ପ୍ରମୁଖ ଖବର

୫ ବର୍ଷରେ ଓଡ଼ିଶାରେ ୨୦ ଲକ୍ଷ ନିଯୁକ୍ତି ସୃଷ୍ଟି ଲକ୍ଷ୍ୟ: ମୁଖ୍ୟମନ୍ତ୍ରୀ
ପତାକା ଉତ୍ତୋଳନ ବେଳେ ବିଦ୍ୟୁତ୍ ସଂସ୍ପର୍ଶରେ କ୍ରୀଡ଼ା ଶିକ୍ଷକଙ୍କ ମୃତ୍ୟୁ
ଧାନ କିଣାକୁ ନେଇ ଚାଷୀଙ୍କ ଦ୍ୱନ୍ଦ୍ୱ ଦୂର, ଚଳିତ ବର୍ଷ ବି ରହିବ ପି-ପାସ୍ ପଞ୍ଜୀକରଣ
ଜୁଜୁମୁରାରେ ମର୍ମନ୍ତୁଦ ଦୁର୍ଘଟଣା: ସରକାରୀ ବସ୍‌-ଟ୍ରକ୍‌ ଧକ୍କାରେ ୨ ମୃତ, ୧୧ ଆହତ
ପତାକା ଉତ୍ତୋଳନ ବେଳେ ବିଦ୍ୟୁତ୍ ସଂସ୍ପର୍ଶରେ କ୍ରୀଡ଼ା ଶିକ୍ଷକଙ୍କ ମୃତ୍ୟୁ
ଅଲୱାରର ତେଲ ପ୍ୟାକିଂ କାରଖାନାରେ ଭୟାବହ ଅଗ୍ନିକାଣ୍ଡ
ଶ୍ରୀମନ୍ଦିରରେ ପ୍ରବଳ ଭିଡ଼ ଭିତରେ ଅଘଟଣ, ବୟସ୍କ ଶ୍ରଦ୍ଧାଳୁଙ୍କ ମୃତ୍ୟୁ
୨୦୪୭ ସୁଦ୍ଧା ଭାରତ ବିକଶିତ ରାଷ୍ଟ୍ର ହେବ: ପ୍ରଧାନମନ୍ତ୍ରୀ
Browsing Category

TOP STORIES

ଓଡ଼ିଶା ସଂପର୍କରେ ବଡ଼ କଥାଟେ କହିଦେଲେ ପ୍ରଫେସର ଶ୍ରୀନାଥ ରେଡ୍ଡି

କରୋନା ସଂକ୍ରମଣ ବୃଦ୍ଧି ପାଇବା ଉଦବେଗଜନକ, ଚିନ୍ତାଜନକ ବିମେ' ପରିବର୍ତେ ମାର୍ଚ୍ଚରେ ପ୍ରବାସୀଙ୍କୁ ଫେରାଇବା ଉଚିତ୍ ଥିଲାଫେରିଥିବା ପ୍ରବାସୀ ସଂକ୍ରମଣରେ ଏକ ବଡ଼ ଧରଣର ବୃଦ୍ଧି ଘଟାଇବା ସମ୍ଭାବନା କମ୍ଗ୍ରାମୀଣ ଭାରତରେ ସହରୀ ଭାରତ ତୁଳନାରେ ଗତିଶୀଳତା ବହୁତ କମ୍ ଅଟେ ଓଡିଶା ପରି ରାଜ୍ୟ
Read More...

ମହାପ୍ରଭୁ ଅସୁସ୍ଥ, ଭୀଷଣ ଜ୍ବରରେ କମ୍ପୁଛନ୍ତି

ଶ୍ରୀମନ୍ଦିରରେ ବିଜେ ହେଲେ ପଟି ଦିଅଁ, ଅଲାରନାଥଙ୍କ ଠାରେ ୧୪୪ ଧାରା ଜାରିଅସୁସ୍ଥତା ଯୋଗୁଁ ଅଣସର ପିଣ୍ଡିରେ ଅଟକିଯାଇଛନ୍ତି ମହାପ୍ରଭୁ, ଗୁପ୍ତନୀତି ଆରମ୍ଭ ପୁରୀ: ସ୍ନାନ ବେଦୀରେ ‌୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବା ପରେ ମହାପ୍ରଭୁ ଅସୁସ୍ଥ ହୋଇ ପଡିଛନ୍ତି। ଶୁକ୍ରବାର ତାଙ୍କୁ
Read More...

