ପ୍ରମୁଖ ଖବର

କ୍ରସ୍‌ ଭୋଟିଂ ପରେ କଡ଼ା କାର୍ଯ୍ୟାନୁଷ୍ଠାନ: କଂଗ୍ରେସରୁ ନିଲମ୍ବିତ ହେଲେ ୩ ବିଧାୟକ
ହର୍ମୁଜ ଅତିକ୍ରମ କରି ଭାରତରେ ପହଞ୍ଚିଲା ‘ନନ୍ଦାଦେବୀ’ LPG ଜାହାଜ; ଓଡ଼ିଆ କ୍ୟାପଟେନଙ୍କ ସଫଳତା
୧୧ ଜିଲ୍ଲାରେ ୨୩ ଶିଳ୍ପ ପ୍ରକଳ୍ପକୁ ଅନୁମୋଦନ
ପୁରୀ: ବୋମା ଭିଡୁଥିବା ବେଳେ ବିସ୍ଫୋରଣରେ ଛିଡିଗଲା ଯୁବକଙ୍କ ପାପୁଲି
ସୁପ୍ରିମକୋର୍ଟଙ୍କ ବଡ଼ ରାୟ; ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମାଆ ବି ପାଇବେ ମାଟର୍ନିଟୀ ଲିଭ୍
ଭୁବନେଶ୍ୱର ଗସ୍ତରେ ରାଜନାଥ ସିଂହ
୨୯୧ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଟିଏମସି
Browsing Category

TOP STORIES

ଓଡିଶା ପୋଲିସର ୪୧ ଜଣ ଶ୍ରେଷ୍ଠ କ୍ରୀଡ଼ାବିତ ସମ୍ବର୍ଦ୍ଧିତ

କଟକ: ଆଜି ଜାତୀୟ କ୍ରୀଡା ଦିବସ ତଥା କିମ୍ବଦନ୍ତୀ ହକି ଖେଳାଳି ମେଜର ଧ୍ୟାନଚାନ୍ଦଙ୍କ ଜନ୍ମ ଦିନ। ଏହି ଅବସରରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ଓଡିଶା ପୋଲିସର ୪୧ ଜଣ ଶ୍ରେଷ୍ଠ କ୍ରୀଡ଼ାବିତଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି। କଟକ ଆଇପିଏସ ମେସସ୍ଥିତ ଆର.କେ.
Read More...

ମହିଳାଙ୍କ ପାଇଁ ଭୁବନେଶ୍ୱର ସବୁଠୁ ସୁରକ୍ଷିତ

ଭୁବନେଶ୍ବର: ମହିଳାଙ୍କ ପାଇଁ ଭୁବନେଶ୍ବର ସବୁଠୁ ସୁରକ୍ଷିତ ସହର। ନ୍ୟାସନାଲ୍ ଆନୁଆଲ୍ ରିପୋର୍ଟ ଆଣ୍ଡ ଇଣ୍ଡେକ୍ସ ୨୦୨୫ର ରିପୋର୍ଟ ଅନୁଯାୟୀ ଭୁବନେଶ୍ବର ମହିଳାଙ୍କ ପାଇଁ ସବୁଠୁ ସୁରକ୍ଷିତ ସହର ଅଟେ। ଦିଲ୍ଲୀ ଓ କଲକାତା ସମେତ ୭ଟି ସହର ମହିଳାଙ୍କ ପାଇଁ ସୁରକ୍ଷିତ ନ ଥିବା ମହିଳା ସୁରକ୍ଷା
Read More...

ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠିର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ହେଲେ ଉର୍ଜିତ ପଟେଲ

ନ୍ୟୁଜ୍ ବ୍ୟୁରୋ: ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର୍ ଉର୍ଜିତ ପଟେଲଙ୍କୁ ମିଳିଲା ବଡ଼ ଦାୟିତ୍ୱ। ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠିର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ହେଲେ ଉର୍ଜିତ। ଆଗାମୀ ୩ ବର୍ଷ ପାଇଁ କ୍ୟାବିନେଟ୍ ନିଯୁକ୍ତି କମିଟି ଦେଲା ଅନୁମୋଦନ। ପିଟିଆଇ ଖବର ଅନୁଯାୟୀ, ପଟେଲ ୪
Read More...

ପୂଜାରେ ଚାନ୍ଦା ମନା

ଭୁବନେଶ୍ବର: ଚାନ୍ଦା ଆଦାୟକାରୀଙ୍କୁ ସାବାଡ କରିବା ପାଇଁ କମିଶନରେଟ ପୋଲିସର ପଦକ୍ଷେପ । ଆରମ୍ଭ ହେଲାଣି ପାର୍ବଣ ଋତୁ। ଏହି ସମୟରେ କିଛି ବ୍ୟକ୍ତିବିଶେଷ ବେଆଇନ ଚାନ୍ଦା ଆଦାୟ କରି ପୂଜା ଉତ୍ସବ ପାଳନ କରିବା ଭଳି ଘଟଣା ବିଭିନ୍ନ ସମୟରେ ନଜରକୁ ଆସିଥାଏ। ଏହାକୁ ଦୃଷ୍ଟିରେ ରଖି ଚଳିତ ବର୍ଷ
Read More...

