Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଏସ୍ସି-ଏସ୍ଟି ମାମଲା ପାଇଁ ୬ ନୂଆ ସ୍ପେଶାଲ୍ କୋର୍ଟ
ଗଞ୍ଜାମରେ କରୋନା ରୋଗୀ ଚିହ୍ନଟ, ଏମ୍କେସିଜିରେ ଚିକିତ୍ସାଧୀନ ମହିଳା ସଂକ୍ରମିତ
ରାମ ମନ୍ଦିର ଟ୍ରଷ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ପଦ ପାଇଁ ୫,୨୦୦ ଆବେଦନ
ନିଖୋଜ କମିଶନ ରିପୋର୍ଟ ମାମଲାରେ ଭି.କେ. ପାଣ୍ଡିଆନଙ୍କୁ ପୋଲିସର ନୋଟିସ
ଆସନ୍ତା ୪ ଓ ୫ ତାରିଖରେ ଗଞ୍ଜାମ ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
Browsing Category
TOP STORIES
ହାଇଦ୍ରାବାଦରେ ‘ଓଡ଼ିଶା ଇନଭେଷ୍ଟର ମିଟ୍’, ଓଡ଼ିଶାରେ ନିବେଶ କରିବାକୁ ଆହ୍ବାନ କଲେ ମୁଖ୍ୟମନ୍ତ୍ରୀ
ହାଇଦ୍ରାବାଦ: ହାଇଦ୍ରାବାଦରେ ଆୟୋଜିତ ଦୁଇ ଦିନିଆ ‘ଓଡ଼ିଶା ଇନଭେଷ୍ଟର ମିଟ୍’ର ପ୍ରଥମ ଦିନରେ ରାଜ୍ୟ ପାଇଁ ପୁଞ୍ଜିନିବେଶର ସୁଅ ଛୁଟିଛି। ଏହି ଅବସରରେ ଓଡ଼ିଶା ପ୍ରାୟ ୧୯,୫୦୦ କୋଟି ଟଙ୍କାର ପୁଞ୍ଜିନିବେଶ ପ୍ରସ୍ତାବ ହାସଲ କରିଥିବା ବେଳେ ଏହାଦ୍ୱାରା ପ୍ରାୟ ୭,୫୦୦ ନିଯୁକ୍ତି ସୁଯୋଗ ସୃଷ୍ଟି!-->…
Read More...
Read More...
ପାଟଣା ହାଇକୋର୍ଟ ମୁଖ୍ୟବିଚାରପତି ହେବେ ଓଡ଼ିଶାର ସଙ୍ଗମ କୁମାର ସାହୁ
ନୁଆଦିଲ୍ଲୀ: ସୁପ୍ରିମକୋର୍ଟ କଲେଜିୟମ୍ ଓଡିଶା ହାଇକୋର୍ଟ ବିଚାରପତି ସଙ୍ଗମ କୁମାର ସାହୁଙ୍କୁ ପାଟଣା ହାଇକୋର୍ଟ ମୁଖ୍ୟବିଚାରପତି ନିଯୁକ୍ତ ଦେବା ପାଇଁ ଗୁରୁବାର ସୁପାରିଶ କରିଛି। ସେହିଭଳି ଦେଶର ଅନ୍ୟ ୪ଟି ହାଇକୋର୍ଟର ବିଚାରପତିଙ୍କୁ ମୁଖ୍ୟ ବିଚାରପତି ପଦ ପାଇଁ ସୁପାରିସ କରାଯାଇଛି। ଏ!-->…
Read More...
Read More...
ବିଧାୟକଙ୍କ ଦରମା ଓ ଭତ୍ତା ବୃଦ୍ଧିର ପୁନର୍ବିଚାର ପାଇଁ ବିଜେଡିର ଦାବି
ଭୁବନେଶ୍ବର: ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗ। ପୁନର୍ବିଚାର ପାଇଁ ନିବେଦନ କଲା ବିଜେଡି। ବିଜୁ ଜନତା ଦଳର ସଭାପତିଙ୍କ ନିର୍ଦ୍ଦେଶରେ ନିଷ୍ପତ୍ତି ନିଆଯାଇଛି। ପ୍ରେସମିଟରେ ବିରୋଧୀ ଦଳ ମୁଖ୍ୟ ସଚେତକ, ଉପମୁଖ୍ୟ ସଚେତକ ଦେଇଛନ୍ତି ସୂଚନା। ବିଧାନସଭାରେ ବିଲକୁ ସମର୍ଥନ କରିଥିଲେ ବି!-->…
Read More...