ପୁଣି ଡରାଇଲେଣି ସ୍ବାସ୍ଥ୍ୟ ବିଶେଷଜ୍ଞ

ଗୋଟିଏ ସପ୍ତାହରେ ୬୧ହଜାର କରୋନା ସଂକ୍ରାନ୍ତ ମାମଲାକେବଳ ଶୁକ୍ରବାର ଭାରତରେ ୯୮୫୧ଟି ମାମଲା ରୁଜୁସ୍ଥିତି ନ ବଦଳିଲେ, ପୁଣି ତାଲା ବନ୍ଦ ଏକମାତ୍ର ବାଟ ଓଡ଼ିଶାରେ ସର୍ବାଧିକ ୧୭୩ କରୋନା ସଂକ୍ରମିତ ଚିହ୍ନଟଶନିବାର ଓ ରବିବାର ଦୁଇଦିନ ୧୧ଟି ଜିଲ୍ଲା ସଟଡାଉନ୍ ନୂଆଦିଲ୍ଲୀ: ଦୀର୍ଘ ସମୟର
Read More...

ଜାଣନ୍ତୁ ମହାପ୍ରଭୁଙ୍କ ସ୍ନାନଯାତ୍ରା ପଛର ରହସ୍ୟ

ପୁରୀ : ଶ୍ରୀମନ୍ଦିର ବ୍ୟବସ୍ଥାରେ ସ୍ନାନଯାତ୍ରା ପଛର ତତ୍ତ୍ୱ ଓ ତଥ୍ୟ ସାମାଜିକ ଦୃଷ୍ଟିରୁ ଅତ୍ୟନ୍ତ ପ୍ରଭାବୀ ବୋଲି ବିବେଚନା କରାଯାଇଥାଏ । ପ୍ରାଚୀନ ଗ୍ରନ୍ଥର ତଥ୍ୟ ଅନୁସାରେ, ଜ୍ୟେଷ୍ଠ ପୂର୍ଣ୍ଣିମା ଅର୍ଥାତ୍‍ ସ୍ନାନ ପୂର୍ଣ୍ଣିମା ଦିନକୁ ମହାପ୍ରଭୁଙ୍କର ଆବିର୍ଭାବ ଦିବସ ବୋଲି
Read More...

କେମିତି ହୁଏ ଗଜାନନ ବେଶର ନିର୍ମାଣ

ପୁରୀ: ଚତୁର୍ଧାମୂର୍ତିଙ୍କର ଗଜାନନ ବେଶ ଆରମ୍ଭ ହୋଇଛି। ରତ୍ନବେଦୀରେ ମହାପ୍ରଭୁ ଆଜି ଏଭଳି ଏକ ଦୁର୍ଲଭ ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ। ହେଲେ ଏହି ବେଶ ନିର୍ମାଣ ପଛର ରହସ୍ୟ ବି ବେଶ ରୋଚକ। ଶ୍ରୀଜଗନ୍ନାଥ ତତ୍ତ୍ୱକୁ ବିଶ୍ୱ ସାମ୍ନାରେ ଉପସ୍ଥାପନା ଦାୟିତ୍ୱ ସାଧୁ ସନ୍ଥଙ୍କ ହାତରେ
Read More...

ନୂଆ ଯୋଜନା ଉପରେ ଲାଗିଲା ରୋକ୍

ଅର୍ଥନୀତି ଉପରେ ପଡ଼ିଲା କରୋନା ମାଡ଼, ଭୟଙ୍କ ବିପର୍ଯ୍ୟୟ ଆଡ଼କୁ ଗତି କଲାଣିଆତ୍ମନିର୍ଭରଶୀଳ ଭାରତ ଏବଂ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନା ଚାଲୁ ରଖିବ କେନ୍ଦ୍ର ରାଜସ୍ୱ ହ୍ରାସ ପାଇଛି, ଅଧିକ ଋଣ ମୁହାଁ କେନ୍ଦ୍ର ସରକାର, ୧୨ଲକ୍ଷ କୋଟି ଆଣିବେପ୍ରଥମ ମାସରେ ଆନୁମାନିକ ଆର୍ଥିକ ନିଅଣ୍ଟ
Read More...

