Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ସମ୍ବଲପୁର: ଗଣେଶ ପୂଜା ମଣ୍ଡପରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ପେଣ୍ଡାଲ
ଗୁଜରାଟ ସଚିବାଳୟ ଉଡ଼ାଇବା ଧମକ: ବିହାର, ଝାଡ଼ଖଣ୍ଡରୁ ୨ ଗିରଫ
ଓମଫେଡ୍ ବଜାରକୁ ଆଣିବ ପ୍ୟାକେଟ୍ ପାଣି ଓ ନୂଆ ଆଇସକ୍ରିମ୍
ଦିଶା ସାଲିଆନ ମୃତ୍ୟୁ ମାମଲା : ସିବିଆଇ ଏଫ୍ଆଇଆରରେ ଆଦିତ୍ୟ ଠାକରେ, ଡିନୋ ମୋରିଆଙ୍କ ନାଁ
ଦୁଷ୍କର୍ମ ମାମଲା: ଆତ୍ମସମର୍ପଣ କଲେ ତରୁଣ ତେଜପାଲ
ନନ୍ଦିଗ୍ରାମ ଉପନିର୍ବାଚନ ଲଢ଼ିବେନି ମମତା, ଟିଏମସି ଘୋଷଣା କଲା ପ୍ରାର୍ଥୀ
Browsing Category
TOP STORIES
ରାଜ୍ୟପାଳଙ୍କ ପୋଲିସ୍ ଏଡିସି ହେଲେ ଆଇପିଏସ୍ ଅନୁଗୁ ଶିବା ମାରୁତି ରେଡ୍ଡୀ
ଭୁବନେଶ୍ବର: ଆଇପିଏସ୍ ଅଧିକାରୀ ଅନୁଗୁ ଶିବା ମାରୁତି ରେଡ୍ଡୀ ମଙ୍ଗଳବାର ଓଡ଼ିଶା ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟିଙ୍କ ପୋଲିସ୍ ଏଡିସି (ଏଡ୍-ଡି-କ୍ୟାମ୍ପ) ଭାବେ ନୂତନ ଦାୟିତ୍ୱ ଗ୍ରହଣ କରିଛନ୍ତି। ଲୋକଭବନରେ ଆୟୋଜିତ ଏକ ଔପଚାରିକ ସମାରୋହରେ ରାଜ୍ୟପାଳ ତାଙ୍କୁ ନୂତନ ଦାୟିତ୍ୱ ପାଇଁ!-->…
Read More...
Read More...
ଶ୍ରୀମନ୍ଦିରରେ ୪ ମାସ ଭିତରେ ହେବ ଧାଡ଼ି ଦର୍ଶନ ବ୍ୟବସ୍ଥା : ଆଇନ ମନ୍ତ୍ରୀ
ପୁରୀ: ପୁରୀ ଶ୍ରୀମନ୍ଦିରରେ ବଢ଼ୁଥିବା ଭକ୍ତଙ୍କ ଭିଡ଼କୁ ନଜରରେ ରଖି ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥାକୁ ଆହୁରି ସୁଦୃଢ଼ କରିବାକୁ ନୂଆ ଯୋଜନା ପ୍ରସ୍ତୁତ ହେଉଛି। ବିଶେଷକରି ଛୁଟିଦିନରେ ବଢ଼ୁଥିବା ଭିଡ଼କୁ ସୁଚାରୁ ଭାବେ ପରିଚାଳନା କରିବା ଲକ୍ଷ୍ୟରେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ!-->…
Read More...
Read More...
ରାସ୍ତାକୁ ଆସିଲେ ଗୃହବନ୍ଦୀ କରିବାକୁ ଧମକ ଦେଉଛନ୍ତି ଶୁଭେନ୍ଦୁ : ମମତା
ପଶ୍ଚିମବଙ୍ଗ: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ବିରୋଧରେ ଗୁରୁତର ଅଭିଯୋଗ ଆଣିଛନ୍ତି ଟିଏମସି ମୁଖ୍ୟ ମମତା ବାନାର୍ଜୀ। ରାଜରାସ୍ତାରେ ଆନ୍ଦୋଳନକୁ ଓହ୍ଲାଇଲେ ତାଙ୍କୁ ଘରୁ ବାହାରିବାକୁ ଦିଆଯିବ ନାହିଁ ଏବଂ ଗୃହବନ୍ଦୀ କରି ରଖାଯିବ ବୋଲି ଶୁଭେନ୍ଦୁ ଧମକ ଦେଇଥିବା ମମତା!-->…
Read More...
