ପ୍ରମୁଖ ଖବର

୨୦୨୯ ସୁଦ୍ଧା ଭାରତ-ଇଟାଲୀ ବାଣିଜ୍ୟ ୨୦ ବିଲିୟନ ୟୁରୋ ଲକ୍ଷ୍ୟ
ଭାରତର ପ୍ରଥମ ସ୍ୱଦେଶୀ ବାର୍ଡ ଫ୍ଲୁ ଟିକା ବିକଶିତ
ନଭେମ୍ବର ୧୯ରେ ଶିଳ୍ପ ସମ୍ମିଳନୀ ଉଦ୍‌ଘାଟନ କରିବେ ମୋଦୀ
ଜବଲପୁର ରେଳ ଷ୍ଟେସନରେ ଅଗ୍ନିକାଣ୍ଡ, ପାର୍ସଲ ବଗିକୁ ବ୍ୟାପିଲା ନିଆଁ
ଉତ୍ତରପ୍ରଦେଶରେ ତୃତୀୟ ଥର ସରକାର ଗଠନ ନେଇ ଯୋଗୀଙ୍କ ଆଶା
ବିହାରରେ ସେନ୍‌କୋ ଗୋଲ୍ଡରୁ ୪୦ କୋଟିର ଅଳଙ୍କାର ଲୁଟ୍‌
Browsing Category

TOP STORIES

ବାରଣାସୀରେ ମୋଦୀ ଦେଲେ ବଡ ଉପହାର

ବାରାଣସୀ: ତୃତୀୟ ଥର ପାଇଁ ଦେଶର ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବା ପରେ ପ୍ରଥମ ଥର ପାଇଁ ନିଜ ସଂସଦୀୟ କ୍ଷେତ୍ର ବାରଣାସୀ ଗସ୍ତରେ ଯାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ବାରଣାସୀ ଗ୍ରସ୍ତରେ ଯାଇ ସେଠାକାର ଚାଷୀ ମାନଙ୍କୁ ଏକ ବଡ ଉପହାର ଦେଇଛନ୍ତି ମୋଦୀ। ଚାଷୀ ମାନଙ୍କୁ ପିଏମ୍ କିଷାନ…
Read More...

ଚାଷୀଙ୍କୁ ଟଙ୍କା ଦେଲେ ସରକାର

ଭୁବନେଶ୍ବର: ଓଡ଼ିଶାର ଚାଷୀଙ୍କୁ ପିଏମ୍ କିଷାନ ସମ୍ମାନ ନିଧି କିସ୍ତି ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ମୁଖ୍ୟମନ୍ତ୍ରୀ ବରଗଡ଼ ଗସ୍ତରେ ଯାଇ ସେଠାକାର କିଛି ଚାଷୀଙ୍କୁ ପିଏମ କୃଷକ ସମ୍ମାନ ନିଧି ଯୋଜନାରେ ଅର୍ଥରାଶି ପ୍ରଦାନ କରିଛନ୍ତି । ଦେଶକୁ ଖାଦ୍ୟ ଯୋଗାଉଥିବା…
Read More...

ଧର୍ମେନ୍ଦ୍ର ଓ ଅଶ୍ବିନୀଙ୍କୁ ମିଳିଲା ବଡ଼ ଦାୟିତ୍ବ

ନୂଆଦିଲ୍ଲୀ: ଓଡ଼ିଶା, ଆନ୍ଧ୍ରପ୍ରଦେଶ ଭଳି ଗୁରୁ୍ତ୍ବପୂର୍ଣ୍ଣ ବିଧାନସଭା ନିର୍ବାଚନର ସଫଳତାକୁ ଦୋହରାଇବା ଲାଗି ଭାରତୀୟ ଜନତା ପାର୍ଟି ପ୍ରସ୍ତୁତି ଆରମ୍ଭ କରିଦେଇଛି। ଆଜି ବିଜେପି ରାଷ୍ଟ୍ରୀୟ ସଭାପତି ଜେ ପି ନଡ୍ଡା ଆଗକୁ ହେବାକୁ ଥିବା ମହାରାଷ୍ଟ୍ର, ହରିୟାନା, ଝାଡ଼ଖଣ୍ଡ ଓ ଜମ୍ମୁ ଓ…
Read More...

ଶ୍ରୀମନ୍ଦିର ଭିଡ଼ ସଂପର୍କରେ ଡିଜି ଦେଲେ ବଡ଼ ବୟାନ

ପୁରୀ: ଶ୍ରୀମନ୍ଦିରରେ ମାତ୍ରାଧିକ ଭିଡ଼ ଓ ଦର୍ଶନ ଅବ୍ୟବସ୍ଥା ସଂପର୍କରେ ଆଜି ପୁଲିସ ଡିଜି ଅରୁଣ ଷଡ଼ଙ୍ଗୀ ଆଶ୍ବାସନା ଦେଇଛନ୍ତି। ଆଜି ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ପୁଲିସ ମହାନିର୍ଦେଶକ ଶ୍ରୀ ଷଡ଼ଙ୍ଗୀ କହିଛନ୍ତି ଯେ ପୁରୀରେ ରଥଯାତ୍ରା ପ୍ରସ୍ତୁତି ସଂକ୍ରାନ୍ତରେ ଏ ମଧ୍ୟରେ ଦୁଇଟି…
Read More...