କରୋନାକୁ ନେଇ ବଡ଼ ଖବର

ଭୁବନେଶ୍ବର: ଓଡ଼ିଶାର ସବୁ ଜିଲ୍ଲାକୁ ଛୁଇଁଗଲା କରୋନା। ଗୁରୁବାର ଯେଉଁ ଚିତ୍ର ସାମ୍ନାକୁ ଆସିଛି, ସେଥିରୁ ଜଣାପଡ଼ିଛି ଯେ ୯୦ ଆକ୍ରାନ୍ତଙ୍କ ମଧ୍ୟରୁ ୧୧ ଜଣ ସଙ୍ଗରୋଧରେ ନ ଥିଲେ। ଅର୍ଥାତ୍ ବାହାରର ବ୍ୟକ୍ତି ସଂକ୍ରମିତ ହୋଇଛନ୍ତି। ଏଥିସହିତ ଓଡ଼ିଶାର ମୋଟ ସଂକ୍ରମିତଙ୍କ ସଂଖ୍ୟା ୨୪୭୮ରେ
Read More...

ପରିବର୍ତନ ହେବ ଗାଡ଼ି ଲାଇସେନ୍ସ ଓ ପଞ୍ଜୀକରଣ ନିୟମ!

ନୂଆଦିଲ୍ଲୀ: ଖୁବ୍ ଶୀଘ୍ର ଡ୍ରାଇଭିଂ ଲାଇସେନ୍ସ ଏବଂ ନୂତନ ଯାନର ପଞ୍ଜୀକରଣ ସମ୍ବନ୍ଧୀୟ ନିୟମ ପରିବର୍ତ୍ତନ ହୋଇପାରେ। ମୋଟର ଯାନ ଅଧିନିୟମରେ ସଂଶୋଧନ ପାଇଁ ଗ୍ରହଣ କରାଯାଇଥିବା ପ୍ରସ୍ତାବ ଉପରେ କେନ୍ଦ୍ର ସରକାର ସମସ୍ତ ହିତାଧିକାରୀଙ୍କଠାରୁ ପରାମର୍ଶ ଲୋଡିଛନ୍ତି। ଆସନ୍ତା କିଛି ମାସ
Read More...

ବାତ୍ୟା ବିଷୟରେ ଜାଣନ୍ତୁ ଏମିତି କିଛି ଗହନ କଥା

ଆଠଟି ଦେଶ ଆରବ ସାଗର ଏବଂ ବଙ୍ଗୋପସାଗରରେ ବାତ୍ୟାର ନାମକରଣ କରିଛନ୍ତି ୧୯୫୩ରେ ଆଟଲାଣ୍ଟିକ୍ ସାଗରର ଦେଶମାନେ ବାତ୍ୟାର ନାମକରଣ ଆରମ୍ଭ କରିଥିଲେ ୨୦୦୪ରେ ଆରବ ଓ ବଙ୍ଗୋପସାଗରରେ ନାମକରଣ, ଅନୀଲ ନାମ ଦେଇଥିଲା ବାଂଲାଦେଶ ଅମ୍ଫାନ୍ ଥିଲା ପୁରୁଣା ତାଲିକାର ଶେଷ ନାମ, ନୂଆ ତାଲିକାର ପ୍ରଥମ
Read More...

୫ରେ ଚନ୍ଦ୍ରଗ୍ରହଣ: କେଉଁ ଗ୍ରହ ଉପରେ କିଭଳି ପ୍ରଭାବ ରଖିବ

ନୂଆଦିଲ୍ଲୀ: ଜୁନ ୫ ତାରିଖରେ ଚନ୍ଦ୍ରଗ୍ରହଣ ହେବ। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ଚନ୍ଦ୍ରଗ୍ରହଣ ବିଛା ରାଶି ଏବଂ ଜ୍ୟେଷ୍ଠ ନକ୍ଷତ୍ରରେ ରହିବ। ଚନ୍ଦ୍ରଗ୍ରହଣକୁ ସମୟରେ କେଉଁ ରାଶି ଉପରେ କିଭଳି ପ୍ରଭାବ ପଡ଼ିବ, ସେ ନେଇ କଳ୍ପନାଜଳ୍ପନା ଆରମ୍ଭ ହୋଇଗଲାଣି। ମେଷ ରାଶି ପାଇଁ ଏହି
Read More...