ପ୍ରମୁଖ ଖବର

ବାରବାରୀ ଷ୍ଟାଡିୟମକୁ ଏନଜିଟିର ନୋଟିସ
ହରଭଜନ ସିଂଙ୍କ ଘର କାନ୍ଥରେ ଦେଶଦ୍ରୋହୀ ଲେଖିଲେ ଆପ କର୍ମୀ
ଭବାନୀପୁରରେ ଟିଏମସି ସମ୍ପୂର୍ଣ୍ଣ ସଫା ହେବ ହେବ କହିଲେ ଶୁଭେନ୍ଦୁ ଅଧିକାରୀ
ଶାହଙ୍କ ମନ୍ତବ୍ୟକୁ ନେଇ ମମତାଙ୍କ ତୀବ୍ର ପ୍ରତିକ୍ରିୟା, ଆଇନଗତ ମାମଲା ରୁଜୁ ଚେତାବନୀ
ଇସ୍ପାତ୍ ରାଜଧାନୀ ହେବ ଓଡ଼ିଶା : ମୁଖ୍ୟମନ୍ତ୍ରୀ
ରାଜସ୍ଥାନରେ କବାଡି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ: ୪ ଜୀବନ୍ତ ଦଗ୍ଧ
Browsing Category

TOP STORIES

ଶିଶୁ ବାଟିକା ପିଲାମାନଙ୍କୁ ମିଳିବ ମାଗଣା ୟୁନିଫର୍ମ

ଭୁବନେଶ୍ବର: ରାଜ୍ୟ ସାରା ସ୍କୁଲରେ ଶିଶୁ ବାଟିକାର ଛାତ୍ରଛାତ୍ରୀମାନଙ୍କୁ ମିଳିବ ମାଗଣା ୟୁନିଫର୍ମ । ଏହା ସହିତ ଛାତ୍ରଛାତ୍ରୀମାନଙ୍କୁ ଅତ୍ୟାବଶ୍ୟକୀୟ ସାମଗ୍ରୀ ଯୋଗାଇବାକୁ ମଧ୍ୟ ଓଡ଼ିଶା ସରକାର ନିଷ୍ପତ୍ତି ନେଇଛନ୍ତି। ସୂଚନା ଅନୁଯାୟୀ, ୩,୧୦,୮୩୯ ଜଣ ନାମ ଲେଖାଇଥିବା ପିଲାଙ୍କୁ
Read More...

ବନ୍ଦ ହୋଇଯିବ ଭୁବନେଶ୍ଵର-ଦୁବାଇ ବିମାନ ସେବା

ଭୁବନେଶ୍ଵର: ବନ୍ଦ ହେବ ଭୁବନେଶ୍ଵର-ଦୁବାଇ ବିମାନ ସେବା। ଇଣ୍ଡିଗୋ ପକ୍ଷରୁ ଭୁବନେଶ୍ଵର-ଦୁବାଇ ବିମାନ ସେବାକୁ ବନ୍ଦ କରି ଦିଆଯିବ। ଆସନ୍ତା ଅକ୍ଟୋବର ୨୪ ତାରିଖରୁ ଏହି ରୁଟରେ କମ୍ପାନୀ ଏହାର ସେବା ବନ୍ଦ କରିବା ନେଇ ସୂଚନା ମିଳିଛି। ଏହି ରୁଟରେ ଆଉ ଯାତ୍ରା ସୁବିଧା ପାଇବେନି ଯାତ୍ରୀ।
Read More...

ଆଳି ଏକମାଣିଆ ମଇଁଷି ମୃତ୍ୟୁ ଘଟଣା : ମିଳିବ କ୍ଷତିପୂରଣ

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଏକମାଣିଆ ମଇଁଷି ମୃତ୍ୟୁ ଘଟଣାରେ ମିଳିବ କ୍ଷତିପୂରଣ। ଜିଲା ମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀ ମନୋଜ ପଟ୍ଟନାୟକ ମଙ୍ଗଳବାର ଏହି ସୂଚନା ଦେଇଛନ୍ତି। ଗ୍ରାମର ୩ ଗୋପାଳକଙ୍କ ୭୩ ମଇଁଷିଙ୍କ ବ୍ରାହ୍ମଣୀ ନଦୀ ଶାଖା ଦକ୍ଷିଣଡିହା ଗଳିଆ ପାଣି
Read More...

ଏଫ ଏମ କଲେଜ ଛାତ୍ରୀ ମୃତ୍ୟୁ ଘଟଣାରେ ୩ ଦିନିଆ ରିମାଣ୍ଡରେ ସମୀର ସାହୁ

ନ୍ୟୁଜ୍ ବ୍ୟୁରୋ: କଟକର ଏକ ସଂସ୍ଥା ଏସଏସବି ଇଲେକ୍ଟ୍ରିକାଲ୍ସ ୪୮ ଲକ୍ଷ ଟଙ୍କାର ଠକେଇ ନେଇ ଟାଉନ୍ ଥାନାରେ ବିଜେଡି ନେତା ଅଙ୍କିତ ପ୍ରତାପ ଜେନା ଏବଂ ତାଙ୍କ ଭଉଣୀ ଐଶ୍ୱର୍ଯ୍ୟା ପ୍ରତାପ ଜେନାଙ୍କ ବିରୋଧରେ ଏକ ମାମଲା ରୁଜୁ କରିଛି। ପୂର୍ବତନ ମନ୍ତ୍ରୀ ପ୍ରତାପ ଜେନାଙ୍କ ପୁଅ ଅଙ୍କିତ ୨୦୨୪
Read More...

