ପ୍ରମୁଖ ଖବର

୨୦୨୯ ସୁଦ୍ଧା ଭାରତ-ଇଟାଲୀ ବାଣିଜ୍ୟ ୨୦ ବିଲିୟନ ୟୁରୋ ଲକ୍ଷ୍ୟ
ଭାରତର ପ୍ରଥମ ସ୍ୱଦେଶୀ ବାର୍ଡ ଫ୍ଲୁ ଟିକା ବିକଶିତ
ନଭେମ୍ବର ୧୯ରେ ଶିଳ୍ପ ସମ୍ମିଳନୀ ଉଦ୍‌ଘାଟନ କରିବେ ମୋଦୀ
ଜବଲପୁର ରେଳ ଷ୍ଟେସନରେ ଅଗ୍ନିକାଣ୍ଡ, ପାର୍ସଲ ବଗିକୁ ବ୍ୟାପିଲା ନିଆଁ
ଉତ୍ତରପ୍ରଦେଶରେ ତୃତୀୟ ଥର ସରକାର ଗଠନ ନେଇ ଯୋଗୀଙ୍କ ଆଶା
ବିହାରରେ ସେନ୍‌କୋ ଗୋଲ୍ଡରୁ ୪୦ କୋଟିର ଅଳଙ୍କାର ଲୁଟ୍‌
Browsing Category

TOP STORIES

ବିଷାକ୍ତ ହର୍ବିସାଇଟ୍ ପାରାକ୍ବାଟ୍‌କୁ ନିଷିଦ୍ଧ କର

କେନ୍ଦ୍ର ସରକାରଙ୍କୁ ଚିଠି ଲେଖି ଜଣାଇଲେ ରାଜ୍ୟ ସରକାର୩ମାସ ପାଇଁ ସରକାର ଓଡ଼ିଶାରେ ଏହାକୁ ନିଷିଦ୍ଧ କରିଥିଲେମଣିଷର ଜୀବନ ପ୍ରତି ବିପଦ ଏହି ରାସାୟନିକ ପଦାର୍ଥସ୍ବାସ୍ଥ୍ୟ ପ୍ରତି କେବଳ ବିପଦ ଆଣୁନି, ଜୀବନ ବି ନେଇଯାଉଛି ଭୁବନେଶ୍ବର: ଅତ୍ୟନ୍ତ ବିଷାକ୍ତ ହର୍ବିସାଇଡ୍‌ ପାରାକ୍ବାଟ୍‌ ଓ…
Read More...

ନୂଆ ଜୀବନ ପାଇଲେ ୪୧ ଶ୍ରମିକ

ଗୁରୁବାର ଓଡ଼ିଶାର ସମସ୍ତ ପାଞ୍ଚଜଣ ଫେରିବେ: ଶ୍ରମମନ୍ତ୍ରୀ ନୂଆଦିଲ୍ଲୀ: ଉତ୍ତରାଖଣ୍ଡର ଉତ୍ତରକାଶୀର ସୁଡ଼ଙ୍ଗ ଭିତରେ ଦୀର୍ଘ ୧୭ ଦିନ ଧରି ଜୀବନ-ମୃତ୍ୟୁ ସହିତ ଚାଲିଥିଲା ସଂଘର୍ଷ। ଶେଷରେ ଫସି ରହିଥିବା ସମସ୍ତ ୪୧ ଶ୍ରମିକଙ୍କୁ ସୁରକ୍ଷିତ ଭାବେ ଆଜି ଉଦ୍ଧାର କରାଯାଇଛି। ପାରମ୍ପରିକ ମୂଷା…
Read More...

ଆରମ୍ଭ ହେଲା ନବ ଦାସ ହତ୍ୟା ମାମଲା ଶୁଣାଣି, ଝାରସୁଗୁଡାରେ ଗୋପାଳ

ଝାରସୁଗୁଡା: ବହୁଚର୍ଚ୍ଚିତ ନବ ଦାସ ହତ୍ୟା ମାମଲାର ଶୁଣାଣି ଆଜିଠାରୁ ଆରମ୍ଭ ହେଉଛି। ଏଥିପାଇଁ ଅଭିଯୁକ୍ତ ଗୋପାଳ ଦାସକୁ ଚୌଦ୍ବାର ଜେଲରୁ ଆଣି ଝାରସୁଗୁଡାରେ ପହଞ୍ଚିଛି କ୍ରାଇମବ୍ରାଞ୍ଚ ଟିମ୍। କଡ଼ା ସୁରକ୍ଷା ଭିତରେ ଗୋପାଳ ଦାସଙ୍କୁ ଝାରସୁଗୁଡା ନିଆଯାଇଛି। ପରେ ଗୋପାଳ ଦାସକୁ ଓଏସଏପି…
Read More...

