Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଏସୀୟ କ୍ରୀଡ଼ାରେ ଭାରତର ସୁବର୍ଣ୍ଣ ଦିନ, ଗୋଟିଏ ଦିନରେ ୬ ସ୍ୱର୍ଣ୍ଣ
ପିତୃତ୍ୱ ଛୁଟି ବାଧ୍ୟତାମୂଳକ କରିବାକୁ ଜାତୀୟ ମହିଳା କମିଶନର ସୁପାରିସ
ମୁମ୍ବାଇରେ ସିଜେପିର ‘ଜେଲ୍ ଭରୋ’ ଆନ୍ଦୋଳନ
ଗୁଜରାଟ UCCକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, ବଦଳିବ ବିବାହ-ଉତ୍ତରାଧିକାର ନିୟମ
ପାଇଲଟ୍ ସ୍ମିତ୍ ମଚ୍ଛାରଙ୍କୁ ମିଳିବ ଗୁଜରାଟର ସର୍ବୋଚ୍ଚ ସମ୍ମାନ
୩ ମାସ ପରେ ପୁଣି ଉଡ଼ିବ ଭୁବନେଶ୍ୱର-ବ୍ୟାଙ୍କକ୍ ବିମାନ
Browsing Category
TOP STORIES
ଓଡ଼ିଶାରେ ୨.୪୭ ଲକ୍ଷ କୋଟିର ଶିଳ୍ପ ନିବେଶକୁ ମଞ୍ଜୁରୀ
ଭୁବନେଶ୍ବର: ଓଡ଼ିଶାରେ ଶିଳ୍ପ ଓ ନିବେଶ କ୍ଷେତ୍ରକୁ ମିଳିଛି ବଡ଼ ପ୍ରୋତ୍ସାହନ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଚ୍ଚସ୍ତରୀୟ ଅନୁମୋଦନ ପ୍ରାଧିକରଣ ବୈଠକରେ ୨୭ଟି ବୃହତ୍ ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ ମିଳିଛି। ମୋଟ ୨ ଲକ୍ଷ ୪୭ ହଜାର ୧୧୫.୭୦ କୋଟି ଟଙ୍କାର ଏହି!-->…
Read More...
Read More...
ଆଇଏଏସ୍ରେ ନୂତନ ଛାତ୍ରଛାତ୍ରୀଙ୍କ ନିମନ୍ତେ ଓରିଏଂଟେସନ୍ କାର୍ଯ୍ୟକ୍ରମ ଅନୁଷ୍ଠିତ
ଭୁବନେଶ୍ୱର : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍ଚରାଲ ସାଇନ୍ସେସ୍ (ଆଇଏଏସ)ର ପ୍ରଥମ ବର୍ଷର ବିଏସ୍ସି (ଅନର୍ସ) ଏଗ୍ରିକଲ୍ଚର ନୂତନ ଛାତ୍ରଛାତ୍ରୀଙ୍କ ୧୪ ତମ ବ୍ୟାଚ ନିମନ୍ତେ ସୋମବାର ଓରିଏଂଟେସନ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।
ସୋଆ!-->!-->!-->…
Read More...
Read More...
ନବାଗତ ଛାତ୍ରଛାତ୍ରୀମାନଙ୍କ ନିମନ୍ତେ ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବ
ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟ ପରିଚାଳିତ ଯୁକ୍ତ ଦୁଇ ବିଦ୍ୟାଳୟ ଇନଷ୍ଟିଚ୍ୟୁଟ୍ ଅଫ୍ ହାୟର ସେକେଣ୍ଡାରୀ ଏଡୁକେସନ୍ (ଆଇଏଚଏସସି) ପରିସରରେ ଗତ ଶନିବାର ଦିନ ନବାଗତ ଛାତ୍ରଛାତ୍ରୀମାନଙ୍କ ନିମନ୍ତେ ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବ, ଆୟୋଜିତ ହୋଇଯାଇଛି। ବିଦ୍ୟାଳୟର!-->…
Read More...
Read More...
ଠିକା କର୍ମଚାରୀଙ୍କ ଗ୍ରାଚ୍ୟୁଇଟି ଦାୟିତ୍ୱ ମୁଖ୍ୟ କମ୍ପାନୀର ନୁହେଁ : ସୁପ୍ରିମକୋର୍ଟ
ନୂଆଦିଲ୍ଲୀ: ଠିକାଦାରଙ୍କ ମାଧ୍ୟମରେ ନିୟୋଜିତ କର୍ମଚାରୀଙ୍କ ଗ୍ରାଚ୍ୟୁଇଟି ପ୍ରଦାନକୁ ନେଇ ସୁପ୍ରିମକୋର୍ଟ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ମୁଖ୍ୟ ନିଯୁକ୍ତିଦାତା ଓ ଠିକା କର୍ମଚାରୀଙ୍କ ମଧ୍ୟରେ ସିଧାସଳଖ ନିଯୁକ୍ତି ସମ୍ପର୍କ ନଥିଲେ, ଗ୍ରାଚ୍ୟୁଇଟି ପୈଠ ପାଇଁ ମୁଖ୍ୟ ନିଯୁକ୍ତିଦାତାଙ୍କୁ!-->…
Read More...
Read More...
