Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଭୂଦାନ ଜମିର ପଞ୍ଜିକରଣ-ମ୍ୟୁଟେସନ୍ରେ ରୋକ, ଡିଜିଟାଲ ଡାଟାବେସ୍ ପ୍ରସ୍ତୁତି
ୟୁରୋପକୁ ଅଶୋଧିତ ତୈଳ ଯୋଗାଣ ବନ୍ଦ କଲା ସାଉଦି
NISER ହଷ୍ଟେଲ ଛାତରୁ ପଡ଼ି ଛାତ୍ର ମୃତ
ପ୍ରତ୍ୟାହାର ନିଷ୍ପତ୍ତି ବଦଳାଇଲେ ମମତାଙ୍କ ପ୍ରାର୍ଥୀ
ମଧ୍ୟପ୍ରଦେଶରେ ନାଳରେ ଭାସିଗଲା କାର, ୭ ଓଡ଼ିଆଙ୍କ ସମେତ ୮ ମୃତ
ଘରୋଇ ବିଶ୍ୱବିଦ୍ୟାଳୟ ଲାଭ ପାଇଁ ଚାଲିପାରିବ ନାହିଁ: ସୁପ୍ରିମକୋର୍ଟ
ଟିଏମ୍ସିର ନାମ-ଚିହ୍ନ ଫ୍ରିଜ୍, ସୁପ୍ରିମକୋର୍ଟରେ ମମତା
Browsing Category
TOP STORIES
ଟିକା ସଂପର୍କରେ କେନ୍ଦ୍ର ସରକାର ଦେଲେ ନୂଆ ତଥ୍ୟ
ନୂଆଦିଲ୍ଲୀ: ଦେଶବ୍ୟାପୀ ଚାଲିଥିବା ଟିକାକରଣ ଅଭିଯାନରେ ବର୍ତ୍ତମାନ ସୁଦ୍ଧା ମୋଟ ୩୩.୨୮ କୋଟି ଡୋଜ ଟିକା ବିନିଯୋଗ ହୋଇସାରିଲାଣି। ଆଜି କେନ୍ଦ୍ର ସରକାରଙ୍କ ପକ୍ଷରୁ ଏଭଳି ସୂଚନା ଦିଆଯାଇଛି। ସରକାର କହିଛନ୍ତି, ଗତ ୨୪ ଘଣ୍ଟା ମଧ୍ୟରେ ଭାରତର ନୂତନ କରୋନା ମାମଲା ସଂଖ୍ୟା ୪୫,୯୫୧ ରହିଛି।!-->…
Read More...
Read More...
୧୬ ତାରିଖ ଯାଏ ଆଂଶିକ କଟକଣା ଜାରି କଲେ ସରକାର
ଭୁବନେଶ୍ବର: ରାଜ୍ୟ ସରକାର ଆଜି ଜୁଲାଇ ୧୬ ତାରିଖ ଯାଏ ଆଂଶିକ ଲକ୍ଡାଉନ୍ ଘୋଷଣା କରାଯାଇଛି। ଆର୍ଏନ୍ଏରେ ଆଜି ପୂର୍ବାହ୍ନରେ ଯେଭଳି ପୂର୍ବାନୁମାନ କରାଯାଇଥିଲା, ଠିକ୍ ସେମିତି ସରକାର ପଦକ୍ଷେପ ନେଇଛନ୍ତି। ଆଜି ଏ ସଂକ୍ରାନ୍ତରେ ମୁଖ୍ୟଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଛନ୍ତି!-->…
Read More...
Read More...
ଜଙ୍ଗଲ ବାବୁଙ୍କ ଆଲୋଚନା ଅଧିକ, ନିଷ୍ପତ୍ତି କମ୍
ଘନ ଘନ ବୈଠକ କଲେ; କାଗଜପତ୍ରରେ ରଖିଦେଲେ ହାତୀ ଇଲାକା ବଢ଼ିବା ନିଷ୍ପତ୍ତି୨୪୭୨ ବର୍ଗ କିଲୋମିଟରକୁ ନେଇ ହୋଇଥାନ୍ତା ମହାନଦୀ ହାତୀ ସଂରକ୍ଷିତ ଅଞ୍ଚଳଡ. ରମଣ ସୁକୁମାର ଦେଇଥିଲେ ରିପୋର୍ଟ, ଦୁଇବର୍ଷ ହେଲାଣି ତର୍ଜମା ଚଳାଇଛନ୍ତି ବାବୁ
ଭୁବନେଶ୍ବର: ହାତୀ ମୃତ୍ୟୁକୁ ନେଇ ଜାତୀୟସ୍ତରରେ!-->!-->!-->…
Read More...