୨୬ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି

ଭୁବନେଶ୍ବର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଢ଼ିଶା ଗସ୍ତ ଚୂଡ଼ାନ୍ତ ହୋଇଛି। ଆସନ୍ତା ୨୬ ତାରିଖରେ ସେ କଟକ ଆସିବେ। ଏଥର ରାଷ୍ଟ୍ରପତି କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡ଼ିକାଲ କଲେଜର ଛାତ୍ର ସଂସଦ ବାର୍ଷିକ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ। ରାଷ୍ଟ୍ରପତି ପ୍ରଥମ ଥର ପାଇଁ ଏସସିସି…
Read More...

ଡାକ୍ତର ଜଗନ୍ନାଥ ମହାପାତ୍ର ଆଉ ନାହାନ୍ତି

ଭୁବନେଶ୍ୱର: ପୂର୍ବତନ ପୌରାଧ୍ୟକ୍ଷ ଯଥା ଜନପ୍ରିୟ ଡାକ୍ତର ଜଗନ୍ନାଥ ମହାପାତ୍ରଙ୍କର ଆଜି ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୪ବର୍ଷ ବୟସ ହୋଇଥିଲା। ଶ୍ରୀ ମହାପାତ୍ର ଗତ କିଛି ଦିନ ଅସୁସ୍ଥ ଥିଲେ। ଆଜି ସେ ସହିଦନଗରସ୍ଥିତ ବାସଭବନରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। …
Read More...

ବିଜୁଳି ପ୍ରସଙ୍ଗରେ ଏମିତି ପ୍ରତିକ୍ରିୟା ରଖିଲେ ଧର୍ମେନ୍ଦ୍ର

ଅଘୋଷିତ ବିଦ୍ୟୁତ କାଟ ରାଜ୍ୟ ସରକାରଙ୍କ ଶାସନଗତ ବିଫଳତାର ସବୁଠୁ ଚରମ ନିଦର୍ଶନଓଡ଼ିଶାରେ ଏତେ ପରିମାଣରେ କୋଇଲା ଓ ଜଳ ବିଦ୍ୟୁତ୍ ପ୍ରକଳ୍ପ ଥିବା ପରେ ବି ଅବ୍ୟବସ୍ଥା ଦୁର୍ଭାଗ୍ୟଜନକଓଡ଼ିଶାରେ ଶାସନ ବିଫଳ ହୋଇଛି, ଶାସକ ଦଳର ନିର୍ବାଚିତ ପ୍ରତିନିଧି ମାନେ ନିଜ କାମରେ ନାହାନ୍ତିଯଦି ଶାସନ…
Read More...

ସମ୍ବଲପୁରରେ ପୁଣି ଏକ ଦନ୍ତାହାତୀ ମୃତ

ଭୁବନେଶ୍ବର: ଓଡ଼ିଶାରେ ହାତୀ ପାଇଁ ବିପତ୍ତି ବଢି ବଢି ଚାଲିଛି। ଆଜି ପୁଣି ଏକ ହାତୀର ଅଭାବନୀୟ ଢଙ୍ଗରେ ମୃତ୍ୟୁ ଘଟିଛି। ସମ୍ବଲପୁର ଜିଲ୍ଲାରେ ଗୋଟିଏ ଦନ୍ତାହାତୀ ପ୍ରାଣ ହରାଇଥିବା ଜଣାପଡ଼ିବା ପରେ ପ୍ରକୃତି ପ୍ରେମୀ ବିଚଳିତ ହୋଇଛନ୍ତି। ଏଯାଏ ଦନ୍ତା ହାତୀ ମୃତ୍ୟୁର କାରଣ…
Read More...

ସମର୍ପଣ ଭାବ ନେଇ ରଥଯାତ୍ରା କରିବା: ମୁଖ୍ୟମନ୍ତ୍ରୀ

ରଥଯାତ୍ରା ପୂର୍ବରୁ ଶେଷ ସମନ୍ବୟ କମିଟି ବୈଠକରେ ନବୀନ ସାମିଲ ହେଲେଆଭାସୀ ଜରିଆରେ ସାମିଲ ହୋଇ ସେବାୟତ ଓ ଅଧିକାରୀଙ୍କ କାନରେ ମନ୍ତ୍ର ଫୁଙ୍କିଲେ ପୁରୀ: ପବିତ୍ର ଘୋଷଯାତ୍ରା ପୂର୍ବରୁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରଥଯାତ୍ରା ସମନ୍ବୟ କମିଟିର ଚୂଡ଼ାନ୍ତ ବୈଠକ…
Read More...