ତୁରନ୍ତ ୫ ଯବାନଙ୍କ ବଳିଦାନର ବଦଲା ନେଇଛନ୍ତି। ସୋପିଆନରେ ଆଜି ଏନକାଉଣ୍ଟରରେ ୩ ଆତଙ୍କବାଦୀ ନିହତ ହୋଇଛନ୍ତି। ଏନକାଉଣ୍ଟରରେ ନିହତ ୩ ଆତଙ୍କବାଦୀ ଟିଆରଏଫ ସଦସ୍ୟ। ଘଟଣାସ୍ଥଳରୁ ବିପୁଳ ବିସ୍ଫୋରକ ଜବତ ହୋଇଥିବା ବେଳେ ସର୍ଚ୍ଚ ଅପରେସନ
Read More...

ଆଜି ବି ବଢିଲା ତୈଳ ଦର…

ଭୁବନେଶ୍ବର: ଆଜି ବି ବଢିଲା ତେଲ ଦର। ଦେଶରେ କ୍ରମାଗତ ଭାବରେ ତୈଳ ଦର ବଢିଚାଲିଛି। ଲଗାତର ସପ୍ତମ ଦିନରେ ତୈଳ ଦର ବୃଦ୍ଧି ପାଇଛି।ପେଟ୍ରୋଲ ଲିଟର ପିଛା ୩୦ ପଇସା ମହଙ୍ଗା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୩୫ ପଇସା ବୃଦ୍ଧି ହୋଇଛି। ୧୦ ଦିନରେ ପେଟ୍ରୋଲ ମୂଲ୍ୟରେ ୨ ଟଙ୍କା ୮୦ ପଇସା ବୃଦ୍ଧି
Read More...

ଏବେ ନୂଆ ରୁପରେ ଜମି ସ୍ୱତ୍ତ୍ୱାଧିକାର

ଭୁବନେଶ୍ବର; ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡ଼ିଓ କନ୍‌ଫରେନ୍ସିଂ ମାଧ୍ୟମରେ ଦେବଗଡ଼ ଜିଲ୍ଲାରେ ଜମିଜମାର ସ୍ୱତ୍ତ୍ୱାଧିକାର ବଣ୍ଟନ କାର୍ଯ୍ୟର ଶୁଭାରମ୍ଭ କରିଛନ୍ତି । ଓଡ଼ିଶା ସର୍ଭେ ଏବଂ ସେଟେଲ୍‌ମେଣ୍ଟ ଆକ୍ଟ ୧୯୫୮ ଅନୁଯାୟୀ ପାରମ୍ପରିକ ପଦ୍ଧତିରେ ସର୍ଭେ ଏବଂ ଜମିଜମାର ସରଳୀକରଣ
Read More...

ଏବେ ସର୍ବୋଚ୍ଚ ଅଦାଲତଙ୍କ ଉପରେ ନଜର

ନୂଆଦିଲ୍ଲୀ: ସୁପ୍ରିମକୋର୍ଟ ପ୍ରଧାନ ବିଚାରପତିଙ୍କ ନେତୃତ୍ୱରେ ଗୁରୁବାର ଦିନ ଲକ୍ଷ୍ମୀପୁର ଖେରି ହିଂସା ମାମଲାର ଶୁଣାଣି ହେବ। କୋର୍ଟ ନିଜ ଆଡୁ ଏହି ମାମଲାକୁ ଗ୍ରହଣ କରି ଶୁଣାଣି ପାଇଁ ନିଷ୍ପତ୍ତି ନେଇଛନ୍ତି। ତିନିଜଣିଆ ଖଣ୍ଡପୀଠ ସକାଳ ୧୧ ଟାରେ ଏହି ଗୁରୁତ୍ବପୂର୍ଣ୍ଣ ମାମଲାର
Read More...

