ପ୍ରମୁଖ ଖବର

ଏସ୍‌ସି-ଏସ୍‌ଟି ମାମଲା ପାଇଁ ୬ ନୂଆ ସ୍ପେଶାଲ୍ କୋର୍ଟ
ଗଞ୍ଜାମରେ କରୋନା ରୋଗୀ ଚିହ୍ନଟ, ଏମ୍‌କେସିଜିରେ ଚିକିତ୍ସାଧୀନ ମହିଳା ସଂକ୍ରମିତ
ରାମ ମନ୍ଦିର ଟ୍ରଷ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ପଦ ପାଇଁ ୫,୨୦୦ ଆବେଦନ
ନିଖୋଜ କମିଶନ ରିପୋର୍ଟ ମାମଲାରେ ଭି.କେ. ପାଣ୍ଡିଆନଙ୍କୁ ପୋଲିସର ନୋଟିସ
ଆସନ୍ତା ୪ ଓ ୫ ତାରିଖରେ ଗଞ୍ଜାମ ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
Browsing Category

TOP STORIES

କିଟ୍‌ ବିଶ୍ୱବିଦ୍ୟାଳୟ ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଭୁବନେଶ୍ବର: ପୁଣି ଚର୍ଚ୍ଚାରେ କିଟ୍ ବିଶ୍ବବିଦ୍ୟାଳୟ। କିଟ୍ ବିଶ୍ବବିଦ୍ୟାଳୟ ହଷ୍ଟେଲରୁ ସୋମବାର ଜଣେ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ହଷ୍ଟେଲରୁ ଛାତ୍ରଙ୍କ ମୃତଦେହକୁ ପୁଲିସ ଉଦ୍ଧାର କରିଛି। ମୃତ ଛାତ୍ର ଛତିଶଗଡର ରାହୁଲ ଯାଦବ ବୋଲି ସୂଚନା ମିଳିଛି । ସେ କମ୍ପ୍ୟୁଟର
Read More...

ସଂସଦରେ ନାରାବାଜି ଡ୍ରାମା କରନାହିଁ : ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ସୋମବାରଠାରୁ ସଂସଦର ଶୀତ ଅଧିବେଶନ ଆରମ୍ଭ ହୋଇଛି। ଗୃହ କାର୍ଯ୍ୟ ଆରମ୍ଭ ହେବା ମାତ୍ରେ ଦିବ୍ୟଙ୍ଗତ ସାଂସଦଙ୍କ ଉଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ କରିଛନ୍ତି ବାଚସ୍ପତି ଓମ୍‌ ବିର୍ଲା। ଦିବ୍ୟଙ୍ଗତ ସଦସ୍ୟଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ପରେ ୧ମିନିଟ ନିରବ ପ୍ରାର୍ଥନା କରାଯାଇଥିଲା। ଏହା
Read More...

ଓଡ଼ିଶାରେ ଗତ ୨ ବର୍ଷରେ ୧୧,୩୩୭ ଶିଶୁ ନିଖୋଜ

ନ୍ୟୁଜ୍ ବ୍ୟୁରୋ: ରାଜ୍ୟରେ ଗତ ୨ ବର୍ଷରେ ୧୧,୩୩୭ ଶିଶୁ ନିଖୋଜ ରିପୋର୍ଟ ପଞ୍ଜୀକୃତ ହୋଇଛି। ସେମାନଙ୍କ ମଧ୍ୟରୁ ୮,୩୬୨ ଶିଶୁଙ୍କୁ ଉଦ୍ଧାର କରାଯାଇଥିବାବେଳେ ୨,୯୭୫ ଜଣ ନିଖୋଜ ଅଛନ୍ତି। ଏସବୁ ରିପୋର୍ଟକୁ ପଞ୍ଜୀକୃତ କରାଯାଇ ଜିଲା ଶିଶୁ ସୁରକ୍ଷା ୟୁନିଟ୍‌(ଡିସିପିୟୁ)କୁ ହସ୍ତାନ୍ତର
Read More...

ଅନେକ ପ୍ରେରଣା ଆଣିଛି ନଭେମ୍ବର ମାସ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ନୂଆ ଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ମନ କି ବାତର ୧୨୮ତମ ଏପିସୋଡ୍ ରେ ତାଙ୍କ ବକ୍ତବ୍ୟ ରଖିଛନ୍ତି। ଏହି ଲୋକପ୍ରିୟ ରେଡିଓ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ବିଭିନ୍ନ ପ୍ରେରଣାଦାୟକ କାହାଣୀ କହିଛନ୍ତି। ଏହି କାର୍ଯ୍ୟକ୍ରମ ମାଧ୍ୟମରେ ପ୍ରଧାନମନ୍ତ୍ରୀଙ୍କ ଲକ୍ଷ୍ୟ ହେଉଛି
Read More...

ଆତ୍ମସମର୍ପଣ କଲେ ଆଉ ୧୫ ମାଓବାଦୀ

ନ୍ୟୁଜ୍ ବ୍ୟୁରୋ: ମହାରାଷ୍ଟ୍ର ଗଡ଼ଚିରୋଲି ଜିଲ୍ଲାରେ ପୁଣି ଆତ୍ମସମର୍ପଣ କଲେ ଆଉ ୧୫ ମାଓବାଦୀ। ଆଇଏମ୍‌ଏମ୍‌ସି ପ୍ରବକ୍ତା ଅନନ୍ତ ଓରଫ ବିକାଶ ନାଗପୁର ସମେତ ୧୫ ହାର୍ଡକୋର୍ ମାଓବାଦୀ ଆତ୍ମ ସମର୍ପଣ କରିଛନ୍ତି। ଗଡ଼ଚିରୋଲି ଜିଲ୍ଲା ଗୋଁଦିଆ ପୋଲିସ ଆଗରେ ଏମାନେ ଆତ୍ମ ସମର୍ପଣ କରିଛନ୍ତି। ତେବେ
Read More...

