Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା
Browsing Category
TOP STORIES
ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍
ଭୁବନେଶ୍ବର: ସଡକ ଓ ଗୃହ ନିର୍ମାଣ (R&B) ଡିଭିଜନ୍ର ସହକାରୀ ଯନ୍ତ୍ରୀ ରାଜକିଶୋର ଜେନାଙ୍କ ଘରେ ଭିଜିଲାନ୍ସ ବିଭାଗ ଚଢ଼ାଉ କରିଛି। ମଙ୍ଗଳବାର ଭିଜିଲାନ୍ସ ଟିମ୍ ଏକକାଳୀନ ଭାବେ ୧୦ଟି ସ୍ଥାନରେ ତଦନ୍ତ କରିଛି।
ଭୁବନେଶ୍ୱରର ଗାଲେରିଆ ଓ ସିମ୍ଫୋନୀ ମଲ୍ ସମେତ ନୟାଗଡ଼ର ବିଭିନ୍ନ!-->!-->!-->…
Read More...
Read More...
ସୋଆର ମହିଳା ୱର୍କଫୋର୍ସକୁ ଦୁଇଟି ସମ୍ମାନ ପ୍ରଦାନ
ସୋଆର ମହିଳା ୱର୍କଫୋର୍ସକୁ ଶିକ୍ଷା ଓ ସ୍ୱାସ୍ଥ୍ୟ କ୍ଷେତ୍ରରେ ସମ୍ମାନ ପ୍ରଦାନଭୁବନେଶ୍ୱର, ଜୁଲାଇ ୨୮: ଶିକ୍ଷା ଓ ସ୍ୱାସ୍ଥ୍ୟ କ୍ଷେତ୍ରରେ ଉତ୍କର୍ଷତା ଓ ଏହାର ଅଗ୍ରଣୀ ଭୂମିକା ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ମହିଳା ୱର୍କଫୋର୍ସକୁ ଫେମିନା ୱିମେନ୍ ଆଚିଭର୍ସ ୨୦୨୫ ସମ୍ମାନରେ!-->…
Read More...
Read More...
ଆଇଏଏସ ବିଷ୍ଣୁପଦ ସେଠୀଙ୍କ ଆଗୁଆ ଜାମିନ ଆବେଦନକୁ ଖାରଜ କଲେ ହାଇକୋର୍ଟ
ଭୁବନେଶ୍ୱର: ପୁଣି ବଢିଲା ଆଇଏଏସ ବିଷ୍ଣୁପଦ ସେଠୀଙ୍କ ଅଡୁଆ। ଆଗୁଆ ଜାମିନ ଖାରଜ କଲେ ହାଇକୋର୍ଟ। ୧୦ ଲକ୍ଷ ଟଙ୍କା ଲାଞ୍ଚ ମାମଲାରେ ଆଗୁଆ ଜାମିନ ଆବେଦନ କରିଥିଲେ। ସିବିଆଇ ଗିରଫଦାରି ଏଡ଼ାଇବା ପାଇଁ ଆଗୁଆ ଜାମିନ ଆବେଦନ କରିଥିଲେ ବିଷ୍ଣୁପଦ ସେଠୀ।ତେବେ ଗତ ୧୫ ତାରିଖରେ କେସ ଡାଏରୀ ଦାଖଲ!-->…
Read More...
Read More...
ଭୁବନେଶ୍ୱର ଏମ୍ସରେ ମହିଳା କର୍ମଚାରୀଙ୍କୁ ଯୌନ ନିର୍ଯାତନା ଅଭିଯୋଗ
ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱର ଏମ୍ସରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଏମ୍ସର ଜଣେ ମହିଳା କର୍ମଚାରୀ ଜଣେ ପୁରୁଷ ନର୍ସିଂ ଅଧିକାରୀଙ୍କ ବିରୁଦ୍ଧରେ ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ସେ କହିଛନ୍ତି ଯେ, ରବିବାର ବିଳମ୍ବିତ ରାତିରେ ନର୍ସିଂ ଅଫିସର ନାନୁ ରାମ ଚୌଧୁରୀ ତାଙ୍କୁ!-->…
Read More...
Read More...
ଯୋଗାଣ ମନ୍ତ୍ରୀଙ୍କଠୁ ଠକିନେଲେ ୨୫ ଲକ୍ଷ
ଢେଙ୍କାନାଳ: ଜମି ଜାଲିଆତି ମାମଲାରେ ଖାଦ୍ୟ ଯୋଗାଣ ଏବଂ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ରଙ୍କ ଠାରୁ ୨୫ ଲକ୍ଷ ଟଙ୍କା ଠକେଇ ହୋଇଥିବା ଅଭିଯୋଗ ହୋଇଛି। ଏନେଇ ସେ ଢେଙ୍କାନାଳ ଟାଉନ୍ ଥାନାରେ ଅଭିଯୋଗ କରିଛନ୍ତି।
ସୂଚନା ଅନୁଯାୟୀ, ଏହି ଘଟଣା ୨୦୨୧ ମସିହାରେ ଘଟିଥିଲା। ସେ!-->!-->!-->…
Read More...
