Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
କ୍ରସ୍ ଭୋଟିଂ ପରେ କଡ଼ା କାର୍ଯ୍ୟାନୁଷ୍ଠାନ: କଂଗ୍ରେସରୁ ନିଲମ୍ବିତ ହେଲେ ୩ ବିଧାୟକ
ହର୍ମୁଜ ଅତିକ୍ରମ କରି ଭାରତରେ ପହଞ୍ଚିଲା ‘ନନ୍ଦାଦେବୀ’ LPG ଜାହାଜ; ଓଡ଼ିଆ କ୍ୟାପଟେନଙ୍କ ସଫଳତା
୧୧ ଜିଲ୍ଲାରେ ୨୩ ଶିଳ୍ପ ପ୍ରକଳ୍ପକୁ ଅନୁମୋଦନ
ପୁରୀ: ବୋମା ଭିଡୁଥିବା ବେଳେ ବିସ୍ଫୋରଣରେ ଛିଡିଗଲା ଯୁବକଙ୍କ ପାପୁଲି
ସୁପ୍ରିମକୋର୍ଟଙ୍କ ବଡ଼ ରାୟ; ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମାଆ ବି ପାଇବେ ମାଟର୍ନିଟୀ ଲିଭ୍
ଭୁବନେଶ୍ୱର ଗସ୍ତରେ ରାଜନାଥ ସିଂହ
୨୯୧ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଟିଏମସି
Browsing Category
TOP STORIES
ବିଧାନସଭା ଜଗିବେ ୩୦ ପ୍ଲାଟୁନ୍ ଫୋର୍ସ
ଭୁବନେଶ୍ବର: ଗୁରୁବାରଠାରୁ ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ ହେବ। ଏଥିପାଇଁ କମିଶନରେଟ୍ ପୁଲିସ୍ ପକ୍ଷରୁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ମୌସୁମୀ ଅଧିବେଶନର ଦ୍ଵିତୀୟ ପର୍ଯ୍ୟାୟ ଆରମ୍ଭ ହେବ। ଅଧିବେଶନ ୨୫ ତାରିଖ ଯାଏ ଚାଲିବ।
ବିଧାନସଭାରେ ୭ଟି କାର୍ଯ୍ୟ ଦିବସ!-->!-->!-->…
Read More...
Read More...
ଡିଜେ ଗାଡିରେ ଲାଗିଲା କଟକଣା
ନିୟମ ଉଲ୍ଲଙ୍ଘନ କଲେ ହେବ କାର୍ଯ୍ୟାନୁଷ୍ଠାନନ୍ୟୁଜ୍ ବ୍ୟୁରୋ: ଡିଜେ ଗାଡ଼ିକୁ ନେଇ ଆସିଲା ନୂଆ ନିୟମ। ସଡ଼କ ସୁରକ୍ଷା ନିୟମ ଉଲ୍ଲଙ୍ଘନ କଲେ ହେବ କଠୋର କାର୍ଯ୍ୟାନୁଷ୍ଠାନ। ମୋଟର ଯାନର ମୂଳ ଢାଞ୍ଚାକୁ ମନଇଚ୍ଛା ବଦଳାଇପାରିବେ ନାହିଁ ମାଲିକ। ବେଆଇନ ପରିବର୍ତ୍ତନ ବିରୋଧରେ ସର୍କୁଲାର ଜାରି!-->…
Read More...
Read More...
ମାଟିତଳୁ ମିଳିଲା ମହିଳା କନଷ୍ଟେବଳ ଶୁଭମିତ୍ରାଙ୍କ ମୃତଦେହ
କେନ୍ଦୁଝର: ମାଟିତଳୁ ବାହାରିଲା ଶୁଭମିତ୍ରାଙ୍କ ମୃତଦେହ। ଅଖା ଭିତରେ ବନ୍ଧା ଯାଇଥିବା ଅବସ୍ଥାରେ ମୃତଦେହ ଉଦ୍ଧାର କରିଛି ପୋଲିସ। ଘଟଗାଁ ସ୍ଥିତ ଜଙ୍ଗଲ ଭିତରୁ ଜେସିବିରେ ଖୋଳି ବାହାର କରାଗଲା। ମାଜିଷ୍ଟ୍ରେଟ୍ଙ୍କ ଉପସ୍ଥିତିରେ ମାଟି ଖୋଳି ବାହାର କଲା ପୋଲିସ।
ସୂଚନା ମୁତାବକ,!-->!-->!-->…
Read More...
