Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ୟୁପିଆଇ କାରବାରରେ ନୂଆ ଶୁଳ୍କ ଲାଗୁ ନେଇ ଅନିଶ୍ଚିତତା, ୨୦୨୭ ଯାଏଁ ଘୁଞ୍ଚିପାରେ ତାରିଖ
ନନ୍ଦିଗ୍ରାମରେ ବିଜେପିର ବଡ଼ ବିଜୟ, ୧.୨୨ ଲକ୍ଷ ଭୋଟରେ ଜିତିଲେ ହସିରାଣୀ
ମୋଦିଙ୍କ ନାମରେ ନାମିତ ହେବ ଜେୱର ଅନ୍ତର୍ଜାତୀୟ ବିମାନବନ୍ଦର
ଭାରତୀୟ ପାଇଲଟ୍ ସ୍ମିତ୍ ମଚ୍ଛରଙ୍କୁ ଇସ୍ରାଏଲର ସର୍ବୋଚ୍ଚ ବୀରତ୍ୱ ସମ୍ମାନ
Browsing Category
TOP STORIES
ଆଇଏଏସ ସ୍ତରରେ ଅଦଳବଦଳ
ଭୁବନେଶ୍ବର: ଓଡିଶା ସରକାର ସଚିବ ସ୍ତରରେ ବଡ଼ ଅଦଳବଦଳ କରିଛନ୍ତି। ଅନେକ ଅଭିଜ୍ଞ ଆଇଏଏସ ଅଧିକାରୀଙ୍କୁ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ସହ ଅତିରିକ୍ତ କାର୍ଯ୍ୟଭାର ମଧ୍ୟ ଅର୍ପଣ କରାଯାଇଛି। ଦେଓ ରଞ୍ଜନ କୁମାର ସିଂଙ୍କୁ ଷ୍ଟିଲ ଓ ମାଇନ୍ସ ଅତିରିକ୍ତ ଦାୟିତ୍ୱ ମିଳିଥିବା ବେଳେ ବର୍ତ୍ତମାନ!-->…
Read More...
Read More...
ପୁଲିସ ବାରାକରେ କନଷ୍ଟେବଳଙ୍କ ଆତ୍ମହତ୍ୟା
ନୟାଗଡ: ନୟାଗଡ ଜିଲ୍ଲା ପୁଲିସ୍ ବାରାକରେ ଅଭାବନୀୟ ଘଟଣା ଘଟିଛି। ନିଜ ସର୍ଭିସ ବନ୍ଧୁକରୁ ଗୁଳି ଫୁଟାଇ ଆତ୍ମହତ୍ୟା କରିଛନ୍ତି କନଷ୍ଟେବଳ । ମୃତକ ହେଲେ ସୁନୀଲ ସେଠୀ। ମୃତକଙ୍କ ଘର ନୂଆଗାଁ ବ୍ଲକ ଓଡ଼ଗାଁ ଥାନା ବାହାଡଝୋଲା ବେରୁଆଁବାରି ଗାଁରେ। ସେ ନୟାଗଡ଼ ରିଜର୍ଭ ପୁଲିସରେ କାର୍ଯ୍ୟରତ!-->…
Read More...
Read More...
ଚେନ୍ନାଇ ସେଣ୍ଟ୍ରାଲ୍-ନ୍ୟୁ ଜଲପାଇଗୁଡ଼ି ଏକ୍ସପ୍ରେସ୍ ଲାଇନଚ୍ୟୁତ
ଯାଜପୁର: ଯାଜପୁର ରୋଡ୍ ଷ୍ଟେଶନ ନିକଟରେ ଚେନ୍ନାଇ ସେଣ୍ଟ୍ରାଲ୍ ଏକ୍ସପ୍ରେସ୍ ଲାଇନଚ୍ୟୁତ। ଯଖପୁରା ଷ୍ଟେଶନ ନିକଟରେ ଟ୍ରାକରୁ ଖସିଛି ୩ଟି ବଗି । ଆରମ୍ଭରୁ ଦୁଇଟି ବଗି ଛାଡି ତିନୋଟି ବଗି ଲାଇନଚ୍ୟୁତ ହୋଇଛ। ତେବେ ଏଥିରେ କେହି ମୃତାହତ ହୋଇନାହାନ୍ତି।ଲାଇନଚ୍ୟୁତ ହେବା ପରେ ଚେନ୍ନାଇ!-->…
Read More...
