ପ୍ରମୁଖ ଖବର

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ
ମାର୍ଚ୍ଚ ୧୬ରେ ରାଜ୍ୟସଭା ନିର୍ବାଚନ
କଟକରେ ଗୁଳିକାଣ୍ଡ: ଯୁବକ ମୃତ୍ୟୁ
Browsing Category

TOP STORIES

ଧର୍ମଶାଳା ବ୍ଲକ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ପ୍ରଭାତ ବଳବନ୍ତରାୟ

ଯାଜପୁର: ଯାଜପୁର ଜିଲ୍ଲା ଧର୍ମଶାଳା ବ୍ଲକ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ପ୍ରଭାତ ବଳବନ୍ତରାୟ। ବ୍ୟକ୍ତିଗତ କାରଣ ଦର୍ଶାଇ ଇସ୍ତଫା ଦେଲେ ପ୍ରଭାତ। ଅନାସ୍ଥା ପ୍ରସ୍ତାବ ଭୋଟିଂ ପୂର୍ବରୁ ନିଜ ପଦବୀରୁ ଇସ୍ତଫା ଦେଇଛନ୍ତି ପ୍ରଭାତ। ସେ ବିଡିଓଙ୍କ ନିକଟରେ ତାଙ୍କର ଇସ୍ତଫା ପତ୍ର ଦାଖଲ କରିଛନ୍ତି।
Read More...

ନୂଆଦିଲ୍ଲୀରେ ନିର୍ମାଣ ହେବ ଓଡ଼ିଶା ଭବନ

ଭୁବନେଶ୍ବର: ଲୋକସେବା ଭବନରେ ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନୂଆଦିଲ୍ଲୀର ନୂତନ ଓଡିଶା ଭବନ ନିର୍ମାଣ କାର୍ଯ୍ୟ ସମ୍ପର୍କରେ ସମୀକ୍ଷା କରିଛନ୍ତି। ନୂଆଦିଲ୍ଲୀର ଚାଣକ୍ୟପୁରୀ ଅଞ୍ଚଳରେ ଏହି ଭବନର ପୁନଃନିର୍ମାଣ କରାଯାଉଛି। ଏହି ବୈଠକରେ ମୁଖ୍ୟମନ୍ତ୍ରୀ ଦେଶର ରାଜଧାନୀ ନୂଆଦିଲ୍ଲୀରେ
Read More...

ପରଲୋକରେ ବିଶିଷ୍ଟ ସାହିତ୍ୟିକ ପଦ୍ମଶ୍ରୀ ବିନୋଦ ପଶାୟତ

ସମ୍ବଲପୁର: ବିଶିଷ୍ଟ ସାହିତ୍ୟିକ ପଦ୍ମଶ୍ରୀ ବିନୋଦ ପଶାୟତ ପରଲୋକ ଘଟିଛି। ୯୧ ବର୍ଷ ବୟସରେ ଆଖି ବୁଜିଛନ୍ତି ପଦ୍ମଶ୍ରୀ ବିନୋଦ ପଶାୟତ। ସମ୍ବଲପୁର ସଦର ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ହୋଇଛି। ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡ଼ିତ ହୋଇ ସେ ଚିକିତ୍ସିତ ହୋଉଥିଲେ। ବୁଧବାର ସକାଳୁ
Read More...

ବାଲ୍‌ବାଟିକାଠାରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ମିଳିବ ଚାଉଳ ସହ ଟଙ୍କା

ଭୁବନେଶ୍ବର: ରାଜ୍ୟର ସମସ୍ତ ଶିଶୁ(ବାଲ୍‌)ବାଟିକାଠାରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କୁ ୧୧ଦିନର ଚାଉଳ ସହ ରନ୍ଧନ ବାବଦ ଟଙ୍କା ପ୍ରଦାନ କରାଯିବ। ପ୍ରଧାନ ଶିକ୍ଷକମାନେ ତୁରନ୍ତ ପିଲାଙ୍କୁ ଏହା ବଣ୍ଟନ କରି ସରକାରଙ୍କୁ ଜଣାଇବେ। ଏଥିପ୍ରତି ଜିଲା ଶିକ୍ଷା ଅଧିକାରୀ ଏବଂ ଜିଲାପାଳ
Read More...

୫୦ରୁ ଅଧିକ ସ୍କୁଲକୁ ବୋମାରେ ଉଡାଇବାକୁ ଧମକ

ନୂଆଦିଲ୍ଲୀ; ବୁଧବାର ପୁଣି ରାଜଧାନୀ ଦିଲ୍ଲୀର ୫୦ରୁ ଅଧିକ ସ୍କୁଲକୁ ବୋମାରେ ଉଡାଇବାକୁ ଧମକ ମିଳିଛି। ଏହି ଧମକ ଇମେଲ୍‌ ଜରିଆରେ ମିଳିଛି। ଦିଲ୍ଲୀ ପୁଲିସ ଅନୁଯାୟୀ, ନିଜକୁ ‘ଆତଙ୍କବାଦୀ ୧୧୧’ କହୁଥିବା ଏକ ସମୂହ ୫୦ରୁ ଅଧିକ ସ୍କୁଲକୁ ଇମେଲ୍‌ ଯୋଗେ ବୋମା ଧମକ ଦେଇଥିବା ସହ ୨୫,୦୦୦
Read More...

ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ବି. ସୁଦର୍ଶନ ରେଡ୍ଡୀ ହେଲେ ଉପ ରାଷ୍ଟ୍ରପତି ପ୍ରାର୍ଥୀ

ନୂଆଦିଲ୍ଲୀ: ଆଜି ବିରୋଧୀ ଦଳ ଉପରାଷ୍ଟ୍ରପତି ପଦ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ଉପରାଷ୍ଟ୍ରପତି ପଦ ପାଇଁ ବିରୋଧୀ ଦଳ ପକ୍ଷରୁ ଜଷ୍ଟିସ ବି. ସୁଦର୍ଶନ ରେଡ୍ଡୀ ପ୍ରାର୍ଥୀ ହେବେ। କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ତାଙ୍କ ନାମ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ ବିରୋଧୀ ଦଳ
Read More...

ଜଳସେଚନ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ ସୁରେନ୍ଦ୍ର ବେହେରା ଗିରଫ

ଅନୁଗୁଳ: ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଅନୁଗୁଳ ଜିଲ୍ଲା ଜଳସେଚନ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ ସୁରେନ୍ଦ୍ର ବେହେରାଙ୍କୁ ଭିଜିଲାନ୍ସ ଗିରଫ କରିଛି। ଆଜି ତାଙ୍କୁ ସୁନ୍ଦରଗଡ଼ର ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତିଙ୍କ କୋର୍ଟକୁ ପଠାଯିବ। ଗତକାଲି ଭୁବନେଶ୍ୱର, ରାଉରକେଲା, ସୁନ୍ଦରଗଡ଼,
Read More...

ଗଣେଶ ପୂଜା ପାଇଁ ଗାଇଡଲାଇନ ଜାରି

କଟକ: କଟକ ସହରରେ ଗଣେଶ ପୂଜା ଉତ୍ସବକୁ ସୁରୁଖୁରୁରେ ପରିଚାଳନା କରିବା, ସୁରକ୍ଷା, ଭିଡ଼ ନିୟନ୍ତ୍ରଣ ଏବଂ ଶବ୍ଦ ନିୟନ୍ତ୍ରଣ ସମ୍ପର୍କରେ କମିଶନରେଟ୍ ପୋଲିସ ପକ୍ଷରୁ ନିର୍ଦ୍ଦେଶାବଳୀ ଜାରି କରାଯାଇଛି। କଟକ ଡେପୁଟି ପୋଲିସ କମିଶନର (ଡିସିପି) ଖିଲାରି ଋଷିକେଶ ଜ୍ଞାନଦେଓ କହିଛନ୍ତି ଯେ ସହରର
Read More...

ଶିଶୁ ବାଟିକା ପିଲାମାନଙ୍କୁ ମିଳିବ ମାଗଣା ୟୁନିଫର୍ମ

ଭୁବନେଶ୍ବର: ରାଜ୍ୟ ସାରା ସ୍କୁଲରେ ଶିଶୁ ବାଟିକାର ଛାତ୍ରଛାତ୍ରୀମାନଙ୍କୁ ମିଳିବ ମାଗଣା ୟୁନିଫର୍ମ । ଏହା ସହିତ ଛାତ୍ରଛାତ୍ରୀମାନଙ୍କୁ ଅତ୍ୟାବଶ୍ୟକୀୟ ସାମଗ୍ରୀ ଯୋଗାଇବାକୁ ମଧ୍ୟ ଓଡ଼ିଶା ସରକାର ନିଷ୍ପତ୍ତି ନେଇଛନ୍ତି। ସୂଚନା ଅନୁଯାୟୀ, ୩,୧୦,୮୩୯ ଜଣ ନାମ ଲେଖାଇଥିବା ପିଲାଙ୍କୁ
Read More...

ବନ୍ଦ ହୋଇଯିବ ଭୁବନେଶ୍ଵର-ଦୁବାଇ ବିମାନ ସେବା

ଭୁବନେଶ୍ଵର: ବନ୍ଦ ହେବ ଭୁବନେଶ୍ଵର-ଦୁବାଇ ବିମାନ ସେବା। ଇଣ୍ଡିଗୋ ପକ୍ଷରୁ ଭୁବନେଶ୍ଵର-ଦୁବାଇ ବିମାନ ସେବାକୁ ବନ୍ଦ କରି ଦିଆଯିବ। ଆସନ୍ତା ଅକ୍ଟୋବର ୨୪ ତାରିଖରୁ ଏହି ରୁଟରେ କମ୍ପାନୀ ଏହାର ସେବା ବନ୍ଦ କରିବା ନେଇ ସୂଚନା ମିଳିଛି। ଏହି ରୁଟରେ ଆଉ ଯାତ୍ରା ସୁବିଧା ପାଇବେନି ଯାତ୍ରୀ।
Read More...