ବର୍ଷା ପାଇଁ ଅକ୍ଟୋବର ୩କୁ ଘୁଂଚିଲା ୫ମ ବୃତ୍ତି ପରୀକ୍ଷା
ଭୁବନେଶ୍ବର: ଅବପାତ ଓ ସମ୍ଭାବ୍ୟ ଗଭୀର ଅବପାତ ଯୋଗୁଁ ରାଜ୍ୟରେ ପ୍ରବଳ ବର୍ଷା ଆଶଙ୍କା ଥିବାରୁ ପଞ୍ଚମ ଶ୍ରେଣୀ ଉଚ୍ଚ ପ୍ରାଥମିକ ବୃତ୍ତି ପରୀକ୍ଷା ତାରିଖ ପରିବର୍ତ୍ତନ କରାଯାଇଛି। ସେପ୍ଟେମ୍ବର ୨୪ରେ ହେବାକୁ ଥିବା ପରୀକ୍ଷା ଏବେ ଅକ୍ଟୋବର ୩ ତାରିଖରେ ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ଦିନ!-->…
Read More...
Read More...
ଗଭୀର ଅବପାତ ଆଶଙ୍କା,୭ ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ
ଭୁବନେଶ୍ବର: ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଆଗାମୀ ୧୨ ଘଣ୍ଟାରେ ଗଭୀର ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ୨୩ ତାରିଖ ରାତିରୁ ୨୪ ତାରିଖ ସକାଳ ମଧ୍ୟରେ ବିଶାଖାପାଟଣା ଓ ଗୋପାଳପୁର!-->…
Read More...
Read More...
ପାର୍ବଣ ପୂର୍ବରୁ ମହଙ୍ଗା ହୋଇପାରେ ଖାଇବା ତେଲ
ନ୍ୟୁଜ୍ ବ୍ୟୁରୋ: ଦଶହରା, ଛଠ ପୂଜା ଓ ଦୀପାବଳି ପୂର୍ବରୁ ଖାଇବା ତେଲ ଦର ବୃଦ୍ଧିର ଆଶଙ୍କା ଦେଖାଦେଇଛି। ଅନ୍ତର୍ଜାତୀୟ ବଜାରରେ ଦର ବଢ଼ିବା ସହ କଞ୍ଚାମାଲ ଯୋଗାଣ ସମସ୍ୟା ଏହାର ପ୍ରମୁଖ କାରଣ ବୋଲି ଜଣାପଡ଼ିଛି। ଭାରତ ନିଜର ମୋଟ ଖାଇବା ତେଲ ଆବଶ୍ୟକତାର ପ୍ରାୟ ୫୮ ପ୍ରତିଶତ ଆମଦାନୀ!-->…
Read More...
Read More...
ଏସୀୟ କ୍ରୀଡ଼ା: ଦ୍ୱିତୀୟ ଦିନରେ ଭାରତକୁ ୪ ପଦକ
ନ୍ୟୁଜ ବ୍ୟୁରୋ: ଏସୀୟ କ୍ରୀଡ଼ାର ଦ୍ୱିତୀୟ ଦିନରେ ସୋମବାର ଭାରତ ୪ଟି ପଦକ ଜିତିଛି। ଏଥିରେ ସୁଟିଂରୁ ୨ଟି ରୌପ୍ୟ ଓ ଗୋଟିଏ କାଂସ୍ୟ ପଦକ ଥିବା ବେଳେ ପ୍ରଥମଥର ସାମିଲ ହୋଇଥିବା ମିକ୍ସଡ ମାର୍ଶାଲ ଆର୍ଟସ୍ (ଏମ୍ଏମ୍ଏ)ରୁ ଭାରତକୁ ମିଳିଛି ଐତିହାସିକ କାଂସ୍ୟ। ୧୦ ମିଟର ଏୟାର ରାଇଫଲ୍ ଦଳଗତ!-->…
Read More...
Read More...
ବଙ୍ଗୋପସାଗରରେ ଲଘୁଚାପ, ଓଡ଼ିଶାରେ ପ୍ରବଳ ବର୍ଷା ଆଶଙ୍କା
ଭୁବନେଶ୍ୱର, ସେପ୍ଟେମ୍ବର ୨୧: ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବାରୁ ଚଳିତ ସପ୍ତାହରେ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ଏହି ଲଘୁଚାପ କ୍ଷେତ୍ର ସୋମବାର ସନ୍ଧ୍ୟା ସୁଦ୍ଧା ଅବପାତରେ ପରିଣତ ହୋଇପାରେ ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ)!-->…
Read More...
Read More...
ଅନନ୍ତ ନାଗଙ୍କୁ ଫାଲକେ ସମ୍ମାନ
ନୂଆଦିଲ୍ଲୀ: ୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ସମାରୋହ ପାଇଁ ସୋମବାର ଗୁଜରାଟର ନର୍ମଦା ଜିଲ୍ଲା ଏକତା ନଗରରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ମଙ୍ଗଳବାର ହେବାକୁ ଥିବା ସମାରୋହରେ ସେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ୨୦୨୪ ବର୍ଷର ଚଳଚ୍ଚିତ୍ର ପାଇଁ ବିଜେତାମାନଙ୍କୁ ପୁରସ୍କୃତ!-->…
Read More...
Read More...