ବାତ୍ୟା ମୁକାବିଲା ପାଇଁ ତନାଘନା

୪୨ଟି ଓଡ୍ରାଫ ଓ ୨୪ ଟି ଏନଡିଆରଏଫ ଓ ୧୦୩ଟି ଅଗ୍ନିଶମ ଦଳ ନିୟୋଜିତଆସନ୍ତାକାଲି ପ୍ରଭାବିତ ୧୧ଟି ଜିଲ୍ଲାର ସ୍କୁଲ ବନ୍ଦ ରହିବ ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଯୋଗେ ଦିଲ୍ଲୀରୁ ବାତ୍ୟା ଗୁଲାବର ପ୍ରସ୍ତୁତି ସମୀକ୍ଷା କରିଥିଲେ । ଏହି ଅବସରରେ
Read More...

ପାକିସ୍ତାନ ନାଁ ନ ନେଇ ଗର୍ଜିଲେ ମୋଦୀ

ଜାତିସଂଘ ସାଧାରଣ ପରିଷଦ ବୈଠକରେ ଆତଙ୍କବାଦ ପ୍ରସଙ୍ଗ ଉଠାଇଲେଆଫଗାନ ମାଟି ଆତଙ୍କବାଦ ବିସ୍ତାର ପାଇଁ ବ୍ଯବହାର ହେବା ଉଚିତ୍ ନୁହେଁଭାରତକୁ ବିଶ୍ବର ସବୁଠାରୁ ବଡ ହାଇଡ୍ରୋଜେନ୍ ହବ୍ ନେଇ କାର୍ଯ୍ଯ ଚାଲିଛିନାଜାଲ୍ ଭ୍ଯାକସିନ୍ ନେଇ ଭାରତର ବୈଜ୍ଞାନିକ କାର୍ଯ୍ଯ କରୁଥିବା କହିଲେ ମୋଦୀଯେବେ ଭାରତ
Read More...

ଇତିହାସ ରଚିଲା ଏଲନ ମସ୍କ କମ୍ପାନୀ..ମହାକାଶ ଯାତ୍ରା କଲେ ୪ ସାଧାରଣ ନାଗରିକ

ଆମେରିକାର ବିଶିଷ୍ଟ ବ୍ୟବସାୟୀ ଏଲମ ମସ୍କଙ୍କ କମ୍ପାନୀ ସ୍ପେସ ଏକ୍ସ ଇତିହାସ ରଚିଛି । ଭାରତୀୟ ସମୟା ଅନୁସାରେ ସକାଳ ୫ଟା ୩୩ରେ ପ୍ରଥମ ଥର ପାଇଁ ୪ ଜଣ ସାଧାରଣ ନାଗରିକଙ୍କୁ ମହାକାଶ ପଠାଇଛି । ଏଲମ ମସ୍କଙ୍କ କମ୍ପାନୀ ସ୍ପେସ ଏକ୍ସ ପ୍ରଥମ ଅଲ ସିଭିଲିଆନ କ୍ରୁ ମହାକାଶ ଅଭିମୁଖେ ଯାତ୍ରା
Read More...

ଭୟ ଭିତରେ ଭଲ ଖବର

ଭୁବନେଶ୍ବର: ସମ୍ଭାବ୍ୟ କରୋନା ତୃତୀୟ ଲହର ଆସିବା ନେଇ ଭୟ ଭିତରେ ଆସିଛି ଭଲ ଖବର। ରାଜ୍ୟରେ ପାଖାପାଖି ୬ ମାସ ପରେ ୧ ପ୍ରତିଶତ ତଳକୁ ସଂକ୍ରମଣ ହାର ଖସିବା ରାଜ୍ୟ ପାଇଁ ଶୁଭ ସଂକେତ ବୋଲି କୁହାଯାଉଛି। ଗତ ୨୪ଘଣ୍ଟା ରେ ସଂକ୍ରମଣ ହାର ରହିଛି ୦.୯୩ ପ୍ରତିଶତ; ଯାହା କରୋନା ଦ୍ୱିତୀୟ ଲହରର
Read More...