Read More...
ଭୁବନେଶ୍ୱରରୁ ନିଖୋଜ ମହିଳା କନେଷ୍ଟବଳଙ୍କୁ ହତ୍ୟା
ଭୁବନେଶ୍ୱର: ଭୁବନେଶ୍ୱରରୁ ନିଖୋଜ ଟ୍ରାଫିକ କନେଷ୍ଟବଳ ଶୁଭମିତ୍ରା ସାହୁ ମାମଲାରେ ପୋଲିସକୁ ମିଳିଲା ବଡ଼ ସୁରାକ। ସନ୍ଦେହରେ ପୋଲିସ କମିଶନରଙ୍କ ଅଫିସ୍ରେ କାର୍ଯ୍ୟରତ କିରାଣୀ। କିରାଣୀ ଦୀପକ ରାଉତଙ୍କୁ ଅଟକ ରଖି ପୋଲିସ ପଚରାଉଚରା ଜାରି ରହିଛି।ଶୁଭମିତ୍ରାଙ୍କ ବାପା ମଧ୍ୟ ଦୀପକଙ୍କୁ ସନ୍ଦେହ!-->…
Read More...
Read More...
ସୋଆ ପକ୍ଷରୁ ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ଅବସରରେ ‘ଡିଜିଟାଲ୍ ଟ୍ରାନ୍ସଫର୍ମେସନ୍’ ଶୀର୍ଷକ କର୍ମଶାଳା ଆୟୋଜିତ
ଭୁବନେଶ୍ୱର, ସେପ୍ଟେମ୍ବର ୧୭: ଡିଜିଟାଲାଇଜେସନ୍ ଆମ ଜୀବନକୁ ଭିନ୍ନ ଏବଂ ଅଧିକ ସୁରକ୍ଷିତ କରିଛି। ଭାରତରେ ବିଶ୍ୱର ସର୍ବାଧିକ ସାର୍ବଜନୀନ ଭିତିଭୂମି ରହିଥିବା ବେଳେ ପ୍ରତ୍ୟେକ ଭାରତୀୟ ପରସ୍ପର ସହିତ ଯୋଡ଼ି ହୋଇ ରହିବାର ଆବଶ୍ୟକତା ରହିଛି। ଏହା ପୂରଣ କରିବାରେ ଭାରତର ପ୍ରଧାନମନ୍ତ୍ରୀ ଶ୍ରୀ!-->…
Read More...
Read More...
ବିଧାନସଭାର ମୌସୁମୀ ଅଧିବେଶନ ପାଇଁ ଟ୍ରାଫିକ୍ କଟକଣା ଲାଗୁ
ଭୁବନେଶ୍ବର: ସପ୍ତଦଶ ବିଧାନସଭାର ମୌସୁମୀ ଅଧିବେଶନ ଆସନ୍ତା ସେପ୍ଟେମ୍ୱର ୧୮ରୁ ୨୫ ପର୍ଯ୍ୟନ୍ତ ହେବାକୁ ଯାଉଛି । ବିଧାନସଭା ଚାଲୁଥିବା ସମୟରେ ଯାନବାହନ ଚଳାଚଳ ଓ ଜନସାଧାରଣଙ୍କ ନିରାପତ୍ତାକୁ ଦୃଷ୍ଟିରେ ରଖି ବିଧାନସଭା ସଂଲଗ୍ନ ରାସ୍ତା ମାନଙ୍କରେ ଓଡିଶା ସହରାଞ୍ଚଳ ଆଇନ୍ ୨୦୦୩ ର ଧାରା ୨୮!-->…
Read More...
Read More...
