Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଆଇଇଡି ବୋମା ବିସ୍ଫୋରଣରେ ଯବାନ ଶହୀଦ, ଦୁଇ ଗୁରୁତର
ଓଲଟିଲା ଯାତ୍ରୀବାହୀ ବସ୍ : କଣ୍ଡକ୍ଟର ମୃତ, ୧୫ ଆହତ
ବିଜେପିରେ ମିଶିଲେ ଜୟ ଢୋଲକିଆ
ଓଡ଼ିଶାରେ ବଡ ମାଛ ମାର୍କେଟ ସହ ଧନ-ଧାନ୍ୟ କୃଷି ଯୋଜନା ଶୁଭାରମ୍ଭ କଲେ ମୋଦି
Browsing Category
TOP STORIES
ମେଘନାଦ ପାଚେରୀ ଡେଇଁ ଶ୍ରୀମନ୍ଦିରକୁ ପଶିଲେ ୪ ଯୁବକ
ପୁରୀ: ମେଘନାଦ ପାଚେରି ଡେଇଁ ଶ୍ରୀମନ୍ଦିରରେ ପଶିଲେ ୪ ଜଣ ଯୁବକ। ଦକ୍ଷିଣ ଦ୍ୱାର ମେଘନାଦ ପାଚେରି ଉପରେ ଚଢି ଭିତରକୁ ଗଲେ ଏହି ଯୁବକ ମାନେ। ଶ୍ରୀମନ୍ଦିର ବାହାରେ ଓ ଭିତରେ ମାଳମାଳ ସୁରକ୍ଷାକର୍ମୀ ନିଯୁକ୍ତ ହେବା ସତ୍ତ୍ବେ ସବୁ ସୁରକ୍ଷାକୁ ଭେଦ କରି କିପରି ମେଘନାଦ ପାଚେରୀ ଉପରେ ଚଢି!-->…
Read More...
Read More...
ଜଗା ପ୍ରଧାନଙ୍କୁ ମିଳିଲା ଜାମିନ
ଭୁବନେଶ୍ବର: ଭାଜପା ନେତା ଜଗନ୍ନାଥ ପ୍ରଧାନଙ୍କୁ ମିଳିଲା ଜାମିନ। ଖୋର୍ଦ୍ଧା ଜିଲ୍ଲା ଦୌରାଜଜ୍ କୋର୍ଟ ଜଗନ୍ନାଥ ପ୍ରଧାନଙ୍କ ଆବେଦନର ଶୁଣାଣି କରି ଜାମିନ ପ୍ରଦାନ କରିଛନ୍ତି। ୩୦ ହଜାର ଟଙ୍କା ଓ ଜଣେ ଜାମିନଦାରଙ୍କ ମୁଚାଲିକାରେ ଜାମିନ। ନିକଟରେ ବିଏମସି ଅଧିକାରୀଙ୍କୁ ମାଡ଼ ଘଟଣାରେ ଜଗନ୍ନାଥ!-->…
Read More...
Read More...
ଆଗାମୀ ସୁନାବେଶରେ ଲାଗିବ ନୂଆ ଅଳଙ୍କାର: ଆଇନ ମନ୍ତ୍ରୀ
ପୁରୀ: ଆଗାମୀ ଦିନରେ ମହାପ୍ରଭୁଙ୍କ ସୁନାବେଶରେ ଲାଗିବ ନୂଆ ଅଳଙ୍କାର। ସୂଚନା ଦେଲେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ରତ୍ନଭଣ୍ଡାରର କୌଣସି ଅଳଙ୍କାର ଏଥିରେ ବ୍ୟବହାର ହେବନି। ନୂଆ ଅଳଙ୍କାର ନେଇ ସରକାର ବ୍ୟବସ୍ଥା କରିବେ ଏବଂ ଭକ୍ତଙ୍କୁ ସ୍ବର୍ଣ୍ଣ ଦାନ ପାଇଁ ଅନୁରୋଧ କରାଯିବ ବୋଲି!-->…
Read More...
Read More...
ମେଡିକାଲ କଲେଜ ଏବଂ ହସ୍ପିଟାଲରେ ନିଯୁକ୍ତି ହେଲେ ୯ ବରିଷ୍ଠ ଡାକ୍ତର
ଭୁବନେଶ୍ବର: ଓଡ଼ିଶା ସରକାର ନଅ ଜଣ ବରିଷ୍ଠ ଡାକ୍ତରଙ୍କ ନିଯୁକ୍ତି ଏବଂ ବଦଳି ସହିତ ମେଡିକାଲ କଲେଜ ଏବଂ ହସ୍ପିଟାଲ (ଏମସିଏଚ)ରେ ଏକ ଅଦଳବଦଳ କରିଛନ୍ତି। ବ୍ରହ୍ମପୁରର MKCG ଏମସିଏଚର ଅଧୀକ୍ଷକ ସୁଚିତ୍ରା ଦାସଙ୍କୁ ସେହି ପ୍ରତିଷ୍ଠାନର ଡିନ୍ ଏବଂ ପ୍ରିନ୍ସିପାଲ ଭାବେ ନିଯୁକ୍ତ କରାଯାଇଛି।!-->…
Read More...
Read More...
