ପ୍ରମୁଖ ଖବର

ଆଇଏମ୍‌ଏସ୍ ଆଣ୍ଡ ସମ ହସ୍ପିଟାଲ୍ କ୍ୟାମ୍ପସ-୨ରେ ଏଆରଟି ସେଂଟର ଉଦ୍‌ଘାଟିତ
ପଞ୍ଚମ ଏବଂ ଅଷ୍ଟମ ଶ୍ରେଣୀ ପାଇଁ ୧୭ଟି ନୂତନ ପାଠ୍ୟପୁସ୍ତକକୁ ମିଳିଲା ଅନୁମୋଦନ
କ୍ୟାବିନେଟରେ ୫ବିଭାଗର ୬ପ୍ରସ୍ତାବକୁ ମଞ୍ଜୁରୀ
ବିନା ଅନୁମତିରେ ବିଡିଓ ଓ ତହସିଲଦାର ଛୁଟିରେ ରହିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ
ଯାତ୍ରୀଙ୍କ ପାଇଁ ଆଡଭାଇଜରି ଜାରି କଲା ଦିଲ୍ଲୀ ବିମାନବନ୍ଦର
ବାଲେଶ୍ବର ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଅଗ୍ନିକାଣ୍ଡ
Browsing Category

TOP STORIES

ଗିରଫ ହେଲେ କୋଟିପତି ଡିଏଫଓ ନିତ୍ୟାନନ୍ଦ ନାୟକ

କେନ୍ଦୁଝର: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କେନ୍ଦୁଝର ଜିଲ୍ଲା କେନ୍ଦୁପତ୍ର ଡିଭିଜନର ଡିଏଫଓ ନିତ୍ୟାନନ୍ଦ ନାୟକଙ୍କୁ ମଙ୍ଗଳବାର ଗିରଫ କରିଛି ଭିଜିଲାନ୍ସ। ଗିରଫ ପରେ ତାଙ୍କୁ କେନ୍ଦୁଝର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ହାଜର କରାଯାଇଛି। ୩ ଦିନ ହେବ ନିତ୍ୟାନନ୍ଦଙ୍କ ବିଭିନ୍ନ
Read More...

କଲେଜ ଛାତ୍ରଙ୍କ ମୃତ୍ୟୁ ଘଟଣାରେ ୪ ଲକ୍ଷ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ପୁରୀ ଜିଲ୍ଲାର ଚନ୍ଦନପୁର ଅଞ୍ଚଳରେ ଜାତୀୟ ରାଜପଥ-୩୧୬ରେ ସୋମବାର ଦିନ ଅଗ୍ନିଶମ ବାହିନୀ ଗାଡ଼ି ଧକ୍କାରେ ଜଣେ କଲେଜ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ନାମ ସ୍ୱୟମ୍ ଶୁଭମ୍ ସେନାପତି (୨୦ ବର୍ଷ)। ସେ ପୁରୀର ଏସସିଏସ କଲେଜର କମ୍ପ୍ୟୁଟର ସାଇନ୍ସର ଶେଷ ବର୍ଷର ଛାତ୍ର
Read More...

ଇସ୍ତଫା ଦେଲେ ଉପରାଷ୍ଟ୍ରପତି ଜଗଦୀପ ଧନଖଡ

ନୂଆଦିଲ୍ଲୀ: ଭାରତର ଉପରାଷ୍ଟ୍ରପତି ଜଗଦୀପ ଧନଖଡ ତତ୍କାଳ ପ୍ରଭାବରୁ ଉପରାଷ୍ଟ୍ରପତି ପଦରୁ ଇସ୍ତଫା ଦେଇଛନ୍ତି। ସ୍ବାସ୍ଥ୍ୟଗତ କାରଣ ଦର୍ଶାଇ ଇସ୍ତଫା ଦେଇଛନ୍ତି ଧନଖରଡ। ରାଷ୍ଟ୍ରପତିଙ୍କ ନିକଟକୁ ସେ ତାଙ୍କ ଇସ୍ତଫା ପତ୍ର ପଠାଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଧନଖରଡ ତାଙ୍କ
Read More...