Read More...
କରୋନା କଟକଣା କମିବ କି ? ଆସୁଛି ନୂଆ ଘୋଷଣା
ଅପରାହ୍ନ ସାଢେ ଦୁଇଟାରେ ମୁଖ୍ୟଶାସନ ସଚିବ କରିବେ ବଡ଼ ଘୋଷଣାଆଜି ସବୁଠାରୁ ଅଧିକ ନମୁନା ପରୀକ୍ଷା, ମୃତ୍ୟୁ ସଂଖ୍ୟାରେ ବି ରେକର୍ଡରାଜ୍ୟର ମୋଟ କରୋନା ମୃତ୍ୟୁ ୪୦୦୦ ଡେଇଁଲା, ଖୋର୍ଧାରେ ସର୍ବାଧିକକେବଳ ଜୁନ ମାସରେ ୧୨୬୪ଜଣଙ୍କ ମୃତ୍ୟୁ ଘୋଷଣା କରିଛନ୍ତି ରାଜ୍ୟ ସରକାର
ଭୁବନେଶ୍ବର:!-->!-->!-->…
Read More...
Read More...
ଅଧିକ ସଂକ୍ରମଣ ଥିବା ଜିଲ୍ଲାକୁ ଜଗ: ନବୀନ
ସଂକ୍ରମଣ ଅଧିକ ଥିବା ଜିଲ୍ଲାରେ କୋଭିଡ ନିୟମ କଡାକଡି ପାଳନ ନିର୍ଦେଶଘରକୁ ଘର ସର୍ଭେକୁ ଆହୁରି ତ୍ବରାନ୍ବିତ କରିବା ପାଇଁ ପରାମର୍ଶ ଦେଲେ ମୁଖ୍ୟମନ୍ତ୍ରୀଟିକାକରଣ ଓ ଶିଶୁ ମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷା ଉପରେ ବିଶେଷ ଗୁରୁତ୍ବ ଦେଲେ
ଭୁବନେଶ୍ବର: ରାଜ୍ୟରେ କୋଭିଡ ସ୍ଥିତି ସଂପର୍କରେ!-->!-->!-->…
Read More...
Read More...
ଜୁଲାଇ ୩୧ ସୁଦ୍ଧା ଗୋଟିଏ ଦେଶ, ଗୋଟିଏ ରାସନ୍ କାର୍ଡ
କୌଣସି ସରକାର ଭୁଲିବା ଉଚିତ୍ ନୁହେଁ ଯେ ଖାଦ୍ୟ ଅଧିକାର ଏକ ମୌଳିକ ଅଧିକାର: ସୁପ୍ରିମକୋର୍ଟକୌଣସି ଲୋକ ଭୋକରେ ରହିପାରିବେ ନାହିଁ, ଶୁଖିଲା ଖାଦ୍ୟ ଦିଅ, ନହେଲେ ରୋଷେଇ କର
ନୂଆଦିଲ୍ଲୀ: ଗୋଟିଏ ଦେଶରେ ଗୋଟିଏ ରାସନ୍ କାର୍ଡ ପ୍ରସଙ୍ଗରେ ଆଜି ସୁପ୍ରିମକୋର୍ଟ କଡ଼ା ଆଭିମୁଖ୍ୟ ଗ୍ରହଣ!-->!-->!-->…
Read More...
Read More...
