Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ରାଜସ୍ଥାନ ପଞ୍ଚାୟତ ନିର୍ବାଚନରେ କଂଗ୍ରେସର ବଡ଼ ବିଜୟ, ବିଜେପିକୁ ଝଟକା
ଦୁର୍ବଳ ହେଲା ବାତ୍ୟା ଅକୱାନ, ୧୪ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ
୫୦ ହଜାର ଛାତ୍ରଛାତ୍ରୀଙ୍କୁ ଟାବ୍ଲେଟ୍ ବାଣ୍ଟିଲେ ଯୋଗୀ
Browsing Category
TOP STORIES
ଚାପ ବଢାଉଥିବା ଗୋଷ୍ଠୀରେ ପୁଡୁଚେରି ସାମିଲ
ସିଏଏ ରଦ୍ଦ ପାଇଁ ସଂକଳ୍ପ ପାରିତ ହେଲା ବିଧାନସଭାରେବିଜେପିର ସିଏଏ ସପକ୍ଷ ଅଭିଯାନ ପ୍ରଭାବହୀନ ହେଉଛିଓଡ଼ିଶାରେ ବି ଚାପରେ ସରକାର, ଏକାଠି ହେଉଛନ୍ତି ଲୋକେ
ନୂଆଦିଲ୍ଲୀ: ଦିଲ୍ଲୀ ଆସନ ହରାଇବାର ଚାପରେ ସନ୍ତୁଳି ହେଉଥିବା ବେଳେ କେନ୍ଦ୍ର ସରକାରଙ୍କୁ ପୁଣି ଏକ ଜବରଦସ୍ତ ଧକ୍କା!-->!-->!-->!-->!-->…
Read More...
Read More...
ଗାନ୍ଧୀ ପରିବାରକୁ ଛାଡିବା ବେଳ ଆସିଗଲା?
ଦିଲ୍ଲୀକୁ ଛାଡି ନିଜେ ବାଛିବାକୁ ପଡିବ ନେତାଦିଲ୍ଲୀ ଭଳି ହୋଇପାରେ ପୌର, ପଞ୍ଚାୟତ ଫଳ
ଭୁବନେଶ୍ବର: ନୂଆଦିଲ୍ଲୀ ନିର୍ବାଚନ ଫଳାଫଳ ଏବେ ଜାତୀୟ ରାଜନୀତିରେ କମ୍ପନ ସୃଷ୍ଟି କଲାଣି। ଯାହା ଆଶା କରାଯାଉଥିଲା, ତାହା ଘଟିଲା। ସାଧାରଣ ନିର୍ବାଚନରେ ଯେଉଁ ଭୋଟର ପ୍ରଧାନମନ୍ତ୍ରୀ!-->!-->!-->!-->!-->!-->!-->!-->!-->…
Read More...
Read More...
ଚିନ୍ତା ବଢାଇଲା ଚତୁର୍ଥ ଆସନ
ବିଧାନସଭା ସଂଖ୍ୟା ଦୃଷ୍ଟିରୁ କାହା ସପକ୍ଷରେ ଯାଉନି ଚତୁର୍ଥ ଆସନପ୍ରଥମ ତିନିଟି ଆସନ ବିଜେଡିକୁ ଯିବା ନିଶ୍ଚିତ, ଅକଳରେ କଂଗ୍ରେସବିଜେଡିକୁ ସମର୍ଥନ କଲେ ମନା, ଅନୁପସ୍ଥିତ ରହିଲେ ସମାଲୋଚନା ଡରବିଜେପି-ବିଜେଡି ମିଶିକି ଲଢିଲେ, ଚତୁର୍ଥ ଆସନ ପଦ୍ମ ନେଇପାରେନବୀନଙ୍କ ପାଇଁ ସମ୍ମାନଜନକ!-->…
Read More...
Read More...
ଆଗକୁ ମହଙ୍ଗା ହେବ ବିଦ୍ୟୁତ
ସାଂଘାତିକ ଚାପରେ ବିଦ୍ୟୁତ କ୍ଷେତ୍ର, ଚିନ୍ତା ପ୍ରକଟ କଲେଣି କେନ୍ଦ୍ର ସରକାରବିଶ୍ବରେ ଭାରତର ସାମଗ୍ରିକ ବୈଷୟିକ ଓ ବାଣିଜ୍ୟିକ କ୍ଷତି ସବୁଠୁ ଅଧିକକୃଷି କ୍ଷେତ୍ରରେ ମାଗଣା ଓ ବିନା ମିଟରରେ ବିଦ୍ୟୁତ ଜାଳିବା ବଡ଼ କାରଣ୩ବର୍ଷ ମଧ୍ୟରେ ପ୍ରି-ପେଡ୍ ମିଟର ଲଗାଇବା ପାଇଁ ସବୁ ରାଜ୍ୟ ଉପରେ!-->…
Read More...
Read More...
୫୭% ଭୋଟ୍ ମୂଲ୍ୟ କଣ ଏୟା?
ଚୁପ୍ ବସିଛନ୍ତି ବିରୋଧୀ, ମାତ୍ରାଧିକ ସକ୍ରିୟ ରାଜ୍ୟ ସରକାରବିଜେପି ହାତରେ କାର୍ଯ୍ୟକ୍ରମ ନାହିଁ,କଂଗ୍ରେସ ସ୍ଥିତି ସାଂଘାତିକ
ଭୁବନେଶ୍ବର: ମୁଖ୍ୟ ବିରୋଧୀ ଦଳ ବିଜେପି ସଭାପତି ଭାବେ ସମୀର ମହାନ୍ତି ଦାୟିତ୍ବ ନେବା ପରେ ଏବେ ବିଭିନ୍ନ ସ୍ଥାନରେ ତାଙ୍କୁ ଶୁଭେଚ୍ଛାର ପର୍ବ ଜାରି ରହିଛି।!-->!-->!-->…
Read More...