Read More...
ଏଣିକି ଶସ୍ତା ହେବ ବିଦେଶ ଯାତ୍ରା ଓ ପାଠପଢ଼ା
ନୂଆଦିଲ୍ଲୀ: ବଜେଟ୍ ଉପସ୍ଥାପନ କରିବା ସମୟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍ ଏକ ବଡ଼ ଘୋଷଣା କରିଛନ୍ତି। ବଜେଟ୍ ୨୦୨୬ରେ କେନ୍ଦ୍ର ସରକାର ବିଦେଶ ଯାତ୍ରା କିମ୍ବା ପାଠପଢ଼ାର ସ୍ୱପ୍ନ ଦେଖୁଥିବା ପରିବାର ଏବଂ ମଧ୍ୟବିତ୍ତ ବର୍ଗକୁ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରୋତ୍ସାହନ ପ୍ରଦାନ କରିଛନ୍ତି।!-->…
Read More...
Read More...
ଦେଶରେ ନିର୍ମାଣ ହେବ ୩ଟି ନୂଆ ଏମ୍ସ ଓ ୭ଟି ରେଳ କରିଡର୍
ନୂଆଦିଲ୍ଲୀ:ସଂସଦରେ ଆଗତ ହୋଇଛି ୨୦୨୬-୨୭ ପାଇଁ ବଜେଟ। କେନ୍ଦ୍ରମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ଆଗତ କରିଛନ୍ତି କେନ୍ଦ୍ର ବଜେଟ। ସ୍ବାଧୀନ ଭାରତରେ ପ୍ରଥମ ଥର ପାଇଁ ରବିବାର ସଂସଦରେ ଆଗତ କରାଯାଇଛି ବଜେଟ। ବିଗତ ୧୧ ବର୍ଷର ଆର୍ଥିକ ଅଭିବୃଦ୍ଧି ନେଇ ରଖିଲେ ତଥ୍ୟ। ବିକଶିତ ଭାରତ ଲକ୍ଷ୍ୟ!-->…
Read More...
Read More...
ବାୟୋଫାର୍ମା କ୍ଷେତ୍ର ପାଇଁ ୧୦ ହଜାର କୋଟି
ନୂଆଦିଲ୍ଲୀ: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍ ରବିବାର ଲଗାତର ନବମ ଥର ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍ (୨୦୨୬-୨୭) ଉପସ୍ଥାପନ କରିଛନ୍ତି। ବଜେଟ୍ ସମୟରେ ଅନେକ ବଡ଼ ଘୋଷଣା କରାଯାଇଛି। ଭାରତକୁ ବାୟୋଫାର୍ମା ହବ୍ କରିବାକୁ କେନ୍ଦ୍ରଅର୍ଥମନ୍ତ୍ରୀ ଆଜି ବଜେଟ ୨୦୨୬ ଆଗତ ସମୟରେ ବଡ଼!-->…
Read More...
Read More...
ବଜେଟ୍ ୨୦୨୬ ରେ ମହିଳାମାନଙ୍କ ପାଇଁ ବଡ଼ ଘୋଷଣା
ନୂଆଦିଲ୍ଲୀ: କେନ୍ଦ୍ରୀୟ ବଜେଟ୍ ୨୦୨୬-୨୭ ମହିଳାମାନଙ୍କ ଆର୍ଥିକ ସଶକ୍ତିକରଣ ଦିଗରେ ଏକ ପ୍ରମୁଖ ପଦକ୍ଷେପ। କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ‘She-Mart’ ନାମକ ଏକ ନୂତନ ପଦକ୍ଷେପ ଘୋଷଣା କରିଛନ୍ତି, ଯାହାର ଲକ୍ଷ୍ୟ ମହିଳାମାନଙ୍କୁ କେବଳ ଋଣ ନେବାଠାରୁ ଆଗକୁ ବଢ଼ିବା ଏବଂ!-->…
Read More...