ଅଣ୍ଟାଭିଡ଼ିଲା ବିଜେପି: ‘ନୂଆ ଓଡ଼ିଶା ଗଢିବୁ, ଓଡ଼ିଆଙ୍କ ହକ୍ ପାଇଁ ଲଢିବୁ’
ଧାନ କିଣା, ଯୋଗ୍ୟ ହିତାଧିକାରୀଙ୍କୁ ପକ୍କା ଘର ଦାବିରେ ପ୍ରତିବାଦ କରିବ ବିଜେପି :ସମୀର ମହାନ୍ତିଜୁଲାଇ ୧ ଓ ୨ରେ ଚାଷୀଙ୍କ ସହ ବିଜେପି କାର୍ଯ୍ୟକର୍ତାଙ୍କ ଧାନମଣ୍ଡି ଆଗରେ ଧାରଣାରାଜରାସ୍ତା ରୋକିବା ସହ ସିଏସଓ ଅଫିସ କାର୍ଯ୍ୟାଳୟ ସ୧ୁଖରେ ପ୍ରତିବାଦ କରିବେଯୋଗ୍ୟ ହତାଧିକାରୀଙ୍କୁ ପକ୍କା ଘର!-->…
Read More...
Read More...
୨୦୨୪ରେ ନୂଆ ନେତା ଦେଖିବ ବିଜେପୁର!
ରୀତାଙ୍କ ପାଇଁ ବିପଦ ବଢୁଛି, ସୁଶାନ୍ତ ନାମକୁ ନେଇ ଜୋର ଧରୁଛି ଚର୍ଚ୍ଚାରୀତାଙ୍କ ବଡ଼ ପୁଅ ସୁମିତ କୋଣଠେସା, ଏବେ ମଇଦାନରେ ବୁଲୁଛନ୍ତି ସୌରଭନବୀନଙ୍କ ପ୍ୟାକେଜ୍ ଧରି ଜୋରଦାର କସରତ ଚଳାଇଛି ବିଜେଡିବିଜେପି ଶିବିରରେ ଫାଟ ସୃଷ୍ଟି କରି ବିଜେଡି ଆଗକୁ ବଢ଼ିବା ଅସମ୍ଭବ ନୁହେଁ
!-->!-->!-->…
Read More...
Read More...
ଭୁବନେଶ୍ବରରେ ଏବେ ଋଷିଆ ଟିକା
ଭୁବନେଶ୍ବର: ଶେଷରେ ଭୁବନେଶ୍ବରରେ ପହଞ୍ଚିଲା ଋଷିଆ ଟିକା। ତେବେ ଏହା ସରକାରୀ ସଂସ୍ଥା ନୁହେଁ, ବରଂ ଘରୋଇ ଡାକ୍ତରଖାନାରେ ମିଳିବ। ଅଧିକାଂଶ ଯୁବ ବର୍ଗ ଏହି ଟିକା ଉପରେ ନଜର ରଖିଥିଲେ। ପୂର୍ବରୁ କୋଭାକ୍ସିନ୍ ଓ କୋଭିସିଲ୍ଡ ଟିକା ସରକାରଙ୍କ ପକ୍ଷରୁ ଯୋଗାଇ ଦିଆଯାଉଥିଲା। ଏବେ ଋଷର!-->…
Read More...
Read More...
ଭୂତ ପ୍ରତିଷ୍ଠାନ ଖୋଲି କୋଟି କୋଟି ଟଙ୍କା ଲୁଟିଦେଲା
ରାଜ୍ୟ ଜିଏସଟି ଏନଫୋର୍ସମେଣ୍ଟ ୱିଙ୍ଗ ଦ୍ଵାରା ୧୦୬ କୋଟି ଟଙ୍କାର ଜାଲ ବିଲ ରାକେଟ ଧରାପଡ଼ିଲା; ମାଷ୍ଟରମାଇଣ୍ଡ ଗିରଫ
କଟକ: ଓଡିଶା ରାଜ୍ୟ ଜିଏସ୍ଟି ଏନଫୋର୍ସମେଣ୍ଟ୍ ୱିଙ୍ଗ ଦ୍ଵାରା ଜାଲ ବିଲ ରାକେଟ ବିରୁଦ୍ଧରେ ରାଜ୍ୟବ୍ୟାପୀ କାର୍ଯ୍ୟାନୁଷ୍ଠାନର ସୁଫଳ ମିଳିଛି। ଆଜି ୧୦୬ କୋଟି!-->!-->!-->…
Read More...
Read More...