Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଫିଫା ବିଶ୍ୱକପ୍ ଫାଇନାଲ୍ ପାଇଁ କେରଳରେ ଶିକ୍ଷାନୁଷ୍ଠାନ ଛୁଟି; ଫୁଟବଲ୍ ପ୍ରେମୀ ଛାତ୍ରଛାତ୍ରୀଙ୍କ ପାଇଁ ସରକାରଙ୍କ ବଡ଼ ନିଷ୍ପତ୍ତି
୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାରରେ ତାମିଲ ସିନେମାର ଜଲୱା; ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ ବିଜୟ
ଜମ୍ମୁ-କାଶ୍ମୀରରେ ଭୟଙ୍କର ଆକସ୍ମିକ ବନ୍ୟା: ୧୬ ମୃତ, ଅନେକ ନିଖୋଜ
ମାତୃଭାଷା ସହ ଆଉ ଗୋଟିଏ ଭାରତୀୟ ଭାଷା ଶିଖିବାକୁ ଛାତ୍ରଛାତ୍ରୀଙ୍କୁ ଆହ୍ୱାନ କଲେ ଅମିତ ଶାହ
୧୬ ବର୍ଷରୁ କମ୍ ବୟସ୍କଙ୍କ ପାଇଁ ସୋସିଆଲ ମିଡିଆରେ କଟକଣା ଆଣିପାରନ୍ତି କେନ୍ଦ୍ର ସରକାର
୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର: ଶ୍ରେଷ୍ଠ ଓଡ଼ିଆ ଫିଚର ଫିଲ୍ମ ସମ୍ମାନ ଜିତିଲା ‘ଲହରୀ’
ଜମ୍ମୁ-କାଶ୍ମୀରରେ ବାଦଲଫଟା ବର୍ଷା ଓ ଆକସ୍ମିକ ବନ୍ୟା: ୧୭ ମୃତ, ହାଇ ଆଲର୍ଟ ଜାରି
ଶ୍ରୀମନ୍ଦିରରେ ପୁଣି ଆରମ୍ଭ ହେବ ରତ୍ନଭଣ୍ଡାର ଅଳଙ୍କାର ଗଣତି ଓ ଥ୍ରୀଡି ସ୍କାନିଂ
Browsing Category
TOP STORIES
ଓଡ଼ିଶାରେ ଅସମ୍ଭାଳ ଶୀତ ଲହରୀ: ପାଣିପାଗ ବିଭାଗର ଚେତାବନୀ
ଭୁବନେଶ୍ବର: ପଶ୍ଚିମ ଓଡ଼ିଶା ଠାରୁ ଆଭ୍ୟନ୍ତରୀଣ ଓଡ଼ିଶା ସବୁଠାରେ ଘନ କୁହୁଡ଼ି ସହିତ ଅସମ୍ଭାଳ ଶୀତ ଲହରୀ ଚାଲୁଛି। ଏହା ଜନଜୀବନକୁ ଅସ୍ତବ୍ୟସ୍ତ କରୁଛି। ପାଣିପାଗ ବିଭାଗ ଆଗାମୀ ୫ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ପାଇଁ ଚେତାବନୀ ଦେଇଛି। କିଛି ସ୍ଥାନରେ ସାମାନ୍ୟ ତାପମାତ୍ରାର ପରିବର୍ତ୍ତନ!-->…
Read More...
Read More...
ବାରିପଦାରେ ବିମାନବନ୍ଦର ଢାଞ୍ଚାରେ ବସଷ୍ଟାଣ୍ଡ କୁ ବିରୋଧ
ବାରିପଦା: ବାରିପଦା ରେ ଯାତ୍ରୀ ସୁବିଧା, ସହରୀ ଯାତାୟାତ ଓ ପର୍ଯ୍ୟଟନ ବିକାଶକୁ ଦୃଷ୍ଟିରେ ରଖି ପ୍ରାୟ ୫ ଏକର ଜମିରେ ବିମାନବନ୍ଦର ଢାଞ୍ଚାରେ ଏକ ଅତ୍ୟାଧୁନିକ ‘ଅଟଳ ବସଷ୍ଟାଣ୍ଡ’ ନିର୍ମାଣ କରିବାକୁ ରାଜ୍ୟ ସରକାର ଯୋଜନା କରିଥିବାବେଳେ ଏହାକୁ ନେଇ ଆରମ୍ଭରୁ ଜିଲ୍ଲାରେ ବିରୋଧ ଦେଖାଦେଇଛି।!-->…
Read More...