ରାଜ୍ୟପାଳଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟପାଳ ଡକ୍ଟର. ହରିବାବୁ କମ୍ଭମପତିଙ୍କୁ ସାକ୍ଷାତ କରିଛନ୍ତି। ଏହାକୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ତରଫରୁ ଏକ ସୌଜନ୍ୟମୂଳକ ସାକ୍ଷାତକାର ବୋଲି କୁହାଯାଇଛି। ମାତ୍ର ରାଜନୈତିକ ମହଲରେ ସାକ୍ଷାତକାରକୁ ନେଇ ଭିନ୍ନଭିନ୍ନ ଚର୍ଚ୍ଚା ହେଉଛି।
Read More...

ରେଭେନ୍ସାରେ ରାଗିଂ :୧୦ ଛାତ୍ରଙ୍କୁ ହଷ୍ଟେଲ୍‌ ଛାଡ଼ିବାକୁ ନିର୍ଦ୍ଦେଶ

କଟକ: ରେଭେନ୍ସା ଇଷ୍ଟ ହଷ୍ଟେଲ୍‌ରେ ରାଗିଂ ଅଭିଯୋଗ ପରେ ୧୦ ଜଣ ଛାତ୍ରଙ୍କୁ ହଷ୍ଟେଲ୍‌ ଛାଡ଼ିବାକୁ ନିର୍ଦ୍ଦେଶ ଦିଆଯାଇଛି। ଆଣ୍ଟି ରାଗିଂ କମିଟି ପକ୍ଷରୁ ପଦକ୍ଷେପ ନିଆଯାଇଛି। ହଷ୍ଟେଲ ୱାର୍ଡେନ ବାରଣ କରିବା ସତ୍ତ୍ୱେ ଏହି ରାଗିଂ କରାଯାଇଥିଲା। ରାତି ଅଧରେ ପ୍ରଥମ ବର୍ଷ ଅନ୍ତେବାସୀଙ୍କୁ
Read More...

ରାଷ୍ଟ୍ରପତି ଭବନରେ ପ୍ରସାରିତ ହେଲା ‘ଶ୍ରୀ ଜଗନ୍ନାଥଙ୍କ ନବକଳେବର’

ଦିଲ୍ଲୀ: ଓଡ଼ିଆ ଫିଲ୍ମ ଇତିହାସରେ ପ୍ରଥମ। ରାଷ୍ଟ୍ରପତି ଭବନରେ ପ୍ରଦର୍ଶିତ ହେଲା ଓଡିଆ ଫିଲ୍ମ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନବକଳେବରର କଥାବସ୍ତୁକୁ ନେଇ ପ୍ରସ୍ତୁତ ଫିଲ୍ମ 'ଶ୍ରୀଜଗନ୍ନାଥଙ୍କ ନବକଳେବର' ରାଷ୍ଟ୍ରପତି ପ୍ରଦର୍ଶିତ ହୋଇଛି। ପୂରା ଟିମ୍‌ ସହ ଫିଲ୍ମ ଦେଖି ଭାବବିହ୍ବଳ ହେଲେ
Read More...

ସୁରକ୍ଷାକର୍ମୀଙ୍କ ଗୁଳିରେ ୬ ହାର୍ଡକୋର ମାଓବାଦୀ ମୃତ

ଛତିଶଗଡ଼: ଛତିଶଗଡ଼ ନାରାୟଣପୁର ଜିଲା ଅବୁଝମାଡ଼ରେ ଶୁକ୍ରବାର ଏକ ବଡ଼ ଧରଣର ଏନ୍‌କାଉଣ୍ଟର ହୋଇଛି। ସୁରକ୍ଷାକର୍ମୀଙ୍କ ଗୁଳିରେ ୬ଜଣ ହାର୍ଡକୋର ମାଓବାଦୀ ନିପାତ ହୋଇଥିବା ବସ୍ତର ଆଇଜି ସୂଚନା ଦେଇଛନ୍ତି। ଅଧିକ ମାଓବାଦୀ ମୃତାହତ ଆଶଙ୍କାରେ ଅଞ୍ଚଳରେ ସର୍ଚ୍ଚ ଅପରେଶନ ଜାରି ରହିଛି।
Read More...

