ପ୍ରମୁଖ ଖବର

ଏସିବିରେ ୧.୪୦ କୋଟି ଟଙ୍କା ହେରଫେର, ଡାଟା ଏଣ୍ଟ୍ରି ଅପରେଟର ଗିରଫ
କଲେଜ ପାଇଁ ନୂଆ ନିର୍ଦ୍ଦେଶ, କ୍ୟାଣ୍ଟିନ୍‌ରେ କମିବ ତେଲ ବ୍ୟବହାର, ପୁରି-ବରା-ଆଳୁଚପ
ସୁଭଦ୍ରାର ପଞ୍ଚମ କିସ୍ତି ବଣ୍ଟନ, ୧.୦୩ କୋଟି ମହିଳାଙ୍କ ଖାତାକୁ ଗଲା ୫ ହଜାର ଟଙ୍କା
‘ଫେଲ୍’ ଶବ୍ଦ ହଟିବ, ମାଟ୍ରିକ୍‌ ମାର୍କସିଟ୍‌ରେ ଆସିବ ‘ଦକ୍ଷତା ପାଇଁ ଯୋଗ୍ୟ’
ରେଳ ଷ୍ଟେସନ୍‌ ଓ ଟ୍ରେନ୍‌ରେ ଅଳିଆ ପକାଇଲେ ଗଣିବେ ୧୦୦୦ ଟଙ୍କା
ନେପାଳ ପରେ ଭାରତକୁ ହିମାଳୟୀ ବନ୍ୟା ବିପଦ: ୨୨୧ ବରଫ ହ୍ରଦ ଚିହ୍ନଟ
Browsing Category

TOP STORIES

୧୨ ଜିଲାରେ ସ୍କୁଲ ବନ୍ଦ

ଭୁବନେଶ୍ବର: ରାଜ୍ୟରେ ବଢ଼ୁଥିବା ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବହୁ ଜିଲାରେ ଶିକ୍ଷାନୁଷ୍ଠାନ ବନ୍ଦ ଘୋଷଣା କରାଯାଇଛି। ତାତି ଆହୁରି ବଢ଼ିବା ଆଶଙ୍କା ଥିବାରୁ ଆଜିଠାରୁ ୧୨ଟି ଜିଲାରେ ସ୍କୁଲ ଛୁଟି କରାଯାଇଛି। ଅଧିକାଂଶ ଜିଲାରେ ୨୩ ତାରିଖ ପର୍ଯ୍ୟନ୍ତ ଛୁଟି ଘୋଷଣା
Read More...

ହାଭେରୀରେ ମହାତ୍ମା ଗାନ୍ଧୀ ପ୍ରତିମା ଭାଙ୍ଗିଲେ ଦୁର୍ବୁତ୍ତ

କର୍ଣ୍ଣାଟକ: କର୍ଣ୍ଣାଟକର ହାଭେରୀ ସହରରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିକୁ ଦୁର୍ବୁତ୍ତମାନେ ଭାଙ୍ଗି ଦେଇଥିବା ଘଟଣା ଅଞ୍ଚଳରେ ଉତ୍ତେଜନା ସୃଷ୍ଟି କରିଛି। ଘଟଣାଟି ମହାତ୍ମା ଗାନ୍ଧୀ ରୋଡରେ ଗତକାଲି ବିଳମ୍ବିତ ରାତିରେ ଘଟିଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ,
Read More...

ଜିଲ୍ଲାପାଳଙ୍କ ରିପୋର୍ଟ ପରେ ଘୋଷଣା ହେବ ଖରାଛୁଟି

ଭୁବନେଶ୍ୱର: ରାଜ୍ୟରେ ଦିନକୁଦିନ ଗରମ ବଢ଼ିବାରେ ଲାଗିଛି ଏବଂ ଅନେକ ସ୍ଥାନରେ ପାରଦ ୪୦ ଡିଗ୍ରୀ ସେଲସିଅସ୍‌ ଛୁଇଁଯାଇଛି। ଏହି ପରିସ୍ଥିତିକୁ ଦୃଷ୍ଟିରେ ରଖି ସ୍କୁଲ ଛୁଟି ସମ୍ପର୍କରେ ଜିଲ୍ଲାପାଳମାନଙ୍କ ରିପୋର୍ଟ ଆଧାରରେ ନିଷ୍ପତି ନିଆଯିବ ବୋଲି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ
Read More...

କମ୍ପ୍ୟୁଟେସ୍‌ନାଲ ଇନ୍‌ଟେଲିଜେନ୍ସ ଟେକ୍ନିକ୍ସକୁ ନେଇ ସୋଆ ପକ୍ଷରୁ ପ୍ରଥମ ଆଇଇଇଇ ଆନ୍ତର୍ଜାତିକ ସମ୍ମିଳନୀ ଆୟୋଜିତ

ଭୁବନେଶ୍ୱର: ଆର୍ଟିଫିସିଆଲ୍ ଇନ୍‌ଟେଲିଜେନ୍ସ, ବିଗ୍ ଡାଟା ଆନାଲିଟିକ୍ସ, ଡିପ୍ ଲର୍ଣ୍ଣିଙ୍ଗ, କ୍ଲାଉଡ୍ ଆଣ୍ଡ ଫଗ୍ କମ୍ପ୍ୟୁଟିଙ୍ଗ୍‌, ଇନ୍‌ଟରନେଟ ଅଫ୍ ଥିଙ୍ଗ୍‌ସ ଓ ଇଭେଲ୍ୟୁସନାରୀ କମ୍ପ୍ୟୁଟିଙ୍ଗ ଭଳି ବିବିଧ ବିଷୟକୁ ନେଇ ଗତ ଏପ୍ରିଲ୍ ୧୦ ଏବଂ ୧୧ ଦୁଇ ଦିନ ଧରି ଶିକ୍ଷା ଓ ଅନୁସନ୍ଧାନ
Read More...