Read More...
ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା
ଚାନ୍ଦବାଲି: ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି। ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରି ଫିଙ୍ଗି ଦେଇଛନ୍ତି। ଏହି ଘଟଣାର ମୁଖ୍ୟ ଅଭିଯୁକ୍ତକୁ ଗିରଫ କରାଯାଇଥିବାବେଳେ ଅନ୍ୟ ୪ ଜଣଙ୍କୁ ସନ୍ଦେହରେ ଅଟକ ରଖାଯାଇଛି।ଏହି ଘଟଣାରେ କଡ଼ା ଆକ୍ସନ!-->…
Read More...
Read More...
ଖ୍ରୀଷ୍ଟମାସ ଓ ନୂଆ ବର୍ଷ ପାଇଁ ସହରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି
ଭୁବନେଶ୍ବର: ରାଜଧାନୀ ଭୁବନେଶ୍ୱରରେ ଖ୍ରୀଷ୍ଟମାସ ଏବଂ ନୂଆବର୍ଷ କଡ଼ା ସୁରକ୍ଷା ମଧ୍ୟରେ ପାଳନ କରିବାକୁ ଯାଉଛି। କମିଶନରେଟ୍ ପୋଲିସ ନୂଆବର୍ଷ ପୂର୍ବ ସନ୍ଧ୍ୟାରେ ‘ଜିରୋ ନାଇଟ୍’ କାର୍ଯ୍ୟକ୍ରମ ସମେତ ଶାନ୍ତିପୂର୍ଣ୍ଣ ଉତ୍ସବ ସେଲିବ୍ରେସନ ପାଇଁ ବ୍ୟାପକ ପଦକ୍ଷେପ ଗ୍ରହଣ କରୁଛି।ଗଣମାଧ୍ୟମକୁ!-->…
Read More...
Read More...
୧୫୦ଟି ନୂଆ ୧୦୮ ଆମ୍ବୁଲାନ୍ସର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଳିଙ୍ଗ ଷ୍ଟାଡିୟମ ଠାରେ ପ୍ରଥମ ପର୍ଯ୍ୟାୟରେ ୧୫୦ ଗୋଟି ଆମ୍ବୁଲାନ୍ସର ଲୋକାର୍ପଣ କରିଛନ୍ତି। ସ୍ୱାସ୍ଥ୍ୟ ସେବାକୁ ତ୍ୱରାନ୍ୱିତ କରିବା ପାଇଁ ପର୍ଯ୍ୟାୟ କ୍ରମେ ସମସ୍ତ ପୁରୁଣା ଆମ୍ବୁଲାନ୍ସକୁ ବଦଳାଯାଇ ନୂଆ ଆମ୍ବୁଲାନ୍ସ ବ୍ୟବହାର!-->…
Read More...
Read More...
ସପ୍ଲାଏର ଜୁନିୟର ଆକାଉଣ୍ଟାଣ୍ଟ ଘରେ ଭିଜିଲାନ୍ସ ରେଡ
ସୁନ୍ଦରଗଡ଼: ଆୟବର୍ହିଭୂତ ସମ୍ପତ୍ତି ଠୁଳ ମାମଲାରେ ସିଭିଲ୍ ସପ୍ଲାଏର ଜୁନିୟର ଆକାଉଣ୍ଟାଣ୍ଟ ରବିନ୍ଦ୍ର କୁମାର ବାରିକଙ୍କ ଘରେ ଭିଜିଲାନ୍ସ ଚଢଉ କରିଛି। ରବୀନ୍ଦ୍ର କୁମାର ବାରିକ ସିଭିଲ ସପ୍ଲାଏ ଅଫିସ୍ ଜୁନିଅର ଆକାଉଣ୍ଟାଣ୍ଟ ଭାବରେ ସୁନ୍ଦରଗଡ଼ରେ କାର୍ଯ୍ୟରତ।
ବାଲେଶ୍ଵର ଚୂନ ଭାଟି!-->!-->!-->…
Read More...
Read More...
