ପ୍ରମୁଖ ଖବର

ଫିଫା ବିଶ୍ୱକପ୍ ଫାଇନାଲ୍ ପାଇଁ କେରଳରେ ଶିକ୍ଷାନୁଷ୍ଠାନ ଛୁଟି; ଫୁଟବଲ୍ ପ୍ରେମୀ ଛାତ୍ରଛାତ୍ରୀଙ୍କ ପାଇଁ ସରକାରଙ୍କ ବଡ଼ ନିଷ୍ପତ୍ତି
୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାରରେ ତାମିଲ ସିନେମାର ଜଲୱା; ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ ବିଜୟ
ଜମ୍ମୁ-କାଶ୍ମୀରରେ ଭୟଙ୍କର ଆକସ୍ମିକ ବନ୍ୟା: ୧୬ ମୃତ, ଅନେକ ନିଖୋଜ
ମାତୃଭାଷା ସହ ଆଉ ଗୋଟିଏ ଭାରତୀୟ ଭାଷା ଶିଖିବାକୁ ଛାତ୍ରଛାତ୍ରୀଙ୍କୁ ଆହ୍ୱାନ କଲେ ଅମିତ ଶାହ
୧୬ ବର୍ଷରୁ କମ୍ ବୟସ୍କଙ୍କ ପାଇଁ ସୋସିଆଲ ମିଡିଆରେ କଟକଣା ଆଣିପାରନ୍ତି କେନ୍ଦ୍ର ସରକାର
୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର: ଶ୍ରେଷ୍ଠ ଓଡ଼ିଆ ଫିଚର ଫିଲ୍ମ ସମ୍ମାନ ଜିତିଲା ‘ଲହରୀ’
ଜମ୍ମୁ-କାଶ୍ମୀରରେ ବାଦଲଫଟା ବର୍ଷା ଓ ଆକସ୍ମିକ ବନ୍ୟା: ୧୭ ମୃତ, ହାଇ ଆଲର୍ଟ ଜାରି
ଶ୍ରୀମନ୍ଦିରରେ ପୁଣି ଆରମ୍ଭ ହେବ ରତ୍ନଭଣ୍ଡାର ଅଳଙ୍କାର ଗଣତି ଓ ଥ୍ରୀଡି ସ୍କାନିଂ
Browsing Category

TOP STORIES

ଭୁବନେଶ୍ବର ବିମାନବନ୍ଦରରୁ ୪ କୋଟି ଟଙ୍କାର ମରିଜୁଆନା ଜବତ

ଭୁବନେଶ୍ବର: କଷ୍ଟମ ବିଭାଗକୁ ମିଳିଛି ବଡ଼ ସଫଳତା। ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ମଙ୍ଗଳବାର ଦିନ କଷ୍ଟମ୍ସ ଅଧିକାରୀମାନେ ବ୍ୟାଗେଜ୍ ଯାଞ୍ଚ ସମୟରେ ପ୍ରାୟ ୪ କୋଟି ଟଙ୍କା ମୂଲ୍ୟର ହାଇଡ୍ରୋପୋନିକ୍ ଗଞ୍ଜେଇ ଜବତ କରିଛନ୍ତି। ସୂଚନାଅନୁସାରେ, ଯାତ୍ରୀଙ୍କ
Read More...

ନିୟନ୍ତ୍ରଣ ହରାଇ ଘାଇକୁ ଖସିଲା ବସ୍, ୭ମୃତ

ଉତ୍ତରାଖଣ୍ଡ: ଉତ୍ତରାଖଣ୍ଡର ଅଲମୋଡା ଜିଲ୍ଲାରୁ ଆସିଛି ଏକ ଦୁଃଖଦ ଖବର। ଉତ୍ତରାଖଣ୍ଡ ରେ ଏକ ଭୟଙ୍କର ବସ୍ ଦୁର୍ଘଟଣାରେ ୭ଜଣଙ୍କ ମୃତ୍ୟୁ ହୋଇଛି। ଦୁର୍ଘଟଣାରେ ୧୫ ଜଣ ଆହତ ହୋଇ ନିକଟସ୍ଥ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ସୂଚନା ଅନୁସାରେ, ଅଲମୋରା ଜିଲାରେ ଏକ ଯାତ୍ରୀବାହୀ ବସ
Read More...

