ପ୍ରମୁଖ ଖବର

ବାରବାରୀ ଷ୍ଟାଡିୟମକୁ ଏନଜିଟିର ନୋଟିସ
ହରଭଜନ ସିଂଙ୍କ ଘର କାନ୍ଥରେ ଦେଶଦ୍ରୋହୀ ଲେଖିଲେ ଆପ କର୍ମୀ
ଭବାନୀପୁରରେ ଟିଏମସି ସମ୍ପୂର୍ଣ୍ଣ ସଫା ହେବ ହେବ କହିଲେ ଶୁଭେନ୍ଦୁ ଅଧିକାରୀ
ଶାହଙ୍କ ମନ୍ତବ୍ୟକୁ ନେଇ ମମତାଙ୍କ ତୀବ୍ର ପ୍ରତିକ୍ରିୟା, ଆଇନଗତ ମାମଲା ରୁଜୁ ଚେତାବନୀ
ଇସ୍ପାତ୍ ରାଜଧାନୀ ହେବ ଓଡ଼ିଶା : ମୁଖ୍ୟମନ୍ତ୍ରୀ
ରାଜସ୍ଥାନରେ କବାଡି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ: ୪ ଜୀବନ୍ତ ଦଗ୍ଧ
Browsing Category

TOP STORIES

ସଂସଦରେ ସ୍ଥାନ ପାଇବ ମହାପ୍ରଭୁଙ୍କ ୩ ରଥର ଚକ

ନୂଆଦିଲ୍ଲୀ: ସଂସଦରେ ସ୍ଥାନ ପାଇବ ମହାପ୍ରଭୁଙ୍କ ୩ ରଥର ଚକ। ପୁରୀ ଶ୍ରୀମନ୍ଦିର ଆସି ମହାପ୍ରଭୁଙ୍କୁ ଦର୍ଶନ କରିବା ପରେ ସଂସଦୀୟ କମିଟି ଏ ନେଇ ପ୍ରସ୍ତାବ ଦେଇଛି। କମିଟିର ପ୍ରସ୍ତାବରେ ବାଚସ୍ପତି ସମ୍ମତି ଜଣାଇଛନ୍ତି ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ସୂଚନା ଦେଇଛନ୍ତି।
Read More...

ବିଧାନସଭାରେ ପେନସନ ପାଇଁ ଆବେଦନ କଲେ ଜଗଦୀପ ଧନଖଡ଼

ରାଜସ୍ଥାନ: ଦେଶର ପୂର୍ବତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ ଜୁଲାଇ ୨୨ରେ ତାଙ୍କ ପଦରୁ ଇସ୍ତଫା ଦେଇ ଚର୍ଚ୍ଚାରେ ଥିଲେ। ସେ ତାଙ୍କ ଇସ୍ତଫା ପଛରେ ସ୍ବାସ୍ଥ୍ୟଗତ କାରଣ ଦର୍ଶାଇଥିଲେ। ଏବେ ସୂଚନା ମିଳିଛି ଯେ ଜଗଦୀପ ଧନଖଡ ରାଜସ୍ଥାନ ବିଧାନସଭାରେ ପେନସନ ପାଇଁ ଆବେଦନ କରିଛନ୍ତି। ସେ ୧୯୯୩ମସିହାରେ
Read More...

ରାଜ୍ୟରେ ସାର ଅଭାବ; କେନ୍ଦ୍ର ସାର ମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ

ଭୁବନେଶ୍ବର: ସାରା ରାଜ୍ୟରେ ସାର ଯୋଗାଣରେ ବ୍ୟାପକ ଅବ୍ୟବସ୍ଥା, କଳାବଜାର, ଅପମିଶ୍ରଣ, ଏବଂ ବଜାରରେ ୟୁରିଆ ମିଳୁ ନ ଥିବାରୁ ଚାଷୀ କୂଳ ହନ୍ତସନ୍ତ ହେଉଛନ୍ତି। ବିଭିନ୍ନ ସ୍ଥାନରେ ବିଶେଷ କରି ଆଦିବାସୀ ବହୁଳ ଜିଲାରେ ସାର ସମସ୍ୟା ଉତ୍କଟ ହୋଇଛି। ଚାଷୀ କୂଳର ଏ ସମସ୍ୟା ନେଇ ଉଦ୍‌ବେଗ ପ୍ରକାଶ
Read More...