୯୧୩ଟି ନବନିର୍ମିତ ଅଙ୍ଗନବାଡ଼ି କେନ୍ଦ୍ର ଉଦଘାଟିତ
ଭୁବନେଶ୍ବର: ରାଜ୍ୟରେ ଉଦଘାଟନ ହେଲା ନବନିର୍ମିତ ୯୧୩ଟି ଅଙ୍ଗନବାଡ଼ି କେନ୍ଦ୍ର। ସମସ୍ତ କେନ୍ଦ୍ରକୁ ଉଦ୍ଘାଟନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଆଜି ଡବ୍ଲୁସିଡିର ସମ୍ମିଳନୀ କକ୍ଷଠାରେ ଆଭାସୀ ମାଧ୍ୟମରେ ଏହାକୁ ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ।
ଏଥିମଧ୍ୟରେ ରହିଛି ଅନୁଗୁଳର!-->!-->!-->…
Read More...
Read More...
ଡେରାଡୁନ୍ରେ ବାଦଲଫଟା ବର୍ଷା: ନଦୀରେ ଭାସିଯାଇ ୮ ଶ୍ରମିକ ମୃତ
ଡେରାଡୁନ୍: ଡେରାଡୁନ୍ରେ ପୁଣି ବାଦଲଫଟା ବର୍ଷା। ଡେରାଡୁନରେ ବାଦଲଫଟା ବର୍ଷା ସବୁକିଛି ଛାରଖାର କରିଦେଇଛି। ମଙ୍ଗଳବାର ବାଦଲଫାଟିବା ଯୋଗୁଁ ବନ୍ୟା ଆସିଛି। ଉତ୍ତରାଖଣ୍ଡର ବିଭିନ୍ନ ସ୍ଥାନରେ ରାତିସାରା ପ୍ରବଳ ବର୍ଷା ଯୋଗୁଁ ରାସ୍ତା, ଘର ଏବଂ ଦୋକାନ କ୍ଷତିଗ୍ରସ୍ତ ହୋଇଛି। ବାଟ ଭାଙ୍ଗି!-->…
Read More...
Read More...
ବାମରା ତହସିଲଦାର୍ ଅଶ୍ୱିନୀ ପଣ୍ଡାଙ୍କୁ ନିଲମ୍ବନ କଲେ ରାଜ୍ୟ ସରକାର
ସମ୍ବଲପୁର: ବାମରା ତହସିଲଦାର୍ ଅଶ୍ୱିନୀ ପଣ୍ଡାଙ୍କୁ ମଙ୍ଗଳବାର ରାଜ୍ୟ ସରକାର ନିଲମ୍ବନ କରିଛନ୍ତି। ସେ ୧୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଗତ ଶୁକ୍ରବାର ଭିଜିଲାନ୍ସ ଟିମ୍ ତାଙ୍କୁ ମାଡି ବସିଥିଲା।
ଲାଞ୍ଚ ନେଇ ଗିରଫ ହୋଇଥିବା ୨୦୧୯ ବ୍ୟାଚ୍ର ଓଏଏସ୍ ଟପ୍ପର ତଥା ସମ୍ବଲପୁର ଜିଲ୍ଲା!-->!-->!-->…
Read More...
Read More...
୧୯ ତାରିଖରୁ ଆରମ୍ଭ ହେବ ହବିଷ୍ୟାଳୀ ପଞ୍ଜିକରଣ
ପୁରୀ: ଅକ୍ଟୋବର ୭ରୁ ହବିଷ ବ୍ରତ ଆରମ୍ଭ ହେବ। ମାସେ ଧରି ବ୍ରତ ପାଳନ କରିବେ ହବିଷ୍ଯାଳୀ। ଚଳିତ ବର୍ଷ ପୁରୀରେ ହବିଷ୍ୟାଳୀଙ୍କ ପାଇଁ ଆରମ୍ଭ ହୋଇଛି ପଞ୍ଜିକରଣ ପକ୍ରିୟା। ଆସନ୍ତା ୧୯ତାରିଖ ପୂର୍ବାହ୍ନ ୧୦ ଠାରୁ ଧାର୍ଯ୍ୟ ଲକ୍ଷ ପୂରଣ ହେବା ପର୍ଯ୍ୟନ୍ତ ଅନଲାଇନରେ ନିଜର ନାଁ ପଞ୍ଜିକରଣ କରିବା!-->…
Read More...
Read More...