Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ବାରବାରୀ ଷ୍ଟାଡିୟମକୁ ଏନଜିଟିର ନୋଟିସ
ହରଭଜନ ସିଂଙ୍କ ଘର କାନ୍ଥରେ ଦେଶଦ୍ରୋହୀ ଲେଖିଲେ ଆପ କର୍ମୀ
ଭବାନୀପୁରରେ ଟିଏମସି ସମ୍ପୂର୍ଣ୍ଣ ସଫା ହେବ ହେବ କହିଲେ ଶୁଭେନ୍ଦୁ ଅଧିକାରୀ
ଶାହଙ୍କ ମନ୍ତବ୍ୟକୁ ନେଇ ମମତାଙ୍କ ତୀବ୍ର ପ୍ରତିକ୍ରିୟା, ଆଇନଗତ ମାମଲା ରୁଜୁ ଚେତାବନୀ
ଇସ୍ପାତ୍ ରାଜଧାନୀ ହେବ ଓଡ଼ିଶା : ମୁଖ୍ୟମନ୍ତ୍ରୀ
ରାଜସ୍ଥାନରେ କବାଡି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ: ୪ ଜୀବନ୍ତ ଦଗ୍ଧ
Browsing Category
TOP STORIES
ପୁରୀରେ ଲାଇଫଗାର୍ଡଙ୍କୁ ଚପଲରେ ପିଟିଲେ ମହିଳା
ପୁରୀ: ସମୁଦ୍ରରେ ସ୍ନାନ ନ କରିବାକୁ କହିବାରୁ ଲାଇଫଗାର୍ଡ଼ଙ୍କୁ ଆକ୍ରମଣ। ପୁରୀ ବେଳାଭୂମିରେ ଲାଇଫ୍ଗାର୍ଡ଼ଙ୍କ ଉପରେ ଆକ୍ରମଣ କଲେ ପର୍ଯ୍ୟଟକ ଦମ୍ପତି। ବାତ୍ୟା 'ମୋନ୍ଥା' ପାଇଁ ସମୁଦ୍ର ଅଶାନ୍ତ। ସମୁଦ୍ରରେ ପ୍ରବେଶ ପାଇଁ ପର୍ଯ୍ୟଟକ ତଥା ମତ୍ସ୍ୟଜୀବୀଙ୍କୁ ବାରଣ। ଏହା ସତ୍ତ୍ୱେ ଅମାନିଆ!-->…
Read More...
Read More...
ବାତ୍ୟା ଡ୍ୟୁଟି ବେଳେ ଯୋଗାଣ ସହାୟକଙ୍କ ମୃତ୍ୟୁ
ଗଜପତି: ବାତ୍ୟା ଆଶ୍ରୟସ୍ଥଳୀରେ କାର୍ଯ୍ୟରତ କର୍ମଚାରୀଙ୍କ ମୃତ୍ୟୁ। ଗଜପତି ଜିଲ୍ଲା ପୋତାରା ପଞ୍ଚାୟତର ଏକ ବାତ୍ୟା ଆଶ୍ରୟସ୍ଥଳରେ କାର୍ଯ୍ୟରତ ଜଣେ ଯୋଗାଣ ସହାୟକଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ନାମ ସୁରେନ୍ଦ୍ର ଗମାଙ୍ଗ। ସେ ସୋମବାର ରାତିରେ ହଠାତ୍ ଅସୁସ୍ଥ ହୋଇପଡ଼ିଥିଲେ।
ସୂଚନା!-->!-->!-->…
Read More...
Read More...