Read More...
ରାସ୍ତାରେ ମେଡିସିନ୍ ଫୋପାଡିବା ଘଟଣାରେ ଦୁଇ ଏଏନଏମ ନିଲମ୍ବିତ
ବାଲେଶ୍ୱର: ବାଲେଶ୍ୱର ଜିଲା ସୋରରେ ରାସ୍ତାକଡରେ ମେଡିସିନ୍ ଫୋପାଡିବା ଘଟଣାରେ ନିଲମ୍ବିତ ହେଲେ ଦୁଇ ଏଏନଏମ କର୍ମୀ।ରେମୁଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନ କୁଳିଗାଁ ଏଏନଏମ ତନୁସ୍ମିତା ନାୟକ ଓ ଇଞ୍ଚୁଡ଼ି ଏଏନଏମ କବିତା ବେହେରାଙ୍କୁ ନିଲମ୍ବନ କରାଯାଇଛି ବୋଲି ରେମୁଣା ଗୋଷ୍ଠୀ!-->…
Read More...
Read More...
ସୁଦାନରୁ ଫେରିଲେ ଅପହୃତ ଓଡ଼ିଆ ଯୁବକ ଆଦର୍ଶ
ଜଗତସିଂହପୁର: ଆଫ୍ରିକୀୟ ରାଷ୍ଟ୍ର ସୁଦାନରେ ନିଖୋଜ ଥିବା ଜଗତସିଂହପୁର ଜିଲ୍ଲାର ଓଡିଆ ଯୁବକ ଆଦର୍ଶ କୁମାର ବେହେରାଙ୍କୁ ଉଦ୍ଧାର କରାଯାଇଛି। କେନ୍ଦ୍ର ସରକାରଙ୍କ ଉଦ୍ୟମ ପରେ ସେ ଭାରତ ଫେରିଛନ୍ତି। ସୁଦାନରୁ ସୁରକ୍ଷିତ ଭାବେ ଫେରିବା ପରେ ନିଜ ଉପରେ ହୋଇଥିବା ଯନ୍ତ୍ରଣା ବଖାଣିଛନ୍ତି ଆଦର୍ଶ!-->…
Read More...
Read More...
ପ୍ରଦୂଷଣ ରୋକିବାକୁ ‘ତନ୍ଦୁର’ ବ୍ୟାନ କଲେ ଦିଲ୍ଲୀ ସରକାର
ନୂଆଦିଲ୍ଲୀ: ଦିଲ୍ଲୀରେ ପ୍ରଦୂଷଣର ମାତ୍ରା ଦିନକୁ ଦିନ ବଢିବାରେ ଲାଗିଛି। ଦିଲ୍ଲୀରେ ପ୍ରଦୂଷଣ ହ୍ରାସ କରିବା ପାଇଁ ସରକାର ଅନେକ ପ୍ରୟାସ କରିଛନ୍ତି। ଏପରିକି ଦିଲ୍ଲୀ ସରକାର କୃତ୍ରିମ ବର୍ଷା ମଧ୍ୟ କରାଇଥିଲେ କିନ୍ତୁ ସମସ୍ତ ପ୍ରୟାସ ବ୍ୟର୍ଥ ହୋଇ ଯାଇଥିଲା। ଦିଲ୍ଲୀରେ ବାୟୁ ପ୍ରଦୂଷଣ!-->…
Read More...
Read More...
