ପ୍ରମୁଖ ଖବର

୨୦୩୬ ସୁଦ୍ଧା ୫୦୦ ବିଲିୟନ ଡଲାର ଛୁଇଁବ ଓଡ଼ିଶାର ଅର୍ଥନୀତି: ମୁଖ୍ୟମନ୍ତ୍ରୀ
ଭୁବନେଶ୍ଵରରେ ମହାକାଶଚାରୀ ଶୁଭାଂଶୁ ଶୁକ୍ଳା
ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଏଆରଆଇ
ଶ୍ରୀରାମ ମନ୍ଦିରରେ ଉଡ଼ିଲା ଧର୍ମଧ୍ୱଜା
Browsing Category

TOP STORIES

ପାରାଦୀପ ବୋଇତ ବନ୍ଦାଣ ଉତ୍ସବରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

ପାରାଦୀପ: ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ଜଗତସିଂହପୁର ଜିଲ୍ଲାର ପାରାଦ୍ୱୀପ ବନ୍ଦରରେ ଆୟୋଜିତ ହୋଇଛି 'ବୋଇତ ବନ୍ଦାଣ ଉତ୍ସବ- ୨୦୨୫' । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଓଡ଼ିଶାର ଗାରିମାସମ୍ପନ୍ନ ନୌବାଣିଜ୍ୟ ପରମ୍ପରା
Read More...

ଯୁକ୍ତ ଦୁଇ ଫର୍ମପୂରଣ ଅବଧି ବୃଦ୍ଧି

ଭୁବନେଶ୍ବର: ଯୁକ୍ତ ଦୁଇ ଛାତ୍ରଛାତ୍ରୀଙ୍କ ଫର୍ମପୂରଣ ଅବଧି ବୃଦ୍ଧି ହୋଇଛି। ଏ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ମିଳିଛି। ବିନା ଜରିମାନାରେ ଫର୍ମପୂରଣ ଅବଧି ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ବିନା ଜରିମାନାରେ ଉଭୟ କଳା,ବିଜ୍ଞାନ,ବାଣିଜ୍ୟ ଓ
Read More...

ମାଲବାହୀ ଟ୍ରେନ୍କୁ ଧକ୍କା ଦେଲା ଯାତ୍ରୀବାହୀ ଟ୍ରେନ୍, ୧୦ ମୃତ, ଅନେକ ଆହତ

ଛତିଶଗଡ଼: ଛତିଶଗଡ଼ ବିଳାସପୁରର ଲାଲଖାଦାନ ନିକଟରେ ଏକ ବଡ଼ ରେଳ ଦୁର୍ଘଟଣା ଘଟିଛି। ଛତିଶଗଡ଼ର ବିଳାସପୁର ଜିଲ୍ଲାରେ ଏକ ଯାତ୍ରୀବାହୀ (ମେମୁ) ଓ ମାଲବାହୀ ଟ୍ରେନ୍ ମଧ୍ୟରେ ଧକ୍କା ହେବାରୁ ୧୦ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ପ୍ରାୟ ୩୦ ଜଣ ଆହତ ହୋଇଛନ୍ତି। ଅନେକ ଯାତ୍ରୀ ଏଥିରେ ଆହତ
Read More...

କାର୍ତ୍ତିକ ପୂର୍ଣ୍ଣିମା ପାଇଁ ଶ୍ରୀକ୍ଷେତ୍ରକୁ ଗଡ଼ିବ ୩ ସ୍ପେଶାଲ ଟ୍ରେନ୍‌

ପୁରୀ: କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ଯାତ୍ରୀମାନଙ୍କ ସୁବିଧା ପାଇଁ ପୂର୍ବତଟ ରେଳପଥ ଦ୍ୱାରା ବ୍ରହ୍ମପୁର ଓ ପୁରୀ ମଧ୍ୟରେ ବିଶେଷ ପାସେଞ୍ଜର ଟ୍ରେନ ଚଳାଚଳ କରାଯାଉଛି। (୧) 08417 ବ୍ରହ୍ମପୁର–ପୁରୀ ପ୍ୟାସେଞ୍ଜର ବିଶେଷ ଟ୍ରେନ ୦୪.୧୧.୨୦୨୫ (ମଙ୍ଗଳବାର) ରାତି ୮.୩୫ ରେ ବ୍ରହ୍ମପୁରରୁ
Read More...

ବରମୁଣ୍ଡା ବସଷ୍ଟାଣ୍ଡରେ ମା’-ଝିଅଙ୍କୁ ଦୁଷ୍କର୍ମ ଉଦ୍ୟମ, ଅଭିଯୁକ୍ତ ଗିରଫ

ଭୁବନେଶ୍ବର: ରାଜଧାନୀରେ ଏକ ଚାଞ୍ଚଲ୍ୟକର ଘଟଣା ଘଟିଛି। ବରମୁଣ୍ଡା ବସ୍‌ଷ୍ଟାଣ୍ଡରେ ଶୋଇଥିବାବେଳେ ମା’-ଝିଅଙ୍କୁ ବଳାତ୍କାର ଉଦ୍ୟମ ହୋଇଛି। ଥାନାରେ ଅଭିଯୋଗ ପରେ ଅଭିଯୁକ୍ତକୁ ବାନ୍ଧିଛି ଭରତପୁର ପୋଲିସ। ଅଭିଯୁକ୍ତ ଜଣଙ୍କ ଖସି ପଳାଇବାକୁ ଉଦ୍ୟମ କରୁଥିବାବେଳେ ପୋଲିସ ତାଙ୍କୁ ମାଡ଼ବସିଥିଲା।
Read More...