ଭୟଙ୍କର ହେଉଛି ବାତ୍ୟା ମୋନ୍ଥା
ନ୍ୟୁଜ୍ ବ୍ୟୁରୋ: ସମୁଦ୍ର ମଧ୍ୟରେ ବଳ ଗୋଟାଉଛି ଭୀଷଣ ବାତ୍ୟା ‘ମୋନ୍ଥା’। ଘଣ୍ଟା ପ୍ରତି ୧୨ କିମି ବେଗରେ ଗତି କରି ନିକଟତର ହେଉଛି। ମଛଲିପଟନମ ଠାରୁ ୧୪୦, କାକିନାଡ଼ା ଠାରୁ ୨୪୦ କିମି ଏବଂ ଗୋପାଳପୁର ଠାରୁ ୫୩୦ କିମି ଦୂରରେ ଅଛି। ଆଜି ସନ୍ଧ୍ୟା କିମ୍ବା ରାତିରେ ସ୍ଥଳଭାଗ ଛୁଇଁବ। ବାତ୍ୟା!-->…
Read More...
Read More...
ଜଷ୍ଟିସ ସୂର୍ଯ୍ୟକାନ୍ତ ହେବେ ପରବର୍ତ୍ତି ମୁଖ୍ୟ ବିଚାରପତି
ନୂଆଦିଲ୍ଲୀ; ସୁପ୍ରିମକୋର୍ଟର ୫୩ ତମ ମୁଖ୍ୟ ବିଚାରପତି ହେବାକୁ ଯାଉଛନ୍ତି ଜଷ୍ଟିସ ସୂର୍ଯ୍ୟକାନ୍ତ। ସିଜେଆଇ ଭୂଷଣ ରାମକ୍ରିଷ୍ଣ ଗଭାଇ କେନ୍ଦ୍ରୀୟ ଆଇନ ମନ୍ତ୍ରାଳୟକୁ ତାଙ୍କ ନାଁ ସୁପାରିଶ କରିଛନ୍ତି। କେନ୍ଦ୍ର ଦ୍ୱାରା ଅଧିସୂଚିତ ହେବା ପରେ ଜଷ୍ଟିସ ସୂର୍ଯ୍ୟକାନ୍ତ ପରବର୍ତ୍ତୀ ଦେଶର ମୁଖ୍ୟ!-->…
Read More...
Read More...
ଆସନ୍ତା ୩୦ ପର୍ଯ୍ୟନ୍ତ ୧୦ ଜିଲ୍ଲାରେ ସ୍କୁଲ ଛୁଟି
ଭୁବନେଶ୍ବର: ସମ୍ଭାବ୍ୟ ବାତ୍ୟା ‘ମୋନ୍ଥା’ ପାଇଁ ଦକ୍ଷିଣ ଓଡ଼ିଶାର ୧୦ ଜିଲାରେ ସ୍କୁଲ ଛୁଟି ଘୋଷଣା ହୋଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଆସନ୍ତା ୩୦ ପର୍ଯ୍ୟନ୍ତ ୧୦ ଜିଲ୍ଲାରେ ସ୍କୁଲ ଛୁଟି। ପୁରୀ, ନୟାଗଡ ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ,!-->…
Read More...
Read More...
ଟାଙ୍ଗୀ ଥାନା ଅଧିକାରୀ ନିଲମ୍ବିତ
କଟକ: କଟକ ଟାଙ୍ଗୀ ଥାନା ଅଧିକାରୀ ଶିବ ପ୍ରସାଦ ଭଦ୍ର।ଙ୍କୁ ନିଲମ୍ବନ କଲେ ଡିଜିପି ଯୋଗେଶ ବାହାଦୂର ଖୁରାନିଆ। ଟାଙ୍ଗୀ ଥାନାରେ ଜଣେ ବ୍ୟକ୍ତିଙ୍କୁ ବେଆଇନ୍ ଭାବେ ଅଟକ ରଖିବା ସହ ନିର୍ଯାତନା ଦିଆଯାଇଥିବା ପରିବାର ପକ୍ଷରୁ ସଙ୍ଗୀନ ଅଭିଯୋଗ ହୋଇଥିଲା। ଏହାପରେ କାର୍ଯ୍ୟାନୁଷ୍ଠାନ!-->…
Read More...
Read More...
