ପ୍ରମୁଖ ଖବର

ୟୁପିଆଇ କାରବାରରେ ନୂଆ ଶୁଳ୍କ ଲାଗୁ ନେଇ ଅନିଶ୍ଚିତତା, ୨୦୨୭ ଯାଏଁ ଘୁଞ୍ଚିପାରେ ତାରିଖ
ନନ୍ଦିଗ୍ରାମରେ ବିଜେପିର ବଡ଼ ବିଜୟ, ୧.୨୨ ଲକ୍ଷ ଭୋଟରେ ଜିତିଲେ ହସିରାଣୀ
ମୋଦିଙ୍କ ନାମରେ ନାମିତ ହେବ ଜେୱର ଅନ୍ତର୍ଜାତୀୟ ବିମାନବନ୍ଦର
ଭାରତୀୟ ପାଇଲଟ୍ ସ୍ମିତ୍ ମଚ୍ଛରଙ୍କୁ ଇସ୍ରାଏଲର ସର୍ବୋଚ୍ଚ ବୀରତ୍ୱ ସମ୍ମାନ
Browsing Category

TOP STORIES

ଶର୍ଜିଲ ଇମାମଙ୍କୁ ୧୦ ଦିନ ପାଇଁ ଅନ୍ତରୀଣ ଜାମିନ

ନୂଆଦିଲ୍ଲୀ: ଦିଲ୍ଲୀ ଦଙ୍ଗା ମାମଲାର ଅଭିଯୁକ୍ତ ଶର୍ଜିଲ ଇମାମଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି। କରକରଡୁମା କୋର୍ଟ ତାଙ୍କୁ ୧୦ ଦିନ ପାଇଁ ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି। ଭାଇଙ୍କ ବିବାହରେ ଯୋଗଦେବା ପାଇଁ କୋର୍ଟ ମାନବିକତା ଆଧାରରେ ଏହି ଜାମିନ ଦେଇଛନ୍ତି। ରିପୋର୍ଟ ଅନୁସାରେ ଅତିରିକ୍ତ…
Read More...

କ୍ଷମା ମାଗିଲା ଏନସିଇଆରଟି

ନୂଆଦିଲ୍ଲୀ; ସିବିଏସଇ ଅଷ୍ଟମ ଶ୍ରେଣୀ ସାମାଜିକ ବିଜ୍ଞାନ ପୁସ୍ତକକୁ ନେଇ କ୍ଷମା ପ୍ରାର୍ଥନା କଲା ଜାତୀୟ ଶିକ୍ଷା ଗବେଷଣା ଏବଂ ତାଲିମ ପରିଷଦ (ଏନସିଇଆରଟି)। ନ୍ୟାୟପାଳିକା ସମ୍ବନ୍ଧୀୟ ବିବାଦୀୟ ଚାପ୍ଟରକୁ ନେଇ ଏନସିଇଆରଟି ନିର୍ଦ୍ଦେଶକ ଓ ସଦସ୍ୟ ନିସର୍ତ୍ତ କ୍ଷମା ପ୍ରାର୍ଥନା କରିଛନ୍ତି।…
Read More...

ଓଡିଶାର ୯ଟି ଷ୍ଟେସନ ଦେଇ ଚାଲିବ ଅମୃତ ଭାରତ ଟ୍ରେନ୍

ନୂଆଦିଲ୍ଲୀ: ଓଡ଼ିଶା ପାଇଁ ବଡ଼ ଖୁସି ଖବର ଆସିଛି। ରେଳ ସଂଯୋଗୀକରଣ ନେଇ ବଡ଼ ଘୋଷଣା କରିଛନ୍ତି ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ପୋତ୍ତନୁର (କୋଏମ୍ବାଟୁର୍) ଠାରୁ ଧାନବାଦ୍‌କୁ ନୂଆ ଅମୃତ ଭାରତ ଟ୍ରେନ୍ ମଞ୍ଜୁର ହୋଇଛି। ଓଡିଶାର ୯ଟି ଷ୍ଟେସନ ଦେଇ ଚାଲିବ ଏହି ଟ୍ରେନ୍। ଓଡିଶାରେ ରେଳ…
Read More...

ପଶ୍ଚିମବଙ୍ଗରେ ମୁକ୍ତ, ନିରପେକ୍ଷ ଓ ଶାନ୍ତିପୂର୍ଣ୍ଣ ନିର୍ବାଚନ

ପଶ୍ଚିମବଙ୍ଗ: ପଶ୍ଚିମବଙ୍ଗ ଗସ୍ତ ସମୟରେ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର ମଙ୍ଗଳବାର ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ଯେ ରାଜ୍ୟରେ ମୁକ୍ତ, ନିରପେକ୍ଷ ଓ ଶାନ୍ତିପୂର୍ଣ୍ଣ ନିର୍ବାଚନ ସୁନିଶ୍ଚିତ କରିବା ନିର୍ବାଚନ କମିଶନଙ୍କ ପ୍ରାଥମିକ ଲକ୍ଷ୍ୟ। ସେ କହିଛନ୍ତି ଯେ କୌଣସି ଯୋଗ୍ୟ…
Read More...

ବଢିଲା ଖାଇବା ତେଲ ଦର

ଭୁବନେଶ୍ବର: ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବରେ ବଜାରରେ ଖାଇବା ତେଲ ଦର ବୃଦ୍ଧି ହୋଇଛି। ତେଲ ଆମଦାନୀ ନେଇ ବଢିଲା ଚିନ୍ତା। କିଛିଦିନ ତଳେ ରିଫାଇନ୍ ତେଲ ଲିଟର ୧୬୦ଟଙ୍କାରେ ବିକ୍ରି ହେଉଥିବାବେଳେ ଦୁଇଦିନ ହେଲା ଲିଟର ପିଛା ୧୭୦ଟଙ୍କାରେ ବିକ୍ରି ହେଉଛି। ଚାହିଦାଠାରୁ କମ୍ ପରିମାଣର ତେଲ…
Read More...

