ପ୍ରମୁଖ ଖବର

କ୍ରସ୍‌ ଭୋଟିଂ ପରେ କଡ଼ା କାର୍ଯ୍ୟାନୁଷ୍ଠାନ: କଂଗ୍ରେସରୁ ନିଲମ୍ବିତ ହେଲେ ୩ ବିଧାୟକ
ହର୍ମୁଜ ଅତିକ୍ରମ କରି ଭାରତରେ ପହଞ୍ଚିଲା ‘ନନ୍ଦାଦେବୀ’ LPG ଜାହାଜ; ଓଡ଼ିଆ କ୍ୟାପଟେନଙ୍କ ସଫଳତା
୧୧ ଜିଲ୍ଲାରେ ୨୩ ଶିଳ୍ପ ପ୍ରକଳ୍ପକୁ ଅନୁମୋଦନ
ପୁରୀ: ବୋମା ଭିଡୁଥିବା ବେଳେ ବିସ୍ଫୋରଣରେ ଛିଡିଗଲା ଯୁବକଙ୍କ ପାପୁଲି
ସୁପ୍ରିମକୋର୍ଟଙ୍କ ବଡ଼ ରାୟ; ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମାଆ ବି ପାଇବେ ମାଟର୍ନିଟୀ ଲିଭ୍
ଭୁବନେଶ୍ୱର ଗସ୍ତରେ ରାଜନାଥ ସିଂହ
୨୯୧ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଟିଏମସି
Browsing Category

TOP STORIES

ଅର୍ଚ୍ଚନା ନାଗଙ୍କ ଘର ସିଲ୍‌ କଲା ଇଡି

ଭୁବନେଶ୍ବର: ଅର୍ଚ୍ଚନା ନାଗଙ୍କ ଘର ସିଲ୍‌ କଲା ଇଡି। ୨୦୨୨ ଅର୍ଥ କାରବାର ମାମଲାରେ ଇଡି ଛାନ୍‌ଭିନ୍‌ ଚଳାଇଛନ୍ତି। ବେଆଇନ ଅର୍ଥ କାରବାର ମାମଲାରେ ଚଢ଼ାଉ କରିଛି ଇଡି। ପୂର୍ବରୁ ୨୦୨୨ ଅର୍ଥ କାରବାର ମାମଲାରେ କୋର୍ଟ ଅର୍ଚ୍ଚନାଙ୍କୁ ଘର ଛାଡ଼ିବାକୁ ନିର୍ଦେଶ ଦେଇଥିଲେ। ଅର୍ଚ୍ଚନା ନାଗ ଇଡି
Read More...

ସମ୍ ହସ୍ପିଟାଲ୍ ବ୍ରହ୍ମପୁରରେ ଜଟିଳ କ୍ୟାନ୍ସର ଅସ୍ତ୍ରୋପଚାର ସଫଳତାର ସହ ସମ୍ପନ୍ନ

ବ୍ରହ୍ମପୁର: ବ୍ରହ୍ମପୁର ସ୍ଥିତ ସମ୍ ହସ୍ପିଟାଲ୍‌ରେ ଏକ ଜଟିଳ ହେଡ୍ ଆଣ୍ଡ ନେକ୍ କ୍ୟାନ୍ସର ରିସେକ୍ସନ୍ ଅସ୍ତ୍ରୋପଚାର ସଫଳତାର ସହ ସମ୍ପନ୍ନ କରାଯାଇଥିବା ବେଳେ ଦକ୍ଷିଣ ଓଡ଼ିଶାର ରୋଗୀ ମାନଙ୍କ ନିମନ୍ତେ ନୂତନ ଆଶା ସଂଚାର ହେବା ସହ ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଏକ ମାଇଲ ଖୁଂଟ ସୃଷ୍ଟି
Read More...