ପରଲୋକରେ ଓଡ଼ିଆ ଫିଲ୍ମ ନିର୍ମାତା ରବୀନ୍ଦ୍ର ସାହୁ
କେନ୍ଦ୍ରାପଡା: ପରଲୋକରେ ଓଲିଉଡ ଜଣାଶୁଣା ପ୍ରଯୋଜକ ରବୀନ୍ଦ୍ର ସାହୁ। ଓଡ଼ିଶାର ଜଣାଶୁଣା ସିନେ ପ୍ରଯୋଜକ, ବିଶିଷ୍ଟ ବ୍ୟବସାୟୀ ରବୀନ୍ଦ୍ର ମୋହନ ସାହୁଙ୍କର ପରଲୋକ ଘଟିଛି। ଆଜି ସକାଳ ୭.୪୫ ମିନିଟରେ ରାଧାନୀର ଏକ ଘରୋଇ ଡାକ୍ତରଖାନାରେ ସେ ଶେଷ ନିଶ୍ଵାସ ତ୍ୟାଗ କରିଥିଲେ। ମୃତ୍ୟୁ ବେଳକୁ!-->…
Read More...
Read More...
ଖୁବଶୀଘ୍ର ସମ୍ବଲପୁରରେ ଗଡିବ ୧୦୦ ଇଭି ବସ
ଭୁବନେଶ୍ବର: ସମ୍ବଲପୁର ମହାନଗର ଖୁବଶୀଘ୍ର ଆରମ୍ଭ ହେବାକୁ ଯାଉଛି ଇଲେକ୍ଟ୍ରିକ ବସ ସେବା। ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ସହାୟତାରେ ୧୦୦ ଇଭି ବସ ଚାଲିବ। ପ୍ରଥମ ପର୍ଯ୍ୟାୟରେ ୨୫ ଟି ଇଭି ବସ ଚାଲିବ। ବସ ସମ୍ବଲପୁର ବସ ଟର୍ମିନାଲକୁ ପହଞ୍ଚି ସାରିଛି। ଦ୍ଵିତୀୟ ପର୍ଯ୍ୟାୟରେ ପୁଣି ଆହୁରି!-->…
Read More...
Read More...
ମହମ୍ମଦ ମୋକିମ କିଏ : ପିସିସି ସଭାପତି
ଭୁବନେଶ୍ବର: କଂଗ୍ରେସରୁ ମହମ୍ମଦ ମୋକିମଙ୍କ ବହିଷ୍କାର ପରେ ପିସିସି ସଭାପତି ଭକ୍ତ ଦାସ ପ୍ରତିକ୍ରିୟା ଦେଇଛନ୍ତି। ସାମ୍ବାଦିକଙ୍କ ପ୍ରଶ୍ନରେ ସେ କହିଛନ୍ତି, ମହମ୍ମଦ ମୋକିମ କିଏ? । ମାତ୍ର ଗୋଟିଏ ଥର ବିଧାନସଭା ନିର୍ବାଚନ ଜିତିଛନ୍ତି। ନିଜ କଥା ରଖିବାର ସବୁ ସଦସ୍ୟଙ୍କ ନିକଟରେ ଅଧିକାର!-->…
Read More...
Read More...
ସୋଆ ପକ୍ଷରୁ ପଠାଣି ସାମନ୍ତଙ୍କ ୧୯୦ତମ ଜନ୍ମଜୟନ୍ତୀ ପାଳିତ
ଭୁବନେଶ୍ୱର: ବିଶ୍ୱବିଖ୍ୟାତ ଜ୍ୟୋତିର୍ବିଜ୍ଞାନୀ ପଠାଣି ସାମନ୍ତଙ୍କର ୧୯୦ ତମ ଜନ୍ମଜୟନ୍ତୀ ସୋମବାର ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟରେ ମହାସମାରୋହରେ ପାଳିତ ହୋଇଯାଇଛି। ସାରା ବିଶ୍ୱରେ ବିଶିଷ୍ଟ ଜ୍ୟୋତିର୍ବଜ୍ଞାନୀ ଓ ଗଣିତଜ୍ଞ ଭାବେ ଖ୍ୟାତି ଅର୍ଜନ କରିଥିବା ତଥା ଖଣ୍ଡପଡ଼ା!-->…
Read More...
Read More...