Read More...
ବଦଳିଲା ଛାତ୍ରୀଛାତ୍ରଙ୍କ ଆଇଡି କାର୍ଡ ରଙ୍ଗ ଓ ଲୋଗୋ
ଭୁବନେଶ୍ବର: ପ୍ରାଥମିକ ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ଆଇଡି କାର୍ଡ ରଙ୍ଗ ବଦଳିଛି। ୨୦୨୫-୨୬ ଶିକ୍ଷାବର୍ଷରୁ ନୂଆ ଆଇଡି କାର୍ଡ ପକାଇବେ ଛାତ୍ରୀଛାତ୍ର। ଏହି ଆଇଡି କାର୍ଡ ସବୁଜ ରଙ୍ଗରୁ ଗେରୁଆ ରଙ୍ଗକୁ ପରିବର୍ତ୍ତନ କରାଯାଇଛି। ସେହିପରି ହାଉସ ୟୁନିଫର୍ମ ଏବଂ ଟୋପିର ଲୋଗୋ ମଧ୍ୟ ପରିବର୍ତ୍ତନ!-->…
Read More...
Read More...
ବଢ଼ିବ ଚାଷୀ ପଞ୍ଜୀକରଣ ସମୟସୀମା
ଭୁବନେଶ୍ଵର: ଚାଷୀ ପଞ୍ଜୀକରଣ ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ ସାମ୍ନାକୁ ଆସିଛି । ଜୁଲାଇ ମାସ ୧୯ ରୁ ଅଗଷ୍ଟ ୨୦ ତାରିଖ ପର୍ଯ୍ୟନ୍ତ ଚାଷୀ ପଞ୍ଜୀକରଣ ଲାଗି ସମୟସୀମା ଧାର୍ଯ୍ୟ କରାଯାଇଛି ।
ତେବେ ପଞ୍ଜୀକରଣରେ ଚାଷୀମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଅନେକ ସମୟରେ ସର୍ଭର ଡାଉନ!-->!-->!-->…
Read More...
Read More...
୧୭ ଏମ୍ପିଙ୍କୁ ସଂସଦରତ୍ନ ପୁରସ୍କାର
ନୂଆଦିଲ୍ଲୀ: ଲୋକ ସଭାରେ ଦୃଷ୍ଟାନ୍ତମୂଳକ ପ୍ରଦର୍ଶନ ପାଇଁ ୧୭ ଜଣ ଏମ୍ପିଙ୍କୁ ଚଳିତ ବର୍ଷର ସଂସଦରତ୍ନ ପୁରସ୍କାର ପାଇଁ ଚୟନ କରାଯାଇଛି। ସେମାନଙ୍କ ମଧ୍ୟରେ ଏନ୍ସିପି (ଏସ୍ପି) ଏମ୍ପି ସୁପ୍ରିୟା ସୁଲେ, ଭାଜପା ଏମ୍ପି ରବି କିଶନ ଏବଂ ନିଶିକାନ୍ତ ଦୁବେ, ଶିବସେନା (ୟୁବିଟି)ର ଅରବିନ୍ଦ!-->…
Read More...
Read More...
ମନସା ଦେବୀ ମନ୍ଦିରରେ ଦଳାଚକଟା
ଉତ୍ତରାଖଣ୍ଡ: ଉତ୍ତରାଖଣ୍ଡର ମନସା ଦେବୀ ମନ୍ଦିରରେ ଏକ ଗୁଜବ କାରଣରୁ ରବିବାର ସକାଳେ ଦଳାଚକଟା ହୋଇଛି । ଏହି ଅଘଟଣରେ ୬ ଜଣ ଭକ୍ତଙ୍କର ମୃତ୍ୟୁ ଘଟିଥିବା ବେଳେ ୨୯ ଜଣ ଭକ୍ତ ଆହତ ହୋଇଛନ୍ତି । ମନ୍ଦିର ସିଡିରେ ବିଦ୍ୟୁତ୍ ତାର ପଡିଥିବାର ଗୁଜବ ଖେଳିବା ପରେ ମନ୍ଦିର ମଧ୍ୟରେ ଦଳାଚକଟା!-->…
Read More...
Read More...
ବିଜେଡି କର୍ପୋରେଟର ଅମରେଶ ଜେନା ଗିରଫ
ଭୁବନେଶ୍ଵର: କର୍ପୋରେଟର ଅମରେଶ ଜେନାଙ୍କୁ ଦଳରୁ ନିଲମ୍ବନ କଲା ବିଜେଡି। ଗିରଫ ପରେ କର୍ପୋରେଟର ଅମରେଶ ଜେନା ଦଳରୁ ନିଲମ୍ବିତ ହୋଇଛନ୍ତି। ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦେଶକ୍ରମେ ତାଙ୍କୁ ନିଲମ୍ବିତ କରାଯାଇଥିବା ନେଇ ଦଳ ପକ୍ଷରୁ ସୂଚନା ଦିଆଯାଇଛି।ନାବାଳିକାଙ୍କୁ ଦୁଷ୍କର୍ମ!-->…
Read More...
Read More...