ଇ-ବସ୍‍ ଚଳାଚଳ କ୍ଷେତ୍ରରେ ଓଡ଼ିଶା ଦେଶର ପଞ୍ଚମ ସ୍ଥାନରେ

ଭୁବନେଶ୍ବର: ଇ-ବସ୍‍ ଚଳାଚଳ କ୍ଷେତ୍ରରେ ଓଡ଼ିଶା ଦେଶର ପଞ୍ଚମ ସ୍ଥାନ ହାସଲ କରି ସହରାଞ୍ଚଳ ପରିବହନ କ୍ଷେତ୍ରରେ ଏକ ମାଇଲଖୁଣ୍ଟ ହାସଲ କରିଛି। ବର୍ତ୍ତମାନ ୪୫୦ଟି ଇ-ବସ୍ ଚଳାଚଳ କରୁଥିବା ଏବଂ ଆଗାମୀ ବର୍ଷଗୁଡ଼ିକରେ ଏହି ସଂଖ୍ୟା ୧୦୦୦ ଅତିକ୍ରମ କରିବାକୁ ଯୋଜନା କରୁଥିବାରୁ, ସହରଗୁଡ଼ିକୁ
Read More...

୩୧ ବର୍ଷ ପରେ ଓଡ଼ିଶାରେ ହେବ ଅନୁସୂଚିତ ଜାତି ଓ ଜନଜାତି ଜାତୀୟ ସମ୍ମିଳନୀ

ଭୁବନେଶ୍ବର: ଦୀର୍ଘ ୩୧ ବର୍ଷ ପରେ ଓଡ଼ିଶାରେ ଆୟୋଜନ ହେବ ଅନୁସୂଚିତ ଜାତି ଓ ଜନଜାତି ଜାତୀୟ ସମ୍ମିଳନୀ। ଆସନ୍ତା ୨୯ ଓ ୩୦ ତାରିଖରେ ଭୁବନେଶ୍ଵରରେ ଦୁଇ ଦିନିଆ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବାକୁ ଯାଉଛି। ଲୋକସଭା ବାଚସ୍ପତି ଓମ୍‌ ବିର୍ଲା ଏହି କାର୍ଯ୍ୟକ୍ରମକୁ ଉଦଘାଟନ କରିବା ନେଇ ସୂଚନା
Read More...

ଚୋରି କରି ବନ୍ଧା ହେଲେ ୟୁଟ୍ୟୁବର

ଭୁବନେଶ୍ବର: ଚୋରି ବିରୁଦ୍ଧରେ ହିଁ ପ୍ରବଚନ ଦେଉଥିଲେ ହେଲେ ଚୋରି କରି ବନ୍ଧା ହେଲେ ୟୁଟ୍ୟୁବର। ଭରତପୁର ଥାନା ଖଣ୍ଡଗିରି ବାରି ଲୁଟ୍‌ ଘଟଣାରେ ଏହି ପ୍ରବଚକ ଜଣକ ଗିରଫ ହୋଇଛନ୍ତି। ବ୍ୟକ୍ତି ଜଣକଙ୍କ ପରିଚୟ ମନୋଜ ସିଂହ, ସେ କଟକର ବାସିନ୍ଦା ବୋଲି ଜଣାପଡିଛି। ତାଙ୍କଠାରୁ ୨ ଶହ ଗ୍ରାମ ସୁନା,
Read More...

ପୁରୀର ନୋ ଫ୍ଲାଇଙ୍ଗ ଜୋନରେ ପୁଣି ଉଡ଼ିଲା ଡ୍ରୋନ୍

ପୁରୀ: ପୁରୀ ଶ୍ରୀମନ୍ଦିର ସୁରକ୍ଷା ଉଲ୍ଲଂଘନ ଏବେ ଏକ ବଡ ଚିନ୍ତା ପାଲଟିଛି। ବୁଧବାର ଦିନରେ କୋଲକାତାର ଜଣେ ଭକ୍ତଙ୍କୁ ଗୁପ୍ତ ସ୍ପାଏ କ୍ୟାମେରା ଲାଗିଥିବା ଚଷମା ବ୍ୟବହାର କରିବା ଅଭିଯୋଗରେ ପୁରୀ ଶ୍ରୀମନ୍ଦିର ଭିତରେ ଅଟକ ରଖିବାର ମାତ୍ର କିଛି ଘଣ୍ଟା ପରେ, ପୁଣି ଥରେ ସୁରକ୍ଷା ବିଚ୍ୟୁତ
Read More...

ନୂଆଖାଇ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ-ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ: ଆଜି ହେଉଛି ପବିତ୍ର ନୂଆଁଖାଇ। ପଶ୍ଚିମ ଓଡିଶାର କୃଷି ଭିତ୍ତିକ ଗଣପର୍ବ। ସାରା ରାଜ୍ୟରେ ଧୁମଧାମରେ ପାଳନ ହେଉଛି ଗଣପର୍ବ ନୂଆଖାଇ। ଏହି ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
Read More...

ମା’ ସମଲେଶ୍ୱରୀଙ୍କ ପାଖରେ ଲାଗି ହେଲା ନବାନ୍ନ

ସମ୍ବଲପୁର: ଗଣପର୍ବ ନୂଆଖାଇ ପାଇଁ ଉତ୍ସବମୁଖର ହୋଇଉଠିଛି ପଶ୍ଚିମ ଓଡ଼ିଶା। ଏହି ପରିପ୍ରେକ୍ଷୀରେ ସମ୍ବଲପୁରର ଆରାଧ୍ୟ ଦେବୀ ମା’ ସମଲେଇଙ୍କ ନିକଟରେ ଗୁରୁବାର ଲାଗି ହୋଇଛି ନବାନ୍ନ। ଏହା ପରେ ବଲାଙ୍ଗୀରରେ ଥିବା ମା’ ପାଟଣେଶ୍ବରୀଙ୍କ ନିକଟରେ ମଧ୍ୟ ଆଜି ନବାନ୍ନ ଲାଗି ହୋଇଛି। ଧାର୍ଯ୍ୟ
Read More...