ସ୍କୁଲ ବସକୁ ଧକ୍କା ଦେଲା ଟ୍ରେନ, ୩ ଛାତ୍ର ମୃତ
ତାମିଲନାଡୁ: ତାମିଲନାଡୁର କୁଡ୍ଡାଲୋର ଜିଲ୍ଲାରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଫାଟକ ପାର୍ ହେଉଥିବା ବେଳେ ଏକ ପାସେଞ୍ଜର ଟ୍ରେନ୍କୁ ସ୍କୁଲ ଭ୍ୟାନ୍ ଧକ୍କା ଦେଇଛି। ଫଳରେ ଭ୍ୟାନରେ ଥିବା ୩ଜଣ ଛାତ୍ରଙ୍କ ମୃତ୍ୟୁ ହୋଇଥିବା ବେଳେ ଏକାଧିକ ଛାତ୍ର ଗୁରୁତର ଥିବା ଜଣାପଡିଛି।କୁଡ୍ଡାଲୋର ଏବଂ!-->…
Read More...
Read More...
କେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କ ପିତା ଦାଉଲାଲ ବୈଷ୍ଣବଙ୍କ ପରଲୋକ
ନୂଆଦିଲ୍ଲୀ: କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କ ପିତା ଦାଉଲାଲ ବୈଷ୍ଣବଙ୍କ ପରଲୋକ ଘଟିଛି। ଦୀର୍ଘ ଦିନ ଧରି ଶ୍ୱାସକ୍ରିୟାରେ ସମସ୍ୟା ହେତୁ ତାଙ୍କୁ ଯୋଧପୁର ଏମ୍ସ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଗତ କିଛି ଦିନ ଧରି ତାଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ!-->…
Read More...
Read More...
ରାଜ୍ୟ ସଭାପତି ଭାବେ ମନମୋହନଙ୍କ ନାଁରେ ବାଜିଲା ମୋହର
ଭୁବନେଶ୍ବର: ବରିଷ୍ଠ ଭାଜପା ନେତା ମନମୋହନ ସାମଲ ପୁଣି ଥରେ ଓଡ଼ିଶା ଭାଜପାର ରାଜ୍ୟ ସଭାପତି ଭାବେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ସର୍ବସହମତିରେ ତାଙ୍କୁ ଚତୁର୍ଥ ଥର ପାଇଁ ଏହି ଗୁରୁତ୍ୱପୂର୍ଣ୍ଣ ପଦବୀରେ ନିର୍ବାଚିତ କରାଯାଇଛି। ଏନେଇ ଆଜି ବିଧିବଦ୍ଧ ଭାବେ ଘୋଷଣା!-->…
Read More...
Read More...
ଷ୍ଟିଅରିଂ ଛାଡ଼ ଆନ୍ଦୋଳନରେ ଡ୍ରାଇଭର ସଂଘ
ଭୁବନେଶ୍ବର: ଓଡ଼ିଶା ଡ୍ରାଇଭର ଏକତା ମହାମଞ୍ଚ ପକ୍ଷରୁ ମଙ୍ଗଳବାର ୬ ଦଫା ଦାବି ନେଇ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ ଡାକରା ଦିଆଯାଇଛି। ଏହି ପରିପ୍ରେକ୍ଷୀରେ ଆନ୍ଦୋଳନରତ ଡ୍ରାଇଭର ସଂଘ ସହ ସରକାର ବୈଠକ କରିବେ ବୋଲି ପରିବହନ ମନ୍ତ୍ରୀ ବିଭୂତି ଜେନା ମଙ୍ଗଳବାର ସୂଚନା ଦେଇଛନ୍ତି। ମନ୍ତ୍ରୀ!-->…
Read More...
Read More...
ସରିଲା ଶ୍ରୀଜିଉଙ୍କ ଅଧରପଣା ନୀତି
ପୁରୀ: ସରିଲା ଶ୍ରୀଜିଉଙ୍କ ଅଧରପଣା ନୀତି। ୯ଟି ହାଣ୍ଡିରେ ପଣା କରାଯାଇ ଶ୍ରୀଜିଉଙ୍କୁ ଲାଗି ହେଲା। ଲାଗି ପରେ ଅଶରୀରୀଙ୍କ ତୃପ୍ତି ପାଇଁ ଭଙ୍ଗାଗଲା ହାଣ୍ଡି । ଦର୍ଶନ ସହ ମୁକ୍ତି ପାଇଁ ଘୁରି ବୁଲୁଥାନ୍ତି ଚଣ୍ଡୀଚାମୁଣ୍ଡା। ତୃପ୍ତ କରିବା ପାଇଁ ରଥାରୁଢ଼ ଶ୍ରୀବିଗ୍ରହଙ୍କ ପାଖରେ ଲାଗିହେଲା।
!-->!-->…
Read More...
Read More...
ଜିନ୍ଦଲ ଫାଉଣ୍ଡେସନ ପକ୍ଷରୁ ପୁରୀ ରଥ ଯାତ୍ରାରେ ୨୦ ଲକ୍ଷ ଶ୍ରଦ୍ଧାଳୁଙ୍କୁ ଭୋଜନ ସେବା
- ନବ ଯୌବନ ଦର୍ଶନରୁ ସୁନାବେଶ ପର୍ଯ୍ୟନ୍ତ ୧୧ ଦିନ ବ୍ୟାପୀ ଅନ୍ନ ସେବା
ଭୁବନେଶ୍ୱର, ୭ ଜୁଲାଇ ୨୦୨୫: ପୁରୀର ପବିତ୍ର ରଥଯାତ୍ରା ସମୟରେ ଭକ୍ତମାନଙ୍କୁ ସେବା କରିବାର ଏହାର ଦୀର୍ଘ ପରମ୍ପରାକୁ ଜାରି ରଖି, ଜିନ୍ଦଲ ଷ୍ଟିଲର ସାମାଜିକ ଶାଖା ଜିନ୍ଦଲ ଫାଉଣ୍ଡେସନ ଏହି!-->!-->!-->…
Read More...
Read More...