ସ୍ୱାସ୍ଥ୍ୟସେବାରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ଜିନ୍ଦଲ ଷ୍ଟିଲ୍ କୁ ବେଙ୍ଗଲ ଚାମ୍ବର୍ସ ଅଫ୍ କମର୍ସ ଆଣ୍ଡ୍ ଇଣ୍ଡଷ୍ଟ୍ରି…
ଭୁବନେଶ୍ୱର: ସ୍ୱାସ୍ଥ୍ୟ, ସାମାଜିକ ବିକାଶ ଏବଂ ମହିଳା ବିକାଶ କ୍ଷେତ୍ରରେ ଏହାର ଉଲ୍ଲେଖନୀୟ କର୍ପୋରେଟ୍ ସାମାଜିକ ଦାୟିତ୍ୱ (ସିଏସଆର) କାର୍ଯ୍ୟ ପାଇଁ ଜିନ୍ଦଲ ଷ୍ଟିଲକୁ ବେଙ୍ଗଲ ଚାମ୍ବର୍ସ ଅଫ୍ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରି (ବିସିସି ଆଣ୍ଡ ଆଇ) ଦ୍ୱାରା ପୁରସ୍କୃତ କରାଯାଇଛି। ଡିସେମ୍ବର ୧୯,!-->…
Read More...
Read More...
ଜିନ୍ଦଲ ଷ୍ଟିଲ ପ୍ରୋତ୍ସାହିତ କ୍ରୀଡ଼ାବିତ ଗୁରଜୋତ ସିଂହ ଖଙ୍ଗୁରା ଓ ରାୟଜା ଧୀଲନଙ୍କୁ ୬୮ତମ ଜାତୀୟ ସୁଟିଂ…
ନୂଆଦିଲ୍ଲୀ: ନୂଆଦିଲ୍ଲୀର ଡକ୍ଟର କର୍ଣ୍ଣି ସିଂ ସୁଟିଂ ରେଞ୍ଜରେ ଅନୁଷ୍ଠିତ ୬୮ତମ ଜାତୀୟ ସୁଟିଂ ସଟଗନ୍ ଚାମ୍ପିୟନସିପରେ ଜିନ୍ଦଲ ଷ୍ଟିଲ୍ ପ୍ରୋତ୍ସାହିତ ଖେଳାଳିମାନେ ଏକାଧିକ ପଦକ ବିଜୟୀ ହୋଇ ଐତିହାସିକ ସଫଳତା ଅର୍ଜନ କରିଛନ୍ତି। ଭିନ୍ନ ଭିନ୍ନ ବର୍ଗରେ ଗୁରଜୋତ ସିଂ ଖାଙ୍ଗୁରା ଓ ରାୟଜା!-->…
Read More...
Read More...
ବନ୍ଦ ଘରୁ ମିଳିଲା ମା’ ଓ ଦୁଇ ପୁଅଙ୍କ ମୃତଦେହ
ଢେଙ୍କାନାଳ: ଢେଙ୍କାନାଳ କଣ୍ଟାବଣିଆ ଥାନା ଅସନବଣି ଗାଁରେ ଅଘଟଣ। ଗୋଟିଏ ପରିବାରର ତିନି ଜଣଙ୍କର ମୃତ୍ୟୁ ଘଟିଛି। ଅନୁଗୋଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ମା ଓ ଦୁଇ ପୁଅଙ୍କର ମୃତ୍ୟୁ ହୋଇଛି। ଆଜି ସକାଳେ ଗୁରୁତର ଅବସ୍ଥାରେ ଭର୍ତ୍ତି କରାଯାଇଥିଲା।ସୂଚନା ଅନୁସାରେ!-->…
Read More...
Read More...
ସୋଆ ସୁରକ୍ଷିତ, ସମ୍ମାନଜନକ ଏବଂ ଆବେଗପୂର୍ଣ୍ଣ କ୍ୟାମ୍ପସ ବାତାବରଣକୁ ଗୁରୁତ୍ୱ ଦିଏ: ସୋଆ ଉପସଭାପତି
ଭୁବନେଶ୍ୱର: ଛାତ୍ରଛାତ୍ରୀମାନେ ଶୈକ୍ଷିକ ଦାୟିତ୍ୱ ଓ ଶୃଙ୍ଖଳା ପ୍ରତି ଅଧିକ ଧ୍ୟାନ ଦେବା ଆବଶ୍ୟକ ଯାହାଦ୍ୱାରା କି ବିଶ୍ୱବିଦ୍ୟାଳୟର ସମ୍ମାନ ଊର୍ଦ୍ଧ୍ୱକୁ ଯିବ ବୋଲି କହିଛନ୍ତି ଶିକ୍ଷା ଓ ଅନୁସନ୍ଧାନ(ସୋଆ)ର ଉପସଭାପତି ଶ୍ରୀମତି ଶାଶ୍ୱତୀ ଦାସ। ସୋଆ ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ!-->…
Read More...
Read More...