ଉପରାଷ୍ଟ୍ରପତି ଭାବେ ଶପଥ ନେଲେ ସି.ପି. ରାଧାକ୍ରିଷ୍ଣନ

ନୂଆଦିଲ୍ଲୀ; ଉପରାଷ୍ଟ୍ରପତି ଭାବେ ଶପଥ ନେଲେ ସି.ପି. ରାଧାକ୍ରିଷ୍ଣନ। ରାଷ୍ଟ୍ରପତି ଭବନରେ ଉପରାଷ୍ଟ୍ରପତିଙ୍କୁ ପଦ ଓ ଗୋପନୀୟତାର ଶପଥ କରାଇଛନ୍ତି ରାଷ୍ଟ୍ରପତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଅନେକ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଅଛନ୍ତି। ଦେଶର ବିଭିନ୍ନ ରାଜ୍ୟର
Read More...

ଏନ୍‌କାଉଣ୍ଟରରେ ୨ ହାର୍ଡକୋର୍ ମାଓବାଦୀ ନିହତ

ଵିଜାପୁର: ଛତିଶଗଡ଼-ମାଲକାନଗିରି ସୀମନ୍ତରେ ପୁଣି ଏନ୍‌କାଉଣ୍ଟର। ୨ ହାର୍ଡକୋର୍ ମାଓବାଦୀ ନିହତ। ଵିଜାପୁର ଜଙ୍ଗଲରେ ସୁରକ୍ଷାକର୍ମୀ-ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହେବାଫଳରେ ନିହତ ହୋଇଛନ୍ତି ୨ ମାଓବାଦୀ। ବନ୍ଧୁକ ସହ ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ କରାଯାଇଛି।୨ ଜଣଙ୍କ
Read More...

ଆଇଏଏସ ସ୍ତରରେ ଅଦଳବଦଳ

ଭୁବନେଶ୍ବର: ଆଇଏଏସ ସ୍ତରରେ ଅଦଳବଦଳ। ରାଜ୍ୟ ସରକାର ଶୁକ୍ରବାର ଭାରତୀୟ ପ୍ରଶାସନିକ ଅଧିକାରୀ ମାନଙ୍କୁ ଅଦଳବଦଳ କରିଛନ୍ତି। ଅଧିକାରୀଙ୍କୁ ନୂଆ ଦାୟିତ୍ୱ ଦିଆଯାଇଥିବା ବେଳେ କେତେ ଜଣଙ୍କ ଦାୟିତ୍ୱରେ ପରିବର୍ତ୍ତନ କରାଯାଇଛି। ଅଞ୍ଜନା ପଣ୍ଡାଙ୍କୁ ଆୟୁଷ ନିର୍ଦ୍ଦେଶକ ଏବଂ ପ୍ରେମଜିତ୍
Read More...

ଦଳରୁ ନିଲମ୍ବିତ ହେବା ପରେ ଇସ୍ତଫା ଦେଲେ ପ୍ରଫୁଲ୍ଲ ମଲ୍ଲିକ

ଭୁବନେଶ୍ବର: ବିଜୁ ଜନତା ଦଳର ବରିଷ୍ଠ ନେତା ଏବଂ କାମାଖ୍ୟାନଗରର ପୂର୍ବତନ ବିଧାୟକ ପ୍ରଫୁଲ୍ଲ ମଲ୍ଲିକଙ୍କୁ ଦଳରୁ ନିଲମ୍ବିତ କଲା ବିଜେଡି। ଦଳ ବିରୋଧୀ କାର୍ଯ୍ୟ ଅଭିଯୋଗରେ ସସପେଣ୍ଡ ହୋଇଛନ୍ତି ପ୍ରଫୁଲ୍ଲ ମଲ୍ଲିକ। ଏହି ନିଲମ୍ବନ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ଦଳର
Read More...

