ପ୍ରମୁଖ ଖବର

ୟୁପିଆଇ କାରବାରରେ ନୂଆ ଶୁଳ୍କ ଲାଗୁ ନେଇ ଅନିଶ୍ଚିତତା, ୨୦୨୭ ଯାଏଁ ଘୁଞ୍ଚିପାରେ ତାରିଖ
ନନ୍ଦିଗ୍ରାମରେ ବିଜେପିର ବଡ଼ ବିଜୟ, ୧.୨୨ ଲକ୍ଷ ଭୋଟରେ ଜିତିଲେ ହସିରାଣୀ
ମୋଦିଙ୍କ ନାମରେ ନାମିତ ହେବ ଜେୱର ଅନ୍ତର୍ଜାତୀୟ ବିମାନବନ୍ଦର
ଭାରତୀୟ ପାଇଲଟ୍ ସ୍ମିତ୍ ମଚ୍ଛରଙ୍କୁ ଇସ୍ରାଏଲର ସର୍ବୋଚ୍ଚ ବୀରତ୍ୱ ସମ୍ମାନ
Browsing Category

TOP STORIES

ମାତୃ ଓ ଶିଶୁ ସ୍ୱାସ୍ଥ୍ୟସେବା ସୁଦୃଢ଼ ପାଇଁ ‘ଜନନୀ’ ଡିଜିଟାଲ୍ ପ୍ଲାଟଫର୍ମ ଆରମ୍ଭ

ନୂଆଦିଲ୍ଲୀ:ମାତୃ ଓ ଶିଶୁ ସ୍ୱାସ୍ଥ୍ୟସେବାକୁ ଆହୁରି ସୁଦୃଢ଼ କରିବା ଲକ୍ଷ୍ୟରେ କେନ୍ଦ୍ର ସରକାର ‘ଜନନୀ’ (JANANI - Journey of Antenatal, Natal and Neonatal Integrated Care) ନାମକ ଏକ କ୍ୟୁଆର୍‌ କୋଡ୍‌ ସକ୍ଷମ ଡିଜିଟାଲ୍ ସ୍ୱାସ୍ଥ୍ୟ ପ୍ଲାଟଫର୍ମ ଆରମ୍ଭ କରିଛନ୍ତି।ସରକାରୀ…
Read More...

ଶୁଭେନ୍ଦୁ ଅଧିକାରୀଙ୍କ ପିଏଙ୍କୁ ଗୁଳି କରି ହତ୍ୟା

ପଶ୍ଚିମବଙ୍ଗ: ଶୁଭେନ୍ଦୁ ଅଧିକାରୀଙ୍କ ଘନିଷ୍ଠ ସହଯୋଗୀ ଓ ବ୍ୟକ୍ତିଗତ ସହାୟକ ଚନ୍ଦ୍ରନାଥ ରଥଙ୍କୁ ବୁଧବାର ବିଳମ୍ବିତ ରାତିରେ ଗୁଳି କରି ହତ୍ୟା କରାଯାଇଛି। ମଧ୍ୟମଗ୍ରାମରେ ଘଟିଥିବା ଏହି ଚର୍ଚ୍ଚିତ ହତ୍ୟାକାଣ୍ଡକୁ ପୂରାପୂରି ଯୋଜନାବଦ୍ଧ ଆକ୍ରମଣ ବୋଲି ପୁଲିସ୍‌ ସନ୍ଦେହ କରୁଛି। ଆକ୍ରମଣରେ…
Read More...

ପଶ୍ଚିମବଙ୍ଗରେ ବିଧାୟକ ଦଳ ନେତା ବାଛିବେ ଶାହ ଓ ମୋହନ ମାଝୀ

ନୂଆଦିଲ୍ଲୀ: ପଶ୍ଚିମବଙ୍ଗ ଓ ଆସାମରେ ବିଜେପିର ବିପୁଳ ବିଜୟ ପରେ ସରକାର ଗଠନ ପ୍ରକ୍ରିୟା ଜୋରଦାର ହୋଇଛି। ବିଧାୟକ ଦଳର ନେତା ଚୟନ ପାଇଁ ବିଜେପି କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ନିଯୁକ୍ତ କରିଛି। ପଶ୍ଚିମବଙ୍ଗ ପାଇଁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ…
Read More...

ମମତା ଦେବେନି ଇସ୍ତଫା

ପଶ୍ଚିମବଙ୍ଗ: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ଫଳାଫଳ ପ୍ରକାଶ ପାଇବା ପରେ ରାଜ୍ୟରେ ରାଜନୀତିକ ଉତ୍ତେଜନା ଚରମ ସୀମାକୁ ପହଞ୍ଚିଛି। ତୃଣମୂଳ କଂଗ୍ରେସ ନେତ୍ରୀ ମମତା ବାନାର୍ଜୀ ପ୍ରଥମଥର ପାଇଁ ସାମ୍ବାଦିକ ସମ୍ମିଳନୀ କରି ବିଜେପି ବିରୋଧରେ ତୀବ୍ର ଆକ୍ରମଣ କରିଛନ୍ତି ଓ ନିର୍ବାଚନ…
Read More...

ମୁଖ୍ୟମନ୍ତ୍ରୀ ପଦ ଛାଡିଲେ ଷ୍ଟାଲିନ

ତାମିଲନାଡୁ: ତାମିଲନାଡୁ ବିଧାନସଭା ନିର୍ବାଚନରେ ପରାଜୟ ପରେ ଏମ.କେ ଷ୍ଟାଲିନ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କ ଇସ୍ତଫା ପତ୍ର ରାଜ୍ୟପାଳଙ୍କୁ ପଠାଯାଇଥିବା ସୂଚନା ମିଳିଛି। ଏପ୍ରିଲ ୨୩ରେ ହୋଇଥିବା ନିର୍ବାଚନରେ ଅଭିନେତା ବିଜୟଙ୍କ ନେତୃତ୍ୱରେ ଟିଭିକେ ଦଳ ଶାସକ…
Read More...