Read More...
ସେପ୍ଟେମ୍ବର ୨୨ରୁ ବିଧାନସଭା ମୌସୁମୀ ଅଧିବେଶନ
ଭୁବନେଶ୍ବର: ଆସନ୍ତା ସେପ୍ଟେମ୍ବର ୨୨ରୁ ଆରମ୍ଭ ହେବ ଓଡ଼ିଶା ବିଧାନସଭାର ମୌସୁମୀ ଅଧିବେଶନ। ଅକ୍ଟୋବର ୩ରେ ଏହା ଶେଷ ହେବ। ମୋଟ ୯ଟି ସରକାରୀ କାର୍ଯ୍ୟଦିବସ ଥିବା ଏହି ଅଧିବେଶନରେ ରାଜ୍ୟ ସରକାର ଏକାଧିକ ବିଲ୍ ଓ ସଂଶୋଧନ ବିଲ୍ ଆଣିବାକୁ ପ୍ରସ୍ତୁତ ହେଉଛନ୍ତି। ଅନ୍ୟପଟେ ବିରୋଧୀଙ୍କ ହାତରେ!-->…
Read More...
Read More...
ସୌରିନ ଭଟ୍ଟଙ୍କ ପାଇଁ ବଢ଼ିଲା ଅଡୁଆ
କଟକ: ଲୋକପ୍ରିୟ ଓଡ଼ିଆ ପ୍ଲେବ୍ୟାକ୍ ସିଙ୍ଗର୍ ସୌରିନ ଭଟ୍ଟଙ୍କ ବିରୋଧରେ ଚାଲିଥିବା ଯୌନ ନିର୍ଯାତନା ମାମଲାରେ ତାଙ୍କ ପାଇଁ ଅଡୁଆ ବଢ଼ିଛି। ସୌରିନଙ୍କ ବିରୋଧରେ ଜାରି ହୋଇଥିବା ଜାମିନବିହୀନ ଗିରଫ ପରୱାନା ଉପରେ ପୂର୍ବରୁ ଲାଗୁ ହୋଇଥିବା ରହିତାଦେଶକୁ ହାଇକୋର୍ଟ ହଟାଇ ଦେଇଛନ୍ତି। ଏଥିସହ!-->…
Read More...
Read More...
‘ଆଉ ଅଧିକ ଦାୟିତ୍ୱ ନେଇପାରିବିନି’,- ଗଡ଼କରୀଙ୍କ ବୟାନ ପରେ ଅବସର ଚର୍ଚ୍ଚା
ନୂଆଦିଲ୍ଲୀ: କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀଙ୍କ ଏକ ବୟାନକୁ ନେଇ ରାଜନୈତିକ ମହଲରେ ନୂଆ ଚର୍ଚ୍ଚା ଆରମ୍ଭ ହୋଇଛି। ନାଗପୁର ଜିଲାର କାଟୋଲ ଅଞ୍ଚଳର ପାରାଡସିଙ୍ଗାରେ ଲକ୍ଷ୍ମଣରାଓ ମାନକର ଟ୍ରଷ୍ଟ ପକ୍ଷରୁ ଆୟୋଜିତ ଏକଲବ୍ୟ ଏକଲ ବିଦ୍ୟାଳୟର ଶିକ୍ଷକ ଓ ପର୍ଯ୍ୟବେକ୍ଷକଙ୍କ ପ୍ରଶିକ୍ଷଣ!-->…
Read More...
Read More...