ଆସୁଛି ଝଡ଼ ‘ମୋନ୍ଥା’, କେନ୍ଦ୍ରାପଡ଼ାବାସୀଙ୍କୁ ସତର୍କ ସୂଚନା
ଭୁବନେଶ୍ବର: ବଙ୍ଗୋପସାଗରେ ଗଭୀର ଅବପାତ ବାତ୍ୟା ରୂପ ନେଇଛି ସମ୍ଭାବ୍ୟ ସାମୁଦ୍ରିକ ଝଡ଼ ମୋନ୍ଥା। ଘଣ୍ଟାପ୍ରତି ୧୫କିମି ବେଗରେ ମାଡି ଆସୁଛି ବାତ୍ୟା ‘ମନ୍ଥା’। ଏହି ଝଡ଼ର ପ୍ରଭାବ କେନ୍ଦ୍ରାପଡ଼ା ଜିଲାରେ ପଡ଼ିବ ବୋଲି ପାଣିପାଗ ବିଶେଷଜ୍ଞ ଆକଳନ କରୁଛନ୍ତି। ଆସନ୍ତା ୨୮ ତାରିଖ ସୁଦ୍ଧା!-->…
Read More...
Read More...
ଆଇନ୍ ଓ ସାହିତ୍ୟ ମଧ୍ୟରେ ରହିଛି ଏକ ଅତୁଟ ସମ୍ପର୍କ: ନ୍ୟାୟମୂର୍ତୀ ମିଶ୍ର
ଭୁବନେଶ୍ୱର: ଆଇନ୍ ଏବଂ ସାହିତ୍ୟ ଦୁଇଟିର ଅଲଗା ଅଲଗା ବୈଶିଷ୍ଟ୍ୟ ରହିଛି ଏବଂ ଏହାର ଦିଗ ମଧ୍ୟ ଭିନ୍ନ। କିନ୍ତୁ ଏ ଦୁଇଟି ବୈଶିଷ୍ଟ୍ୟ ମଧ୍ୟରେ ଏକ ଅତୁଟ ସମ୍ପର୍କ ରହିଛି ବୋଲି ଶନିବାର କହିଛନ୍ତି ଓଡ଼ିଶା ହାଇକୋର୍ଟର ବିଚାରପତି ନ୍ୟାୟମୂର୍ତୀ ଶିବୋ ଶଙ୍କର ମିଶ୍ର।
ଆଇନ୍ ହେଉଛି ଏଭଳି ଏକ!-->!-->!-->…
Read More...
Read More...
ସମ୍ ହସ୍ପିଟାଲ୍ରେ ୯ ମାସ ଶିଶୁର ବିରଳ ଅସ୍ତ୍ରୋପଚାର
ଭୁବନେଶ୍ୱର: ଥଣ୍ଡା, କାଶ ଓ ଜ୍ୱର ସହିତ ନିଶ୍ୱାସ ନେବାରେ କଷ୍ଟ ଅନୁଭବ କରିବା ସମସ୍ୟା ନେଇ ୯ ମାସର ଶିଶୁ ପୁତ୍ରକୁ ତା’ର ପିତାମାତା ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ ହସ୍ପିଟାଲ୍ରେ ଚିକିତ୍ସା ନିମନ୍ତେ ଭର୍ତି କରାଇଥିଲେ।
ରାୟଗଡ଼ା ଜିଲ୍ଲା ନିବାସୀ ଅନୀଲ ପଲେଇ ଓ!-->!-->!-->…
Read More...
Read More...
ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଲା ଅବପାତ
ଭୁବନେଶ୍ବର: ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଲା ଅବପାତ। ସୁଦୃଶ ଲଘୁଚାପ ଅବପାତରେ ପରିଣତ ହୋଇଛି। ଅବପାତଟି କ୍ରମଶଃ ଗଭୀର ଅବପାତରେ ପରିଣତ ହୋଇ ୨୭ ତାରିଖ ସକାଳେ ବାତ୍ୟାର ରୂପ ନେଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।ଏହାର ପ୍ରଭାବରେ ୨୭ରୁ ୨୯ ତାରିଖ ୩ ଦିନ ଯାଏ!-->…
Read More...
Read More...