ଏକ୍ସପ୍ରେସକୁ ଧକ୍କା ଦେଲା ମାଲ୍‌ବାହୀ ଟ୍ରେନ୍‌ : ୧୫ ମୃତ

କୋଲକାତା: ସୋମବାର ପଶ୍ଚିମବଙ୍ଗରେ ଏକ ବଡ଼ ଧରଣର ଟ୍ରେନ୍‌ ଦୁର୍ଘଟଣା ଘଟିଛି। ଜଲପାଇଗୁଡ଼ିରେ କାଞ୍ଚନଜଙ୍ଗା ଏକ୍ସପ୍ରେସକୁ ଏକ ମାଲ୍‌ବାହୀ ଟ୍ରେନ୍‌ ପଛରୁ ଧକ୍କା ଦେଇଛି। ଫଳରେ କାଞ୍ଚନଜଙ୍ଗା ଏକ୍ସପ୍ରେସ୍‌ର କିଛି ବଗି ଲାଇନ୍‌ଚ୍ୟୁତ ହୋଇଥିବା ବେଳେ ୧୫ ଜଣଙ୍କର ମୃତ୍ୟୁ ଘଟିଛି। ଅନେକ ଆହତ…
Read More...

ପହଞ୍ଚିଲା ୨ ଓଡ଼ିଆଙ୍କ ପାର୍ଥିବ ଶରୀର

ଭୁବନେଶ୍ୱର: ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଲା କୁଏତରେ ଭୟାବହ ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ୨ ଓଡ଼ିଆଙ୍କ ପାର୍ଥିବ ଶରୀର। ମୃତକ ଦୁଇ ଜଣ ହେଲେ କଟକ ଜିଲ୍ଲା ତିଗିରିଆ ଅଞ୍ଚଳର ମହମ୍ମଦ ଜାହୁର ଓ ଅନ୍ୟ ଜଣେ ମୃତକ ଗଞ୍ଜାମ ରଣଝାଲ୍ଲୀ ଗ୍ରାମର ସନ୍ତୋଷ କୁମାର ଗୌଡ଼ । ମୃତଦେହ…
Read More...

ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ବର: କିଏ ହେବ ଓଡିଶାର ମୁଖ୍ୟମନ୍ତ୍ରୀକୁ ନେଇ ଚାଲିଥିବା ଚର୍ଚ୍ଚାର ଅନ୍ତ ଘଟିଛି। ଭାଜପା କାର୍ଯ୍ୟାଳୟରେ ଅନୁଷ୍ଠିତ ବିଧାୟକ ଦଳ ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା କରାଯାଇଛି। ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ହେବେ ବରିଷ୍ଠ ବିଜେପି ନେତା ତଥା କେନ୍ଦୁଝର ସଦର ବିଧାୟକ ମୋହନ ମାଝୀ …
Read More...

ଆସନ୍ତା ୯ ରେ ଶପଥ ନେଇପାରନ୍ତି ମୋଦୀ !

ନୂଆଦିଲ୍ଲୀ: ଆସନ୍ତା ୯ ତାରିଖରେ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ ନରେନ୍ଦ୍ର ମୋଦୀ। ତୃତୀୟ ଥର ପାଇଁ ଭାରତର ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ ମୋଦୀ। ରବିବାର ସନ୍ଧ୍ୟା ୬ଟାରେ ପ୍ରଧାନମନ୍ତ୍ରୀ ଶପଥ ନେବେ ବୋଲି ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ଜୋର ଧରିଛି। ପୂର୍ବରୁ ଜୁନ୍ ୮ତାରିଖରେ…
Read More...

ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଓଡିଶାର ନବମ ସର୍ବବୃହତ ବନ୍ଧ୨୦୧୯ରୁ ୫ଟି ଉପକ୍ରମରେ ପ୍ରକଳ୍ପ ତ୍ବରାନ୍ବିତ କରାଯାଇ କାମ ସଂପୂର୍ଣ୍ଣ କରାଯାଇଛିବଲାଙ୍ଗୀର, ସୋନପୁରର ୨୦୩ଟି ଗାଁର ଏକ ଲକ୍ଷ ଏକର ଚାଷ ଜମି ଜଳସେଚିତ ହେବ ୮୦ ହଜାର ଚାଷୀ ଉପକୃତ ହେବେ, ପାନୀୟ ଜଳର ସୁବିଧା ମଧ୍ୟ ମିଳିବଭୂତଳ ପାଇପ ଲାଇନ ଜରିଆରେ ଜଳସେଚନ…
Read More...

ସୁନ୍ଦରଗଡକୁ ବିଶ୍ବସ୍ତରରେ ପରିଚୟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ: କାର୍ତ୍ତିକ ପାଣ୍ଡିଆନ

କଥା କମ, କାମରେ ବେଶି ବିଶ୍ୱାସ କରନ୍ତି ମୁଖ୍ୟମନ୍ତ୍ରୀ‘ମୁଁ ବି ତାଙ୍କ ଆଦର୍ଶରେ ଅନୁପ୍ରାଣିତ’ସୁନ୍ଦରଗଡବାସୀଙ୍କ ସବୁ ଆବେଦନର ସମାଧାନ ହେବ୮ମାସରେ ସୁନ୍ଦରଗଡ ନିର୍ବାଚନମଣ୍ଡଳିକୁ ମିଳିଛି ୩୫୦ କୋଟି ଟଙ୍କାର ସହାୟତାତଳସରା ନିର୍ବାଚନମଣ୍ଡଳିର ବିଭିନ୍ନ ପ୍ରକଳ୍ପ ପାଇଁ ମିଳିଛି ୨୦୦ କୋଟି…
Read More...