ସିକିମ୍ ମୁଖ୍ୟମନ୍ତ୍ରୀଙ୍କ ସୋସିଆଲ ମିଡିଆରେ ଶ୍ରୀମନ୍ଦିର ଭିତର ଫଟୋ

ପୁରୀ: ପୁଣି ପୁରୀ ଶ୍ରୀମନ୍ଦିର ଭିତର ବେଢା ଫଟୋ ସୋସିଆଲ ମିଡିଆରେ ଅପଲୋଡ ହୋଇଛି। ସିକିମ୍ ମୁଖ୍ୟମନ୍ତ୍ରୀ ପ୍ରେମ ସିଂହ ତମାଙ୍ଗ ଶୁକ୍ରବାର ପୁରୀର ଜଗନ୍ନାଥ ମନ୍ଦିର ପରିଦର୍ଶନ କରି ମହାପ୍ରଭୁଙ୍କ ଆଶିଷ ଲଭିଥିବା ବେଳେ ଶ୍ରୀମନ୍ଦିର ପରିସରରୁ ଉଠାଯାଇଥିବା ତାଙ୍କ ଫଟୋ ତାଙ୍କ ଅଫିସିଆଲ୍
Read More...

ଅକ୍ଟୋବର ୪ ଓ ୫ରେ ହେବ ପୁଲିସ ଏସଆଇ ପରୀକ୍ଷା

ଭୁବନେଶ୍ବର: ଓଡ଼ିଶା ପୋଲିସ ସବ-ଇନସପେକ୍ଟର ନିଯୁକ୍ତି ପରୀକ୍ଷା ନେଇ ସାନି ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ଅକ୍ଟୋବର ୪ ଓ ୫ ତାରିଖରେ ଦୁଇଦିନ ଧରି ସବ-ଇନସପେକଟର ନିଯୁକ୍ତି ପରୀକ୍ଷା ବିଭିନ୍ନ ଜିଲ୍ଲାରେ କରାଯିବ। ଓଏମଆର୍‌ ସିଟ୍‌ ଜରିଆରେ ଲିଖିତ ପରୀକ୍ଷା ହେବ। ଏସଆଇ ରାଙ୍କ୍‌ର
Read More...

ରିଲ୍ସ ବନେଇବା ବେଳେ ଜଳପ୍ରପାତରେ ଭାସିଗଲେ ଯୁବକ

କେନ୍ଦୁଝର: ରିଲ୍ସ ବନେଇବା ହେଲା କାଳ। କେନ୍ଦୁଝରର ଏକ ଜଳପ୍ରପାତର ପ୍ରବଳ ସ୍ରୋତରେ ଭାସିଯାଇ ଜଣେ ଯୁବକ ନିଖୋଜ ହୋଇଯାଇଛନ୍ତି। ନିଖୋଜ ହୋଇଥିବା ଯୁବକ ଜଣକ କେନ୍ଦୁଝର ଜିଲ୍ଲାର ବଲରାଇ ଗ୍ରାମର ବାସିନ୍ଦା ଲିପୁନ ବେହେରା ବୋଲି ଚିହ୍ନଟ କରାଯାଇଛି। ଘଟଣାଟି ଜିଲ୍ଲାର ପାଲଲହରା ସବ-ଡିଭିଜନ
Read More...