ଗୃହପାଳିତ ପୋଷା ପ୍ରାଣୀଙ୍କ ଯତ୍ନ ନିମନ୍ତେ ସୋଆ ଆଇଭିଏସ୍‌ଏଏଚ୍‌ରେ ଖୋଲିଲା ସ୍ପା ଏବଂ ଗ୍ରୁମିଂ ସେଂଟର

ଭୁବନେଶ୍ୱର: ଘରେ ରହୁଥିବା ଗେଲବସରିଆ ପୋଷା ପ୍ରାଣୀଙ୍କ ଉପଯୁକ୍ତ ଯତ୍ନ ଏବଂ ସ୍ୱାସ୍ଥ୍ୟ ପରିଚାଳନା ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଭେଟେରିନାରୀ ସାଇନ୍‌ସେସ୍ ଆଣ୍ଡ ଆନିମଲ ହଜ୍‌ବ୍ୟାଣ୍ଡରୀ (ଆଇଭିଏସ୍‌ଏଏଚ୍‌)ରେ ଖୋଲିଛି ସ୍ପା ଏବଂ ଗ୍ରୁମିଂ ସେଂଟର।
Read More...

ଅଟୋକୁ ଧକ୍କା ଦେଲା ବାଇକ: ଜଣେ ମୃତ, ୪ ଆହତ

ପିପିଲି: ପୁରୀ-ଭୁବନେଶ୍ବର ରାସ୍ତାର ଦାଣ୍ଡମୁକୁନ୍ଦପୁର ଭଗୁଆବାଙ୍କଠାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଅଟୋ-ବାଇକ୍‌ ମଧ୍ୟରେ ଧକ୍କା ହୋଇ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟପକ୍ଷେ ୫ଜଣ ଆହତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ସୂଚନା ଅନୁଯାୟୀ, ଦାଣ୍ଡମୁକୁନ୍ଦପୁରରୁ
Read More...

ପୁରୀରେ ଦିବ୍ୟାଙ୍ଗ ମହିଳାଙ୍କୁ ଦୁଷ୍କର୍ମ ଅଭିଯୋଗ

ପୁରୀ: ପୁରୀ ଜିଲ୍ଲାରେ ପୁଣି ଲଜ୍ଜା। ବ୍ରହ୍ମଗିରି ଅଞ୍ଚଳରେ ଜଣେ ଦିବ୍ୟାଙ୍ଗ ମହିଳାଙ୍କୁ ତାଙ୍କ ଘରେ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ, ଶୁକ୍ରବାର ରାତିରେ ପରିବାରର ଅନ୍ୟ ସଦସ୍ୟମାନେ ଘରେ ଅନିପସ୍ଥିତ ଥିଲେ। ଏହି ସମୟରେ ଜଣେ ବ୍ୟକ୍ତି ଜୋରଜବରଦସ୍ତ ମହିଳାଙ୍କ ଘରେ
Read More...

ମାଲଗାଡ଼ି ଟ୍ରେନ ଲାଇନଚ୍ୟୁତ, ନଦୀକୁ ଖସିଲା ଅନେକ ବଗି

ବିହାର: ବିହାରର ଜମୁଇ ଜିଲ୍ଲାରେ ବଡ଼ଧରଣର ଟ୍ରେନ ଦୁର୍ଘଟଣା ଘଟିଛି। ଟେଲୱା ବଜାର ରେଲଓ୍ବେ ହଲ୍ଟ ନିକଟରେ ଆସନସୋଲରୁ ସିମେଣ୍ଟ ନେଇ ଆସୁଥିବା ଏକ ମାଲଗାଡ଼ି ଓଲଟିପଡିଛି। ଦୁର୍ଘଟଣାରେ ଅନେକ ବଗି ଲାଇନଚ୍ୟୁତ ହୋଇଥିବାବେଳେ କିଛି ନଦୀ ତଳକୁ ଖସିଯାଇଛି।ଆସାନସୋଲ ରେଳ ଡିଭଇଜନ ଅନ୍ତର୍ଗତ
Read More...

