Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
‘ପୁଷ୍ପା ୨’ ଦଳାଚକଟା ଘଟଣାରେ ମୃତ ମହିଳାଙ୍କ ପରିବାରକୁ ୨ କୋଟି ଦେବେ ଅଲ୍ଲୁ ଅର୍ଜୁନ
ମହାପ୍ରଭୁଙ୍କ ଆଶୀର୍ବାଦ ନେଲେ ପୂର୍ବତନ ରାଜ୍ୟପାଳ ରଘୁବର ଦାସ
କଳାହାଣ୍ଡି ବିଶ୍ୱବିଦ୍ୟାଳୟ କୁଳପତି ସଞ୍ଜୟ ଶତପଥୀଙ୍କ ପରଲୋକ
ପତଞ୍ଜଳି ବିରୋଧରେ ଦିଲ୍ଲୀ ହାଇକୋର୍ଟଙ୍କ ଦ୍ଵାରସ୍ଥ ହେଲା ଡାବର କମ୍ପାନି
କାଜାଖସ୍ତାନରେ ବଡ଼ ଧରଣର ବିମାନ ଦୁର୍ଘଟଣା ଘଟିଛି
Browsing Category
TOP STORIES
ଜନ୍ମ ମାଟିରେ ଶହୀଦ ଯବାନଙ୍କୁ ଶେଷ ଶ୍ରଦ୍ଧାଞ୍ଜଳି
ବୈପାରିଗୁଡ଼ା: ଓଡ଼ିଆ ଶହୀଦ ଯବାନ ଈଶ୍ୱରଙ୍କ ମରଶରୀର ଶନିବାର ନିଜ ଜନ୍ମମାଟିରେ ପହଞ୍ଚିଛି। ଜନ୍ମ ମାଟିରେ ଶହୀଦ ଯବାନଙ୍କୁ ଦିଆଯାଇଛି ଶେଷ ଶ୍ରଦ୍ଧାଞ୍ଜଳି। ଜନସମୁଦ୍ର ପାଲଟିଥିଲା ଗାଁ ଶ୍ମଶାନ। ସମସ୍ତଙ୍କ ହାତରେ ଥିଲା ଜାତୀୟ ପତକା। ସମସ୍ତଙ୍କ ମୁହଁରେ ଶହୀଦ ଯବାନ ଅମର ରହେ, ଈଶ୍ୱର ଭାଇ!-->…
Read More...
Read More...
୩ ମାସରେ ନୁହେଁ, ଏବେ ପ୍ରତି ମାସରେ ମିଳିବ ରାସନ
ଭୁବନେଶ୍ବର: ନୂଆ ବର୍ଷରୁ ନୂଆ ନିୟମ ଲାଗୁକରିବେ ଯୋଗାଣ ମନ୍ତ୍ରୀ। ଆଉ ୩ ମାସରେ ଥରେ ନୁହେଁ, ପ୍ରତି ମାସରେ ହିତାଧିକାରୀଙ୍କୁ ମିଳିବ ରାସନ । ଏନେଇ ଶନିବାର ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି। ତେବେ ନୂଆ ବର୍ଷରୁ ଏହି ନୂଆ ନିୟମ ଲାଗୁ ହେବ।
ପୂର୍ବରୁ ଏକାସାଙ୍ଗରେ!-->!-->!-->…
Read More...
Read More...
୨୮ରେ ସମ୍ବଲପୁର ଆସିବେ ଶାହ
ସମ୍ବଲପୁର: ଓଡ଼ିଶା ଆସିବେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। ଆସନ୍ତା ୨୮ରେ ସେ ସମ୍ବଲପୁର ଗସ୍ତ କରିବେ। ଏନେଇ ଶନିବାର ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର ସୂଚନା ଦେଇଛନ୍ତି।ଶାହା ତାଙ୍କ ଗସ୍ତ କାଳରେ ମା’ ସମଲେଶ୍ୱରୀଙ୍କ ଦର୍ଶନ କରିବେ। ଏହାପରେ ୩/୪ ପ୍ରକଳ୍ପର ଶୁଭ ଉଦ୍ଘାଟନ କରିବେ!-->…
Read More...
Read More...
ପଞ୍ଜାବରେ ୬ ମହଲା କୋଠା ଭୁଶୁଡି ୪ ମୃତ
ପଞ୍ଜାବ: ପଞ୍ଜାବର ମୋହାଲିରେ ଘଟିଛି ଏକ ବଡଧରଣର ଅଘଟଣ। ଏକ ୬ ମହଲା କୋଠା ଭୁଶୁଡି ପଡିଛି, ଫଳରେ ୪ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଅନେକ ଏହା ତଳେ ଚାପି ହୋଇ ରହିଥିବା ଆଶଙ୍କା କରାଯାଉଛି। କୋଠାର ତଳ ମହଲାରେ ଏକ ଜିମ୍ ସେଣ୍ଟର ଥିଲା। ଏହାତଳୁ ୪ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି।!-->…
Read More...
Read More...