ଚୀନର ଲିଉୟାଙ୍ଗରେ ଭୟାବହ ବାଣ କାରଖାନା ବିସ୍ଫୋରଣ

ନ୍ୟୁଜ୍ ବ୍ୟୁରୋ: ଚୀନର ଲିଉୟାଙ୍ଗ ସହରରେ ଥିବା ଏକ ବାଣ କାରଖାନାରେ ସୋମବାର ସନ୍ଧ୍ୟାରେ ଘଟିଥିବା ଭୟାବହ ବିସ୍ଫୋରଣରେ ଅନ୍ତତଃ ୨୧ ଜଣଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଏହାସହିତ ୬୧ ଜଣ ଗୁରୁତର ଓ ସାଧାରଣ ଆହତ ହୋଇଛନ୍ତି। ଏହି ଦୁର୍ଘଟଣା ଗୁଆଣ୍ଡୁ ଟାଉନସିପ୍‌ରେ ଅବସ୍ଥିତ ଲିଉୟାଙ୍ଗ…
Read More...

ଫାୟାରଷ୍ଟେସନ ଓଭରବ୍ରିଜ୍‌ରେ ଓଲଟିଲା ସିଲିଣ୍ଡର ବୋଝେଇ ଟ୍ରକ

ଭୁବନେଶ୍ବର: ରାଜଧାନୀର ଫାୟାରଷ୍ଟେସନ ଓଭରବ୍ରିଜ୍ ଉପରେ ଗ୍ୟାସ ସିଲିଣ୍ଡର ବୋଝେଇ ଏକ ଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇ ଓଲଟି ପଡ଼ିଛି। ଫଳରେ ଟ୍ରକରେ ଥିବା ଶତାଧିକ ସିଲିଣ୍ଡର ରାସ୍ତାରେ ଛିଟିକିଯାଇଥିବାରୁ ସ୍ଥାନୀୟ ଅଞ୍ଚଳରେ ଆତଙ୍କ ସୃଷ୍ଟି ହୋଇଛି। ସୂଚନା ଅନୁଯାୟୀ, ଦ୍ରୁତ ଗତିରେ ଯାଉଥିବା…
Read More...

ପିଏନଜି ସଂଯୋଗ ବୃଦ୍ଧି: ୫.୯୬ ଲକ୍ଷ ଘରେ ପହଞ୍ଚିଲା ଗ୍ୟାସ୍

ନୂଆଦିଲ୍ଲୀ: ଦେଶରେ ପାଇପ୍ଡ୍ ନ୍ୟାଚୁରାଲ୍ ଗ୍ୟାସ୍ (ପିଏନଜି) ବିସ୍ତାର ଦ୍ରୁତ ଗତିରେ ଚାଲିଛି। କେନ୍ଦ୍ର ସରକାର ସୂଚନା ଦେଇଛନ୍ତି ଯେ, ୫.୯୬ ଲକ୍ଷ ପିଏନଜି ସଂଯୋଗକୁ ଗ୍ୟାସ୍ ଯୋଗାଣ ଆରମ୍ଭ ହୋଇଛି ଏବଂ ଅଧିକ ୨.୬୮ ଲକ୍ଷ ସଂଯୋଗ ପାଇଁ ଆବଶ୍ୟକ ଢାଞ୍ଚା ପ୍ରସ୍ତୁତ ହୋଇଛି। ଏହା ସହିତ ମୋଟ…
Read More...

ଆସନ୍ତା କାଲି ପ୍ରକାଶିତ ହେବ ମାଟ୍ରିକ ଫଳ

ଭୁବନେଶ୍ବର: ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଫଳ ମେ ୨ ଅର୍ଥାତ ଆସନ୍ତା କାଲି ପ୍ରକାଶ ପାଇବ। ଅପରାହ୍ନ ୪ଟାରେ ବୋର୍ଡ ମୁଖ୍ୟାଳୟରେ ଫଳ ଘୋଷଣା କରାଯିବ ବୋଲି ମାଧ୍ୟମିକ ଶିକ୍ଷା ପରିଷଦ (ବିଏସଇ) ପକ୍ଷରୁ ପ୍ରେସ ରିଲିଜ୍‌ ଜରିଆରେ ସୂଚନା ଦିଆଯାଇଛି। ଏହାସହିତ ଷ୍ଟେଟ୍ ଓପନ ସ୍କୁଲ ଓ…
Read More...

ଇସ୍ପାତ୍ ରାଜଧାନୀ ହେବ ଓଡ଼ିଶା : ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ପ୍ରାକୃତିକ ସମ୍ପଦ ଓ ମାନବ ସମ୍ବଳରେ ସମ୍ପନ୍ନ ଓଡ଼ିଶାକୁ ୨୦୩୬ ସୁଦ୍ଧା ସମୃଦ୍ଧ ଏବଂ ୨୦୪୭ ସୁଦ୍ଧା ୧.୫ ଟ୍ରିଲିୟନ୍ ଡଲାର ଅର୍ଥନୀତିରେ ପରିଣତ କରିବାକୁ ରାଜ୍ୟ ସରକାର ଲକ୍ଷ୍ୟ ନେଇ କାମ କରୁଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି। ସେ କହିଛନ୍ତି, ଏହି ଲକ୍ଷ୍ୟ…
Read More...