ହର୍ମୁଜରେ ଜାହାଜଠାରୁ ଶୁଳ୍କ ନେବ ଇରାନ
ନ୍ୟୁଜ୍ ବ୍ୟୁରୋ: ଆମେରିକା ଓ ଇରାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ହର୍ମୁଜ ପ୍ରଣାଳୀକୁ ନେଇ ସଙ୍କଟ ଆହୁରି ଗଭୀର ହୋଇଛି। ହର୍ମୁଜ ଦେଇ ଯାତାୟାତ କରୁଥିବା ଜାହାଜଗୁଡ଼ିକଠାରୁ ଟିକସ ଓ ବିଭିନ୍ନ ଶୁଳ୍କ ଆଦାୟ କରିବାକୁ ଇରାନ ନିଷ୍ପତ୍ତି ନେଇଛି। ଇରାନ ସଂସଦ ଏହି ପ୍ରସ୍ତାବକୁ ଅନୁମୋଦନ!-->…
Read More...
Read More...
ପ୍ରତି ପରିବାରକୁ ବର୍ଷକୁ ୩ ମାଗଣା ଏଲ୍ପିଜି ସିଲିଣ୍ଡର
ତାମିଲନାଡୁ: ଅଭିନୟରୁ ରାଜନୀତିକୁ ଆସିଥିବା ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଯୋଶେଫ ବିଜୟ ରାଜ୍ୟବାସୀଙ୍କ ପାଇଁ ଏକାଧିକ ଲୋକକଲ୍ୟାଣମୂଳକ ଘୋଷଣା କରିଛନ୍ତି। ତାଙ୍କ ସରକାର ରାଜ୍ୟର ଯୋଗ୍ୟ ପରିବାରଗୁଡ଼ିକୁ ପ୍ରତିବର୍ଷ ୩ଟି ଏଲ୍ପିଜି ସିଲିଣ୍ଡରର ଖର୍ଚ୍ଚ ଯୋଗାଇବ। ଯେଉଁ ପରିବାରର ବାର୍ଷିକ!-->…
Read More...
Read More...
ଡାକସେବାରେ ବଡ଼ ପରିବର୍ତ୍ତନ: ଅପ୍ଗ୍ରେଡ୍ ହେଲା ‘ଡାକ ମିତ୍ର’ ଓ ‘ଡାକ ସେବା’ ଆପ୍
ନୂଆଦିଲ୍ଲୀ: ଡିଜିଟାଲ ପ୍ରଯୁକ୍ତି ସହ ଦେଶର ଡାକସେବାକୁ ଅଧିକ ସହଜ ଓ ଆଧୁନିକ କରିବା ଲକ୍ଷ୍ୟରେ କେନ୍ଦ୍ର ସରକାର ସୋମବାର ‘ଡାକ ମିତ୍ର’ ଓ ‘ଡାକ ସେବା’ର ଉନ୍ନତ ସଂସ୍କରଣ ଲଞ୍ଚ କରିଛନ୍ତି। ଏଥିସହ ଦେଶର ବିଭିନ୍ନ ସ୍ଥାନରେ ନବୀକରଣ କରାଯାଇଥିବା ୧୪ଟି ଡାକଘର କୋଠାର ମଧ୍ୟ ଉଦ୍ଘାଟନ!-->…
Read More...
Read More...
ଶିକ୍ଷକ ଦିବସରେ ୨୧ ଉଚ୍ଚଶିକ୍ଷା ଶିକ୍ଷକଙ୍କୁ ଜାତୀୟ ପୁରସ୍କାର ଦେବେ ରାଷ୍ଟ୍ରପତି
ନୂଆଦିଲ୍ଲୀ: ଶିକ୍ଷକ ଦିବସ ଅବସରରେ ସେପ୍ଟେମ୍ବର ୫ରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଉଚ୍ଚଶିକ୍ଷା ଅନୁଷ୍ଠାନ ଓ ପଲିଟେକ୍ନିକ୍ର ୨୧ ଜଣ ଶିକ୍ଷକଙ୍କୁ ଜାତୀୟ ଶିକ୍ଷକ ପୁରସ୍କାର ପ୍ରଦାନ କରିବେ। ଏନେଇ ସୋମବାର ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।
ଚଳିତବର୍ଷ କେନ୍ଦ୍ରୀୟ!-->!-->!-->…
Read More...
Read More...