Read More...
କହୁ କହୁ ବଡ କଥାଟେ କହିଦେଲେ ଶିବା ରେଡ୍ଡି
ଭୁବନେଶ୍ବର: ଦେଶରେ ଚାଷୀ ଆତ୍ମହତ୍ୟା ଘଟଣାକୁ ନେଇ ବିତର୍କ ଜାରି ରହିଥିବା ବେଳେ ଭାରତ ବର୍ଷର ପ୍ରଖ୍ୟାତ କବି ତଥା ସରସ୍ବତୀ ସମ୍ମାନ ବିଜେତା କେ. ଶିବା ରେଡ୍ଡି ଏକ ଚାଞ୍ଚଲ୍ୟକର ମନ୍ତବ୍ୟ ଦେଇଛନ୍ତି। ଭୁବନେଶ୍ବରରେ ଅନୁଷ୍ଠିତ ସାହିତ୍ୟ ପତ୍ରିକା କଥାର ବାର୍ଷିକ ଉତ୍ସବରେ ମୁଖ୍ୟ!-->!-->!-->…
Read More...
Read More...
ଆଗକୁ ବଡ଼ ଲଢେଇ
୧୩ ତାରିଖରେ ନନ୍ଦିଘୋଷ ଟିଭିର ଶୁଭାରମ୍ଭବିଜେଡି ସମର୍ଥିତ ବ୍ୟାନରରେ ଆସିବ ଏହି ଟିଭିବିଜେପି ସମର୍ଥନରେ ଆସିବ ଅର୍ଗସ ଚ୍ୟାନେଲସୌମ୍ୟ, ତଥାଗତଙ୍କ ଉପରେ ରହିବ ସମସ୍ତଙ୍କ ନଜର
ଭୁବନେଶ୍ବର: ବିଜେଡି-ବିଜେପି ମଧ୍ୟରେ ମଧୁଚନ୍ଦ୍ରିକା ଚାଲିଛି। କଂଗ୍ରେସ ବଳ ଗୋଟାଇବାକୁ ଉଦ୍ୟମ କରି ବି!-->!-->!-->…
Read More...
Read More...
ବାଟ ଖୋଲିଲେ ପ୍ରଧାନମନ୍ତ୍ରୀ ମୋଦୀ
ନୂଆଦିଲ୍ଲୀ: ଦେଇଥିବା ପ୍ରତିଶ୍ରୁତି ପୂରଣ କରିବାକୁ ଯାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଏକ ବଡ଼ ଖେଳ ଖେଳିଛନ୍ତି। ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣ ପାଇଁ ବାଟ ଖୋଲିଛି। ସୁପ୍ରିମକୋର୍ଟଙ୍କ ନିର୍ଦେଶର ଦୁଇ ମାସ ବିତିନି। ଆଜି କେନ୍ଦ୍ର କ୍ୟାବିନେଟ୍ ବୈଠକରେ ରାମ ମନ୍ଦିର!-->!-->!-->…
Read More...
Read More...
ବର୍ଷ ପାଞ୍ଚଟାରେ ପ୍ରଭାବ କମିଗଲା କାହିଁକି?
ଜୁଏଲଙ୍କୁ ନେଇ ରାଜ୍ୟ ରାଜନୀତିରେ ଆରମ୍ଭ ହେଲାଣି ଭିନ୍ନ ଚର୍ଚ୍ଚାକେନ୍ଦ୍ରୀୟ ନେତାଙ୍କ ଶୁଭ ଦୃଷ୍ଟିରେ ଆଉ ସମ୍ଭବତଃ ନାହାନ୍ତି
ଭୁବନେଶ୍ବର: ସାଂସଦ ଜୁଏଲ ଓରାମ ବିଜେପି କେନ୍ଦ୍ରୀୟ ନେତୃତ୍ବର ଆସ୍ଥା ହରାଇଲେ କି? ଗତ ସରକାର ସମୟରେ କେନ୍ଦ୍ରମନ୍ତ୍ରୀ ଥିବା ଜୁଏଲ ଓରାମ, ପ୍ରଧାନମନ୍ତ୍ରୀ!-->!-->!-->…
Read More...
Read More...
ଜଣେ ନେତା, ଗୋଟିଏ ପଦବି!
ଏମିତି ଫର୍ମୁଲା ସପକ୍ଷରେ କାମ ଆରମ୍ଭ କରୁଛି ବିଜେଡିସଂଗଠନରେ ଯୁବ ନେତାଙ୍କୁ କିଭଳି ଦାୟିତ୍ବ ମିଳୁଛି, ସମସ୍ତଙ୍କ ନଜରପୁରୁଖା ତଥା ବରିଷ୍ଠ ଦାୟିତ୍ବ ପାଇବେ ନା କୋଣଠେସା ହୋଇ ରହିବେ
ଭୁବନେଶ୍ବର: ଚଳିତମାସ ଶେଷ ସପ୍ତାହରେ ବିଜେଡି ସାଂଗଠନିକ ନିର୍ବାଚନ ହେବ। ମୁଖ୍ୟମନ୍ତ୍ରୀ ନବୀନ!-->!-->!-->…
Read More...
Read More...