ପ୍ରମୁଖ ଖବର

୭୫ ବର୍ଷରେ ଭେଟେରାନ ଅଭିନେତା ନାନା ପାଟେକରଙ୍କ ପରଲୋକ
ସାଉଦିର ଦୁଇ ବିମାନବନ୍ଦରରେ ହୁତି ଆକ୍ରମଣ, ୩ ମୃତ; ୩୬ ଆହତ
ଏଆଇ ନିୟନ୍ତ୍ରଣ ପାଇଁ ମାସକରେ ଆସିବ ପରାମର୍ଶପତ୍ର
କ୍ୟାନସର ଔଷଧ ଦାମରେ ବଡ଼ ହ୍ରାସ, ୩୦%ରେ ଅଟକିବ ଟ୍ରେଡ୍‌ ମାର୍ଜିନ୍‌
ପାଟନାରେ ତେଜସ୍ୱୀଙ୍କ ସମେତ ୩ ନେତା ଅଟକ
ତିର୍ତ୍ତୋଲରେ ବାଣ ବିସ୍ଫୋରଣ: ବାପ-ପୁଅ ମୃତ, ଶିକ୍ଷକ ଗୁରୁତର
ସାହିତ୍ୟରେ ନୋବେଲ ପାଇଁ ଆନ୍ନେ କାରସନ ମନୋନୀତ
ଜିଏସ୍‌ଟି ନିୟମରେ ବଡ଼ ପରିବର୍ତ୍ତନ, ଛୋଟ ବ୍ୟବସାୟୀଙ୍କୁ ମିଳିବ ଆଶ୍ୱସ୍ତି
Browsing Category

TOP STORIES

ବ୍ରିକ୍ସ ସମ୍ମିଳନୀରେ ମୋହନ ମାଝୀ

ଜିରୋ କାଜୁଆଲିଟି’ ପାଇଁ ବିଶ୍ୱ ପ୍ରସିଦ୍ଧ ଓଡ଼ିଶାପୁରୀ: ପୁରୀରେ ଆୟୋଜିତ ବ୍ରିକ୍ସ ‘ଡିଜାଷ୍ଟର ରିସ୍କ ରିଡକ୍ସନ ୱାର୍କିଂ ଗ୍ରୁପ୍’ (DRRG)ର ଦ୍ୱିତୀୟ ବୈଷୟିକ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓଡ଼ିଶାର ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରର ସଫଳତାକୁ ବିଶ୍ୱ ସମ୍ମୁଖରେ ଉପସ୍ଥାପନ…
Read More...

ବିଶ୍ୱ ତମାଖୁ ବର୍ଜନ ଦିବସ ଅବସରରେ ଆଇଡିଏସ୍ ପକ୍ଷରୁ ୱାକାଥନ୍ ଆୟୋଜିତ

ଭୁବନେଶ୍ୱର: ତମାଖୁ ସେବନର ଭୟାବହତା ଓ ଅପକାରିତା ଏବଂ ତମାଖୁ ମୁକ୍ତ ଜୀବନ ସଂପର୍କରେ ସଚେତନତା ବାଂଟିବା ଲକ୍ଷ୍ୟ ନେଇ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଡେଂଟାଲ୍ ସାଇନସେସ୍ ପକ୍ଷରୁ ବିଶ୍ୱ ତମାଖୁ ବର୍ଜନ ଦିବସ ଉପଲକ୍ଷେ ବୁଧବାର ଏକ ୱାକାଥନ୍…
Read More...

କଲେଜ ଛାତ୍ରାବାସରେ ବିଟେକ୍ ଛାତ୍ରଙ୍କ ଆତ୍ମହତ୍ୟା

ଭୁବନେଶ୍ବର: ଭୁବନେଶ୍ୱରର ଚନ୍ଦକା ଥାନା ଅନ୍ତର୍ଗତ ମେଣ୍ଢାଶାଳ ଫାଣ୍ଡି ଅଧୀନ ଛତାବର ଅଞ୍ଚଳର ଏକ ଘରୋଇ ବୈଷୟିକ ଶିକ୍ଷାନୁଷ୍ଠାନରେ ଜଣେ ବିଟେକ୍ ପ୍ରଥମ ବର୍ଷର ଛାତ୍ର ଆତ୍ମହତ୍ୟା କରିଥିବା ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତ ଛାତ୍ର ହେଲେ ସୁବାଶିଷ ପରିଜିତ। ତାଙ୍କ ଘର କେନ୍ଦ୍ରାପଡା…
Read More...

ପୁଣି ବଢ଼ିଲା ବସ୍ ଭଡ଼ା

ଭୁବନେଶ୍ବର; ରାଜ୍ୟରେ ପୁଣି ଥରେ ବସ୍ ଭଡ଼ା ବୃଦ୍ଧି କରିଛନ୍ତି ସରକାର। ତୈଳ ଦର ବୃଦ୍ଧି ଏବଂ ଘରୋଇ ବସ୍ ମାଲିକ ସଂଘର ଦାବିକୁ ଦୃଷ୍ଟିରେ ରଖି ସାଧାରଣ ଓ ଏକ୍ସପ୍ରେସ୍ ବସ୍ ଭଡ଼ା କିଲୋମିଟର ପିଛା ୨ ପଇସା ବଢ଼ାଯାଇଛି। ନୂଆ ଦର ଅନୁସାରେ ସାଧାରଣ ବସ୍ ଭଡ଼ା କିମି ପିଛା ୯୦ ପଇସାରୁ ବୃଦ୍ଧି…
Read More...