ପ୍ରଦୂଷଣ ପ୍ରମାଣ ପତ୍ର ଥିବା ଗାଡ଼ିରେ ଲାଗିବ ଗ୍ରୀନ୍ ଷ୍ଟିକର

ନ୍ୟୁଜ୍ ବ୍ୟୁରୋ: ପ୍ରଦୂଷଣ ପ୍ରମାଣ ପତ୍ର ଥିବା ଗାଡ଼ିରେ ଲାଗିବ ଗ୍ରୀନ୍ ଷ୍ଟିକର। ଏନେଇ ସୂଚନା ଦେଇଛନ୍ତି ପରିବହନ ମନ୍ତ୍ରୀ ବିଭୂତି ଜେନା। ଚାଳକଙ୍କ ସୁବିଧା ପାଇଁ ଗାଡିରେ ଗ୍ରୀନ ଷ୍ଟିକର ଲଗାଇବାକୁ ନିଷ୍ପତ୍ତି ନେଇଛି ପରିବହନ ମନ୍ତ୍ରୀ। ମୋଟର ଭେଇକିଲ୍ ଆକ୍ଟ ଅନୁଯାୟୀ, ଗାଡିର ସବୁ
Read More...

ଜାନୁଆରୀ ୨୧ରେ ଓଏସ୍‌ଏସ୍‌ଟିଇଟି ପରୀକ୍ଷା

ନ୍ୟୁଜ୍ ବ୍ୟୁରୋ: ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଏସ୍ଏସ୍‌ଟିଇଟି-୨୦୨୫) ଦ୍ୱିତୀୟ ପର୍ଯ୍ୟାୟ ପରୀକ୍ଷା ଆସନ୍ତା ୨୦୨୬ ଜାନୁଆରୀ ମାସ ୨୧ ତାରିଖରେ ଅନୁଷ୍ଠିତ ହେବ। ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ପରୀକ୍ଷା ଉକ୍ତ
Read More...

ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ବରିଷ୍ଠ ରାଜସ୍ଵ ସହାୟକ ଗିରଫ

ସମ୍ବଲପୁର: ବନ୍ଧା ହେଲେ ସମ୍ବଲପୁର ବରିଷ୍ଠ ରାଜସ୍ଵ ସହାୟକ। ବରିଷ୍ଠ ରାଜସ୍ୱ ସହାୟକ ବାସୁଦେବ ଭୋଇଙ୍କୁ ଭିଜିଲାନ୍ସ ଗିରଫ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବାସୁଦେବଙ୍କ ୪ଟି ସ୍ଥାନରେ ରେଡ୍ ଜାରି ରହିଛି। ସରକାରୀ ସୂତ୍ର ଅନୁଯାୟୀ, ଚଢାଉରେ ବରଗଡ଼ ସହରରେ ଏକ ବହୁମହଲା
Read More...

ପ୍ରଦୂଷଣରେ ଦିଲ୍ଲୀକୁ ଟପିଲା ବାଲେଶ୍ବର

ଭୁବନେଶ୍ବର: ଓଡ଼ିଶାର ପ୍ରଦୂଷଣକୁ ନେଇ ଏପରି ଏକ ରିପୋର୍ଟ ସାମ୍ନାକୁ ଆସିଛି ଯାହାକି ଚିନ୍ତାକୁ ଦ୍ବିଗୁଣିତ କରିଛି। ଦିଲ୍ଲୀକୁ ଟପିଲା ବାଲେଶ୍ବର। ପ୍ରଦୂଷଣରେ ଓଡ଼ିଶାର କିଛି ସହର ବର୍ତ୍ତମାନ ଜାତୀୟ ରାଜଧାନୀ ଦିଲ୍ଲୀକୁ ଟପି ଯାଇଛି। ଓଡ଼ିଶାର ବାଲେଶ୍ବର ସହର ଆଜି ସବୁଠାରୁ ଅଧିକ
Read More...