ପ୍ରମୁଖ ଖବର

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ
ମାର୍ଚ୍ଚ ୧୬ରେ ରାଜ୍ୟସଭା ନିର୍ବାଚନ
କଟକରେ ଗୁଳିକାଣ୍ଡ: ଯୁବକ ମୃତ୍ୟୁ
Browsing Category

TOP STORIES

ରେଲଓ୍ବେ ଟ୍ରାକ୍‌ ଉଡ଼ାଇଲେ ମାଓବାଦୀ

ସୁନ୍ଦରଗଡ଼: ଶହୀଦ ସପ୍ତାହରେ ମାଓବାଦୀଙ୍କ ହିଂସାକାଣ୍ଡ। ରବିବାର ମାଓବାଦୀମାନେ ଲ୍ୟାଣ୍ଡ୍‌ମାଇନ୍‌ ବିସ୍ଫୋରଣ କରି ରେଲଓ୍ବେ ଟ୍ରାକ ଉଡ଼ାଇ ଦେଇଛନ୍ତି। ସୁନ୍ଦରଗଡ ଜିଲ୍ଲା ବଣାଇ ସ୍ଥିତ ବିମଳାଗଡ଼ ସେକ୍ସନ କରମପଦା-ରେଞ୍ଜଡ଼ା ମଝିରେ ଏହି ବିସ୍ଫୋରଣ ହୋଇଛି। ବିସ୍ପୋରଣରେ ଦୁଇଟି ସ୍ଲିପର
Read More...

କେନ୍ଦ୍ରମନ୍ତ୍ରୀ ଗଡକରୀଙ୍କ ଘରକୁ ବୋମାରେ ଉଡାଇ ଦେବାକୁ ଧମକ

ନୂଆଦିଲ୍ଲୀ: କେନ୍ଦ୍ର ସଡକ ପରିବହନ ମନ୍ତ୍ରୀ ନୀତିନ ଗଡକରୀଙ୍କ ନାଗପୁର ଘରକୁ ବୋମା ମାଡ଼ ଧମକ ମିଳିଛି । ନୀତିନ ଗଡ଼କରୀଙ୍କ ନାଗପୁରସ୍ଥିତ ବାସଭବନକୁ ବୋମାରେ ଉଡ଼ାଇବାକୁ ଧମକ ଦେଇଛି ଜଣେ ଯୁବକ । ଏହି ଧମକପୂର୍ଣ୍ଣ କଲ୍ ପୋଲିସ କଣ୍ଟ୍ରୋଲ ରୁମକୁ ଆସିଛି । ଏହି କଲ୍ ପରେ ପୋଲିସ ବିଭାଗରେ
Read More...

କେନାଲକୁ ଖସିଲା ତୀର୍ଥଯାତ୍ରୀ ଗାଡ଼ି, ୧୧ ମୃତ

ଉତ୍ତରପ୍ରଦଶ: ଉତ୍ତରପ୍ରଦେଶ ଗୋଣ୍ଡାର ଇଟିଆ ଥୋକ୍‌ ଥାନା ଅନ୍ତର୍ଗତ ଏକ କେନାଲରେ ରବିବାର ତୀର୍ଥଯାତ୍ରୀ ଗାଡ଼ି ଖସି ପଡ଼ିବାରୁ ୧୧ ଜଣଙ୍କର ମୃତ୍ୟୁ ଘଟିଛି । ରବିବାର ଦିନ ପୃଥ୍ବୀନାଥ ମନ୍ଦିରରେ ଜଳ ଅର୍ପଣ କରିବାକୁ ଯାଉଥିଲେ ଭକ୍ତ,କିନ୍ତୁ ଅଧା ରାସ୍ତାରେ ଦୁର୍ଘଟଣାରେ ଚାଲିଗଲା ଜୀବନ।
Read More...

ଭବିଷ୍ୟତରେ ପର୍ଯ୍ୟାପ୍ତ କାର୍ଯ୍ୟ ରହିବ, କିନ୍ତୁ ଚାକିରି ରହିବ ନାହିଁ : ଡକ୍ଟର ଆନନ୍ଦ ଦେଶପାଣ୍ଡେ

ଭୁବନେଶ୍ୱର, ଅଗଷ୍ଟ ୨: ବର୍ତମାନ ସମୟରେ ଆର୍ଟିଫିସିଆଲ୍ ଇନ୍‌ଟେଲିଜେନ୍ସ (ଏଆଇ)ର ଆବିର୍ଭାବ ଚାକିରି ଉପରେ ଏକ ବଡ଼ ପ୍ରଶ୍ନବାଚୀ ସୃଷ୍ଟି କରିଥିବା ବେଳେ ଛାତ୍ରଛାତ୍ରୀମାନେ କିନ୍ତୁ ନିଜେ ନିଯୁକ୍ତି ସୃଷ୍ଟି କରି ନିଜର ଭାଗ୍ୟ ନିର୍ଦ୍ଧାରଣ କରନ୍ତୁ ବୋଲି ଶନିବାର କହିଛନ୍ତି ପର୍ସିଷ୍ଟାଂଟ
Read More...