Read More...
ପୁଲିସ୍ ଗୁଳିରେ ଦୁର୍ଦ୍ଦାନ୍ତ ଡକାୟତ ସିପୁ ଆହତ
କେନ୍ଦୁଝର; କେନ୍ଦୁଝର ବଡ଼ବିଲରେ ଏନକାଉଣ୍ଟର। ଦୁର୍ଦ୍ଦାନ୍ତ ଡକାୟତ ସିପୁ କୁମାରଙ୍କୁ ଏନକାଉଣ୍ଟର କଲା ବଡ଼ବିଲ ପୋଲିସ। ଓଡ଼ିଶା-ଝାଡ଼ଖଣ୍ଡ ସିମା ଟାଙ୍କୁରା ଜଙ୍ଗଳରେ ଏନକାଉଣ୍ଟର କରାଯାଇଥିବା ସୂଚନା ମିଳିଛି। କେନ୍ଦୁଝର ଜିଲ୍ଲା ବଡ଼ବିଲ ସ୍ଥିତ ବ୍ୟାଙ୍କ ଅଫ୍ ମହାରାଷ୍ଟ୍ରରେ ଡକାୟତି ଘଟଣାରେ!-->…
Read More...
Read More...
ପୁରୀ ଜିଲ୍ଲାପାଳଙ୍କ ବିରୋଧରେ ଅଦାଲତ ଅବମାନନା ମାମଲା, ଜବାବ ତଲବ କଲେ ହାଇକୋର୍ଟ
ପୁରୀ: ପୁରୀ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ାଙ୍କ ବିରୋଧରେ ଅଦାଲତ ଅବମାନନା ମାମଲା ରୁଜୁ କରିଛନ୍ତି ଓଡ଼ିଶା ହାଇକୋର୍ଟ। ପ୍ରସ୍ତାବିତ କୋଣାର୍କ ବାଲୁଖଣ୍ଡ ଅଭୟାରଣ୍ୟ ସମ୍ପର୍କରେ କୋର୍ଟଙ୍କ ପୂର୍ବ ନିର୍ଦ୍ଦେଶ ପାଳନ ହୋଇନଥିବା ଅଭିଯୋଗରେ ଜିଲ୍ଲାପାଳଙ୍କୁ ନୋଟିସ୍ ଜାରି କରାଯାଇଛି। ୩!-->…
Read More...
Read More...
ବ୍ୟାନ ହେବନି ପାନ ମସଲା: ସ୍ପଷ୍ଟୀକରଣ ରଖିଲା ସ୍ବାସ୍ଥ୍ୟ ବିଭାଗ
ଭୁବନେଶ୍ବର: ଓଡିଶାରେ ବ୍ୟାନ ହେବନି ପାନ ମସଲା। ସିଟି ଆଣ୍ଡ ଜିଏସଟି ଓ ଅର୍ଥ ବିଭାଗକୁ ଚିଠି ଲେଖି ଏନେଇ ସ୍ପଷ୍ଟୀକରଣ ରଖିଲା ସ୍ବାସ୍ଥ୍ୟ ବିଭାଗ। ଯେଉଁ ପାନ ମସଲାରେ ତମାଖୁ କିମ୍ବା ନିକୋଟିନ୍ ନାହିଁ, ତାହା ବ୍ୟାନ ହେବନାହିଁ।
ଜାତୀୟ ହାର ଠାରୁ ଦୁଇ ଗୁଣ ଅଧିକ ଓଡିଶାରେ ତମ୍ବାଖୁ ସେବନ!-->!-->!-->…
Read More...
Read More...