ବିହାରର ୨୪ତମ ମୁଖ୍ୟମନ୍ତ୍ରୀ ହେଲେ ସମ୍ରାଟ ଚୌଧୁରୀ

ବିହାର: ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତା ଓ ତାରାପୁର ବିଧାୟକ ସମ୍ରାଟ ଚୌଧୁରୀ ବିହାରର ୨୪ତମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ତାଙ୍କ ଶପଥ ଗ୍ରହଣ ସହିତ ରାଜ୍ୟର ରାଜନୀତିରେ ଏକ ନୂତନ ଅଧ୍ୟାୟର ଆରମ୍ଭ ହୋଇଛି। ସମ୍ରାଟ ଚୌଧୁରୀ ବିହାରରେ ଭାରତୀୟ ଜନତା ପାର୍ଟିର ପ୍ରଥମ
Read More...

ରାଘବ ଚଡ୍ଡାଙ୍କ Z+ ସୁରକ୍ଷା ମଧ୍ୟ ପ୍ରତ୍ୟାହାର

ନୂଆଦିଲ୍ଲୀ: ଆମ ଆଦମୀ ପାର୍ଟି (ଆପ) ନେତା ରାଘବ ଚଡ୍ଡାଙ୍କ ବିରୋଧରେ ଦଳ ପକ୍ଷରୁ ଲଗାତାର କଡ଼ା ପଦକ୍ଷେପ ନିଆଯାଉଛି। କିଛି ଦିନ ପୂର୍ବରୁ ତାଙ୍କୁ ରାଜ୍ୟସଭାର ଉପନେତା ପଦରୁ ହଟାଇ ଦିଆଯାଇଥିବାବେଳେ, ଏବେ ତାଙ୍କୁ ମିଳିଥିବା Z+ ସୁରକ୍ଷା ବ୍ୟବସ୍ଥାକୁ ମଧ୍ୟ ପଞ୍ଜାବ ସରକାର ପ୍ରତ୍ୟାହାର
Read More...

ଜଗନ୍ନାଥଙ୍କ ଆଶୀର୍ବାଦ ନେଲେ ହିମନ୍ତ ବିଶ୍ୱ ଶର୍ମା

ଆସାମ: ଆସାମ ବିଧାନସଭା ନିର୍ବାଚନର ଫଳାଫଳ ଘୋଷଣା ପୂର୍ବରୁ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ଓଡ଼ିଶା ଗସ୍ତରେ ଆସି ପୁରୀରେ ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ କରି ଆଶୀର୍ବାଦ ଗ୍ରହଣ କରିଛନ୍ତି। ତାଙ୍କ ଏହି ଧାର୍ମିକ ଗସ୍ତକୁ ନିର୍ବାଚନ ପୂର୍ବରୁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଭାବେ
Read More...

ପରଲୋକରେ କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତ ପାଇଁ ଏକ ଅପୂରଣୀୟ କ୍ଷତି। ପ୍ରସିଦ୍ଧ ପ୍ଲେବ୍ୟାକ୍ ସିଙ୍ଗର ଆଶା ଭୋସଲେଙ୍କର ୯୨ ବର୍ଷ ବୟସରେ ପରଲୋକ ଘଟିଛି। ଗତ କିଛି ଦିନ ଧରି ଅସୁସ୍ଥ ଥିବାରୁ ତାଙ୍କୁ ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ମଲ୍ଟିପୁଲ ଅର୍ଗାନ
Read More...

ପଶ୍ଚିମବଙ୍ଗ ନିର୍ବାଚନ ପୂର୍ବରୁ ପାର୍ଥ ଚାଟର୍ଜୀଙ୍କ ଘରେ ଇଡି ଚଢ଼ାଉ

ପଶ୍ଚିମବଙ୍ଗ: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ଏନଫୋର୍ସମେଣ୍ଟ ଡାଇରେକ୍ଟୋରେଟ୍ (ଇଡି) ଶନିବାର ପୂର୍ବତନ ଶିକ୍ଷାମନ୍ତ୍ରୀ ପାର୍ଥ ଚାଟର୍ଜୀଙ୍କ ଦକ୍ଷିଣ କୋଲକାତାର ନକତଲା ନିବାସରେ ପୁଣିଥରେ ଚଢ଼ାଉ କରିଛି। କେନ୍ଦ୍ରୀୟ ସୁରକ୍ଷା ବଳ ସହ ଟିମ୍ ସକାଳୁ ଘରକୁ ପହଞ୍ଚି ତଦନ୍ତ ଆରମ୍ଭ
Read More...

ନୂଆ ଦଳ ଗଠନ କଲେ ଡ଼. ନବଜୋତ କୌର ସିଦ୍ଧୁ

ନୂଆଦିଲ୍ଲୀ; ୨୦୨୭ ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ ରାଜ୍ୟର ରାଜନୈତିକ ପରିସ୍ଥିତିରେ ନୂଆ ମୋଡ଼ ଆସିଛି। ନବଜୋତ ସିଂହ ସିଦ୍ଧୁଙ୍କ ପତ୍ନୀ ଡ଼. ନବଜୋତ କୌର ସିଦ୍ଧୁ କଂଗ୍ରେସରୁ ବହିଷ୍କାର ପରେ ନିଜର ନୂତନ ରାଜନୈତିକ ଦଳ ଗଠନ ଘୋଷଣା କରିଛନ୍ତି। ସୋମବାର ବିଳମ୍ବିତ ରାତିରେ ସେ
Read More...