ପୋଲ ତଳକୁ ଖସି ପଡ଼ିଲା ଯାତ୍ରୀବାହୀ ବସ୍
ପଟ୍ଟାମୁଣ୍ଡାଇ: ଭାରସାମ୍ୟ ହରାଇ ପୋଲ ତଳକୁ ଖସି ପଡ଼ିଲା ଯାତ୍ରୀବାହୀ ବସ୍। ଏହି ଦୁର୍ଘଟଣାରେ ୫ ଜଣ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି। ପଟ୍ଟାମୁଣ୍ଡାଇ ବ୍ଲକ୍ ଅନ୍ତର୍ଗତ ବଡପଡ଼ାଠାରେ ଏହି ଘଟଣା ଘଟିଛି। ଆଜି କଟକରୁ କେନ୍ଦ୍ରାପଡ଼ାର ଜମ୍ବୁ ଯାଉଥିବା ଯାତ୍ରୀବାହୀ ବସ୍ ‘ଉମାଶଙ୍କର’!-->…
Read More...
Read More...
ଭଦ୍ରକରେ ହେବ ବୟନ ପାର୍କ : ମୁଖ୍ୟମନ୍ତ୍ରୀ
ଭଦ୍ରକ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭଦ୍ରକ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ଶନିବାର ଭଦ୍ରକରେ ବୟନ ପାର୍କ ପାଇଁ ୪୩୮୨ କୋଟି ଟଙ୍କା ମଞ୍ଜୁର କରିଥିବା ନେଇ ସୂଚନା ଦେଇଛନ୍ତି। ଆଇଓସିଏ୍ଲ ଏନେଇ ଅର୍ଥ ମଞ୍ଜୁର କରିଥିବା ମୁଖ୍ୟମନ୍ତ୍ରୀ ତାଙ୍କ ସୋସିଆଲ ମିଡିଆ ‘ଏକ୍ସ’ରେ!-->…
Read More...
Read More...
ସ୍ତ୍ରୀର ତଣ୍ଟିକାଟି ହତ୍ୟା କଲା ସ୍ୱାମୀ
ପଦ୍ମପୁର: ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଗାଇସିଲେଟ୍ ଥାନା ଅନ୍ତର୍ଗତ ଜେନକେଡା ଗ୍ରାମର କଲୋନୀ ପଡାରେ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ତ୍ରୀର ତଣ୍ଟିକାଟି ସ୍ୱାମୀ ହତ୍ୟା କରିଥିବା ଓ ଫେରାର ହୋଇଥିବା ଅଭିଯୋଗ ହୋଇଛି। ଘଟଣାର ତଦନ୍ତ ଆରମ୍ଭ କରିଛି ପୋଲିସ।ମିଳିଥିବା ସୂଚନା ଅନୁସାରେ,!-->…
Read More...
Read More...
ରୁଷିଆରେ ଡ୍ରୋନ ଆକ୍ରମଣ
କାଜାନ: ରୁଷର ରାଜଧାନୀ ଠାରୁ ୭୨୦ କିଲୋମିଟର ଦୂର କାଜାନ ସହରରେ ବଡ଼ ଡ୍ରୋନ୍ ଆକ୍ରମଣ ହୋଇଛି। ୟୁକ୍ରେନ୍ ତରଫରୁ ଏହି ଡ୍ରୋନ୍ ଆକ୍ରମଣ କରାଯାଇଛି। ଫଳରେ ଶିଶୁଙ୍କ ସମେତ ୬ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ବର୍ତ୍ତମାନ ସୁଦ୍ଧା ୧୦ରୁ ଅଧିକ ଗୁରୁତର ରହିଛନ୍ତି। ମୃତ୍ୟୁସଂଖ୍ୟା ଆହୁରି!-->…
Read More...
Read More...
ଲାଞ୍ଚ ନେଇ ଧରା ପଡିଲେ ସୁବର୍ଣ୍ଣପୁର ଜିଏମ୍ ଡିଆଇସି
ସୁବର୍ଣ୍ଣପୁର: ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ସୁବର୍ଣ୍ଣପୁର ଜିଲ୍ଲା ଶିଳ୍ପ କେନ୍ଦ୍ରର ଜେନେରାଲ ମ୍ୟାନେଜର ବିପିନ କୁମାର ଦେହୁରୀ ଆଜି ଭିଜିଲାନ୍ସ ହାତରେ ଧରା ପଡିଛନ୍ତି । ଦେହୁରୀ ତାଙ୍କ ସୁବର୍ଣ୍ଣପୁର ସହରସ୍ଥିତ ଅଫିସ ପ୍ରକୋଷ୍ଠରେ ଜଣେ ବ୍ୟକ୍ତିଙ୍କ ଠାରୁ ଲୋନ୍ ମଞ୍ଜୁର କରିବା!-->…
Read More...
Read More...
ଦଳିତ ଶିକ୍ଷାର୍ଥୀଙ୍କ ପାଇଁ ‘ଆମ୍ବେଦକର ବୃତ୍ତି” ଘୋଷଣା କଲେ ଅରବିନ୍ଦ କେଜରିୱାଲ
ନୂଆଦିଲ୍ଲୀ: ଆଗକୁ ଦିଲ୍ଲୀ ବିଧାନସଭା ନିର୍ବାଚନ। ଦିଲ୍ଲୀ ବିଧାନସଭା ନିର୍ବାଚନ ପୂର୍ବରୁ ଆମ ଆଦମୀ ପାର୍ଟି ଲୋକଙ୍କ ପାଇଁ ଉପହାର ପେଡି ଖୋଲିଛି। ପ୍ରଥମେ ମହିଳାଙ୍କ ପାଇଁ, ପରେ ବୃଦ୍ଧମାନଙ୍କ ପାଇଁ ଏବଂ ବର୍ତ୍ତମାନ ପିଲାମାନଙ୍କ ପାଇଁ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଏଏପି ମୁଖ୍ୟ ଅରବିନ୍ଦ!-->…
Read More...
Read More...