ମଦର ଡେରୀର ନୂଆ ପଦକ୍ଷେପ

ନ୍ୟୁଜ୍ ବ୍ୟୁରୋ: ପରିବେଶ ସୁରକ୍ଷା ଓ ପ୍ଲାଷ୍ଟିକ ଦୂଷଣ ହ୍ରାସ ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି ମଦର ଡେରୀ। କମ୍ପାନୀ ଏକ ନୂଆ ପ୍ରକାରର କ୍ଷୀର ପାଉଚ୍ ଆଣିଛି, ଯାହା ମାଟିରେ ପ୍ରାକୃତିକ ଭାବେ ବିଘଟିତ ହୋଇଯିବ ଏବଂ ପ୍ଲାଷ୍ଟିକର କୌଣସି ଚିହ୍ନ ଛାଡ଼ିବ ନାହିଁ। କମ୍ପାନୀ ଜୁନ୍…
Read More...

ବିଜେପି ଛାଡ଼ିଲେ କେ. ଆନ୍ନାମଲାଇ

ଗଠନ କରିପାରନ୍ତି ନୂଆ ଆଞ୍ଚଳିକ ଦଳ ତାମିଲନାଡୁ: ତାମିଲନାଡୁ ବିଜେପିର ପୂର୍ବତନ ରାଜ୍ୟ ସଭାପତି କେ. ଆନ୍ନାମଲାଇ ମଙ୍ଗଳବାର ବିଜେପିର ଜାତୀୟ ସଭାପତି ନିତିନ ନବୀନଙ୍କୁ ନିଜର ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି। ତେବେ ଦଳ ପକ୍ଷରୁ ତାଙ୍କ ଇସ୍ତଫା ଆନୁଷ୍ଠାନିକ ଭାବେ ଗ୍ରହଣ କରାଯାଇଛି କି…
Read More...

କାନାଡାରେ ପୁଣି ଅଦିନିଆ ରଥଯାତ୍ରା

ଇସ୍କନକୁ ନେଇ ବଢ଼ିଲା ବିବାଦନ୍ୟୁଜ୍ ବ୍ୟୁରୋ: ଅଦିନିଆ ରଥଯାତ୍ରାକୁ ନେଇ ପୁଣିଥରେ ବିବାଦରେ ଆସିଛି ଇସ୍କନ। ବାରମ୍ବାର ଚେତାବନୀ ଓ ଆପତ୍ତି ସତ୍ତ୍ୱେ କାନାଡାର ଦୁଇଟି ସ୍ଥାନରେ ଗତ ମେ ୩୦ ଓ ୩୧ ତାରିଖରେ ରଥଯାତ୍ରା ଆୟୋଜନ କରାଯାଇଥିବା ଅଭିଯୋଗ ହୋଇଛି। ସୂଚନା ଅନୁସାରେ, ମେ ୩୦…
Read More...

ମମତାଙ୍କ ବୈଠକକୁ ଆସିଲେନି ଟିଏମସିର ୬୦ ବିଧାୟକ

ପଶ୍ଚିମବଙ୍ଗ: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ପରାଜୟ ପରେ ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଟିଏମସି ଭିତରେ ଅସନ୍ତୋଷ ଓ ଗୋଷ୍ଠୀକନ୍ଦଳ ବଢ଼ୁଥିବା ଚର୍ଚ୍ଚା ଜୋର ଧରିଛି। ଦଳର ସାଧାରଣ ସମ୍ପାଦକ ଅଭିଷେକ ବାନାର୍ଜୀଙ୍କ ଉପରେ ହୋଇଥିବା ଆକ୍ରମଣ ପରେ ଦଳର ଆଭ୍ୟନ୍ତରୀଣ ଫାଟ ଆହୁରି ସ୍ପଷ୍ଟ…
Read More...

୩ ମାସ ମଧ୍ୟରେ ୫ ହଜାର ନର୍ସିଂ ପଦବୀ ପୂରଣ, ଖୁବ୍‌ଶୀଘ୍ର ବିଜ୍ଞପ୍ତି: ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟରେ ସ୍ୱାସ୍ଥ୍ୟସେବାକୁ ଆହୁରି ସୁଦୃଢ଼ କରିବା ପାଇଁ ଆଗାମୀ ୩ ମାସ ମଧ୍ୟରେ ୫ ହଜାର ନର୍ସିଂ ପଦବୀ ପୂରଣ କରାଯିବ। ଏନେଇ ଖୁବ୍‌ଶୀଘ୍ର ବିଜ୍ଞପ୍ତି ପ୍ରକାଶ ପାଇବ ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି ଯେ, ନର୍ସିଂ ପଦବୀ…
Read More...

ପୁଣି ବଢ଼ିଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡର ଦର

ନୂଆଦିଲ୍ଲୀ: ଦେଶରେ ପୁଣି ଥରେ ମହଙ୍ଗା ମାଡ଼ ପଡ଼ିଛି। ତେଲ କମ୍ପାନୀମାନେ ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ଦର ବୃଦ୍ଧି କରିଛନ୍ତି। ନୂଆ ଦର ଅନୁଯାୟୀ, ଦିଲ୍ଲୀରେ ୧୯ କିଲୋଗ୍ରାମ ବାଣିଜ୍ୟିକ ସିଲିଣ୍ଡରର ମୂଲ୍ୟ ୪୨ ଟଙ୍କା ବୃଦ୍ଧି ପାଇ ୩,୧୧୩.୫୦ ଟଙ୍କାରେ ପହଞ୍ଚିଛି। କଲକାତାରେ ଏହା ୫୩…
Read More...