କଟକ ଆଖପାଖ ଅଞ୍ଚଳକୁ ହେବ ସମୃଦ୍ଧ ମଡେଲ ଅଞ୍ଚଳ: ମୁଖ୍ୟମନ୍ତ୍ରୀ

କଟକ: କଟକ ସାଂସଦ ଭର୍ତ୍ତୃହରି ମହତାବ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ କରି କଟକ ସଂସଦୀୟ କ୍ଷେତ୍ରର ବିଭିନ୍ନ ବିକାଶମୂଳକ କାର୍ଯ୍ୟକ୍ରମ ବିଷୟରେ ଆଲୋଚନା କରିଛନ୍ତି। ବୈଠକରେ କଟକ ସହରର ଓଏମପି ଅଂଚଳରେ ଭେଣ୍ଡିଙ୍ଗ ଜୋନ,ଏକ ବୃହତ୍‌ କନ୍‌ଭେନସନ ସେଣ୍ଟର
Read More...

ତୃଣମୂଳ ସ୍ତରରେ କ୍ରୀଡାର ବିକାଶ ପାଇଁ ଜିନ୍ଦଲ ଫାଉଣ୍ଡେସନକୁ ସିଏସଆର ଟାଇମ୍ସ ସ୍ୱର୍ଣ୍ଣ ପୁରସ୍କାର

ଭୁବନେଶ୍ବର: ତୃଣମୂଳ ସ୍ତରରେ କ୍ରୀଡାର ବିକାଶ ପାଇଁ ଜିନ୍ଦଲ ଷ୍ଟିଲର ସାମାଜିକ ସଂସ୍ଥା ଜିନ୍ଦଲ ଫାଉଣ୍ଡେସନକୁ ସିଏସଆର ଟାଇମ୍ସ ସ୍ୱର୍ଣ୍ଣ ପୁରସ୍କାର ପ୍ରଦାନ କରାଯାଇଛି। ଭାରତରେ ରୱାଣ୍ଡା ଗଣରାଜ୍ୟର ମାନ୍ୟବର ହାଇକମିଶନର ଶ୍ରୀମତୀ ଜ୍ୟାକଲିନ୍ ମୁକାଙ୍ଗିରା ନୂଆଦିଲ୍ଲୀରେ ଅନୁଷ୍ଠିତ ଦ୍ୱାଦଶ
Read More...

ପୃଥ୍ବୀ-୨, ଅଗ୍ନି-୧ ପ୍ରାଇମ ମିଜାଇଲ୍‌ର ପରୀକ୍ଷଣ ସଫଳ

ବାଲେଶ୍ବର; ଭାରତକୁ ମିଳିଛି ଦୁଇ ଦୁଇଟି ବଡ଼ ସଫଳତା। ପୃଥ୍ବୀ-୨ ଏବଂ ଅଗ୍ନି-୧ ପ୍ରାଇମ ମିଜାଇଲ୍‌ର ଗୁରୁବାର ସଫଳ ପରୀକ୍ଷଣ କରି ଭାରତ ଆଉ ଏକ ମାଇଲଖୁଣ୍ଟ ଅତିକ୍ରମ କରିଛି। ଚାନ୍ଦିପୁର ୩ ନମ୍ବର ଲଞ୍ଚପ୍ୟାଡରୁ ଗୁରୁବାର ପୃଥ୍ବୀ-୨ ମିଜାଇଲର ସଫଳ ପରୀକ୍ଷଣ କରାଯାଇଛି। ପୃଥ୍ବୀ-୨ ମିଜାଇଲ
Read More...