ସୁସ୍ଥ ହେଉଛନ୍ତି ନବୀନ ପଟ୍ଟନାୟକ

ଭୁବନେଶ୍ୱର: ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ସୋମବାର ଅପରାହ୍ନରେ ସମ୍ ଅଲ୍ଟିମେଟ ମେଡିକେୟାରର ଅବଜରଭେସନ୍ ରୁମ୍‌ରୁ କ୍ୟାବିନ୍‌କୁ ସ୍ଥାନାନ୍ତର କରାଯାଇଛି। ତାଙ୍କ ସ୍ୱାସ୍ଥ୍ୟାବସ୍ଥାରେ ଉନ୍ନତି ପରିଲକ୍ଷିତ ହେଉଛି ଏବଂ ତାଙ୍କ କଣ୍ଡିସନ୍
Read More...

ସମ୍ବଲପୁରରେ ହେବ କେନ୍ଦ୍ରୀୟ କୃଷି ବିଶ୍ୱବିଦ୍ୟାଳୟ

ସମ୍ବଲପୁର: ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଆଜି ଲୋକସେବା ଭବନରେ କେନ୍ଦ୍ରୀୟ କୃଷି ବିଶ୍ୱ ବିଦ୍ୟାଳୟ ପ୍ରସ୍ତାବ ସମ୍ବନ୍ଧୀୟ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। କେନ୍ଦ୍ର କୃଷି ବିଶ୍ୱ ବିଦ୍ୟାଳୟ ଅଧିନିୟମ, ୧୯୯୨
Read More...

ଲ୍ୟାଣ୍ଡମାଇନ ନ ବିସ୍ଫୋରଣରେ ଜଣେ ଯବାନ ସହିଦ

ଛତିଶଗଡ଼: ଛତିଶଗଡ଼ ସିମାନ୍ତ ବିଜାପୁର ଜିଲ୍ଲାରେ ଲାଣ୍ଡମାଇନ ବିସ୍ଫୋରଣ ହୋଇଥିବା ଖବର ମିଳିଛି। ବିସ୍ଫୋରଣରେ ଜଣେ ଡିଆରଜି ଯବାନ ସହିଦ ହୋଇଥିବା ବେଳେ ତିନି ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି। ସହିଦ ଡିଆରଜି ଯବାନ ହେଉଛନ୍ତି ଦିନେଶ ନାଗ। ବିଜାପୁର ନେସନାଲ ପାର୍କ ଅଞ୍ଚଳରେ ଅପରେସନ
Read More...

ପୁଣି ଦିଲ୍ଲୀର ତିନୋଟି ସ୍କୁଲକୁ ବୋମା ଧମକ

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ ଏକକାଳୀନ ତିନୋଟି ସ୍କୁଲକୁ ବୋମା ବିସ୍ପୋରଣ ଧମକ ମିଳିଛି । ଫଳରେ ଉତ୍ତେଜନା ପ୍ରକାଶ ପାଇଥିଲା। ସ୍କୁଲ ପ୍ରଶାସନକୁ ବୋମା ଧମକ ମିଳିବା ମାତ୍ରେ ପୋଲିସକୁ ତୁରନ୍ତ ସୂଚନା ଦିଆଯାଇଥିଲା। ସୂଚନା ପାଇବା ମାତ୍ରେ ପୋଲିସ, ବୋମା ସ୍କ୍ୱାଡ୍ ଏବଂ ଦିଲ୍ଲୀ ଅଗ୍ନିଶମ
Read More...

ପଞ୍ଚଭୂତରେ ବିଲୀନ ହେଲେ ଶହୀଦ ମନୋଜ ବିଶ୍ୱାଳ

ଜମ୍ମୁ-କଶ୍ମୀର: ପଞ୍ଚଭୂତରେ ବିଲୀନ ହେଲେ ସହିଦ ମନୋଜ ବିଶ୍ୱାଳ। ଜମ୍ମୁ-କଶ୍ମୀରର କିସ୍ତଓ୍ବାର ଠାରେ ହୋଇଥିବା ବାଦଲ ଫଟା ବର୍ଷାରେ ଶହୀଦ ହୋଇଛନ୍ତି ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ମାଣିକମରା ଗ୍ରାମର ମନୋଜ ବିଶ୍ୱାଳ। ଗତ ଦୁଇ ଦିନ ତଳେ ମନୋଜଙ୍କ ମୃତ୍ୟୁକୁ ନେଇ ପରିବାର ଲୋକ ସୂଚନା
Read More...

କଠୁଆରେ ବାଦଲ ଫଟା ବର୍ଷା: ୭ ମୃତ

ଜମ୍ମୁ ଓ କାଶ୍ମୀର: କଠୁଆରେ ପ୍ରାକୃତିକ ବିପର୍ଯୟ। ବାଦଲ ଫଟା ବର୍ଷାରେ କଠୁଆରେ ୭ ଜଣଙ୍କ ମୃତ୍ୟୁ ହୋଇଛି। ଜମ୍ମୁ ଓ କାଶ୍ମୀରର କିସ୍ତୱାରରେ ବାଦଲ ଫଟା ବର୍ଷା ଓ ବନ୍ୟା ଯୋଗୁଁ ଭୟଙ୍କର କ୍ଷୟକ୍ଷତି ହୋଇଥିବା ବେଳେ ଏବେ ପ୍ରକୃତିର ଭୟଙ୍କର ରୂପ ଦେଖୁଛନ୍ତି କଠୁଆବାସୀ। ରବିବାର
Read More...