ବିଜେଡି ସଠିକ୍‍ ଭାବେ ନଚାଲିଲେ ଦଳ ଛାଡିବି: ପ୍ରଫୁଲ୍ଲ ମଲ୍ଲିକ

ଭୁବନେଶ୍ବର: ବିଜେଡି ପରିଚାଳନାକୁ ନେଇ ମୁହଁ ଖୋଲିଛନ୍ତି ଆଉ ଜଣେ ଟାଣୁଆ ନେତା। ପୂର୍ବତନ ମନ୍ତ୍ରୀ ତଥା ଦଳର ବରିଷ୍ଠ ନେତା ପ୍ରଫୁଲ୍ଲ ମଲ୍ଲିକ ଆଜି ମୁହଁ ଖୋଲି କହିଛନ୍ତି ଯେ ଆଗକୁ ଯଦି ଦଳ ଠିକ୍‍ ଭାବେ ନଚାଲେ ତାହେଲେ ଦଳ ଠାରୁ ଦୂରେଇବି। ଦୀର୍ଘଦିନ ପରେ ବିଜେଡିରେ ଚାଲିଥିବା
Read More...

ବଢିଲା ବିଡିଓଙ୍କ ଆର୍ଥିକ କ୍ଷମତା

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି। ବଢିଲା ବିଡିଓଙ୍କ କ୍ଷମତା। ବିଡିଓଙ୍କ ଆର୍ଥିକ କ୍ଷମତାକୁ ବଢାଇଲେ ରାଜ୍ୟ ସରକାର। ଏ ନେଇ ପ୍ରସ୍ତାବରେ କ୍ୟାବିନେଟ ମୋହର ବାଜିଛି। ପଞ୍ଚାୟତ ସମିତି କାର୍ଯ୍ୟର ବିଲ୍ ପାସ୍ ପାଇଁ ବିଡିଓଙ୍କ ଆର୍ଥିକ କ୍ଷମତା ୨ରୁ ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି
Read More...

ସୋଆ ଯୁବ ସାହିତ୍ୟ ପୁରସ୍କାର-୨୦୨୫ ପାଇଁ ପୁସ୍ତକ ଆମନ୍ତ୍ରଣ

ଭୁବନେଶ୍ବର; ଓଡ଼ିଆ ସାହିତ୍ୟର ପ୍ରତିଶ୍ରୁତି ସମ୍ପନ୍ନ ଯୁବ ସାହିତ୍ୟିକଙ୍କୁ ସମ୍ମାନ ଓ ସ୍ୱୀକୃତି ପ୍ରଦାନ କରିବା ଉଦ୍ଦେଶ୍ୟରେ ଚଳିତବର୍ଷରୁ ଶିକ୍ଷା ଓ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟ (ସୋଆ) ‘ସୋଆ ଯୁବ ସାହିତ୍ୟ ପୁରସ୍କାର' ପ୍ରଦାନ ନିମନ୍ତେ ସିଦ୍ଧାନ୍ତ ନେଇଛି। ୪୦ ବର୍ଷ ବୟସ ସୀମା ମଧ୍ୟରେ
Read More...

ନେପାଳରେ ଫସିଛନ୍ତି ଶତାଧିକ ଓଡିଆ

ନେପାଳ: ନେପାଳରେ ଚାଲିଥିବା ହିଂସାତ୍ମକ ପ୍ରତିବାଦ ମଧ୍ୟରେ କାଠମାଣ୍ଡୁରେ ଅନେକ ପର୍ଯ୍ୟଟକ ଫସି ରହିଛନ୍ତି। ସେଥିରେ ଅଛନ୍ତି ଶତାଧିକ ଓଡିଆ। ଏଥିରେ ଯାଜପୁରର ୨୩ ଜଣ ପର୍ଯ୍ୟଟକ ଥିବା ଜଣାପଡିଛି। ଏମାନେ ସମସ୍ତେ ଚଳିତ ମାସ ୪ ତାରିଖରେ ନେପାଳ ଯାଇଥିଲେ। ଆସନ୍ତା ୧୨ ତାରିଖ ଅର୍ଥାତ ଆଉ
Read More...