ଆମିଷ ଖାଉନଥିବା ଛାତ୍ରଛାତ୍ରୀଙ୍କୁ ଅଣ୍ଡା ବଦଳରେ ମିଳିବ ଫଳ

ଭୁବନେଶ୍ବର: ଏଣିକି ଯେଉଁ ଛାତ୍ରଛାତ୍ରୀ ଆମିଷ ଖାଉନଥିବେ ସେମାନଙ୍କୁ ଅଣ୍ଡା ବଦଳରେ ଫଳ ଦେବାକୁ ଘୋଷଣା କରିଛନ୍ତି ରାଜ୍ୟ ସରକାର ।ଶିଶୁ ବାଟିକା ଠାରୁ ଦଶମ ପର୍ଯ୍ୟନ୍ତ ପିଲାଙ୍କୁ ମିଡ୍ ଡେ ମିଲରେ ମିଳିବ ଫଳ। ପିଏମ୍‌ ପୋଷଣ ସ୍କିମ୍‌ରେ ସ୍କୁଲ୍‌ ପିଲା ଅଣ୍ଡା ଖାଉ ନ ଥିଲେ ଦିଆଯିବ ଫଳ। ଏ
Read More...

ପ୍ରଜ୍ୱଳ ରେଭନ୍ନାକୁ ଆଜୀବନ କାରାଦଣ୍ଡ ସହ ୫ ଲକ୍ଷ ଟଙ୍କା ଜରିମାନା

ବେଙ୍ଗାଲୁରୁ: ଜନତା ଦଳ (ସେକ୍ୟୁଲର)ର ପୂର୍ବତନ ସାଂସଦ ପ୍ରଜ୍ୱଳ ରେଭନ୍ନାକୁ ଆଜୀବନ କାରାଦଣ୍ଡ। ତାର ଘରୋଇ ସହାୟିକାଙ୍କୁ ବଳାତ୍କାର କରିବା ଅଭିଯୋଗରେ ବେଙ୍ଗାଲୁରୁର ଏକ ସ୍ୱତନ୍ତ୍ର କୋର୍ଟ ପ୍ରଜ୍ୱଳ ରେଭନ୍ନାକୁ ଦଣ୍ଡିତ କରିଛନ୍ତି। ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍ ଡି ଦେବଗୌଡ଼ାଙ୍କ ନାତି
Read More...

ଆଖିବୁଜିଲେ ବଳଙ୍ଗା ପୀଡ଼ିତା

ନୂଆଦିଲ୍ଲୀ: ଦିଲ୍ଲୀ ଏମ୍ସରୁ ଆସିଲା ବଡ଼ ଖବର। ଚିକିତ୍ସାଧୀନ ଅବସ୍ଥାରେ ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ ଘଟିଛି। ଶେଷରେ ଆଖିବୁଜିଲେ ପୁରୀ ଜିଲାର ବଳଙ୍ଗା ପୀଡ଼ିତା। ୧୫ ଦିନ ଧରି ଡାକ୍ତରଖାନାରେ ମୃତ୍ୟୁ ସହ ସଂଘର୍ଷ କରି ଶେଷରେ ପ୍ରାଣ ହରାଇଛନ୍ତି। ଶନିବାର ସନ୍ଧ୍ୟା ୬ଟା ୨୨ ମିନିଟରେ
Read More...

ପ୍ରତି ଜିଲାରେ ଖୋଲିବ ମଡେଲ ମଣ୍ଡି : ସମବାୟ ମନ୍ତ୍ରୀ

ଭୁବନେଶ୍ଵର: ରାଜ୍ୟରେ ଆସନ୍ତା ବର୍ଷ ସୁଦ୍ଧା ସମସ୍ତ ଜିଲାରେ ୩୮ଟି ମଡେଲ ମଣ୍ଡି ହେବ ବୋଲି ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଆବଶ୍ୟକତାକୁ ଦେଖି ବଡ଼ ଜିଲାରେ ୨ଟି ଲେଖାଏ ମଣ୍ଡି ହେବ। ମଡେଲ ମଣ୍ଡିରେ ପାନୀୟ ଜଳ, ଶୌଚାଳୟ, ବିଶ୍ରାମାଗାର,
Read More...

ସିଦ୍ଧାନ୍ତ ମହାପାତ୍ରଙ୍କ ମାତୃ ବିୟୋଗ

ଭୁବନେଶ୍ଵର: ପରପାରିରେ ଓଡ଼ିଶା ସିନେମା ଜଗତର ଖ୍ୟାତନାମା ଅଭିନେତା ତଥା ଦିଗପହଣ୍ଡି ଭାଜପା ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ମା’ କନକ ମହାପାତ୍ରଙ୍କ ବିୟୋଗ ଘଟିଛି। କିଛି ଦିନ ହେବ ସେ ଅସୁସ୍ଥ ଥିଲେ । ଶନିବାର ତାଙ୍କର ପରଲୋକ ଘଟିଛି । ସେ ଜଣେ ଧର୍ମପରାୟଣା, ପରୋପକାରିଣୀ ମହିଳା ଭାବେ
Read More...

ଜାତୀୟ ଚଳଚ୍ଚିତ୍ର ପୁରସ୍କାର-୨୦୨୩: ‘ପୁଷ୍କରା’ ଶ୍ରେଷ୍ଠ ଓଡ଼ିଆ ଫିଲ୍ମ

ଭୁବନେଶ୍ବର: ୭୧ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଶୁକ୍ରବାର ଘୋଷଣା ହୋଇଛି। ଓଡ଼ିଆ ଚଳଚ୍ଚିତ୍ର ‘ପୁଷ୍କର’ ୭୧ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ୨୦୨୩ରେ ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ମାନ୍ୟତା ପାଇଛି। ଏହା ଓଡ଼ିଶା ପାଇଁ ଏକ ଗର୍ବର ମୁହୂର୍ତ୍ତ। ଶୁଭ୍ରାଂଶୁ ଦାସଙ୍କ ନିର୍ଦ୍ଦେଶନାରେ ତିଆରି
Read More...