ଏପ୍ରିଲ୍‌ ୨ରୁ ଯୁକ୍ତ ଦୁଇ ଖାତା ଦେଖା ଆରମ୍ଭ

ଭୁବନେଶ୍ବର; ଏପ୍ରିଲ୍‌ ୨ରୁ ଯୁକ୍ତ ଦୁଇ ଖାତା ଦେଖା ଆରମ୍ଭ ହେବ। ଏଥର ମଧ୍ୟ ଦୁଇଟି ପର୍ଯ୍ୟାୟରେ ଖାତା ମୂଲ୍ୟାୟନ କରାଯିବ। ପ୍ରଥମ ପର୍ଯ୍ୟାୟରେ ଏପ୍ରିଲ୍‌ ୨ରୁ ୧୩ ଓ ଦ୍ବିତୀୟ ପର୍ଯ୍ୟାୟରେ ଏପ୍ରିଲ ୧୫ରୁ ୨୬ ତାରିଖ ଯାଏଁ ଖାତାଦେଖା ଚାଲିବ। ବିଜ୍ଞାନ, ବାଣିଜ୍ୟ ଓ କଳା ବିଭାଗର କିଛି ବିଷୟର…
Read More...

ରାଜ୍ୟରେ ଦୁଇ ବର୍ଷରେ ସାଇବର ଠକ ଲୁଟିଛନ୍ତି ୭୧୧ କୋଟି

ଭୁବନେଶ୍ବର: ରାଜ୍ୟରେ ବିଗତ ଦୁଇ ବର୍ଷରେ ୭୧୧ କୋଟି ଟଙ୍କା ଲୁଟି ନେଲେଣି ସାଇବର ଠକ। କିନ୍ତୁ ସାଇବର ଠକଙ୍କ ଠାରୁ ଫେରିଛି ମାତ୍ର ୭ କୋଟି ଟଙ୍କା। ବିଧାନସଭାରେ ଏନେଇ ଲିଖିତ ଭାବେ ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବିଧାନସଭାର ତଥ୍ୟ କହୁଛି ୨୦୨୪ରେ ୨୭ ହଜାର ୩୬୮…
Read More...

ପରଲୋକରେ ବରିଷ୍ଠ ସାମ୍ବାଦିକ ଆଶୁତୋଷ ମିଶ୍ର

ଭୁବନେଶ୍ବର: ବରିଷ୍ଠ ସାମ୍ବାଦିକ ଆଶୁତୋଷ ମିଶ୍ରଙ୍କର ପରଲୋକ ଘଟିଛି। ହୃଦଘାତ କାରଣରୁ ତାଙ୍କର ଦେହାନ୍ତ ହୋଇଥିବା ଜଣାପଡିଛି। ଆଶୁତୋଷ ମିଶ୍ରଙ୍କ ଦେହାନ୍ତରେ ବହୁ ବିଶିଷ୍ଟ ବ୍ୟକ୍ତି ଶୋକବ୍ୟକ୍ତ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାମ୍ବାଦିକ ଆଶୁତୋଷ ମିଶ୍ରଙ୍କର ଫଟୋ ଏକ୍ସ…
Read More...

ଦୁବାଇରେ ଏମରଜେନ୍ସି ଆଲର୍ଟ: ଅତି ଜରୁରୀ ନହେଲେ ବାହାରକୁ ନଯିବାକୁ ପରାମର୍ଶ

ୟୁଏଇରେ ଡ୍ରୋନ ଆକ୍ରମଣ ଆଶଙ୍କାକୁ ନେଇ ଦୁବାଇରେ ଏମରଜେନ୍ସି ଆଲର୍ଟ ଜାରି କରାଯାଇଛି। ଡ୍ରୋନ ଷ୍ଟ୍ରାଇକ ସମ୍ଭାବନା ଥିବାରୁ ଦୁବାଇ ବାସିନ୍ଦାଙ୍କ ମୋବାଇଲକୁ ଜରୁରୀକାଳୀନ ସତର୍କତା ବାର୍ତ୍ତା ପଠାଯାଇଛି। ସମସ୍ତଙ୍କୁ ସୁରକ୍ଷା ଦୃଷ୍ଟିରୁ ଘର ଭିତରେ ରହିବାକୁ ପରାମର୍ଶ ଦିଆଯାଇଛି ଏବଂ ଅତି…
Read More...

ପ୍ରକାଶ ପାଇଲା ୟୁପିଏସି ସିଭିଲ୍ ସର୍ଭିସ୍ ପରୀକ୍ଷା ଫଳ

ନୂଆଦିଲ୍ଲୀ; ପ୍ରକାଶ ପାଇଛି ୟୁପିଏସି ପରିଚାଳିତ ସିଭିଲ୍ ସର୍ଭିସ୍ ପରୀକ୍ଷାର ଫଳାଫଳ। ଏହି ପରୀକ୍ଷାରେ ମୋଟ ୯୫୮ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି। ଏଥିରେ ଅନୁଜ ଅଗ୍ନିହୋତ୍ରୀ ପ୍ରଥମ ସ୍ଥାନ ଅଧିକାର କରି ଟପ୍ପର ହୋଇଛନ୍ତି। ଫଳାଫଳ ଅନୁଯାୟୀ ରାଜେଶ୍ୱରୀ ସୁଭେ ଏମ୍‌ ଦ୍ୱିତୀୟ…
Read More...