୭ରେ ସ୍କୁଲ, କଲେଜରେ ଛାତ୍ରୀଛାତ୍ରୀ ଗାଇବେ ’ବନ୍ଦେ ମାତରମ’

ଭୁବନେଶ୍ବର: ନଭେମ୍ବର ୭ରେ ପାଳନ ହେବ ‘ବନ୍ଦେ ମାତରମ’ର ୧୫୦ ବର୍ଷ ପୂର୍ତ୍ତି। ଆସନ୍ତା ୭ ତାରିଖରେ ରାଜ୍ୟର ସମସ୍ତ ବିଦ୍ୟାଳୟ, ମହାବିଦ୍ୟାଳୟ ଓ ବିଶ୍ବବିଦ୍ୟାଳୟରେ ଛାତ୍ରଛାତ୍ରୀମାନେ ‘ବନ୍ଦେ ମାତରମ୍‌’ ଗାଇବେ। ଏନେଇ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ବିଦ୍ୟାଳୟ ଓ
Read More...

ଜାଭେଦ ଅଖତରଙ୍କୁ ସୋଆ ସାହିତ୍ୟ ସମ୍ମାନ ୨୦୨୫ରେ ସମ୍ବର୍ଦ୍ଧିତ କରାଯିବ

ଭୁବନେଶ୍ୱର, ନଭେମ୍ବର ୧: ଭାରତୀୟ ଚଳଚ୍ଚିତ୍ର ଓ ସାହିତ୍ୟ କ୍ଷେତ୍ରରେ ଉଲ୍ଲେଖନୀୟ ଓ ଜୀବନବ୍ୟାପୀ ଅବଦାନ ନିମନ୍ତେ ପ୍ରଖ୍ୟାତ କବି, ସଂଳାପ ଲେଖକ, ଗୀତିକାର ଓ ସମାଜ ଚିନ୍ତକ ପଦ୍ମ ଭୁଷଣ ଜାଭେଦ ଅଖତରଙ୍କୁ ସୋଆ ସାହିତ୍ୟ ସମ୍ମାନ ୨୦୨୫ ପ୍ରଦାନ କରାଯିବ।ଶିକ୍ଷା ଓ ଅନୁସନ୍ଧାନ (ସୋଆ)
Read More...

ଟ୍ରକ୍ ଧକ୍କାରେ ହୋମଗାର୍ଡଙ୍କ ମୃତ୍ୟୁ

ବାଲେଶ୍ବର: ବାଲେଶ୍ବର ଜିଲ୍ଲାର ସୋରୋରେ ଶୁକ୍ରବାର ଦିନ ଏକ ଦ୍ରୁତଗାମୀ ଟ୍ରକ୍ ଧକ୍କାରେ ଜଣେ ହୋମଗାର୍ଡଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ନାମ ସୁଶାନ୍ତ ସେଠି ବୋଲି ଜଣାପଡ଼ିଛି। ଯିଏ କି ସୋରୋ ପୋଲିସ ଷ୍ଟେସନରେ ହୋମଗାର୍ଡ ଭାବେ ନିୟୋଜିତ ଥିଲେ। ସେ ବାହାନଗା ବ୍ଲକର ରୂପାଖଣ୍ଡା ଗାଁର
Read More...

ନିର୍ବାଚନୀ ଆଚରଣ ବିଧି ଉଲ୍ଲଂଘନ; ଓଆଇଏସ ଅଧିକାରୀ ତନୁଜା ମହାନ୍ତି ନିଲମ୍ୱିତ

ଭୁବନେଶ୍ୱର: ନୂଆପଡା ବିଧାନସଭା ନିର୍ବାଚନ ମଣ୍ଡଳୀରେ ଲାଗୁ ହୋଇଥିବା ଆଦର୍ଶ ଆଚରଣ ସଂହିତା ଉଲ୍ଲଂଘନ ଅଭିଯୋଗରେ ନିର୍ବାଚନ କମିଶନ ଓଡ଼ିଶା ସୂଚନା ସେବା (ଓଆଇଏସ) ଅଧିକାରୀ ତନୁଜା ମହାନ୍ତିଙ୍କୁ ନିଲମ୍ବନ କରିଛନ୍ତି। ଏନେଇ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।ନିଲମ୍ବନ ଅବଧି ମଧ୍ୟରେ
Read More...

କେନ୍ଦ୍ରୀୟ ଗୃହମନ୍ତ୍ରୀ ଦକ୍ଷତା ପଦକ ପାଇବେ ୧୭ ପୋଲିସ ଅଧିକାରୀ

ନୂଆ ଦିଲ୍ଲୀ: ଓଡ଼ିଶା ପୋଲିସର ୧୭ ଜଣ ବିଶିଷ୍ଟ ଅଧିକାରୀ ଏବଂ କର୍ମଚାରୀଙ୍କୁ ମର୍ଯ୍ୟାଦାଜନକ ‘କେନ୍ଦ୍ରୀୟ ଗୃହମନ୍ତ୍ରୀ ଦକ୍ଷତା ପଦ’ ୨୦୨୫ରେ ସମ୍ମାନିତ କରାଯାଇଛି। ରାଜ୍ୟ ପୋଲିସ ଏହାର ଏକ୍ସ ହ୍ୟାଣ୍ଡେଲରେ ଦୁଇଟି ଭିନ୍ନ ଭିନ୍ନ ପୋଷ୍ଟରେ ଏହି ସୂଚନା ପ୍ରଦାନ କରିଛି। ପୁରସ୍କାରପ୍ରାପ୍ତ
Read More...