ରାଜ୍ୟରେ ଖୋଲିବ ଆଉ ୧୫ ପୋକ୍ସୋ ଅଦାଲତ

ନ୍ୟୁଜ୍ ବ୍ୟୁରୋ: ରାଜ୍ୟରେ ଆଉ ୧୫ଟି ପୋକ୍ସୋ ଅଦାଲତ ଖୋଲିବା ନେଇ ଆଜି ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି। ଏନେଇ ଆରମ୍ଭ ହୋଇଯାଇଛି ପ୍ରକ୍ରିୟା। ଭୁବନେଶ୍ୱର, ବାରିପଦା, ଫୁଲବାଣୀ, ପୁରୀ, ସମ୍ବଲପୁର, ସୁନ୍ଦରଗଡ଼ରେ ଖୋଲିବ ପୋକ୍ସୋ ଅଦାଲତ।ସେହିପରି ବାଲେଶ୍ବର,
Read More...

ଜାଭେଦ ଅଖତର ପ୍ରଥମ ସୋଆ ସାହିତ୍ୟ ସମ୍ମାନରେ ସମ୍ମାନିତ

ଭୁବନେଶ୍ୱର, ନଭେମ୍ବର ୨୯: ସୋଆ ସାହିତ୍ୟ ଉତ୍ସବର ତୃତୀୟ ସଂସ୍କରଣ ଓଡ଼ିଶାର ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପତିଙ୍କ ଦ୍ୱାରା ଶନିବାର ଉଦ୍‌ଘାଟିତ ହୋଇଯାଇଛି । ଏହି ସାହିତ୍ୟ ଉତ୍ସବକୁ ଉଦ୍‌ଘାଟନ କରିବା ଅବସରରେ ରାଜ୍ୟପାଳ କହିଛନ୍ତି ଯେ ଯଦିଓ ବୈଷୟିକ ଜ୍ଞାନ କୌଶଳ ପରିବ୍ୟାପ୍ତ ହେବାରେ
Read More...

ପୁଣି ସୁଭଦ୍ରାରେ ଯୋଡି ହେଲେ ୧୭ ଲକ୍ଷରୁ ଊର୍ଦ୍ଧ୍ବ ମହିଳା

ଭୁବନେଶ୍ବର: ଆଜି ବିଧାନସଭାରେ ଶୀତ ଅଧିବେଶନର ତୃତୀୟ ଦିବସରେ ଗୃହରେ ଉଠିଛି ସୁଭଦ୍ର ପ୍ରସଙ୍ଗ। ଏଥିରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କିଛି ତଥ୍ୟ ରଖିଛନ୍ତି। ସେ କହିଛନ୍ତି, ସରଜମିନ୍ ତଦନ୍ତ ପରେ ସୁଭଦ୍ରାରେ ଯୋଡ଼ି ହେଲେ ୧୭ ଲକ୍ଷରୁ ଊର୍ଦ୍ଧ୍ବ ମହିଳା।ଗୃହରେ ତଥ୍ୟ ରଖି
Read More...

ବିଶ୍ୱର ସବୁଠାରୁ ଉଚ୍ଚ ରାମ ପ୍ରତିମୂର୍ତ୍ତି ଉନ୍ମୋଚନ

ଗୋଆ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଦକ୍ଷିଣ ଗୋଆର ଶ୍ରୀସଂସ୍ଥାନ ଗୋକର୍ଣ୍ଣ ଜୀବୋତ୍ତମ ମଠରେ ଭଗବାନ ରାମଙ୍କର ୭୭ ଫୁଟ୍‌ ଉଚ୍ଚତା ବିଶିଷ୍ଟ ବ୍ରୋଞ୍ଜ ମୂର୍ତ୍ତିକୁ ଅନାବରଣ କରିଛନ୍ତି। ଗୁଜରାଟରେ ଷ୍ଟାଚ୍ୟୁ ଅଫ୍‌ ୟୁନିଟିର ଡିଜାଇନ୍‌ କରିଥିବା ଶିଳ୍ପୀ ରାମ ସୁତାର ଶ୍ରୀରାମଙ୍କ
Read More...

ଭୁବନେଶ୍ବର ରେ ପହଁଞ୍ଚିଲେ ଶବ୍ଦର ଯାଦୁକର ଜାଭେଦ ଅଖତର

ସୋଆ ସାହିତ୍ୟ ସମ୍ମାନ ୨୦୨୫ରେ ହେବେ ସମ୍ବର୍ଦ୍ଧିତ ଭୁବନେଶ୍ବର: ଭାରତୀୟ ଚଳଚ୍ଚିତ୍ର ଓ ସାହିତ୍ୟ କ୍ଷେତ୍ରର ଉଜ୍ୱଳ ତାରକା, ଶବ୍ଦର ଯାଦୁକର, ପ୍ରଖ୍ୟାତ କବି, ସଂଳାପ ଲେଖକ, ଗୀତିକାର ଓ ସମାଜ ଚିନ୍ତକ ପଦ୍ମ ଭୁଷଣ ଜାଭେଦ ଅଖତରଙ୍କୁ ତାଙ୍କର ଉଲ୍ଲେଖନୀୟ ଓ ଜୀବନବ୍ୟାପୀ ଅବଦାନ ନିମନ୍ତେ ସୋଆ
Read More...