ପୁରୁଷୋତ୍ତମ ଏକ୍ସପ୍ରେସ ଟଏଲେଟ୍‌ରୁ ଯୁବକଙ୍କ ମୃତଦେହ ଉଦ୍ଧାର

ଭୁବନେଶ୍ବର: ପୁରୁଷୋତ୍ତମ ଏକ୍ସପ୍ରେସରୁ ମିଳିଲା ଯୁବକଙ୍କ ମୃତଦେହ। ଭୁବନେଶ୍ବର ଷ୍ଟେସନ ନିକଟରେ ଟ୍ରେନ୍ ଶୌଚାଳୟରୁ ମିଳିଲା ମୃତଦେହ।ଶୌଚାଳୟ ସଫେଇ ବେଳେ ମିଳିଲା ମୃତଦେହ। ତେବେ ଏଯାଏଁ ଯୁବକଙ୍କ ପରିଚୟ ମିଳିନି। ସୂଚନା ଅନୁସାରେ ଭୁବନେଶ୍ବର ଷ୍ଟେସନରୁ ଶବକୁ ଉଦ୍ଧାର କରିଛି ଜିଆରପି
Read More...

ଆଧାରକୁ ନେଇ ଆସିଲା ବଡ ଅପଡେଟ୍‌

ନୂଆଦିଲ୍ଲୀ: ଭାରତୀୟ ସ୍ୱତନ୍ତ୍ର ପରିଚୟ ପ୍ରାଧିକରଣ (ୟୁଆଇଡିଏଆଇ) ଇ-ଆଧାର ମୋବାଇଲ୍‌ ଆପ୍‌ ଲଞ୍ଚ କରିବା ନେଇ ପ୍ରସ୍ତୁତି କରୁଛି। ୟୁଆଇଡିଏଆଇ ଅନୁଯାୟୀ, ମୋବାଇଲ୍‌ ଆପ୍‌ଲିକେସନ୍‌କୁ ଶୀଘ୍ରରୁ ଅତି ଶୀଘ୍ର ତିଆରି କରିବା ପାଇଁ କେନ୍ଦ୍ର ସରକାର ନିର୍ଦ୍ଦେଶ ଦେଇଛନ୍ତି। ଯେପରି ବର୍ଷ ୨୦୨୫
Read More...

ଜାପାନ ଗସ୍ତରେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ମୋଦି ଏବେ ୨ ଦିନିଆ ଜାପାନ ଗସ୍ତରେ ଅଛନ୍ତି। ଏହି ସମୟରେ ସେ ଭାରତ-ଜାପାନ ମିଳିତ ଅର୍ଥନୈତିକ ଫୋରମକୁ ସମ୍ବୋଧିତ କରିଛନ୍ତି। ତାଙ୍କ ଭାଷଣରେ, ପ୍ରଧାନମନ୍ତ୍ରୀ ମୋଦୀ ଜାପାନର ପ୍ରଯୁକ୍ତିବିଦ୍ୟା ଏବଂ ଭାରତର ପ୍ରତିଭା ସହିତ ଚିତ୍ର ପରିବର୍ତ୍ତନ କରିବା ବିଷୟରେ
Read More...

ଓଡିଶା ପୋଲିସର ୪୧ ଜଣ ଶ୍ରେଷ୍ଠ କ୍ରୀଡ଼ାବିତ ସମ୍ବର୍ଦ୍ଧିତ

କଟକ: ଆଜି ଜାତୀୟ କ୍ରୀଡା ଦିବସ ତଥା କିମ୍ବଦନ୍ତୀ ହକି ଖେଳାଳି ମେଜର ଧ୍ୟାନଚାନ୍ଦଙ୍କ ଜନ୍ମ ଦିନ। ଏହି ଅବସରରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ଓଡିଶା ପୋଲିସର ୪୧ ଜଣ ଶ୍ରେଷ୍ଠ କ୍ରୀଡ଼ାବିତଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି। କଟକ ଆଇପିଏସ ମେସସ୍ଥିତ ଆର.କେ.
Read More...